Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିକାଶକୁ ନେଇ ଶ୍ବେତପତ୍ର ଜାରି କରନ୍ତୁ ଓଡ଼ିଶା ସରକାର: ମନମୋହନ ସାମଲ
ଭୁବନେଶ୍ବର: ଓଡ଼ିଶାରେ ବିଜେପି ସରକାର ଗଢ଼ିବ। ଏଥିଲାଗି ସ୍ୱତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ବି ହୋଇଛି। ପୂର୍ବାଞ୍ଚଳ ରାଜ୍ୟମାନଙ୍କୁ ନେଇ ଗୌହାଟୀରେ ବସିଥିବା ବୈଠକରୁ ଫେରିବା ପରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏହା ପ୍ରକାଶ କରିଛନ୍ତି।
ସେ କହିଛନ୍ତି, ଗୌହାଟୀ ରଣନୀତି ଶତ!-->!-->!-->…
ଅଗଷ୍ଟ ୯ରେ ତ୍ରିସ୍ତରୀୟ ପଞ୍ଚାୟତ ଉପନିର୍ବାଚନ
ଭୁବନେଶ୍ବର : ଆସନ୍ତା ଅଗଷ୍ଟ ୯ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତ୍ରିସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ହେବ। ଅଗଷ୍ଟ ୧୧ରେ ଭୋଟ୍ ଗଣତି କରି ଫଳାଫଳ ଘୋଷଣା ହେବ ବୋଲି ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚିତ ପ୍ରତିନିଧିଙ୍କ!-->…
ଦକ୍ଷିଣ ଭାରତୀୟ କମ୍ପାନୀ ଦ୍ବାରା ଓଡିଶା ସରକାର ପରିଚାଳିତ: କେନ୍ଦ୍ରମନ୍ତ୍ରୀ ଟୁଡୁ
ଭୁବନେଶ୍ୱର: ଫାଇଭ-ଟି ସଚିବ ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତକୁ ଅଗଣତାନ୍ତ୍ରିକ ବୋଲି କହି ସମାଲୋଚନା କରିଛନ୍ତି କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ।
ଗୁରୁବାର ମାଲକାନଗିରିର ଖଇରିପୁଟ ଠାରେ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଉଦଘାଟନ ଅବସରରେ ଟୁଡୁ!-->!-->!-->…
୬ ସାଂଗଠନିକ ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା କଲେ ନବୀନ
ଭୁବନେଶ୍ୱର: ସଂଗଠନକୁ ସୁଦୃଢ଼ କରୁଛି ବିଜୁ ଜନତା ଦଳ । ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ୬ ସାଙ୍ଗଠନିକ ଜିଲ୍ଲାର ସଭାପତିଙ୍କ ସହ ୩ ଜିଲ୍ଲାରେ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା କରିଛନ୍ତି । ଏନେଇ ପ୍ରେସ୍ ଇସ୍ତାହାର ଜାରି କରିଛନ୍ତି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ!-->…
ବିଭାଗୀୟ ମନ୍ତ୍ରୀଙ୍କ ସହ ଆଲୋଚନା ପରେ କାର୍ଯ୍ୟବନ୍ଦ ଆନ୍ଦେଳନ ପ୍ରତ୍ୟାହାର କଲେ ବନ କର୍ମଚାରୀ
ଭୁବନେଶ୍ୱର: ଗୁରୁବାର ରାଜ୍ୟ ସରକାରଙ୍କ ଜଙ୍ଗଲ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ପରେ ବନ କର୍ମଚାରୀ କାର୍ଯ୍ୟ ବନ୍ଦ ଆନ୍ଦୋଳନରୁ ଓହରି ଯାଇଛନ୍ତି। ଏହାପରେ କାର୍ଯ୍ୟରେ ଯୋଗ ଦେଇଛନ୍ତି।
