Browsing Category

ଓଡିଶା

ଅଡିଓ ବାର୍ତ୍ତା ପରେ ମଞ୍ଚ ଉପରେ ମୁଖ୍ୟମନ୍ତ୍ରୀଙ୍କୁ ଭିଡିଓ କଲ୍ କଲେ ପାଣ୍ଡିଆନ

ଅନୁଗୁଳ:ଷ୍ଟେଜ ଉପରେ ମୁଖ୍ୟମନ୍ତ୍ରୀଙ୍କ ଅଡିଓ ବାର୍ତ୍ତା ଶୁଣାଇଥିଲେ । ଆଜି ସିଧା ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କଲିଂରେ କଥାବାର୍ତ୍ତା ହେଲେ । ଜୁନ ୨୬ରେ ବରଗଡରେ ଅଡିଓ ବାର୍ତ୍ତା ଆଉ ଜୁଲାଇ ୧୦ ତାରିଖରେ ଅନୁଗୁଳରେ ସିଧାସଳଖ ଭିଡିଓ ବାର୍ତ୍ତା ଦେଖାଇ ବିରୋଧୀଙ୍କୁ ଜବାବ ଦେଲେ ଫାଇଭ ଟି

ପୁରୀ ଶ୍ରୀମନ୍ଦିର ଜଗମୋହନ ମରାମତି କାମ ସମ୍ପୂର୍ଣ୍ଣ, ହାଇକୋର୍ଟଙ୍କୁ ଅବଗତ କଲା ଏଏସଆଇ

ପୁରୀ: ପୁରୀ ଶ୍ରୀମନ୍ଦିର ଜଗମୋହନ ମରାମତି କାମ ସମ୍ପୂର୍ଣ୍ଣ । ହାଇକୋର୍ଟଙ୍କୁ ଅବଗତ କଲା ଏଏସଆଇ । ନାଟମଣ୍ଡପ ମରାମତି କାମ ସାରିଥିବା ନେଇ କୋର୍ଟଙ୍କୁ ଅବଗତ କଲା ଏଏସଆଇ । ରତ୍ନଭଣ୍ଡାର ଖୋଲିବା ନେଇ ସତ୍ୟପାଠ ଦାଖଲ କରିଛି ଶ୍ରୀମନ୍ଦିର ପ୍ରଶାସନ । ରତ୍ନ ଭଣ୍ଡାର ଖୋଲାଯିବ କି

ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ପାଇଁ ଆରମ୍ଭ ହେବ ଡିଜିଟାଲ୍ ଆଟେଣ୍ଡାନ୍ସ ବ୍ୟବସ୍ଥା

ଭୁବନେଶ୍ୱର : ରାଜ୍ୟରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ ହେଉଥିବା ବେଳେ ଉଭୟ ସ୍କୁଲ ଏବଂ କଲେଜରେ ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ଲାଗି ବିଭାଗ ଅଣ୍ଟା ଭିଡ଼ିଛି । ତେବେ ୨୦୧୯ ଶିକ୍ଷାବର୍ଷ ଆରମ୍ଭରୁ ରାଜ୍ୟରେ ପ୍ରଥମରୁ ଦଶମ ଶ୍ରେଣୀ

ଓଡ଼ିଶାରେ ନିଅଣ୍ଟିଆ ବର୍ଷା: ୨୨ ଜିଲ୍ଲାର ସ୍ଥିତି ସାଂଘାତିକ

ଭୁବନେଶ୍ୱର:ଗତ ତିନି ଧରି ଉତ୍ତରଭାରତରେ ବର୍ଷା ପ୍ରଳୟ ରଚୁଥିବାବେଳେ ଶୁଖିଲା ପଡିଛି ଉପକୂଳ ଅଞ୍ଚଳ । ଓଡ଼ିଶାରେ ବର୍ଷାଭାବ ଯୋଗୁ ସାଂଘାତିକ ପରିସ୍ଥିତି ସୃଷ୍ଟି ହୋଇଛି । ନିଅଣ୍ଟିଆ ବର୍ଷାକୁ ଦେଖି ମୁଣ୍ଡରେ ହାତ ଦେଲାଣି ଚାଷୀ । ଓଡ଼ିଶାର ୨୨ ଜିଲ୍ଲାରେ ବର୍ଷାର ଦେଖା ନାହିଁ । ବିଶେଷ କରି

ଧାର୍ମିକ ପର୍ଯ୍ୟଟନସ୍ଥଳୀ ଭାବେ ଉତ୍ତରକାଶୀ ଜଗନ୍ନାଥ ମନ୍ଦିରର ଉନ୍ନତୀକରଣ ହେବ-କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର:ଉତ୍ତରକାଶୀରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରର ରକ୍ଷଣାବେକ୍ଷଣ ଓ ସୌନ୍ଦର୍ଯ୍ୟକରଣ କରିବା ନେଇ  ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିସହିତ ଏହି ମନ୍ଦିରର ନୀତିକାନ୍ତି କିପରି ସୂଚାରୁ ରୂପେ ହେବ

