Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୮୦ରୁ ଅଧିକ ସିଟ୍ ପାଇ ଜିତିବୁ, ସରକାର କରିବୁ: ବୁଧାନ
ଭୁବନେଶ୍ୱର: ରାଜ୍ୟରେ ୮୦ରୁ ଅଧିକ ସିଟ ପାଇବୁ ଓ ସରକାର କରିବୁ କହିଲେ ବୁଧାନ । ଆଗାମୀ ନିର୍ବାଚନ ନେଇ ବିଜେପି ବିଧାୟକ ବୁଧାନ ମୁର୍ମୁଙ୍କ ମନ୍ତବ୍ୟ । ୧୨୦କୁ ବେସ୍ କରି କାମ ହେବ, ସରକାର ଗଠନରୁ ଅଧିକ ସିଟ୍ ଟାର୍ଗେଟ । ଆମ ଟାର୍ଗେଟ ୮୦ ବିଧାୟକ ବୋଲସି କହିଲେ ବୁଧାନ ମୁର୍ମୁ ।
ସରକାର!-->!-->!-->…
ଡିଏନ୍ ହୋମ୍ସ ଗ୍ରୁପରେ ଇନ୍କମ୍ ଟ୍ୟାକ୍ସ ରେଡ୍, ନଗଦ ୩୦ କୋଟି ଜବତ
ଭୁବନେଶ୍ୱର: ଟିକସ ଫାଙ୍କିବା ଅଭିଯୋଗରେ ଭୁବନେଶ୍ୱରରେ ଆୟକର ବିଭାଗର ବଡ଼ ଚଢ଼ାଉ । ଡିଏନ୍ ହୋମ୍ସରେ ଆଇଟି ରେଡ୍ । ଭୁବନେଶ୍ୱର ସ୍ଥିତ ପୋଷ୍ଟାଲ କଲୋନୀ ସମେତ ୨୦ ସ୍ଥାନରେ ରେଡ୍ କରାଯାଉଛି। ଆଇଟି ବିଭାଗର ୭ ଜଣିଆ ସଦସ୍ୟ ଏଥିରେ ଉପସ୍ଥିତ ଅଛନ୍ତି।
ଆଜି ସକାଳେ!-->!-->!-->…
ପୂଜାର୍ଚ୍ଚନା ପରେ ଖୋଲିଲାଧବଳେଶ୍ୱରଙ୍କ ପୀଠକୁ ଯିବାକୁ କଂକ୍ରିଟ ସେତୁ
ଆଠଗଡ଼: ଧବଳେଶ୍ୱରକୁ କଂକ୍ରିଟ ସେତୁ। ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରୁ ପୀଠକୁ ଯାତାୟତ ପାଇଁ ଏହି କଂକ୍ରିଟ ସେତୁ ନିର୍ମାଣ କରାଯାଇଛି। ପୂଜା ପାଠ ପରେ ସେତୁ ସର୍ବସାଧାରଣଙ୍କ ପାଇଁ ଖୋଲାଯାଇଛି। ଫଳରେ ପୀଠକୁ ଯିବା ଆସିବା ନେଇ ଦୀର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଛି।!-->…
ଭୀମସାରରେ ଦୁଇ ଛାତ୍ର ଗୋଷ୍ଠୀ ଗଣ୍ଡଗୋଳ ଘଟଣା: ଥାନାରେ ମାମଲା ରୁଜୁ
ସମ୍ବଲପୁର : ବୁର୍ଲା ଭୀମସାର ମେଡିକାଲ କଲେଜରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ଯରେ ଗଣ୍ଡଗୋଳ ଘଟଣାରେ ବୁର୍ଲା ଥାନାରେ ରୁଜୁ ହେଲା ମାମଲା । ବିଳମ୍ବିତ ରାତିରେ ରୁଜୁ ହେଲା ମାମଲା। ଭୀମସାର ଡିନ୍ଙ୍କ ଅଭିଯୋଗ ଆଧାରରେ ମାମଲା ରୁଜୁ କରିଛି ପୋଲିସ। ଅଜଣା ବ୍ୟକ୍ତିଙ୍କ ନାମରେ ହୋଇଛି ମାମଲା!-->…
ଲୋକଙ୍କ ପାଖକୁ ଯାଇ ସମସ୍ୟା ସମାଧାନକୁ ବିରୋଧ କାହିଁକି: ବିଜେଡି
ଭୁବନେଶ୍ୱର : ଭୁବନେଶ୍ୱରର ଶୀତତାପ ନିୟନ୍ତ୍ରିତ ଚାମ୍ବରରେ ବସି ଲୋକଙ୍କ ସମସ୍ୟା ବୁଝିବାକୁ ଚେଷ୍ଟା କରିବା ପରିବର୍ତ୍ତେ, ଗାଁ ଗହଳିରେ ରହୁଥିବା ଲୋକଙ୍କ ପାଖକୁ ଯାଇ ସେମାନଙ୍କ ସମସ୍ୟା ଶୁଣିବା ଏବଂ ସମାଧାନ କରିବା ଭଲ ନୁହେଁ କି? କାହିଁକି କିଛି ଲୋକ ଏଭଳି ପଦକ୍ଷେପ ଉପରେ କ୍ରୋଧିତ ଏବଂ!-->…
