Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମାଂସ ଦୋକାନୀଙ୍କୁ ପିଟିପିଟି ମାରିଦେଲେ ମହିଳା
ଝାରସୁଗୁଡ଼ା: ଝାରସୁଗୁଡ଼ାରେ ଚାଞ୍ଚଲ୍ୟ । ମାଂସ ଦୋକାନୀଙ୍କୁ ପିଟିପିଟି ମାରିଦେଲେ ମହିଳା । ଘରକୁ ଫେରୁଥିବା ବେଳେ କିଛି ମହିଳା ଠେଙ୍ଗାରେ ପିଟିପିଟି ମାରି ଦେଇଥିବା ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ମୃତକ ହେଲେ ଝାରସୁଗୁଡ଼ା ଥାନା ଲେକଚର କଲୋନୀର କୈଳାସ ଚନ୍ଦ୍ର ମେହେର!-->…
ସରିଲା ରିମାଣ୍ଡ ଅବଧି: ଭିଜିଲାନ୍ସ କୋର୍ଟରେ ପ୍ରଶାନ୍ତ ରାଉତ ହାଜର
ସୁନ୍ଦରଗଡ଼: ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟରେ ହାଜର ହେଲେ ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ। ରିମାଣ୍ଡ ଅବଧି ସରିବା ପରେ ଆଜି ପ୍ରଶାନ୍ତ ରାଉତଙ୍କୁ କୋର୍ଟରେ ହାଜର କରିଛି ଭିଜିଲାନ୍ସ। ଭିଜିଲାନ୍ସ ୫ ଦିନିଆ ରିମାଣ୍ଡରେ ପ୍ରଶାନ୍ତଙ୍କୁ ନେଇଥିଲା। ଦୀର୍ଘ!-->…
ସିଦ୍ଧାନ୍ତ ମହାପାତ୍ରଙ୍କୁ ଏସ୍ଟିଏ ର ପ୍ରଶଂସା
ଭୁବନେଶ୍ୱର:ଓଲିଉଡର ଖ୍ୟାତନାମା ଅଭିନେତା ତଥା ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ରଙ୍କୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସଟିଏ) ପକ୍ଷରୁ ପ୍ରଶଂସା କରାଯାଇଛି। ଗୋଲ୍ଡେନ ଆୱାରରେ ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର ପାଇଁ ତାଙ୍କୁ ପ୍ରଶଂସା କରାଯିବା ସହିତ ସିଦ୍ଧାନ୍ତ ଅନ୍ୟମାନଙ୍କ ପାଇଁ ରୋଲ୍!-->…
ଘରେ ଶୋଇଥିଲେ ଶାଶୂ-ବୋହୂ: ଚଢିଗଲା ହାଇଓ୍ବା
କେନ୍ଦ୍ରାପଡ଼ା: ଆଜି ସକାଳେ କେନ୍ଦ୍ରାପଡ଼ା ଜିଲ୍ଲାର କୃଷ୍ଣନଗର ପଞ୍ଚାୟତର ବାଘୁଆ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ରାସ୍ତାକଡ଼ ଘର ଉପରକୁ ଏକ ଚିପ୍ସ ବୋଝେଇ ହାଇୱା ମାଡ଼ିଯିବା ଫଳରେ ଘର ଭିତରେ ଥିବା ଶାଶୂ ଓ ବୋହୂ ଗୁରୁତର ହୋଇଛନ୍ତି। ଉଭୟଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା!-->…
ବାଲେଶ୍ୱର ଏସ୍ପି ସାଗରିକା ନାଥଙ୍କ ବାପା-ମାଆଙ୍କୁ ଆକ୍ରମଣ
ଭୁବନେଶ୍ବର: ଆଇପିଏସ୍ଙ୍କ ବାପା-ମାଆଙ୍କୁ ଆକ୍ରମଣ। ପୂର୍ବତନ ଭୁବନେଶ୍ୱର ଟ୍ରାଫିକ ଡିସିପି ତଥା ବର୍ତ୍ତମାନର ବାଲେଶ୍ୱର ଏସ୍ପି ସାଗରିକା ନାଥଙ୍କ ପରିବାର ଉପରେ ଆକ୍ରମଣ ହୋଇଛି। ମିଳିଥିବା ସୂଚନା ଅନସାରେ ଗତକାଲି ରାତିରେ ସାଗରିକାଙ୍କ ବାପା-ମାଆ ଏକ କାର୍ରେ ଆମ୍ରି ହସ୍ପିଟାଲ ନିକଟରୁ!-->…
