Browsing Category

ଓଡିଶା

ସାପ କାମୁଡାରେ ଦୁଇ ନାବାଳିକା ମୃତ

କଣ୍ଟାମାଳ: ସାପ କାମୁଡାରେ ଦୁଇ ନାବାଳିକା ମୃତ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ବରଗାଁ ପଞ୍ଚାୟତ ଗୌରୀବେଙ୍ଗଶ ଗାଁରେ ଅଭାବନୀୟ ଘଟଣା । ମୃତକ ସେହି ଗାଁର ସୌରୀନ୍ଦ୍ରୀ ନାୟକ ଓ ଝରଣା ଭୋଇ । ରାତିରେ କେନ୍ଦୁପତ୍ର ଫଡ଼ିରେ କାମ କରି ଶୋଇଥିବାବେଳେ ସାପ କାମୁଡିଥିଲା । ଗୁରୁତର

ମୁଖ୍ୟମନ୍ତ୍ରୀ ପୁଷ୍ଟି ଯୋଜନା କେନ୍ଦ୍ର ସରକାରଙ୍କ ପୋଷଣ ଅଭିଯାନର ଅଂଶବିଶେଷ: ସ୍ମୃତି ପଟ୍ଟନାୟକ

ଭୁବନେଶ୍ୱର, : ରାଜ୍ୟ ସରକାର ଓଡ଼ିଶାରେ ପୁଷ୍ଟି ଓ ସ୍ୱାସ୍ଥ୍ୟରେ ଉନ୍ନତି ପାଇ ଗତକାଲି “ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା”(ଏମଏସପିୱାଇ)କୁ କ୍ୟାବିନେଟ୍ ଅନୁମୋଦନ ଦେଇଛନ୍ତି । ଏହା ଘୋଷଣା ସର୍ବସ୍ୱ ରାଜ୍ୟ ସରକାରର ଆଉ ଏକ ଘୋଷଣା ବୋଲି ଜଣାପଡୁଛି । ରାଜ୍ୟ ସରକାର କେବଳ ଏହାର ନାଁ

ପୂର୍ବତନ ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରା ଗିରଫ

ଭଦ୍ରକ :ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭଦ୍ରକ ଜିଲ୍ଲାର ପୂର୍ବତନ ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ। ସେ ତାଙ୍କ ଆୟ ଠାରୁ ୧୪୫% ଅଧିକ ସଂପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଭୁବନେଶ୍ୱରରେ ଜୟନ୍ତୀ ବେହେରାଙ୍କର

ଡିଜିଟାଲ ସାକ୍ଷରତାକୁ ଓଡ଼ିଶାର ଗ୍ରାମାଞ୍ଚଳରେ ପ୍ରୋତ୍ସାହିତ କରିବା ପାଇଁ ପଦକ୍ଷେପ

ଭୁବନେଶ୍ୱର :ଓଡିଶାର ଗ୍ରାମାଞ୍ଚଳର ଡିଜିଟାଲ ସାକ୍ଷରତାର ନିମ୍ନସ୍ତର  ଗ୍ରାମ୍ୟବାସୀଙ୍କ ପାଇଁ ଏକ ବୃହତ ଆହ୍ଵାନ ଅଟେ। ଶିକ୍ଷାର୍ଥୀ, ଶିକ୍ଷକ ଏବଂ ମଧ୍ୟମ ବୟସ୍କଙ୍କ ସହିତ ଜନସଂଖ୍ୟାର ଏକ ବୃହତ ଅଂଶ ଅଧିକ ଭାବରେ ପ୍ରଭାବିତ ହୋଇଥାନ୍ତି। ଫଳସ୍ୱରୂପ, ଏହା ଓଡିଶା ଗ୍ରାମବାସୀଙ୍କ ସାମାଜିକ,

ଦୁର୍ଗମ ଅଞ୍ଚଳରେ ଔଷଧ ପହଞ୍ଚାଇବ ଡ୍ରୋନ

କନ୍ଧମାଳ: କନ୍ଧମାଳରେ ଓଡ଼ିଶାର ପ୍ରଥମ ‘ସ୍ୱାସ୍ଥ୍ୟସେବା ଡ୍ରୋନ୍‌ ବିତରଣ ନେଟୱାର୍କ’ ଉଦଘାଟିତ ହୋଇଛି । କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଜିଲ୍ଲାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଆରମ୍ଭ କରି ସେଗୁଡ଼ିକର ସମୀକ୍ଷା କରିଛନ୍ତି । ଫୁଲବାଣୀଠାରେ ସାଂସଦ ଡ. ସାମନ୍ତ ଓଡ଼ିଶାର

