Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କନ୍ଧମାଳ ଜିଲାସ୍ତରୀୟ ଆଡ଼ଭୋକେଟ୍ ଫୋରମ୍ ବୈଠକ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଳକର କଞ୍ଜାମେଣ୍ଡି ଠାରେ ଅଲ୍ ଇଣ୍ଡିଆ ଦଳିତ୍ ମହିଳା ଅଧିକାର ମୋର୍ଚ୍ଚା ପକ୍ଷରୁ ଜିଲା ସ୍ତରୀୟ ଆଡ଼ଭୋକେଟ୍ ଫୋରମ୍ ବୈଠକ ଆୟୋଜିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଲ୍ ଇଣ୍ଡିଆ ଦଳିତ୍ ମହିଳା!-->…
ଶ୍ରୀଜିଉଙ୍କ ଅଧରପଣା ନୀତି ସଂପନ୍ନ
ପୁରୀ: ଶ୍ରୀଜିଉଙ୍କୁ ଲାଗି ହେଲା ଅଧର ପଣା । ତିନି ରଥ ଉପରେ ଭଙ୍ଗାଗଲା ଅଧର ହାଣ୍ଡି । ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ପଣାକୁ ଶ୍ରୀବିଗ୍ରହଙ୍କ ଅଧର ପର୍ଯ୍ୟନ୍ତ ନିର୍ମିତ ତିନିଟି ଲେଖାଏଁ ତୁମ୍ଭାକାର ହାଣ୍ଡିରେ ପ୍ରସ୍ତୁତ କରାଯାଇଥିଲା । ସିଂହଦ୍ୱାର ସମ୍ମୁଖ ଛାଉଣୀମଠର କୂଅରୁ ପାଣିଆ ଆପଟ!-->…
ଜୁଲାଇ ୩ ଓ ୪ରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଭିଜିବ ଓଡ଼ିଶା । ଜୁଲାଇ ୩ରୁ ହେବ ପ୍ରବଳ ବର୍ଷା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜୁଲାଇ ୩ ଓ ୪ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର,!-->…
ଅବ୍ୟାପାରରେ ବ୍ୟାପାର: ଭର୍ତ୍ତୃହରି
ଭୁବନେଶ୍ୱର: ଫାଇଭଟି ସଚିବଙ୍କୁ ନେଇ ବିବାଦ ଓ ସେୀମ୍ୟ ପଟ୍ଟନାୟକଙ୍କ ପ୍ରଶ୍ନ ପ୍ରସଙ୍ଗ । ଏସବୁ ଅବ୍ୟାପାରରେ ବ୍ୟାପାର ବୋଲି କହିଲେ ସାଂସଦ ଭର୍ତ୍ତୃହରି ମହତାବ । ସୌମ୍ୟ ବାବୁ ପ୍ରଶ୍ନ କଲେ ,ମୁଖ୍ୟମନ୍ତ୍ରୀ ତାର ଉତ୍ତର ଦେଇ ସାରିଛନ୍ତି । ରାଜନୀତିରେ ଅମଲାତାନ୍ତ୍ରୀକ ହସ୍ତକ୍ଷେପ ହେଉଛି କି!-->…
ଯୁବକଙ୍କୁ ମାଡ଼ ମାରି ରାଜଧାନୀରୁ ବନ୍ଧା ହେଲେ ‘ନକଲି ପୋଲିସ ଅଧିକାରୀ’
ଭୁବନେଶ୍ୱର: ନିଜକୁ ଥାନା ଅଧିକାରୀ ପରିଚୟ ଦେଇ ଯୁବକଙ୍କୁ ମାଡ଼ ମାରୁଥିବା ଜଣେ ନକଲି ପୋଲିସକୁ ଗିରଫ କରିଛି କମିଶନରେଟ୍ ପୋଲିସ । ଶୁକ୍ରବାର ପୋଲିସରେ ଏନେଇ ଅଭିଯୋଗ ପରେ ନକଲି ପୋଲିସ ଅଧିକାରୀ ରଶ୍ମି ରଞ୍ଜନ ଭୂୟାଁଙ୍କ ହାତରେ ହାତକଡ଼ି ପକାଇଛି ପୋଲିସ ।
କେନ୍ଦ୍ରାପଡ଼ା ଜିଲ୍ଲାର!-->!-->!-->…
ରତ୍ନଭଣ୍ଡାର ଖୋଲିବା ନେଇ ହାଇକୋର୍ଟରେ ପୁଣି ରୁଜ୍ଜୁ ହେଲା ଜନସ୍ୱାର୍ଥ ମାମଲା
କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ସହିତ ରତ୍ନଭଣ୍ଡାରର ସବିଶେଷ ତାଲିକା ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟରେ ପୁଣି ରୁଜ୍ଜୁ ହୋଇଛି ଏକ ଜନସ୍ୱାର୍ଥ ମାମଲା। ରତ୍ନଭଣ୍ଡାର ଖୋଲି ତାର ବିପଦଶଙ୍କୁଳ ଅଂଶ ମରାମତି ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ଏଥିରେ ପ୍ରାର୍ଥନା!-->…
ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପତ୍ନୀଙ୍କ ସମେତ ୩ ଜଣଙ୍କ ଜାମିନ ବିହୀନ ଗିରଫ ପରୱାନା ଜାରି
ପାରଳାଖେମୁଣ୍ଡି: ପୁଣି ଚର୍ଚ୍ଚାରେ ACF ମୃତ୍ୟୁ ଘଟଣା । ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଘଟଣାରେ ୩ ଜଣଙ୍କ ନାଁ ଜାରି ହୋଇଛି ଜାମିନ ବିହୀନ ଗିରଫ ପରୱାନା । ମୃତ ସୌମ୍ୟଙ୍କ ପତ୍ନୀ ବିଦ୍ୟା ଭାରତୀ, ପୂର୍ବତନ ଡିଏଫଓ ଏବଂ ରୋଷୟାଙ୍କ ନାଁରେ ଜାମିନ ବିହୀନ ଗିରଫ ପରୱାନା ବା NBW ଜାରି କରାଯାଇଛି ।
!-->!-->…
ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ କରିଥିଲି: ନରସିଂହ ମିଶ୍ର
ଭୁବନେଶ୍ୱର: ରତ୍ନଭଣ୍ଡାର ନେଇ କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ବଡ ବୟାନ । ମୁଁ ମନ୍ତ୍ରୀ ଥିବାବେଳେ ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ କରିଥିଲି । କିନ୍ତୁ ମୁଁ ବିଫଳ ହୋଇଥିଲି ବୋଲି କହିଲେ ବିଧାୟକ ନରସିଂହ ମିଶ୍ର । ସେତେବେଳେ ମୋ ଉପରେ ଚାପ ପଡିଥିଲା ।
ମୋ ସରକାର ମତେ କହିଥିଲେ!-->!-->!-->…
୧୩ଟି ନୂଆ ରୁଟରେ ଆରମ୍ଭ ହେବ ‘ମୋ ବସ’ ସେବା
ଭୁବନେଶ୍ଵର: ଜୁଲାଇ ୧ ରୁ ୧୩ଟି ନୂଆ ରୁଟରେ ଆରମ୍ଭ ହେବ ‘ମୋ ବସ’ ସେବା। ଏନେଇ ବିଜ୍ଞପ୍ତି ଜାରି କରିଛି କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (CRUT)। କ୍ରୁଟ ‘ମୋ ବସ’ ସହରାଞ୍ଚଳରେ ଜନସାଧାରଣଙ୍କୁ ପରିବହନ ସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ କାର୍ଯ୍ୟ କରୁଛି। ରାଜ୍ୟ ସରକାରଙ୍କର!-->…
ସରକାର ଡରୁଛନ୍ତି କାହିଁକି: ଶରତ ପଟ୍ଟନାୟକ
ଭୁବନେଶ୍ୱର: ରତ୍ନଭଣ୍ଡାର ଖୋଲିବାକୁ ସରକାର ଡରୁଛନ୍ତି ବୋଲି ପ୍ରଶ୍ନ କଲେ ଶରତ । ରତ୍ନଭଣ୍ଡାର ପ୍ରସଙ୍ଗରେ ପିସିସି ଶରତ ପଟ୍ଟନାୟକ ଗଣମାଧ୍ୟମ ଆଗରେ ନିଜର ମନ୍ତବ୍ୟ ରଖିଛନ୍ତି । ଖୋଲିବାକୁ ଗଜପତି ମହାରାଜା, ଶଙ୍କରାଚାର୍ଯ୍ୟ ଓ ସେବାୟତ ଚାହୁଁଛନ୍ତି ।
ଯଦି ସମସ୍ତେ ଚାହୁଁଛନ୍ତି ତେବେ!-->!-->!-->…