ଶିକ୍ଷା କ୍ଷେତ୍ରରେ ନିଜ ଅପାରଗତା ଦେଖି ଲଜ୍ଜିତ ହୁଅନ୍ତୁ ରାଜ୍ୟ ସରକାର : ଡ.ଲେଖାଶ୍ରୀ

ଭୁବନେଶ୍ୱର : ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ନେଇ ପିଜିଆଇ ରିପୋର୍ଟ ଆସିବା ପରେ ରାଜ୍ୟ ସରକାରଙ୍କ ଅସଲ ମୁଖା ଖୋଲି ଯାଇଛି । ସର୍ବଭାରତୀୟ ସ୍ତରରେ ଓଡିଶାର ମାନ ୧୦ରୁ ୨୪ କୁ ପହଂଚିଛି । ଶିକ୍ଷା ବ୍ୟବସ୍ଥା ପ୍ରତି ୨୩ ବର୍ଷର ବିଜେଡି ସରକାର ଆଦୈା ଗୁରୁତ୍ୱ ଦେଉନଥିବାର ଏହି ରିପୋର୍ଟରେ

ଚୁଲି ଜାଳୁଥିବା ବେଳେ ସାନିଟାଇଜର ବିସ୍ପୋରଣ, ୨ ନାବାଳିକା ଗୁରୁତର

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ଅଘଟଣ। ଚୁଲି ଜଳୁଥିବା ବେଳେ ସାନିଟାଇଜର ସହିତ ଅଗ୍ନି ସଂଯୋଗ ହେବରୁ ବିସ୍ପୋରଣ ଘଟିଛି।ଫଳରେ ଚୁଲି ପାଖରେ ଥିବା ଦୁଇ ନାବାଳିକା ଗୁରୁତର ଆହତ ହୋଇଛନ୍ତି। ଆହତ ଦୁଇ ଜଣ ହେଲେ ଗୋବିନ୍ଦପୁରର ଗିରିଧାରୀ

ପାଣ୍ଡିଆନଙ୍କ ହାତରେ ବିଜେଡି ଟିକେଟ’: ପ୍ରଦୀପ ପୁରୋହିତ

ଭୁବନେଶ୍ୱର: 5T ସଚିବଙ୍କୁ ନେଇ ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ବଡ଼ ମନ୍ତବ୍ୟ। କହିଲେ, ‘ବିଜେଡି ଆଉ ବିଜେଡି ହାତରେ ନାହିଁ, ବିଜେଡି 5T ସଚିବଙ୍କ ହାତକୁ ଚାଲିଗଲାଣି ବୋଲି ମୋର ସନ୍ଦେହ, ବିଜେଡିର ବଡ଼ ବଡ଼ ନେତା 5T ସଚିବଙ୍କୁ ନେଇ ଅସନ୍ତୁଷ୍ଟ ଅଛନ୍ତି | ଅସନ୍ତୁଷ୍ଟ ଥିଲେ ବି

ଦୁଇଦିନିଆ ଅନୁଗୋଳ ଜିଲ୍ଲା ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ

ଅନୁଗୋଳ: ଆହୁରି ସମୃଦ୍ଧ ହେବ ଅନୁଗୋଳ । ଦୁଇଦିନିଆ ଅନୁଗୋଳ ଜିଲ୍ଲା ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ। ପ୍ରଥମେ ତାଳଚେର ଗସ୍ତ କରି ହିଙ୍ଗୁଳା ପୀଠରେ ପହଞ୍ଚି ମା ହିଙ୍ଗୁଳାଙ୍କ ଦର୍ଶନ କରିଛନ୍ତି। ମନ୍ଦିରର ବିକାଶ ଓ ଅନ୍ୟାନ୍ୟ ସୁବିଧା ଅସୁବିଧା ନେଇ ପୂଜକ ଓ ହିଙ୍ଗୁଳା ମନ୍ଦିର

ସମ୍ପତ୍ତି ପାଇଁ ନିଜ ମାଆକୁ ମାରି ଲହୁଲୁହାଣ କଲା ବଡପୁଅ

ଗଜପତି : ମୋ ପୁଅ କବଳରୁ ମତେ ମୁକ୍ତି ଦିଅନ୍ତୁ । ଏମିତିଆ ପୁଅ ଭଗବାନ୍‌ କାହାକୁ ନ ଦିଅନ୍ତୁ । ନିଜ ବଡପୁଅ ପାଇଁ ଜଣେ ମାଆ ଏଭଳି କହିଛନ୍ତି । ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଜଣେ ପୁଅ ସମ୍ପତ୍ତି ପାଇଁ ନିଜ ମାଆକୁ ମାରି ଲହୁଲୁହାଣ କରିଛି। ଏପରି ଘଟଣା ବର୍ତ୍ତମାନ