Browsing Category

ଓଡିଶା

ଆଗାମୀ ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି । ଯାହାର ପ୍ରଭାବରେ ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ରାଜ୍ୟରେ

ବିରୋଧୀଙ୍କୁ ନବୀନଙ୍କ ଜବାବ, ମଞ୍ଚରେ ମୁଖ୍ୟମନ୍ତ୍ରୀଙ୍କ ଅଡିଓ ବାର୍ତ୍ତା ଶୁଣାଇଲେ ପାଣ୍ଡିଆନ୍

ବରଗଡ଼: ବରଗଡ଼ରୁ ବିରୋଧୀଙ୍କୁ ଜବାବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଜିଲ୍ଲା ଗସ୍ତକୁ ନେଇ ବିରୋଧୀ ପ୍ରଶ୍ନ କରୁଥିବା ବେଳେ ମଞ୍ଚରେ ପାଣ୍ଡିଆନ୍ ନବୀନଙ୍କ ଅଡିଓ ବାର୍ତ୍ତା ଶୁଣାଇ ଜବାବ ରଖିଛନ୍ତି । ଆଜି ବରଗଡ଼ ଗସ୍ତ ବେଳେ ନିଶାମଣି ହାଇସ୍କୁଲ୍ ପଡ଼ିଆ କାର୍ଯ୍ୟକ୍ରମରେ

ଦିଗପହଣ୍ଡି ଦୁର୍ଘଟଣା: ସବୁ ମୃତକ ହେଉଛନ୍ତି ପୂର୍ବତନ ସାଂସଦଙ୍କ ସମ୍ପର୍କୀୟ

ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ସଡ଼କ ଦୁର୍ଘଟଣାରେ ଚାଲିଯାଇଛି ୧୧ଜଣଙ୍କର ଜୀବନ। ହେଲେ ଏହି ୧୧ ଜଣ ହେଉଛନ୍ତି ପୂର୍ବତନ ରାଜ୍ୟସଭା ସାଂସଦ ରେଣୁବାଳା ପ୍ରଧାନଙ୍କ ସମ୍ପର୍କୀୟ। ଏବେ ବି ଏହି ଦୁର୍ଘଟଣାକୁ ନେଇ ନିଜର ପରିବାର ଲୋକ ଓ ସଂପର୍କୀୟମାନଙ୍କୁ ମନେ ପକାଇ କାନ୍ଦୁଛନ୍ତି

ସାକ୍ଷୀଗୋପାଳ ମନ୍ଦିରରେ ନୀତିକାନ୍ତି ବନ୍ଦ

ପୁରୀ: ସାକ୍ଷୀଗୋପାଳ ମନ୍ଦିରରେ ସେବାୟତଙ୍କ ଧାରଣାରେ ନୀତିକାନ୍ତି ବନ୍ଦ କରିଛନ୍ତି ସେବାୟତ । ସେବାୟତଙ୍କ ପାଇଁ ଥିବା ଶ୍ମଶାନ ଭାଙ୍ଗି ଦିଆଯାଇଥିବାରୁ ପ୍ରତିବାଦ କରାଯାଇଛି । ଓଡିଶା ବିଶ୍ୱବିଦ୍ୟାଳୟ ନିର୍ମାଣକାରୀ ସଂସ୍ଥା ଭାଙ୍ଗିଥିବା ସୂଚନା ଦିଆଯାଇଛି । ଶ୍ମଶାନ ଭଙ୍ଗା ପ୍ରତିବାଦ କରି

୫ ଜଣ ଛଦ୍ମବେଶୀ ନାଗା ବାବାଙ୍କୁ ଧରିଲା କମିଶନରେଟ ପୋଲିସ

ଭୁବନେଶ୍ୱର : କମିଶନରେଟ ପୋଲିସ ଜାଲରେ ନାଗା ବାବା ଗ୍ୟାଙ୍ଗ । ୫ ଜଣ ଛଦ୍ମବେଶୀ ବାବାଙ୍କୁ ଧରିଲା କମିଶନରେଟ ପୋଲିସ । ସନ୍ଦିଗ୍ଧ ଭାବେ ବୁଲୁଥିବା ବେଳେ ମାଡି ବସିଲା ପୋଲିସ । ଗତକାଲି ଲୁଟ୍‌ ନେଇ ନନ୍ଦନକାନନ ଥାନାରେ ଅଭିଯୋଗ ହୋଇଥିଲା । ରଘୁନାଥପୁରର ରାକେଶ ପଢ଼ିଆରୀ ସୁନା ଗହଣା ଚୋରି