ଅଫିସ୍‌ରେ ରିସେପନିଷ୍ଟଙ୍କୁ ଛୁରୀ ଭୁଶି ଦେଲେ ସିକ୍ୟୁରିଟି ଗାର୍ଡ

ଭୁବନେଶ୍ୱର: ଅଫିସ୍‌ରେ ଯୁକ୍ତିତର୍କ ଭିତରେ ରିସେପନିଷ୍ଟଙ୍କୁ ଛୁରୀ ଭୁଶି ଦେଲେ ସିକ୍ୟୁରିଟି ଗାର୍ଡ। ଏପରି ହୃଦୟବିଦାରକ ଘଟଣା ରାଜଧାନୀ ଭୁବନେଶ୍ୱରରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ କମିଶନରେଟ୍‌ ପୁଲିସ୍‌ ଅଭିଯୁକ୍ତ ସିକ୍ୟୁରିଟି ଗାର୍ଡଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ବାଲେଶ୍ୱରରେ ୫-ଟି ସଚିବ ଭି.କେ ପାଣ୍ଡିଆନ

ବାଲେଶ୍ୱର: ବାଲେଶ୍ୱରରେ ୫-ଟି ସଚିବ ଭି.କେ ପାଣ୍ଡିଆନ । ଏହି ଅବସରରେ ଶାନ୍ତିକାନନରେ ପହଞ୍ଚି ଫକୀର ମୋହନ ସେନପତିଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ ପାଣ୍ଡିଆନ । ମିଶନ ଶକ୍ତି ବଜାର ବୁଲିବା ସହ ମିଶନ ଶକ୍ତି ମା’ ମାନଙ୍କ ସହ କିଛି ଆଲୋଚନା କରିଥିଲେ । ଏହାସହ ଉକ୍ରଳ

ଶ୍ରୀଜିଉଙ୍କ ଆଡ଼ପ ବିଜେ

ପୁରୀ: ଶ୍ରୀଜିଉଙ୍କ ଆଡ଼ପ ବିଜେ । ଜନ୍ମବେଦୀରେ ଚାଲିବ ଲୀଳାଖେଳା । ରଥଯାତ୍ରାର ଆଜି ତୃତୀୟ ଦିନରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀବିଗ୍ରହ । ପରମ୍ପରା ଅନୁସାରେ ସନ୍ଧ୍ୟା ଧୂପ ପରେ ରଥରୁ ଘୋଡା ଖୋଲାଯାଇ ଚାରମାଳ ବନ୍ଧାଯାଇଥିଲା । ଏହାପରେ ପୁଷ୍ପାଞ୍ଜଳି

ଝାରସୁଗୁଡାରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଝାରସୁଗୁଡା: ଆଜିଠାରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଦୁଇଦିନିଆ ଓଡିଶା ଗସ୍ତ ଆରମ୍ଭ ହୋଇଛିl ଆଜି ଅପରାହ୍ନ ସାଢେ ୪ଟା ବେଳେ ଶ୍ରୀ ନଡ୍ଡା ଏକ ସ୍ୱତନ୍ତ୍ର ବିମାନ ଯୋଗେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିଛନ୍ତିl ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିଜେପି ରାଜ୍ୟ

ଯୌତୁକ ପାଇଁ ବୋହୂକୁ ହତ୍ୟା କରି ପୋଡ଼ି ଦେଲେ

ଯୌତୁକ ପାଇଁ ବୋହୂକୁ ତାର ଶ୍ୱଶୁର ଘର ଲୋକେ ହତ୍ୟା କରି ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି l ଏପରି ଅଭିଯୋଗ ଆସିଛି ନୟାଗଡ଼ ଜିଲ୍ଲା ଇଟାମାଟି ଗାଁରୁ। ମୃତ ମହିଳା ଜଣଙ୍କ ହେଲେ ଫିନା ପ୍ରଧାନ। ଏନେଇ ମହିଳାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ,