Browsing Category

ଓଡିଶା

ମନ୍ତ୍ରୀ ପଦ ପାଇଁ ବ୍ଲାକମେଲିଂ କରୁଛନ୍ତି ସୌମ୍ୟରଞ୍ଜନ: ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର: ଫାଇଭ ଟି ସଚିବ ପ୍ରସଙ୍ଗରେ ନିଜର ମତାମତ ଆଲେଖ୍ୟ ଜରିଆରେ ଲେଖିଛନ୍ତି, ‘ସମ୍ବାଦ’ ଖବରକାଗଜରେ ସମ୍ପାଦକ ତଥା ଖଣ୍ଡପଡାର ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଏହି ପ୍ରସଙ୍ଗରେ ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ପୂର୍ବରୁ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ। ଏବେ

୫ଟି ସଚିବଙ୍କୁ ଅଧିକାର ଦେଲା କିଏ: ବିଜୟ ପଟ୍ଟନାୟକ

ଭୁବନେଶ୍ୱର: ଜିଲ୍ଲା ବୁଲୁଛନ୍ତି, ବିକାଶ କାର୍ଯ୍ୟର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ୍ । ଯାହାକୁ ନେଇ ବିରୋଧୀ ବିଜେପି ଓ କଂଗ୍ରେସ ଲଗାତାର ପ୍ରଶ୍ନ କରି ଚାଲିଛନ୍ତି । ଆଜି କଂଗ୍ରେସ ନେତା ବିଜୟ ପଟ୍ଟନାୟକ ପୁଣି ପାଣ୍ଡିଆନଙ୍କୁ ନେଇ

ଜୁନ୍‌ ୨୬ରୁ ତିନିଦିନିଆ ଏକାମ୍ର ପ୍ରକଳ୍ପ ଭୂମି ପୂଜନ କାର୍ଯ୍ୟକ୍ରମ

ଭୁବନେଶ୍ବର: ଚଳିତ ମାସ ୨୬ ତାରିଖ ଠାରୁ ଏକାମ୍ର ପ୍ରକଳ୍ପ ଭୂମି ପୂଜନ କାର୍ଯ୍ୟକ୍ରମ ଆରମ୍ଭ ହେବ। ରାଜଧାନୀ ଭୁବନେଶ୍ଵରସ୍ଥିତ ଏକାମ୍ର କ୍ଷେତ୍ର ତିନି ଦିନ ଧରି ଉତ୍ସବମୁଖର ହେବ। ଏହି ସମାରୋହରେ ଶ୍ରୀ ଲିଙ୍ଗରାଜ ମନ୍ଦିରରେ ଅନେକ ଲୋକଙ୍କ ସମାଗମ ହେବ। ଏକାମ୍ର ପ୍ରକଳ୍ପ ଭୂମି ପୂଜନ ସମୟରେ

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର: ଆହୁରି ସକ୍ରିୟ ହେବ ମୌସୁମୀ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପ୍ରଭାବରେ ଓଡ଼ିଶା ଓ ପଶ୍ଚିମବଙ୍ଗରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ଆଇଏମଡି DG ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଗତକାଲିର ଘୂର୍ଣ୍ଣିବଳୟ

5T ସଚିବ ଙ୍କ ଗସ୍ତ ପରେ ରାଜଗାଙ୍ଗପୁର ଓଭର ବ୍ରିଜ ନିର୍ମାଣ ପ୍ରକିୟା ତ୍ୱରାନ୍ୱିତ

ସୁନ୍ଦରଗଡ଼: ରାଜଗାଙ୍ଗପୁର ଲେବେଲ କ୍ରସିଂ ଠାରେ ହେଉଥିବା ଓଭର ବ୍ରିଜ୍ ନିର୍ମାଣ  ପ୍ରକିୟା ତ୍ୱରାନ୍ୱିତ ହୋଇଛି । ନିର୍ମାଣ କାର୍ଯ୍ୟ ନିମନ୍ତେ ବର୍ତ୍ତମାନ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି । ସୋନାଖାନ ଓ କାନସବାହାଲ ମଧ୍ୟରେ ଥିବା ଏହି ପ୍ରକଳ୍ପ 2018 ମସିହାରେ ଆରମ୍ଭ ହୋଇଥିଲା

ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଭାତ ପରିବର୍ତ୍ତେ ଦିଆଗଲା ମୁଢି

ବାରିପଦା: ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଦିଆଗଲା ମୁଢି। ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ୍ ବ୍ରହ୍ମପୁର ହାଇସ୍କୁଲର ଛାତ୍ରଛାତ୍ରୀଙ୍କୁ ଡାଲି ସହ ମୁଢି ଦିଆଯାଇଛି। ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ (ଏମଡିଏମ) ଯୋଜନାରେ ଭାତ ବଦଳରେ ଛାତ୍ରଛାତ୍ରୀଙ୍କୁ ଦିଆଯାଉଛି ମୁଢି। ଏହି ଘଟଣାକୁ

କଟକ ସହରର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା

କଟକ: ସାରା ରାଜ୍ୟରେ ମୌସୁମୀ ବର୍ଷା । ମୌସୁମୀ ବର୍ଷାରେ କଟକ ସହରର ବିଭିନ୍ନ ସାହି ଓ ତଳିଆ ଅଞ୍ଚଳରେ ବର୍ଷା ଜଳ ଜମିବାରୁ ଜଳବନ୍ଦୀ ସ୍ଥିତି ଉପୁଜିଛି । ବିଶେଷ କରି ସୂତାହାଟ, ପଟ୍ଟାପୋଲ, ଓଡ଼ିଆ ବଜାର, ଗମ୍ମାଢିଆ ଭଳି ଅଞ୍ଚଳରେ ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି । ବର୍ଷା

ନାଗା ବାବା ଲୁଟିନେଲେ ସୁନାଗହଣା, ନନ୍ଦନକାନନ ଥାନାରେ ଅଭିଯୋଗ

ଭୁବନେଶ୍ୱର : ନାଗା ବାବା ଲୁଟିନେଲେ ସୁନାଗହଣା । ଭିକ୍ଷା ମାଗିବା ନାରେ ଘରକୁ ଆସି ସୁବିଧା ସୁଯୋଗ ଦେଖି ସୁନା ଗହଣା ଲୁଟିନେଇ ଛୁ ହୋଇଗଲେ ଉତର ପ୍ରଦେଶରୁ ଆସିଥିବା ନାଗାସାଧୁ । ଭୁବନେଶ୍ୱର ଉପକଣ୍ଠ ରଘୁନାଥପୁର ଗାଁରେ ଘଟିଛି ଏଭଳି ଏକ ଘଟଣା । ନନ୍ଦନକାନନ ଥାନାରେ ଏନେଇ ହୋଇଛି

ସଚିବଙ୍କୁ ଏତେ ସୁରକ୍ଷା କାହିଁକି: ଅପରାଜିତା

ଭୁବନେଶ୍ୱର: ଫାଇଭ ଟି ସଚିବଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିଜେପିର ଜାତୀୟ ସଭାପତି ଜଗତ ପ୍ରସାଦ ନଡ୍ଡା ଏବଂ ପୂର୍ବତନ ଆଇଏଏସ ଅଧିକାରୀ ତଥା ଏବେର ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ଅପରାଜିତା ଟ୍ବିଟ୍ କରି ଏକ ଚିଠି ସେୟାର କରିଛନ୍ତି। ଯେଉଁଥିରେ ଆଜି ଫାଇଭ

ଅପରାଜିତାଙ୍କ ‘ଫାଇଭ ଟି ସଚିବ’ ପ୍ରସଙ୍ଗରେ ନିଆଁରେ ଘିଅ ଢାଳିଲେ ସୌମ୍ୟରଞ୍ଜନ

ଭୁବନେଶ୍ୱର: ଫାଇଭ ଟି ସଚିବ ଆଇଏଏସ ଚାକିରିରି ଦୁରୂପଯୋଗ କରୁଛନ୍ତି ବୋଲି ଅଭିଯୋଗ କରି ସାଂସଦ ଅପରାଜିତା ଷଡ଼ଙ୍ଗୀ ରାଜନୈତିକ ମାହୋଲକୁ ସରଗରମ କରିଥିବା ବେଳେ ଏବେ ଖୋଦ୍ ଶାସକ ଦଳର ବିଧାୟକ ତଥା ଓଡ଼ିଶାର ଅଗ୍ରଣୀ ଖବରକାଗଜ ‘ସମ୍ବାଦ’ର ସମ୍ପାଦର ସୌମ୍ୟରଞ୍ଜନ ପଟ୍ଟନାୟକ ନିଜ ସମ୍ପାଦକୀୟ