Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଫ୍ଲୋରେନ୍ସ ନାଇଟଆଞ୍ଜେଲ ପୁରସ୍କାର ପାଇଲେ ଓଡ଼ିଶାର ଦୁଇ ସ୍ୱାସ୍ଥ୍ୟକର୍ମୀ
ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ସେବାରେ ଉଲ୍ଲେଖନୀୟ କାମ ପାଇଁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ୩୦ ଜଣ ସ୍ୱାସ୍ଥ୍ୟକର୍ମୀଙ୍କୁ ରାଷ୍ଟ୍ରପତି ଭବନରେ ସମ୍ବର୍ଦ୍ଧିତ କରିଛନ୍ତି | ମିଳିଥିବା ସୂଚନା ମୁତାବକ ୨୦୨୨ ଓ ୨୦୨୩ ପାଇଁ ଆଜି ଦେଶର ବଛାବଛା ସ୍ୱାସ୍ଥ୍ୟକର୍ମୀଙ୍କୁ ଫ୍ଲୋରେନ୍ସ!-->…
ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ
ନୟାଗଡ: ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ । ପ୍ରମାଣ ନଷ୍ଟ ପାଇଁ ତରବରିଆ ଭାବେ କରିଦେଲେ ଅନ୍ତିମ ସତ୍କାର। ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହେଲେ ପରିବାର । ନୟାଗଡ ଜିଲ୍ଲା ଇଟାମାଟି ଗାଁରେ ଏଭଳି ଆସିଛି ଅଭିଯୋଗ । ଅଭିଯୋଗ ଅନୁଯାୟୀ, ୨୦୧୫ ମସିହାରେ ଗାଁର ରକି ପ୍ରଧାନ ସେହି ଗାଁର ଫିନା!-->…
ଝଲସିବ ଶ୍ରୀମନ୍ଦିର ସିଂହଦ୍ୱାର, ଆରମ୍ଭ ହୋଇଛି ରୁପା ଛାଉଣୀ ପ୍ରକ୍ରିୟା
ପୁରୀ: ଝଲସିବ ଶ୍ରୀମନ୍ଦିର ସିଂହଦ୍ୱାର। ଆରମ୍ଭ ହୋଇଛି ରୁପା ଛାଉଣୀ ପ୍ରକ୍ରିୟା । ମୁମ୍ବାଇରୁ ଦୁଇ ଅଭିଜ୍ଞ କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ଷ୍ଟିଲ ଫ୍ରେମ୍ ଆସି ପହଞ୍ଚିଛି। ୫୦୦ କେଜି ଓଜନର ଷ୍ଟିଲ ଫ୍ରେମ୍ ସିଂହଦ୍ୱାରରେ ଲଗାଯିବ। ଗତକାଲି ରାତିରେ ଅବିକଳ ସିଂହଦ୍ୱାର ଲଗାଯାଇଛି।
!-->!-->!-->…
ମା’ ସହ ଝଗଡା ପରେ ବିଷ ପିଇ ଜୀବନ ହାରିଲା ଝିଅ
ଭଦ୍ରକ : ପାରିବାରିକ କଳହର କରୁଣ ପରିସ୍ଥିତି। ମା ଝିଅଙ୍କ ମଧ୍ୟରେ ଝଗଡା ପରେ ବିଷ ପିଇ ଆତ୍ମହତ୍ୟା କଲା ଝିଅ। ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ନଦୀ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା।
ଗତକାଲି ନଦୀଗାଁର ସହଦେଵ ଦାସଙ୍କ ସ୍ତ୍ରୀ ଓ ଝିଅ ମଧ୍ୟରେ ପାରିବାରିକ ଘଟଣାକୁ ନେଇ ଝଗଡା!-->!-->!-->…
ଆଜିଠୁ ଆଉ ତିନିଟି ଜିଲ୍ଲାରେ ଖୋଲିଲା ସ୍କୁଲ୍
