Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭିଜିଲାନ୍ସ ପଞ୍ଝାରେ ରିଆମାଳ ବ୍ଲକ ଆକାଉଣ୍ଟସ ଅଫିସର
ଦେବଗଡ଼: ଭିଜିଲାନ୍ସ ପଞ୍ଝାରେ ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ ଆକାଉଣ୍ଟସ ଅଫିସର। ଅଙ୍ଗନବାଡି କୋଠା ନିର୍ମାଣ ପରେ ବିଲ୍ ପାସ ପାଇଁ ଠିକାଦାରଙ୍କ ଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ ରାଜେନ୍ଦ୍ର। ଲାଞ୍ଚ ନେବା ବେଳେ ରେଡ୍ ହ୍ୟାଣ୍ଡେଡ ଧରିଲା ଦେବଗଡ଼ ଦୁର୍ନୀତି ନିବାରଣ ବିଭାଗ। ରିଆମାଳ!-->…
ଆଧ୍ୟାତ୍ମିକ ପରିବେଶରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଆଧ୍ୟାତ୍ମିକ ପରିବେଶରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଯଜ୍ଞରେ ପୁଷ୍ପାଞ୍ଜଳି ଦେବା ସହ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍!-->…
ଏକାମ୍ର କ୍ଷେତ୍ର ବିକାଶକୁ ବିରୋଧ କରୁଥିବା ବିଜେପି ନେତାଙ୍କୁ କ୍ଷମା ଦେବେନି ଓଡ଼ିଶାବାସୀ: ବିଜେଡି
ଭୁବନେଶ୍ୱର: ଆଜି ଶେଷ ହେବ ଏକାମ୍ର ପ୍ରକଳ୍ପ ଶିଳାନ୍ୟାସ ଉତ୍ସବ । ଏହି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପଟେ ଏକାମ୍ର ପ୍ରକଳ୍ପକୁ ନେଇ ମୁହାଁମୁହିଁ ହୋଇଛନ୍ତି ଦୁଇ ବିରୋଧୀ ବିଜେଡି-ବିଜେପି ।
ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଏକାମ୍ର କ୍ଷେତ୍ରର!-->!-->!-->…
ଇସ୍ତଫା ଦେଲେ ବିଜେଡି ରାଜ୍ୟ ସମ୍ପାଦକ
ଭୁବେନଶ୍ୱର: ୫ଟି ସଚିବ କାର୍ଯ୍ୟକୁ ନେଇ ଖାଲି ବିରୋଧୀ ତାତି ନାହାନ୍ତି । ଦଳ ଭିତରେ ବି କୁହୁଳୁଛି ଅସନ୍ତୋଷର ନିଆଁ । ଏହି ନିଆଁ ଆଜି ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲାରେ । ରାଜ୍ୟ ସାଧାରଣ ସମ୍ପାଦକ ତଥା ବାଲେଶ୍ୱର ଜିଲ୍ଲା ବସ୍ତା ନିର୍ବାଚନମଣ୍ଡଳୀର ବରିଷ୍ଠ ବିଜେଡି ନେତା ଶ୍ୟାମ!-->…
ଲଗାଣ ବର୍ଷା କାରଣରୁ ଟମାଟୋ ଦର ବଢ଼ିଛି : ମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି ଟମାଟୋ ଦର । ସପ୍ତାହକରେ ୧୦୦ ଟଙ୍କା ପାର୍ କରିଛି ଟମାଟୋ ଦର। ଯାହା ଫଳରେ ହନ୍ତସନ୍ତ ହେଉଛନ୍ତି ସାଧାରଣ ଜନତା । ରାଜଧାନୀ ଭୁବନେଶ୍ୱରରେ ଟମାଟୋ କିଲୋ ପିଛା ୧୦୦ ଟଙ୍କା ଦରରେ ବିକ୍ରି ହେଉଥିବା ବେଳେ କଟକରେ ଟମାଟୋ ଦର ୮୦/୯୦ ଟଙ୍କା!-->…