ବନ ସେବା ସଂଘର ସାଧାରଣ ସମ୍ପାଦକ ଦିଲୀପ ମିଶ୍ର!-->!-->!-->…
ବଢ଼ିଲା ବୀରେନ୍ଦ୍ର ଲାକ୍ରାଙ୍କ ଅଡୁଆ, ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
କଟକ: ଆନନ୍ଦ ଟପ୍ପୋଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ। ଅନ୍ତର୍ଜାତୀୟ ହକି ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କର ଏହି ମୃତ୍ୟୁ ଘଟଣାରେ ଲିଙ୍କ ଥିବା ନେଇ ଅଭିଯୋଗ ଆଧାରରେ କୋର୍ଟ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ଆନନ୍ଦଙ୍କ ବାପା!-->!-->!-->…
ସାମ୍ବାଦିକଙ୍କ ପାଇଁ ସ୍ୱାସ୍ଥ୍ୟବୀମା ପୋର୍ଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସାମ୍ବାଦିକଙ୍କ ପାଇଁ ସ୍ୱାସ୍ଥ୍ୟବୀମା ପୋର୍ଟାଲ ଲୋକାର୍ପିତ । ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ବୋଧନ ଦେଇଛନ୍ତି । ସ୍ୱାସ୍ଥ୍ୟବୀମା ପୋର୍ଟାଲ ଉନ୍ମୋଚନ କରି ମୁଁ ବହୁତ ଖୁସି ବୋଲି ମୁଖ୍ୟମନ୍ତ୍ରୀ!-->…
ରାହୁଲ ଗାନ୍ଧୀଙ୍କ ଆବେଦନ ଖାରଜକୁ ନେଇ ଗର୍ଜିଲା ଓଡିଶା କଂଗ୍ରେସ
ଭୁବନେଶ୍ୱର:ଗୁଜରାଟ ହାଇକୋର୍ଟଙ୍କ ରାୟ ପରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ । ଭୁବନେଶ୍ୱର କଂଗ୍ରେସ ଭବନରେ ନେତାଙ୍କ ଆନ୍ଦୋଳନ । ସେହିପରି ଅହମଦାବାଦରେ କଂଗ୍ରେସ କର୍ମୀ ଏକାଠି ହୋଇଛନ୍ତି । ରାହୁଲ ଗାନ୍ଧୀଙ୍କୁ ଗୁଜରାଟ ହାଇକୋର୍ଟଙ୍କ ଝଟକା । ପୁନଃବିଚାର ଆବେଦନ ଖାରଜ କଲେ କୋର୍ଟ । ସୁରଟ!-->…
ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଗାଙ୍ଗେୟ-ପଶ୍ଚିମବଙ୍ଗ ଉପତ୍ୟକାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ଉପାନ୍ତରୁ ଉପକୂଳ ଜାରି ରହିଛି ବର୍ଷା। ଆସନ୍ତା ୧୬ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ ଭଲ ବର୍ଷା ଆଣିପାରେ । ପ୍ରଭାବରେ!-->…
ପୋଲିସ ଘରୁ ସୁନା ଅଳଙ୍କାର ଚୋରି କରିନେଇଗଲା ଚୋର
ଢେଙ୍କାନାଳ: ଅବକାରୀ ଇନ୍ସପେକ୍ଟରଙ୍କ ଘରୁ ଗୁରୁବାର ଦିନ ଲୁଟେରାମାନେ ଲକ୍ଷାଧିକ ଟଙ୍କା ଓ ସୁନାଗହଣା ଲୁଟି ନେଇଛନ୍ତି। କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ଜିରିଡାମାଳି ଠାରେ ଇନ୍ସପେକ୍ଟର ସଞ୍ଜୀବ କୁମାର ଶର୍ମା ସହର ବାହାରକୁ ଯାଇଥିବା ବେଳେ ଏହି ଘଟଣା ଘଟିଛି। ଶର୍ମା କାମାକ୍ଷାନଗର ଅବକାରୀ!-->…