Browsing Category

ଓଡିଶା

ମଦ ପିଇ ନିଶାରେ ଚୁର୍ ଡ୍ୟୁଟିରେ ଥିବା ଗେଟ୍ ମ୍ୟାନ୍‌, ଟ୍ରେନ ଆସିବା ପୂର୍ବରୁ ଫାଟକ ପକାଇଲେ ସ୍ଥାନୀୟ ଲୋକ

ଜଳେଶ୍ୱର: ମଦ ପିଇ ନିଶାରେ ଚୁର୍ ରେଳ ଫାଟକ ଜଗୁଆଳି । ଫାଟକ ପକାଇଲେ ସ୍ଥାନୀୟ ଲୋକ। ବାଲେଶ୍ବର ଜିଲ୍ଲା ନାରଙ୍ଗାବାଜ ରେଳଫାଟକର କାର୍ଯ୍ୟରତ ଗେଟ୍ କିପର ମଦ ନିଶାରେ ଚୁର୍ ହୋଇ ପଡିଥିଲେ। ସ୍ଥାନୀୟ ଲୋକ ଆସି ଫାଟକ ପକାଇବାରୁ ଏକ ମାଲବାହୀ ଟ୍ରେନ ସୁରକ୍ଷିତ…

ସେପ୍ଟେମ୍ବର ସୁଦ୍ଧା ଶସ୍ତା ହେବ ପନିପରିବା: ଆରବିଆଇ ଗଭର୍ଣ୍ଣର…

ନୂଆଦିଲ୍ଲୀ: ମୁଦ୍ରାସ୍ଫୀତି ବୃଦ୍ଧି ଯୋଗୁଁ ଭାରତର ସାଧାରଣ ଜନତା ଚିନ୍ତିତ ଅଛନ୍ତି। ଗତ ଦୁଇ ମାସ ମଧ୍ୟରେ ଦେଶରେ ଟମାଟୋ, ପିଆଜ ସମେତ ଅନେକ ପନିପରିବା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠେ ଯେ କେବେ ପନିପରିବା ମୁଦ୍ରାସ୍ଫୀତିରୁ…

ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୩ ଦିନ ଯାଏଁ ୟେଲୋ ୱାର୍ଣ୍ଣି ଜାରି…

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ବୁଧବାର ଅପରାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଦେଖା ଯାଇଛି। ଗତକାଲିର ବର୍ଷା ସବୁ ଜିଲ୍ଲାକୁ ବେହାଲ କରିଛି। ଭାରତ ପାଣିପାଗ ବିଭାଗ (ଆଇଏମଡି) ଆଗାମୀ ୧୨ ଘଣ୍ଟା ମଧ୍ୟରେ ସୁନ୍ଦରଗଡ,…

ଠକ କାହ୍ନୁ ଚରଣ ପ୍ରଧାନର ସବୁ ରହସ୍ୟ ଉପରୁ ହଟିଲା ପରଦା…

ଭୁବନେଶ୍ୱର:ଠକ କାହ୍ନୁ ଚରଣ ପ୍ରଧାନର ଗୁମର ଖୋଲିଲା ପୋଲିସ । ସାମ୍ନାକୁ ଆଣିଲା ତାର କଳା କାରନାମାର କାହାଣୀ । ପରିଚୟ ବଦଳାଇ କାହାକୁ କେମିତି ଠକୁଥିଲା ସବୁ ରହସ୍ୟ ଉପରୁ ପରଦା ହଟିଲା । ଗିରଫ ହେବାର ୪ ଦିନ ପରେ କାହ୍ନୁ ପ୍ରଧାନର ଠକେଇ କାରନାମାକୁ  ସାମ୍ନାକୁ ଆଣିଛି ଏସଟିଏଫ ।…

ବିଷ ପିଇଦେଲେ ମହିଳା ପୋଲିସ ଏସଆଇ; ଡାକ୍ତରଖାନାରେ ଭର୍ତ୍ତି…

ବଲାଙ୍ଗିର:ବିଷ ପିଇଦେଲେ ପୋଲିସ ଏସଆଇ । ଅବସ୍ଥା ଗୁରୁତର ହୋଇପଡିବାରୁ ତାଙ୍କୁ ପ୍ରଥମେ ସଇଁତଳା ହସପିଟାଲ ଏବଂ ପରେ ବଲାଙ୍ଗିର ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ପୋଲିସ ଏସଆଇ ହେଉଛନ୍ତି କାଜଲ ବାଗ । ସଇଁତଳା ଗୋପବନ୍ଧୁନଗର ଭଡା ଘରେ ରହୁଥିଲେ ଏସଆଇ କାଜଲ ବାଗ । …

