Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୂରଣ ହେବ ୯୦୦ରୁ ଅଧିକ ଶିକ୍ଷକ ପଦବୀ
ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ପକ୍ଷରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୯୦୨ ପଦବୀ ପୂରଣ କରାଯିବ । ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।
ବେକାର ବସିଥିବା ଯୁବକ ଓ ଯୁବତୀଙ୍କ ପାଇଁ ଖୁସି ଖବର । ଶିକ୍ଷକତା ପାଇଁ ଇଚ୍ଛୁକ!-->!-->!-->…
ଆସନ୍ତା ସପ୍ତାହ ଆରମ୍ଭରୁ ବଙ୍ଗୋପୋସାଗରରେ ସୃଷ୍ଟି ହେବ ଲଘୁଚାପ
ଭୁବନେଶ୍ୱର: ଆସୁଛି ବଡ଼ ବର୍ଷା । ଆସନ୍ତା ସପ୍ତାହ ଆରମ୍ଭରୁ ବଙ୍ଗୋପୋସାଗରରେ ସୃଷ୍ଟି ହେବ ଲଘୁଚାପ । ଏହା ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବ ବୋଲି ପୂର୍ବାନୁମାନ କରାଯାଇଛି । ୨୧ ତାରିଖ ବେଳକୁ ଓଡ଼ିଶା ଅତିକ୍ରମ କରିବା ସମ୍ଭାବନା ରହିଛି । ଜୁଲାଇ ୧୮ରୁ ରାଜ୍ୟରେ ବଢିବ ବର୍ଷା!-->…
ହୋଟେଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର: ଭୁବନେଶ୍ୱରର ଏକ ହୋଟେଲରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ବନିତା କୁମାରୀ ସାହୁ । ଯୁବତୀ ଜଣଙ୍କ ଘର ପୁରୀ ଜିଲ୍ଲାର କୁଆଁପଡ଼ା ଅଞ୍ଚଳର ଜଣାପଡିଛି। ସେ ଏକ ମୋବାଇଲ କମ୍ପାନୀରେ କାମ କରୁଥିଲେ ।
ସୂଚନାଅନୁସାରେ ଗତକାଲି ସଂଧ୍ୟାରେ ସେ!-->!-->!-->…
ଝିଅ ସହ ପ୍ରେମିକକୁ ମାରି ଗଛରେ ଟାଙ୍ଗିଦେଲା ବାପା
କଳାହାଣ୍ଡି : ଭବାନୀପାଟଣାରେ ଅନର କିଲିଂ । ପ୍ରେମର ଆଉ ଏକ କରୁଣ କାହାଣୀ । ପରିବାରର ସମ୍ମାନ ରକ୍ଷା କରିବାକୁ ଯାଇ ଝିଅ ଓ ତାର ପ୍ରେମିକକୁ ତଣ୍ଟି ଚିପି ମାରିଦେଲେ । ବାପା, କକା, ଭିଣୋଇ ଦୁଇ ଜଣଙ୍କୁ ମାରିଦେଲେ । ଧର୍ମଗଡ ପୋଲିସ ଏହି ଘଟଣାର ପର୍ଦ୍ଦାଫାଶ କରିଛି । ଡବଲ ମର୍ଡର!-->…
ଆଜି ସରିବ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା
ଭୁବନେଶ୍ୱର: ଜୁଲାଇ ୧୩ ଗୁରୁବାର ଶେଷ ହେବ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା। ୨୧୫୮ କଲେଜର ୫ଲକ୍ଷ ୬ହଜାର ୯୧୩ ସିଟ୍ ପାଇଁ ନାମଲେଖା ଚାଲିଛି। ପ୍ରଥମ ପର୍ଯ୍ୟାୟ ନାମଲେଖାରେ ବିଳମ୍ବତ ରାତି ପର୍ଯ୍ୟନ୍ତ ୩ ଲକ୍ଷ ୧୯ ହଜାର ୨୨୯ ଜଣ ନାମ ଲେଖାଇଛନ୍ତି। ଆହୁରୀ ୧ ଲକ୍ଷ ୮୭ହଜାର ୬୮୪!-->…