ବାହୁଡ଼ାରେ ଅଘଟଣ: ରଥ ଦଉଡି ଛିଡି ସେବାୟତ ଆହତ, ଶ୍ୱାସରୁଦ୍ଧ ହୋଇ ୮ ଅସୁସ୍ଥ
ପୁରୀ:ଏଥର ରଥଯାତ୍ରାରେ ଅଘଟଣ ଯେମିତି ପିଛା ଛାଡୁନି । ଗୁଣ୍ଡିଚା ଯାତ୍ରାରେ ଦଳାଚକଟାରେ ୧୫ ଜଣ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ତିନି ରଥ ଶରଧାବାଲିରେ ଲାଗି ପାରି ଥିଲା । ନୀତିକାନ୍ତିରେ ବିଳମ୍ବ ହୋଇଥିଲା । ଠାକୁର ରଥ ଉପରେ ଉପବାସ ବି ରହିଥିଲେ । ତେଣୁ ବାହୁଡ଼ା ଯାତ୍ରା!-->…
ବିଡିଓଙ୍କ ଭିଡିଓ ଭାଇରାଲ୍, ଦୌଡ଼ି ଆସି ରାସ୍ତା ଉପରେ ମାରୁଛନ୍ତି ଚାପୁଡ଼ା…
ପାରାଦୀପ: ଗାଡ଼ିରୁ ଓହ୍ଲାଇ ଆସିଲେ, ରାସ୍ତା ଉପରେ ବ୍ୟକ୍ତିଙ୍କ ଗାଲକୁ କଷି ଦେଲେ । ଭଦ୍ର ବେଶରେ ଥିବା ଏ ବାବୁ ଜଣଙ୍କ କିଏ ? କାହିଁକି ରାସ୍ତା ଉପରେ ରୋବାବ୍ ଦେଖାଉଛନ୍ତି ? ସିସିଟିଭିରେ ରେକର୍ଡ ଭାଇରାଲ୍ ହେଉଥିବା ଏ ଭିଡିଓରେ ଚାପୁଡ଼ା ମାରୁଥିବା ବ୍ୟକ୍ତି ଜଣଙ୍କ ହେଉଛନ୍ତି!-->…
କେନ୍ଦୁଝର ଟ୍ରକ ଦୁର୍ଘଟଣା , ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର : ଗତ ରାତିରେ କେନ୍ଦୁଝର ଜିଲ୍ଲା ଷଠୀଘର ନିକଟରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ହୋଇଥିବା ୫ଜଣ ଲୋକଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ପ୍ରାଣ ହରାଇଥିବା ୫ଜଣ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।!-->…
ନିର୍ଦ୍ଧାରିତ ସମୟର ବହୁ ପୂର୍ବରୁ ଆରମ୍ଭ ହେଲା ରଥଟଣା
ପୁରୀ: ଶରଧାବାଲି ଛାଡିଲେ ତିନି ଠାକୁର । ନିର୍ଦ୍ଧାରିତ ସମୟର ବହୁ ପୂର୍ବରୁ ଶେଷ ହୋଇଥିଲା ନୀତିକାନ୍ତି । ସଅଳ ସଅଳ ଶ୍ରୀମନ୍ଦିର ଅଭିମୁଖେ ବାହାରି ପଡିଥିଲେ ତିନି ଦିଅଁ । ମଧ୍ୟାହ୍ନ ପ୍ରାୟ ଗୋଟାଏ ବେଳକୁ ଆରମ୍ଭ ହୋଇଥିଲା ରଥଟଣା । ପ୍ରଥମେ ତାଳଧ୍ୱଜ ଶରଧାବାଲି ଛାଡି ସିଂହଦ୍ୱାର ଅଭିମୁଖେ!-->…
୫ ଦିନିଆ ରିମାଣ୍ଡରେ ଗଲେ ଅତିରିକ୍ତ ଉପ ଜିଲ୍ଲାପାଳ
ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରି ଧରାପଡିଥିବା ନବରଙ୍ଗପୁରର ଅତିରକ୍ତ ଉପ ଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ଭିଜିଲାନ୍ସ । ୫ ଦିନିଆ ରିମାଣ୍ଡ ପାଇଁ ବୁଧବାର ଅନୁମତି ଦେଇଛନ୍ତି ସୁନ୍ଦରଗଡ ଭିଜିଲାନ୍ସର ସ୍ୱତନ୍ତ୍ର ଜଜଙ୍କ କୋର୍ଟ । ପ୍ରଶାନ୍ତ ତାଙ୍କ!-->…