ଜନବସତି ଅଞ୍ଚଳରେ ନୂଆ ମଦବାର ଖୋଲିବା ନେଇ ଜନ ପ୍ରତିବାଦ
ଭୁବନେଶ୍ୱର (୦୨/୦୭) : ଘନ ଜନବସତି ଅଞ୍ଚଳ ଆଇଆରସି ଭିଲେଜରେ ପ୍ରସ୍ତାବିତ ନୂଆ ମଦ ବାର ଖୋଲିବା ନେଇ ଆଜି ସି.ପି.ଆଇ(ଏମ୍ ଏଲ୍)ରେଡଷ୍ଟାର ଓଡ଼ିଶା ରାଜ୍ୟ କମିଟି ନେତୃତ୍ବରେ ଶହ ଶହ ସଂଖ୍ୟାରେ ବସ୍ତି ବାସିନ୍ଦା, ପାର୍ଟି କର୍ମୀ, ଅଖିଳ ଭାରତ କ୍ରାନ୍ତିକାରୀ ମହିଳା ସଂଗଠନ ର ନେତୃବୃନ୍ଦ,!-->…
ଠିକାଦାର ଭାଙ୍ଗିଦେଲେ କେଦାରଗୌରୀ ମନ୍ଦିର ପାଚେରୀ : ଏଏସଆଇ
ଭୁବନେଶ୍ବର: ଆଜି କେଦାରଗୌରୀ ମନ୍ଦିରର ଗୋଟିଏ ପାର୍ଶ୍ବ ପାଚେରୀ ଭାଙ୍ଗି ଦିଆଯାଇଛି। ବିନା ଅନୁମତିରେ କେଦାରଗୌୀ ମନ୍ଦିର ପାଚେରୀ ଭଙ୍ଗାଯାଇଛି ବୋଲି ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ (ଏଏସଆଇର) ଅଭିଯୋଗ କରାଯାଇଛି। ମନ୍ଦିର ସୁରକ୍ଷା କର୍ମୀଙ୍କ ବାରଣ ସତ୍ତ୍ବେ କେଦାରଗୌରୀ ମନ୍ଦିରର!-->…
ବାହାନଗା ଟ୍ରେନ୍ ଦୁର୍ଘଟଣା: ସତ୍ୟନଗର ଶ୍ମଶାନରେ ବିହାର ଓ ଝାଡ଼ଖଣ୍ଡର ୨ ମୃତଦେହର ଶେଷକୃତ୍ୟ ସମ୍ପନ୍ନ
ଭୁବନେଶ୍ୱର : ବାହାନଗା ଟ୍ରେନ୍ ଦୁର୍ଘଟଣାରେ ମୃତ ଝାଡ଼ଖଣ୍ଡ ଓ ବିହାରର ଦୁଇ ଜଣ ବ୍ୟକ୍ତିଙ୍କ ମୃତଦେହ ଆଜି ଭୁବନେଶ୍ବରର ସତ୍ୟନଗରସ୍ଥିତ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଝାଡଖଣ୍ଡର ମୃତକ ହେଲେ ଦିନେଶ ଯାଦବ ଓ ବିହାରର ମୃତକ ହେଲେ ସୁରେଶ ରାୟ ।
ସୂଚନା ଅନୁସାରେ!-->!-->!-->…
ବାଇକ୍ ଆରୋହୀ ସ୍ବାମୀ-ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଦ୍ରୁତଗାମୀ ଟ୍ରକ୍
ଅନୁଗୋଳ: ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଅପରାହ୍ଣରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍ ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଯାଇଛି। ଫଳରେ ଘଟଣାସ୍ଥଳରେ ହିଁ ସେମାନଙ୍କର ଜୀବନ ଚାଲି ଯାଇଛି। ମୃତକମାନେ ହେଲେ ଗୁରଙ୍ଗ ଦେହୁରୀସାହିର ଅକ୍ଷୟ ବେହେରା ଓ ତାଙ୍କ ସ୍ତ୍ରୀ ମମତା!-->…
ଓଡ଼ିଶା-ଆନ୍ଧ୍ର ସୀମାରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
ମାଲକାନଗିରି: ଜିଲ୍ଲା ପୁଲିସ ଓ ବିଏସଏଫ ପକ୍ଷରୁ ଅପରେସନ ଜାରି ରହିଥିବା ବେଳେ ବିପୁଳ ମାଓ ସାମଗ୍ରୀ ଜବତ ହୋଇଛି। ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଅଞ୍ଚଳରୁ ମାଓ ସାମଗ୍ରୀକୁ ମିଳିଥିବା ନେଇ ମାଲକାନଗିରି ଏସପି ନିତିଶ୍ ୱାଧୱାନୀ ସୂଚନା ଦେଇଛନ୍ତି। ତାଙ୍କ କହିବାନୁଯାୟୀ, ପୁଲିସ ଓ ବିଏସଏଫ ପକ୍ଷରୁ!-->…