ଭୁବନେଶ୍ୱର : ଆଜିଠୁ ଆଉ ତିନିଟି ଜିଲ୍ଲାରେ ଖୋଲିଲା ସ୍କୁଲ । ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ଆଜିଠୁ ସ୍କୁଲ ଖୋଲିଛି । ଏସବୁ ଜିଲ୍ଲାରେ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବ । ସକାଳ ୬ଟା ୩୦ରୁ ୧୦ଟା ଯାଏ ପାଠପଢା ହେଉଛି । ୨୬ ତାରିଖରୁ ନିୟମିତ ସମୟାନୁସାରେ!-->…
୫ଟି ଉପକ୍ରମରେ ବାହାନଗା ହାଇସ୍କୁଲର ପୁନଃନିର୍ମାଣ ହେବ; ୨.୪୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ବାଲେଶ୍ବର :ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି ।
ସୂଚନାଯୋଗ୍ୟ ଯେ ଗତ!-->!-->!-->…
କଣ୍ଠଶିଳ୍ପୀ ସୌରିନ ଭଟ୍ଟ ମାମଲା: କୋଲକାତାରୁ ଖାଲି ହାତରେ ଫେରିଲା କମିସନରେଟ୍ ପୁଲିସ
କଟକ: ଜଣାଶୁଣା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ କୋଲକାତାସ୍ଥିତ ଘରୁ ଖାଲି ହାତରେ ଫେରିଛି କମିସନରେଟ୍ ପୁଲିସ। ଗତ ବୁଧବାର ରାତିରେ ପୁଲିସ ଚଢ଼ଉ କରିଥିଲା। କିନ୍ତୁ ଘରେ ନ ଥିଲେ ସୌରିନ। ତାଙ୍କ ପରିବାର ଲୋକେ କହିଛନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ ଏବେ ଦିଲ୍ଲୀରେ। ଏଣେ ସେମାନେ ପୀଡ଼ିତା!-->…
ରାଜ୍ୟ ଆହାର ସୋସାଇଟିକୁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ସୂଚନାଯୋଗ୍ୟ ଯେ ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ!-->!-->!-->…
କଟକ- ଭୁବନେଶ୍ୱରରେ ପ୍ରାକ୍ ମୌସୁମୀ ବର୍ଷା: ଟୁଇନସିଟିବାସୀ ଆଶ୍ୱସ୍ତ
ଭୁବନେଶ୍ବର: ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳିରୁ ଟୁଇନସିଟିବାସୀଙ୍କୁ ମିଳିଛି ଆଶ୍ୱସ୍ତି। ଆଜି ସକାଳେ କଟକ ଓ ଭୁବନେଶ୍ବରରେ ପ୍ରଚଣ୍ଡ ତାତି ସହ ଗୁଳୁଗୁଳି ହେତୁ ଛଟପଟ ହେଉଥିଲେ ଲୋକେ। ହେଲେ ମଧ୍ୟାହ୍ନରେ ଆକସ୍ମିକ ଭାବେ ପ୍ରାକ୍ ମୌସୁମୀ ବର୍ଷା ହେବା କାରଣରୁ ଉଭୟ ମହାନଗରର ଲୋକେ ଟିକେ!-->…
ଟ୍ରକକୁ ଧକ୍କା ଦେଲା ପିସିଆର, ୫ ପୋଲିସ୍ କର୍ମଚାରୀ ଆହତ
ବୌଦ୍ଧ : ପେଟ୍ରୋଲ ପମ୍ପରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପିସିଆର । ପାଞ୍ଚ ପୋଲିସ୍ କର୍ମଚାରୀ ଆହତ । ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ମନମୁଣ୍ଡା ପେଟ୍ରୋଲ ପମ୍ପ ନିକଟରେ ଠିଆ ହୋଇଥିବା ଟ୍ରକକୁ ଖୁବ୍ ଜୋରରେ ଧକ୍କା ଦେଇଛି ପିସିଆର ଗାଡ଼ି ।
ଏଥିରେ ଜଣେ ପୋଲିସ!-->!-->!-->…