ନବୀନ ନିବାସ ସମ୍ମୁଖରେ ପରିବାରର ୬ ସଦସ୍ୟଙ୍କ ଆତ୍ମାହୁତି ଉଦ୍ୟମ…

ଭୁବନେଶ୍ୱର: ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାର ସଦସ୍ୟଙ୍କ ଆତ୍ମାହୁତି ଉଦ୍ୟମ । ପୁଅର ହତ୍ୟାକାରୀକୁ ପୋଲିସ ଗିରଫ କରିନଥିବାରୁ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାରର ୬ ସଦସ୍ୟ ଆତ୍ମହୁତି ଉଦ୍ୟମ କରିଛନ୍ତି । ପରିବାର ସଦସ୍ୟଙ୍କୁ ସମ୍ଭାଳିବାକୁ ଯାଇ ପୋଲିସକୁ…

ଚନ୍ଦ୍ରଯାନ-୩: ଇସ୍ରୋ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଚନ୍ଦ୍ରର ଦକ୍ଷିଣମେରୁରେ ସଫଳତାର ସହିତ ଅବତରଣ କରି ଚନ୍ଦ୍ରଯାନ-୩ ଇତିହାସ ରଚିବାକୁ ଯାଉଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ବୈଜ୍ଞାନିକମାନଙ୍କୁ ବୁଧବାର ଶୁଭେଚ୍ଛା ଜଣାଇଛନ୍ତି। ଭାରତୀୟ ବିଜ୍ଞାନ ପାଇଁ ଏହି ସମୟ…

ଏଣିକି ବର୍ଷକୁ ଦୁଇ ଥର ବୋର୍ଡ ପରୀକ୍ଷା, ଏକାଦଶ-ଦ୍ୱାଦଶ ଛାତ୍ରଛାତ୍ରୀ ପଢ଼ିବେ ଦୁଇଟି ଭାଷା

ଫେରିଲା ବର୍ଷକୁ ଦୁଇଟି ବୋର୍ଡ ପରୀକ୍ଷା ନିୟମ। ଏଣିକି ବର୍ଷକୁ ଦୁଇ ଥର ହେବ ବୋର୍ଡ ପରୀକ୍ଷା। ଏନେଇ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି। ଏପରି ନିୟମ ଆସିବା ଫଳରେ ପିଲାମାନଙ୍କୁ ପର୍ଯ୍ୟାପ୍ତ ସମୟ…

ନିଜ ଆଡୁ ମାମଲା ରୁଜୁ କଲେ ରାଜ୍ୟ ମହିଳା କମିଶନ

ଭୁବନେଶ୍ବର: ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗରେ ନିଜ ଆଡୁ ମାମଲା ରୁଜୁ କଲେ ରାଜ୍ୟ ମହିଳା କମିଶନ। ୧୫ ଦିନ ଭିତରେ ତଦନ୍ତ କରି ରିପୋର୍ଟ ଦେବାକୁ ପୁଲିସ ଡିଜିଙ୍କୁ ନିର୍ଦେଶ ଦେଇଛନ୍ତି ରାଜ୍ୟ ମହିଳା କମିଶନ ଅଧକ୍ଷା ମିନତି ବେହେରା। ସୂଚନାଯୋଗ୍ୟ ଯେ ଅନୁଗୁଳ ଜିଲ୍ଲା…

ଓଡ଼ିଶା ଗଣତନ୍ତ୍ରରୁ ରାଜତନ୍ତ୍ରରେ ପରିଣତ ହେବାକୁ ଯାଉଛି- ବିଜୟ ପଟ୍ଟନାୟକ…

ଭୁବନେଶ୍ୱର: ପୁଣି ବିଜେଡି ଓ ବିଜେପି  ଉପରେ ବର୍ଷିଲା କଂଗ୍ରେସ ।  ବିଜେଡିର ଦୀର୍ଘ ୨୩ ବର୍ଷ ଶାସନର ପରିଶେଷରେ ଓଡ଼ିଶା ଗଣତନ୍ତ୍ରରୁ ରାଜତନ୍ତ୍ରରେ ପରିଣତ ହେବାକୁ ଯାଉଛି ।  ଜଣେ ନିଜକୁ ରାଜା ଭାବୁଛନ୍ତି ଏବଂ ଅନ୍ୟ ଜଣେ ରାଜାଙ୍କ ଉତ୍ତରାଧିକାରୀ ଭାବୁଛନ୍ତି। ବିଜେପି ବି ବିଜେଡି ସହ…