Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ୨୪ ଘଣ୍ଟିଆ ଓଟି ସେବା
ଭୁବନେଶ୍ୱର: ଏଣିକି ରାତିରେ ଗୁରୁତର ରୋଗୀ ରାଜଧାନୀ ସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ଅପରେସନ ପାଇଁ ଆସିଲେ ଆଉ ଅନ୍ୟ ହସ୍ପିଟାଲକୁ ରେଫର ନହୋଇ ତାଙ୍କର କିଭଳି ଅପରେସନ ହୋଇପାରିବ ସେ ଦିଗରେ ପଦକ୍ଷେପ ନିଆଯାଇଛି। ଏଣିକି ଅସହାୟ ରୋଗୀ ଓ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ୨୪ ଘଣ୍ଟା!-->…
ଗୁଳିମାଡ଼ରେ ବାପା ମୃତ, ଝିଅ ଗୁରୁତର
ବ୍ରହ୍ମପୁର: ଝିଅର ଶାଶୂ ଘରକୁ ଯାଇଥିବା ବାପାଙ୍କର ଗୁଳିମାଡ଼ରେ ମୃତ୍ୟୁ ହୋଇଛି। ଗଂଜାମ ଜିଲ୍ଲା ପୋଲସରା ଅଞ୍ଚଳରେ ଆଜି ସନ୍ଧ୍ୟାରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ବ୍ୟକ୍ତି ହେଲେ ବିଜୟ ବେହେରା (୬୨)। ଏହି ଗୁଳିମାଡ଼ର ଶିକାର ହୋଇଥିବା ଝିଅଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ!-->…
ଓଡ଼ିଶାରେ ମିଶନ ଶକ୍ତି ଅଭିଯାନ ବନ୍ଦ କରିବାକୁ ବିଜେପିର ଷଡଯନ୍ତ୍ର: ବିଜେଡିି
ଭୁବନେଶ୍ୱର, : ମିଶନ ଶକ୍ତି ଅଭିଯାନ ଯୋଗୁଁ ଓଡ଼ିଶାର ୭୦ ଲକ୍ଷ ମହିଳା କିପରି ସ୍ୱାବଲମ୍ବୀ ହୋଇ ପାରିଛନ୍ତି ଏବଂ ସାମାଜିକ, ଅର୍ଥନୈତିକ ଓ ରାଜନୈତିକ କ୍ଷେତ୍ରରେ ନିଜର ଯୋଗଦାନ ଦେଇ ପାରୁଛନ୍ତି, ତାହା ଆଜି ସାରା ବିଶ୍ୱ ଦେଖୁଛି। ଓଡ଼ିଶାରେ ମହିଳା ସଶକ୍ତିକରଣର ଏହି ସଫଳ ଅଭିଯାନ ଆଜି ସବୁରି!-->…
ପ୍ରତି ମାସରେ ବରିଷ୍ଠ ଅଧିକାରୀ ବିଭିନ୍ନ ଡିସକମ୍ ବୁଲି ‘ଟାଟା ପାୱାର’ କାର୍ଯ୍ୟର ସମୀକ୍ଷା କରିବେ: ଓଇଆରସି
ଭୁବନେଶ୍ବର: ରାଜ୍ୟରେ ବିଦ୍ୟୁତ୍ ବିଭ୍ରାଟ ନେଇ ଆସନ୍ତା ବର୍ଷ ଯେପରି ଏ ବର୍ଷ ଭଳି ଅବସ୍ଥା ନ ହୁଏ ସେନେଇ ଓଇଆରସି ତାଗିଦ୍ କରିଛି। ଟାଟା ପାୱାରର ବାର୍ଷିକ ପ୍ରଦର୍ଶନୀ ସମୀକ୍ଷା ପରେ ଓଇଆରସି ପକ୍ଷରୁ ସେବା ସୁଧାରିବାକୁ କହାଯାଇଛି । ଓଇଆରସି ନିର୍ଦ୍ଦେଶକ ପ୍ରିୟବ୍ରତ ପଟ୍ଟନାୟକ କହିଛନ୍ତି!-->…
ଗ୍ରାମାଞ୍ଚଳର ବିକାଶ ବିଜେପି ସହ୍ୟ କରି ପାରୁନାହିଁ: ବିଜେଡି
ଭୁବନେଶ୍ୱର: ଯେତେବେଳେ ରାଜ୍ୟ ସରକାର ଓଡ଼ିଶାର ଗ୍ରାମାଞ୍ଚଳରେ ଥିବା ପ୍ରତ୍ୟେକ ପଞ୍ଚାୟତର ରୂପାନ୍ତୀକରଣ, ଡିଜିଟାଲ ଭିତ୍ତିଭୂମିର ବିକାଶ ଏବଂ ସର୍ବୋପରି ଜଗନ୍ନାଥ ସଂସ୍କୃତି ଓ ଐତିହ୍ୟର ସଂସ୍ଥାପନା ଲାଗି ଐତିହାସିକ ପଦକ୍ଷେପ ନେଉଛନ୍ତି ଓଡ଼ିଶା ବିଜେପି ଏଥିରେ ବି ରାଜନୀତି କରିବାକୁ!-->…