ବୁର୍ଲା ଭୀମସାର୍ରେ ଛାତ୍ର ଗୋଷ୍ଠୀ ମୁହାଁମୁହିଁ
ସମ୍ବଲପୁର :ଦୁଇ ମେଡ଼ିକାଲ୍ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ବୁର୍ଲା ଭୀମସାର୍ରେ ଗଣ୍ଡଗୋଳ ଘଟିଛି। ଭୀମସାର ଓ ବ୍ରହ୍ମପୁର ଏମ୍କେସିଜି ଛାତ୍ର ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୫ରୁ ୬ ଜଣ ମେଡ଼ିକାଲ୍ ଛାତ୍ର ଆହତ ହୋଇ ମେଡ଼ିକାଲ୍ରେ ଭର୍ତ୍ତି ହୋଇଛନ୍ତି।
ମିଳିଥିବା!-->!-->!-->…
ରାଜ୍ୟ ଯୁବମୋର୍ଚ୍ଚା ଗଣମାଧ୍ୟମ କର୍ମଶାଳା
ଭୁବନେଶ୍ୱର : ଦେଶ ସ୍ୱାଧୀନତା ପରବର୍ତୀ ସମୟରେ ଯାହା ସମ୍ଭବ ହୋଇନଥିଲା, ତାହା ଗତ ୯ ବର୍ଷର ମୋଦି ସରକାରରେ ସମ୍ଭବ ହୋଇଛି । କେନ୍ଦ୍ରରେ ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ଅନେକ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରାଯାଇଛି । ଏସମସ୍ତ ଜନକଲ୍ୟାଣକାରୀ ଯୋଜନାକୁ ଲୋକଙ୍କ ପାଖରେ!-->…
ଜେଜେ ମା’ଙ୍କ ଅଭିଯୋଗ, ଦେଢ଼ବର୍ଷର ଶିଶୁକନ୍ୟାକୁ ତଣ୍ଟିଚିପି ଦେଲା ମା..
କେନ୍ଦ୍ରାପଡ଼ା : ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଲାଉଗୁଡ଼ା ଗ୍ରାମରେ ରବିବାର-ସୋମବାର ରାତିରେ ୩ ଛୁଆଙ୍କ ସହିତ ମା’ କୂଅକୁ ଡେଇଁବା ଘଟଣାକୁ ରାଜ୍ୟବାସୀ ଭୁଲି ନାହାନ୍ତି। ଏହି ଘଟଣାର ୨୪ ଘଣ୍ଟା ନପୂରୁଣୁ କେନ୍ଦ୍ରାପଡ଼ା ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଆଳି ଥାନା ଅନ୍ତର୍ଗତ ପଦନିପାଳ!-->…
ବାହାନଗା ଟ୍ରେନ୍ ଟ୍ରାଜେଡି: ଷ୍ଟେସନ୍ ମାଷ୍ଟରଙ୍କ ଅବହେଳା ହିଁ ଦୁର୍ଘଟଣାର କାରଣ
ବାଲେଶ୍ବର: ବାହାନଗା ରେଳ ଦୁର୍ଘଟଣା ପାଇଁ ଷ୍ଟେସନ୍ ମାଷ୍ଟର ହିଁ ଦାୟୀ । ଏଭଳି ସାଂଘାତିକ ତଥ୍ୟ ଆସିଛି ସିଆରଏସ୍ ରିପୋର୍ଟରୁ । ସିଗନାଲିଂ ତ୍ରୁଟିରୁ ଦୁର୍ଘଟଣା ଘଟିଥିବା ସ୍ପଷ୍ଟ ହୋଇଛି । ରେଲୱେ ସେଫଟି କମିଶନର ରିପୋର୍ଟରେ ଏହା କୁହାଯାଇଛି । ଷ୍ଟେସନ୍ ମାଷ୍ଟରଙ୍କ ଅବହେଳା ହିଁ!-->…
ସ୍ୱାମୀର କୋଦାଳ ମାଡରେ ସ୍ତ୍ରୀ ମୃତ
ବଲାଙ୍ଗୀର: ପାରିବାରିକ କଲହରୁ ସ୍ବୀ କୁ ହତ୍ୟା କଲା ଜହ୍ଲାଦ ସ୍ୱାମୀ.. ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଥାନା ଟିକ୍ରାପଡା ଫାଣ୍ଡି ଝରବାହାଲି ଗାଁରେ…. ସ୍ୱାମୀର ଫାଉଡ଼ା ମାଡ଼ରେ ସ୍ତ୍ରୀ ମୃତ..ସୂଚନା ଅନୁଯାଇ ଆଜି ସକାଳୁ ଲମ୍ବୋଦର ନାଏକ ଙ୍କ ସ୍ତ୍ରୀ ବବି!-->…