Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ କିରାଣି
କଳାହାଣ୍ଡି: ଭିଜିଲାନ୍ସ ଜାଲରେ RWSS କିରାଣି । କଳାହାଣ୍ଡି ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବରିଷ୍ଠ କିରାଣୀ ଟି ଭେଙ୍କଟ ଗିରି ରାଓଙ୍କୁ ମାଡିବସିଲା ଭିଜିଲାନ୍ସ । ପେନସନ ଓ ଗ୍ରାଚୁଟି କାଗଜ ପତ୍ର କରାଇଦେବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ।!-->…
ଆସନ୍ତା୨୩ରେ ଇସ୍କନର ଅଦିନିଆ ରଥଯାତ୍ରା
ଭୁବନେଶ୍ବର: ପୁଣି ଇସ୍କନର ମନମାନୀ । ଆସନ୍ତା୨୩ତାରିଖ ରବିବାର ଦିନ ଆୟୋଜିତ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା । ତାଇୱାନର ଜିମେଣ୍ଡିଙ୍ଗ ଏମଆରଟି EXIT-6ରେ ଆୟୋଜିତ ହେବାକୁ ଥିବା ଅଦିନିଆ ରଥଯାତ୍ରାରେ ଯୋଗ ଦେବାପାଇଁ ଇସ୍କନ ଅନୁଗାମୀ ଏବଂ ଜଗନ୍ନାଥ ପ୍ରେମୀଙ୍କୁ ଅନଲାଇନ ମାଧ୍ୟମରେ ସୂଚନା!-->…
ପରିତ୍ୟକ୍ତ କୂଅରୁ ହାତୀ ଶାବକ ଉଦ୍ଧାର
କଣ୍ଟାବାଞ୍ଝି : ପରିତ୍ୟକ୍ତ କୂଅରୁ ହାତୀ ଶାବକ ଉଦ୍ଧାର । ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ବିଜାମାଲ ଗାଁ ନିକଟ ଏକ ପରିତ୍ୟକ୍ତ କୂଅରେ ହାତୀ ଛୁଆଟି ଖସି ପଡ଼ିଥିଲା । ସ୍ଥାନୀୟଲୋକେ ଦେଖି ବନବିଭାଗକୁ ଖବର ଦେଇଥିଲେ । ମୁରିବାହାଲ ଦମକଳ ବାହିନୀ ପହଞ୍ଚି ଶାବକକୁ କୂଅରୁ!-->…
ପୋଖରୀ ଭିତରକୁ ପଶିଲା କାର୍, ଦୁଇ ମୃତ
ଭଞ୍ଜନଗର : ପୋଖରୀକୁ ପଶିଗଲା କାର୍ । ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ କବିସୂର୍ଯ୍ୟନଗର ଥାନା ଗଙ୍ଗାପୁର ଗାଁ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ନୀଳାଞ୍ଚଳ ପାତ୍ର ଓ ସନ୍ତୋଷ ମହାପାତ୍ର । କାର୍ ଭିତରେ ମୋଟ ୪ ଜଣ ଥିଲେ । ଗାଡିଟି ଭାରସାମ୍ୟ ହରାଇ ପୋଖରୀ ଭିତରକୁ ପଶିଯାଇଥିଲା ।!-->…
ASO ମୁଖ୍ୟ ଲିଖିତ ପରୀକ୍ଷା ରଦ୍ଦ, ଡିସେମ୍ବର ୭ରେ ସାନି ପରୀକ୍ଷା
କଟକ : ASO ମୁଖ୍ୟ ଲିଖିତ ପରୀକ୍ଷା ବାତିଲ୍ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷାକୁ ରଦ୍ଦ କରିଛନ୍ତି ହାଇକୋର୍ଟ । ଡିସେମ୍ବର ୭ ତାରିଖରେ ସାନି ପରୀକ୍ଷା ହେବ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷା ପରିଚାଳନାରେ ବିଭ୍ରାଟ ହୋଇଥିବା ସନ୍ଦେହ କରି ହାଇକୋର୍ଟ ରେଜିଷ୍ଟ୍ରାର ଏହି!-->…
ରାଜ୍ୟସ୍ତରୀୟ ‘ସୁରଭି-୨୦୨୫’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱରର ୟୁନିଟ୍-୩ସ୍ଥିତ କ୍ୟାପିଟାଲ ହାଇସ୍କୁଲଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ!-->…
ନୂଆପଡ଼ା ଉପନିର୍ବାଚନ: ୧୪ ତାରିଖ ସକାଳ ସାଢ଼େ ୮ରୁ ଇଭିଏମ କାଉଣ୍ଟିଂ
ଭୁବନେଶ୍ବର: ନଭେମ୍ବର ୧୪ରେ ନୂଆପଡ଼ା ବିଧାନସଭା ଉପନିର୍ବାଚନ ଭୋଟ୍ ଗଣତି । ଏଥିପାଇଁ ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶୁକ୍ରବାର ସକାଳ ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ ଗଣନା ଓ ସାଢେ ୮ଟା ର ଆରମ୍ଭ ହେବ ଇଭିଏମ କାଉଣ୍ଟିଂ । ୩୫୮ ବୁଥ୍ ପାଇଁ ୧୪ଟି ଟେବୁଲ!-->…
ନୂଆପଡ଼ାରେ ଐତିହାସିକ ୮୩.୪୫% ମତଦାନ
ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ ଥର ଐତିହାସିକ ଭାବେ ୮୩.୪୫% ଭୋଟିଂ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ସୂତ୍ରରୁ ସୂଚନା ମିଳିଛି।
ସିଇଓ କହିଛନ୍ତି ଯେ, ମତଦାନରେ ଏହି ଉତ୍ସାହପୂର୍ଣ୍ଣ ଅଂଶଗ୍ରହଣ ନୂଆପଡାବାସୀଙ୍କ ଗଣତନ୍ତ୍ର!-->!-->!-->…
ମହାନଦୀରେ ନୌକା ଦୌଡ ପ୍ରତିଯୋଗିତା
କଟକ: ମହାନଦୀର ଶାନ୍ତ ଜଳରାଶିରେ ଦୁଇ ଦିନିଆ ନୌକା ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହାନଦୀ ନୌକା ଦୌଡ଼ ପ୍ରତିଯୋଗିତା ୨୦୨୫କୁ ଶୁଭାରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଦ୍ୱାରା କଟକ ଜିଲ୍ଲା ପ୍ରଶାସନ ସହିତ ମିଳିତ ଭାବରେ!-->…
ଡିସେମ୍ବର ୧୭ରେ ଓଟିଇଟି
କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ (ଓଟିଇଟି) ଡିସେମ୍ବର ୧୭ରେ ଅନୁଷ୍ଠିତ ହେବ। ସେହି ଦିନ ୨ଟି ପର୍ଯ୍ୟାୟରେ ପରୀକ୍ଷା କରାଯିବ। ପୂର୍ବାହ୍ଣ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ପେପର-୧ ପରୀକ୍ଷା ଓ ଅପରାହ୍ଣ ୨ଟାରୁ ୪.୩୦ ପର୍ଯ୍ୟନ୍ତ!-->…