ବାହାନଗା ଟ୍ରାଜେଡି: ଗିରଫ ୩ କର୍ମଚାରୀଙ୍କ ସମେତ ୭ ସସ୍ପେଣ୍ଡ
ବାଲେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ୭ ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଦକ୍ଷିଣ ପୂର୍ବ ରେଳବାଇର ମହାପ୍ରବନ୍ଧକ (ଜିଏମ୍) ଅନୀଲ କୁମାର ମିଶ୍ରା ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି, ନିଲମ୍ବିତ ହୋଇଥିବା କର୍ମଚାରୀଙ୍କ ମଧ୍ୟରେ ସିବିଆଇ ଗିରଫ କରିଥିବା ୩ ଜଣ!-->!-->!-->…
5T ଉପକ୍ରମରେ ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: 5T ଉପକ୍ରମରେ ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର । ୨୦ କୋଟି ଟଙ୍କା ମଞ୍ଜୁର । କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ!-->…
ବନ୍ଦ ଘରୁ ବ୍ୟାଙ୍କ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ବ୍ରହ୍ମପୁର : ବ୍ୟାଙ୍କ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଗଞ୍ଜାମ ଜିଲ୍ଲା ପୋଲସରା ରାଜବଙ୍ଗଳା ସାହି ନିକଟ ଏକ ବନ୍ଦ ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣକ ପୋଲସରା ବ୍ୟାଙ୍କ ଅଫ ବରୋଦାର ଫିଲଡ଼ ଅଫିସର ସୁଧାଂଶୁ ଦାଶ ।
ସୁଧାଂଶୁ ରହୁଥିବା ଘର କବାଟ ଆଜି!-->!-->!-->…
ଶିକ୍ଷୟିତ୍ରୀଙ୍କ ମାଡ଼ରେ ଛାତ୍ର ଗୁରୁତର, ଛାତିରେ ଯନ୍ତ୍ରଣା ଅନୁଭବ ପରେ ମେଡିକାଲରେ ଭର୍ତ୍ତି
କାମାକ୍ଷାନଗର: ଦଣ୍ଡମୁକ୍ତ ଅଞ୍ଚଳରେ ମିଳିଲା ଦଣ୍ଡ। ସ୍କୁଲ ପରିସରରେ ନିରୀହ ଛାତ୍ରଙ୍କୁ ଦିଆଗଲା ନିର୍ଯାତନା। ପ୍ରାର୍ଥନା ସଭାରେ ଶିକ୍ଷୟିତ୍ରୀଙ୍କ ମୁଥ ମାଡ଼ରେ ଗୁରୁତର ହେଲେ ଛାତ୍ର । ଏପରି ଏକ ସାଂଘାତିକ ଘଟଣା ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର କଙ୍କଡାହାଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ!-->…
ମୁଖ୍ୟମନ୍ତ୍ରୀଙ୍କ ଆଚରଣ ଆଦିବାସୀଙ୍କ ପ୍ରତି ତାତ୍ସଲ୍ୟ: ନିତ୍ୟାନନ୍ଦ ଗଣ୍ଡ
ଭୁବନେଶ୍ୱର : ରାଜ୍ୟ ସମୁଦାୟ ଜନସଂଖ୍ୟାର ୨୩ ପ୍ରତିଶତ ହେଉଛନ୍ତି ଜନଜାତି ସଂପ୍ରଦାୟର । ଜନଜାତିଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ବହୁ କଲ୍ୟାଣକାରୀ ଯୋଜନା ରହିଛି । ରାଜ୍ୟରେ ଜନଜାତିଙ୍କ ସମସ୍ୟାର ସମାଧାନ ଏବଂ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ଟ୍ରାଇବାଲ ଆଡଭାଇଜରୀ କମିଟି’!-->…