ରାଜଧାନୀରେ ଶିଶୁ କନ୍ୟା ଜନ୍ମ କରି ରାସ୍ତା କଡ଼ରେ ଫୋପାଡି ଦେଇଗଲା ମା’
ଭୁବନେଶ୍ବର: ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା। ଖୋଦ୍ ରାଜଧାନୀରେ ଘଟିଲା ଅଭାବନୀୟ ଘଟଣା। ଜନ୍ମ କରି ରାସ୍ତା କଡ଼ରେ ନବଜାତ ଶିଶୁ କନ୍ୟାକୁ ଫୋପାଡି ଦେଇଗଲା ମା’। ମିଳିଥିବା ସୂଚନା ମୁତାବକ ଭୁବନେଶ୍ବରର ଆଚାର୍ଯ୍ୟବିହାର ଛକ ନିକଟ ଅଳିଆ ଗଦାରେ ଏହି ନବଜାତ!-->…
ଆଜିଠୁ ଯୁକ୍ତ ଦୁଇ ଇନ୍ଷ୍ଟାଣ୍ଟ ପରୀକ୍ଷା
ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବାକୁ ଯାଉଛି ଯୁକ୍ତ ଦୁଇ ଇନ୍ଷ୍ଟାଣ୍ଟ ପରୀକ୍ଷା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗ ଇନ୍ଷ୍ଟାଣ୍ଟ ପରୀକ୍ଷା ଜୁଲାଇ ୧୩ ଓ ୧୪ ତାରିଖରେ ଅନୁଷ୍ଠିତ ହେବ। ଛାତ୍ରଛାତ୍ରୀ ଜୁଲାଇ ୧୩!-->…
ବିଦ୍ୟୁତ ସେବା ଯୋଗାଇବାରେ ଟାଟା ପାଓ୍ବାର କରିଥିବା ଖର୍ଚ୍ଚର ହେବ ଅଡିଟ୍
ଭୁବନେଶ୍ୱର: ରାଜ୍ୟରେ ବିଦ୍ୟୁତ ବିତରଣ ଭିତ୍ତିଭୂମିର ବିକାଶ ପାଇଁ ଟାଟା ପାଓ୍ବାର ପକ୍ଷରୁ ଖର୍ଚ୍ଚ ହୋଇଥିବା ୧୯୦୦ କୋଟି ଟଙ୍କାର ତୃତୀୟ ପକ୍ଷ ଅଡିଟ୍ କରିବାକୁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ନିଷ୍ପତ୍ତି ନେଇଛି। ଭୁବନେଶ୍ୱରସ୍ଥିତ ଟାଟା ପାଓ୍ୱାର ସେଣ୍ଟ୍ରାଲ ଓଡ଼ିଶା!-->…
ମହିଳା ପୋଲିସ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ଘରୋଇ ସହାୟିକା
କଟକ: ଜିଲ୍ଲାର ଜଣେ ମହିଳା ପୁଲିସ କର୍ମଚାରୀଙ୍କ ବିରୋଧରେ ତାଙ୍କ ଘରୋଇ ସହାୟକ ଶାରୀରିକ ଓ ମାନସିକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଗତ ଦୁଇ ବର୍ଷ ହେବ ମହିଳା ପୋଲିସ କର୍ମଚାରୀଙ୍କ ପାଇଁ କାମ କରୁଥିବା ସଞ୍ଜୁକ୍ତା ପାତ୍ର ଅଭିଯୋଗ କରିଛନ୍ତି ଯେ, ତାଙ୍କୁ ଅନେକ ସମୟରେ ମାଡ ମାରିବା ସହ!-->…
୨୫ କିଲୋମିଟର ଚାଲିଚାଲି ଆସି ଉପଜିଲ୍ଲାପାଳଙ୍କୁ ଭେଟି ସମସ୍ୟା ଜଣାଇଲେ ଛାତ୍ର
ବାରିପଦା: ଛାତ୍ରମାନେ ସ୍କୁଲର ସମସ୍ୟା ଜଣାଇବାକୁ ପ୍ରାୟ ୨୫ କିଲୋମିଟର ରାସ୍ତା ପାଦରେ ଚାଲି ଚାଲି ଆସି ଭେଟିଛନ୍ତି ଉପଜିଲ୍ଲାପାଳଙ୍କୁ। ମୟୂରଭଞ୍ଜ ଜିଲ୍ଲା ଦୁଧିଆଣି ଜି.ପି. ହାଇସ୍କୁଲର ଛାତ୍ରମାନେ ବୁଧବାର ୨୫ କିଲୋମିଟର ଚାଲି ଚାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ସେମାନଙ୍କ!-->…