ଓଡ଼ିଶାର ପରିବର୍ତ୍ତନର ଶୁଭ ସଙ୍କେତ ଆଉ ବେଶୀ ଦୂର ନୁହେଁ : ଧର୍ମେନ୍ଦ୍ର

ଛେଣ୍ଡିପଦା/ଅନୁଗୋଳ: ମୋଦୀ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଓ ଉନ୍ନୟନ ଯୋଜନାରେ ଦିଲ୍ଲୀରୁ ଓଡ଼ିଶାକୁ କୋଟି କୋଟି ଟଙ୍କା ଆସିବା ପରେ ମଧ୍ୟ ଏଠାକାର ଶାସନତନ୍ତ୍ର ଭୁଷୁଡି ପଡିଥିବା କାରଣରୁ ମୋଦୀ ପଠାଉଥିବା ଟଙ୍କାର ୫୦ ଭାଗ ପିସି ହେଉଛି । ସରକାର ଅନ୍ୟ କାହାକୁ ଟେକି ଦିଆଯାଇଛି ବୋଲି

୫ଜଣ ଇଞ୍ଜିନିୟରଙ୍କୁ ତାଲା ପକାଇଲେ ଲୋକ

କରଞ୍ଜିଆ: ଇଞ୍ଜିନିୟରଙ୍କୁ ତାଲା । ୫ଜଣ ଇଞ୍ଜିନିୟରଙ୍କୁ ତାଲା ପକାଇଲେ ଲୋକ । ମୟୂରଭଞ୍ଜ ଶୁକୃଳି ବ୍ଲକ ଇନ୍ଦିପୁର ଗାଁର ଦିନ ମଜୁରିଆଙ୍କ ପାରିଶ୍ରମିକ ଦେବା ଦାବିରେ ଲୋକ ତାଲା ପକାଇଛନ୍ତି । ଗତ କିଛି ମାସ ହେଲା ଏକଲବ୍ୟ ବିଦ୍ୟାଳୟର କାର୍ଯ୍ୟ ଚାଲିଛି । ବିଦ୍ୟାଳୟ ନିର୍ମାଣ କରୁଥିବା

ସିଂହଦ୍ବାର ଥାନାରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ ମାମଲା, ୩ ସୁଦ୍ଧା ହାଜର ନିର୍ଦ୍ଦେଶ

ପୁରୀ: ଶ୍ରୀମନ୍ଦିର ଭିତରର ରିଲ୍ସ ଭିଡିଓ ଭାଇରାଲ ଘଟଣାରେ ଅଭିଯୁକ୍ତ ରୋହିତ ଜୈଶ୍ବାଲଙ୍କ ବିରୋଧରେ ମାମଲା ରୁଜୁ କରିଛି ସିଂହଦ୍ବାର ପୋଲିସ । ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ସିଂହଦ୍ବାରା ଥାନାରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ରୋହିତ ଜୈଶ୍ବାଲ ୧୯୭୩ ନାଁରେ ଥିବା

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶୋକ ପ୍ରକାଶ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ମୌଳାଭଣଜା ଛକରେ ଘଟିଥିବା ଦୁର୍ଘଟଣାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ନିଜର ଶୋକବାର୍ତ୍ତାରେ କହିଛନ୍ତି, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ

ଦିଗପହଣ୍ଡି ବସ୍ ଦୁର୍ଘଟଣା: ଆହାତଙ୍କୁ ଭେଟିଲେ ମନ୍ତ୍ରୀ

ଗଞ୍ଜାମ: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ନିର୍ଦ୍ଧେଶ କ୍ରମେ ଦିଗପହଣ୍ଡି ଠାରେ ହୋଇଥିଲା ବସ୍ ଦୁର୍ଘଟଣା ରେ ଆହତ ହୋଇ ବ୍ରହ୍ମପୁର ଏମ୍.କେ.ସି.ଜି ମେଡ଼ିକାଲ ଚିକିତ୍ସିତ ହେଉଥିଲା ଆହତ ମାନଙ୍କୁ ମାନ୍ୟବର ଅର୍ଥମନ୍ତ୍ରୀ ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖ ଭେଟି