Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରୋଗୀକୁ ମିଳିଲାନି ଆମ୍ବୁଲାନ୍ସ, ଟ୍ରଲିରେ ଗଲେ ହସ୍ପିଟାଲ
ସୋନପୁର: ଜଣେ ରୋଗୀଙ୍କୁ ଆମ୍ବୁଲାନ୍ସ ନମିଳିବାରୁ ରିକ୍ସା ଟ୍ରଲିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେବାକୁ ପଡିଛି। ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନିଜ ଜିଲ୍ଲା ବିନିକାରେ ଏହି ଘଟଣା ଘଟିଛି।
ରୋଗୀ ଜଣକ ହେଲେ ହାଲୁ ନାଏକ(୩୮)। ସେ ଗୁରୁବାର କାମ କରୁଥିବା ବେଳେ ହଠାତ୍!-->!-->!-->…
5T ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ମନ୍ଦିର। ଖର୍ଚ୍ଚ ହେବ ୧୮ କୋଟି ଟଙ୍କା
ଭୁବନେଶ୍ୱର: 5T ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ମନ୍ଦିର। ଖର୍ଚ୍ଚ ହେବ ୧୮ କୋଟି ଟଙ୍କା । ଦୁଇଟି ପର୍ଯ୍ୟାୟରେ କାମ ସଂପୂର୍ଣ୍ଣ ହେବ । ମନ୍ଦିରର ବିକାଶ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ନିର୍ଦ୍ଧାରିତ ସମୟରେ!-->…
ଆଜି ତୃତୀୟ ଦିନରେ ବି ଚାଲିଛି ଡିଏନ ଗ୍ରୁପରେ ଆୟକର ଚଢଉ, ଗଣି ଗଣି ସରୁନି ଟଙ୍କା
ଭୁବନେଶ୍ୱର:ତିନି ଦିନ ହେଲାଣି ଚାଲିଛି ଚଢାଉ । ଯେତେ ଖୋଳିଲେ ସେତେ ବାହାରୁଛି ସମ୍ପତ୍ତି ତାଲିକା । ଆଜି ତୃତୀୟ ଦିନରେ ଚାଲିଛି ଡିଏନ ଗ୍ରୁପ ଉପରେ ଆୟକର ବିଭାଗର ଚଢାଉ । ପ୍ରଥମ ଦିନ ଚଢାଉରେ ୩୦ କୋଟି ଜବତ ହୋଇଥିବାବେଳେ ଗତକାଲି ବାହାରିଛି ପୁଳା ପୁଳା ଟଙ୍କା । ଗତକାଲି ଚଢ଼ାଉ ବେଳେ!-->…
ବ୍ୟାପୁଛି ଆଖିଧରା ରୋଗ : ଚଳିତ ମାସ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ
ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ଆଖି ଧାରା ରୋଗ ଅସ୍ବାଭାବିକ ଭାବେ ବଢ଼ିବାରେ ଲାଗିଛି । ଭୁବନେଶ୍ବର, କଟକ ସମେତ ଯାଜପୁର, ବାଲେଶ୍ବର ସମେତ ଅନ୍ୟ ଜିଲ୍ଲାରେ ବହୁ ସଂଖ୍ୟାରେ ଲୋକ ଏଥିରେ ଆକ୍ରାନ୍ତ ହୋଇଥିବା ନଜରକୁ ଆସିଛି । ଭୟରେ ଲୋକମାନେ ହସ୍ପିଟାଲରେ ଭିଡ଼ ଜମାଉଛନ୍ତି। ଉଭୟ!-->…
ରାଜଧାନୀରୁ ପୁଣି ଜଣେ ଛାତ୍ର ନିଖୋଜ
ଭୁବନେଶ୍ୱର: ରାଜଧାନୀରୁ ପୁଣି ଜଣେ ଛାତ୍ର ନିଖୋଜ । ଛାତ୍ର ଜଣକ ରାଗି ଘରୁ କୁଆଡେ ପଳାଇଥିବା ଜଣାପଡିଛି । ଏ ନେଇ ପରିବାର ଲାେକେ ମୈତ୍ରୀ ବିହାର ଥାନାରେ ଅଭିଯୋଗ କରିଛନ୍ତି । ନିଖୋଜ ଛାତ୍ରଙ୍କ ନାଁ ଯୋଗେଶ ବାଲାଜ । ସ୍କୁଲ ଯିବାକୁ ନେଇ ପରିବାର ଲାେକେ ଏବଂ ଶିକ୍ଷକ ତାଙ୍କୁ ଗୁରୁବାର!-->…
ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କ ସହ ଶାରିରୀକ ସଂପର୍କ ରଖିବା ଦୁଷ୍କର୍ମ ନୁହେଁ : ଓଡ଼ିଶା ହାଇକୋର୍ଟ
ଭୁବନେଶ୍ୱର: ଉତ୍ତମ ସମ୍ପର୍କରେ ରହି ବିବାହ ପ୍ରତିଶୃତି ଦେଇ ଶାରୀରିକ ସମ୍ପର୍କ ରଖିବା ଦୁଷ୍କର୍ମ ନୁହେଁ । ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଘଟିଥିବା ଏକ ଘଟଣାକୁ ନେଇ ଦାୟର ମାମଲାର ଶୁଣାଣି କରି ଏହି ରାୟ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ । ଭଲ ସମ୍ପର୍କ ଥାଇ ବିବାହ!-->…
ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ: ୩ ଜଣଙ୍କର ଦରମା ଓ ୬ ଜଣଙ୍କର ପେନସନ ବନ୍ଦ
ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରଖିଛନ୍ତି । ଏ ପର୍ଯ୍ୟନ୍ତ ୧୯୭ ଜଣ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ସାରିଲେଣି । ଏବେ ପୁଣି ୯ ଜଣଙ୍କ ବିରୋଧରେ କାାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ୩ ଜଣଙ୍କୁ!-->…
ଆଜିଠୁ+୨ ନାମଲେଖା, ପ୍ରଥମ ଦିନରେ ନାମ ପଞ୍ଜୀକରଣ କଲେ ୪ ଲକ୍ଷ ୧୨ ହଜାର ୩୬୮ଜଣ ଛାତ୍ରଛାତ୍ରୀ
ଭୁବନେଶ୍ୱର: ଆଜିଠାରୁ +୨ ନାମଲେଖା। ୧୩ ତାରିଖ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ। ୧୪ ତାରିଖ ଯାଏ ପିଲାଙ୍କ ସ୍ଲାଇଡ୍ଅପ୍ ପ୍ରକ୍ରିୟା ଚାଲିବ। ପ୍ରଥମ ପର୍ଯ୍ୟାୟରେ ୪ ଲକ୍ଷ ୧୨ ହଜାର ୩୬୮ଜଣ ଛାତ୍ରଛାତ୍ରୀ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ।
ସେହିପରି ୧୯ ତାରିଖ ପୂର୍ବାହ୍ନ!-->!-->!-->…
ଛତୁ ଖାଇ ଗୋଟିଏ ପରିବାରର ୬ ଜଣ ଡାକ୍ତରଖାନାରେ ଭର୍ତ୍ତି
ଭଦ୍ରକ: ଛତୁ ତରକାରୀ ଖାଇ ଦୁଇ ପରିବାରର ୬ ଜଣ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ୪ ଶିଶୁଙ୍କ ସହ ୬ ଜଣ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଭଦ୍ରକ ଜିଲ୍ଲା ରାହଞ୍ଜ ଗାଁରୁ ଏମିତି ଘଟଣା ସାମ୍ନାକୁ ଆସିଛି ।
ସୂଚନା ଅନୁଯାୟୀ, ଭଦ୍ରକ ଜିଲ୍ଲା ରାହଞ୍ଜ ଗାଁର ଲଷ୍ମୀପ୍ରିୟା ଓ କନକଲତାଙ୍କ!-->!-->!-->…
‘ଆମ ପୋଖରୀ’ ଯୋଜନା: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ‘ଆମ ପୋଖରୀ’ ଯୋଜନା ଶୁଭାରମ୍ଭ କରିଛନ୍ତି। ଲୋକସେବା ଭବନର କନଭେନସନ୍ ସେଣ୍ଟରର ମୁଖ୍ୟମନ୍ତ୍ରୀ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ସହରାଂଚଳରେ ଥିବା ସମସ୍ତ ଜଳାଶୟ ନବୀକରଣ ଏହି ଯୋଜନାର ମୁଖ୍ୟ ଉଦେଶ୍ୟ ରହିଛି।
‘ଆମ ପୋଖରୀ!-->!-->!-->…