Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜନ୍ମମାଟିର ବିକାଶ ପାଇଁ କିଛି କରିନାହାନ୍ତି ଧର୍ମେନ୍ଦ୍ର: ବିଜେଡି
ଭୁବନେଶ୍ୱର : ଜନ୍ମମାଟି ଢେଙ୍କାନାଳ ଓ ଅନୁଗୁଳର ବିକାଶକୁ ନେଇ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକାଧିକ ପ୍ରଶ୍ନ ପଚାରିଛି ବିଜେଡି । ନଅ ବର୍ଷର କେନ୍ଦ୍ରମନ୍ତ୍ରୀତ୍ୱ କାଳରେ ଏହି ଦୁଇ ଜିଲ୍ଲା ପାଇଁ କ’ଣ ସବୁ କରିଛ ବୋଲି ସିଧାସଳଖ ପଚାରିଛନ୍ତି ବିଜେଡି ସାଂସଦ ମହେଶ ସାହୁ ।!-->…
ଦିଗପହଣ୍ଡି ବସ୍ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ବ୍ରହ୍ମପୁର : ଗଞ୍ଜାମ ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜର ଟୁଇଟରରେ ନିଜର ଶୋକବାର୍ତ୍ତରେ ଲେଖିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ।!-->…
ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି
ସମ୍ଵଲପୁର : ସାରା ଓଡ଼ିଶାରେ ମୌସୁମୀ ପ୍ରବେଶ କରିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଓ ଇନଫ୍ଲୋ ବୃଦ୍ଧି ପାଇଛି। ରବିବାର ଜଳସ୍ତର ୬୦୦.୪୫ ଫୁଟ ଥିବାବେଳେ ତାହା ଆଜି ବୃଦ୍ଧି ପାଇ ୬୦୧.୩୯ ଫୁଟରେ ପହଞ୍ଚିଛି। ପାଖାପାଖି ଜଳଭଣ୍ଡାରର ଜଳସ୍ତର ଗୋଟିଏ ଫୁଟ!-->…
ଦିଗପହଣ୍ଡି ବସ୍ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ…
ଦିଗପହଣ୍ଡି ବସ୍ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହାୟତା ରାଶି ଘୋଷଣା। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି ପକ୍ଷରୁ ସହାୟତା ଘୋଷଣା କରାଯାଇଛି।!-->…
ପିଏମ୍ ଆବାସ ଦୁର୍ନୀତିର ସିବିଆଇ ତଦନ୍ତ ହେଉ: ପୃଥ୍ୱୀରାଜ
ଭୁବନେଶ୍ୱର: ପିଏମ ଆବାସ ଯୋଜନା ଦୁର୍ନୀତିରେ ସିବିଆଇ ତଦନ୍ତ ଦାବି କଲା ବିଜେପି । ପ୍ରେସମିଟ୍ରେ ଦାବିକଲେ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଚିଠି ଲେଖନ୍ତୁ ବୋଲି କହିଛନ୍ତି ପୃଥ୍ୱୀରାଜ ହରିଚନ୍ଦନ । ପିଏମ୍ ଆବାସ ବଣ୍ଟନ ପାଇଁ ବିଜେଡି ଟଙ୍କା!-->…
ଦିଗପହଣ୍ଡି ବସ ଦୁର୍ଘଟଣା : ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଦିଗପହଣ୍ଡି ଭୟଙ୍କର ବସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ଦେବାକୁ ଘୋଷଣା କରିଛନ୍ତି । ଦୁର୍ଘଟଣାସ୍ଥଳକୁ ଯାଉଛି ଜଏଣ୍ଟ ଟିମ୍। ଦିଗପହଣ୍ଡି ବସ୍ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ଘଟଣା ପରେ SOP ଅନୁଯାୟୀ!-->…
ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି, ୮ ଗୁରୁତର…
ବ୍ରହ୍ମପୁର //ଦିଗପହଣ୍ଡି: ଆଜି ଭୋର ସମୟରେ ଘଟିଛି ବଡ଼ ଦୁର୍ଘଟଣା। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏଥି ସହିତ ଦୁଇ ବସ୍ର ଅନେକ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ!-->!-->!-->…
ଖିରି ଭୋଗ ଖାଇ ଜଣେ ମୃତ, ୧୫ ଅସୁସ୍ଥ
ସୋର: ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକର ତାଳକୁରୁଣିଆ ଓ ଅଠିଳାବାଜ ଗାଁରେ ବାସି ଭୋଗ ଖାଇ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ସେହିପରି ୧୫ ଜଣ ଲୋକ ଅସୁସ୍ଥ ହୋଇଛନ୍ତି।
ସୂଚନା ଅନୁସାରେ ଗତକାଲି ତାଳକୁରୁଣିଆ ଗାଁରେ ରଥଯାତ୍ରାରେ ଠାକୁରଙ୍କ ଭୋଗ ହୋଇଥିଲା। ତେଣୁ ଏହି ପୂଜାରେ ଠାକୁରଙ୍କ!-->!-->!-->…
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ଓଡ଼ିଶା ବିଜେପି ଉପରେ ବର୍ଷିଲା ବିଜେଡି…
ଓଡ଼ିଶାର ଲକ୍ଷ ଲକ୍ଷ ଗରିବ ହିତାଧିକାରୀଙ୍କୁ ଘର ନଦେବା ଷଡ଼ଯନ୍ତ୍ର ଧରା ପଡ଼ିଲା ଷଡ଼ଯନ୍ତ୍ର ପଛରେ ରାଜ୍ୟ ବିଜେପିର ସାଂସଦ ଓ ଓଡ଼ିଶାରୁ ଯାଇଥିବା ଜଣେ ନିର୍ଦ୍ଦିଷ୍ଟ କେନ୍ଦ୍ରମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସିଥିବା ବିଜେପିର ରାଷ୍ଟ୍ରୀୟ ସଭାପତିଙ୍କ ମୁହଁରେ ବି ମିଛ କୁହାଇଲେ କେନ୍ଦ୍ର!-->…
ଓଡ଼ିଶାରେ ପ୍ରଥମ – ସମ୍ରେ ବ୍ରେନ୍ ଡେଡ ବ୍ୟକ୍ତିଙ୍କ ଅଂଗଦାନ ଫଳରେ ଦେଶର ୪ ଜଣ ରୋଗୀଙ୍କର ନୂତନ ଜୀବନ ଲାଭ
ଭୁବନେଶ୍ୱର, : ଓଡ଼ିଶା ଚିକିତ୍ସା ଇତିହାସରେ ପ୍ରଥମ ଥର ପାଇଁ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଶନିବାର ଜଣେ ବ୍ରେନ୍ ଡେଡ୍ ହୋଇଥିବା ରୋଗୀଙ୍କର ଶରୀରରୁ ଏକାଧିକ ଅଂଗ ବାହାର କରାଯାଇ ଅନ୍ୟ ଗୁରୁତର ରୋଗୀମାନଙ୍କ ଶରୀରରେ ପ୍ରତ୍ୟାରୋପଣ କରାଯାଇପାରିଛି । ଗତ ଶନିବାର ଦିନ ଦେଶର ତିନିଟି ଭିନ୍ନ!-->…