Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଜନଗରରେ ମହିଳାଙ୍କୁ ଟାଣି ନେଲା କୁମ୍ଭୀର
ରାଜନଗର: ଆତଙ୍କ ସାଜିଛନ୍ତି କୁମ୍ଭୀର। ଘର ବାଡ଼ିପଟସ୍ଥିତ ପୋଖରୀ କୂଳରେ ବସି ବାସନ ସଫା କରୁଥିବା ବେଳେ ଜଣେ ମହିଳାଙ୍କୁ କୁମ୍ଭୀର ଟାଣି ନେଇଛି। କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଫରେଷ୍ଟ ଡିଭିଜନ ଅନ୍ତର୍ଗତ ଚାନ୍ଦିବାଉଁଶମୂଳ ପଂଚାୟତ ହାତିଆଗଡ଼ି ଗାଁରେ ଆଜି ଅପରାହ୍ଣରେ ଏହି ଅଭବାନୀୟ!-->…
ସକାଳୁ ଖାଡ଼ା ଉପାସ ରହିଛନ୍ତି ମହାପ୍ରଭୁ
ପୁରୀ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ରଥା ରୁଢ଼ ଠାକୁରଙ୍କ ନୀତି କରିବାରେ ଚାଲିଛି ମନମାନି। ସକାଳୁ ଏଯାଏଁ ଖାଡ଼ା ଉପାସ ଚତୁର୍ଦ୍ଧାମୂର୍ତ୍ତି। ପୁଲିସ ବିଭାଗ ଓ ଏହାର ଅଧିକାରୀଙ୍କ ମନମାନି ଯୋଗୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି। ସକାଳ ୯ଟାରୁ ୧୧ଟା ଭିତରେ ସକାଳ ଭୋଗ ବା ବଲ୍ଲଭ ଭୋଗ!-->…
ବିଜେଡି ନେତାଙ୍କୁ କାର୍ ମଡ଼ାଇ ହତ୍ୟା
ବ୍ରହ୍ମପୁର: ବିଜେଡି ନେତାଙ୍କୁ କାର୍ ମଡାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଖମ୍ବାରି ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ପୂର୍ବତନ ସରପଞ୍ଚ ତଥା ଯୁବ ବିଜେଡି ନେତା ଲଳିତ ମୋହନ ମହାପାତ୍ର।
ଗତକାଲି ମୋହନ!-->!-->!-->…
ଶରଧାବାଲିରେ ତିନି ରଥ: ଆସନ୍ତାକାଲି ଆଡ଼ପ ମଣ୍ଡପକୁ ବିଜେ
ପୁରୀ: ଅବଶେଷରେ ବିଶ୍ୱନିୟନ୍ତା ଲୀଳାମୟ ମହାପ୍ରଭୁ ନିଜ ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ନେଇ ଶରଧାବାଲିରେ ପହଞ୍ଚିଛନ୍ତି। ମଙ୍ଗଳବାର ଅପରାହ୍ଣ ୩ଟା ୪ ମିନିଟରୁ ଆରମ୍ଭ ହୋଇଥିବା ରଥଟଣା କାର୍ଯ୍ୟ ବୁଧବାର ପୂର୍ବାହ୍ନରେ ଶେଷ ହୋଇଛି। ଏବେ ଶରଧାବାଲିରେ ଲାଗିଲା ଦର୍ପଦଳନ ଓ ନନ୍ଦିଘୋଷ ରଥ। କାଲି!-->…
ମହିଳାଙ୍କୁ ବୀଭତ୍ସ ହତ୍ୟା
କଟକ: ଜଗତପୁର ଶିଳ୍ପାଞ୍ଚଳରେ ଥିବା ତ୍ରିନାଥ ସାହିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଜଣେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ ମହିଳାଙ୍କ ନାଁ କବିତା ବେହେରା ଓ ତାଙ୍କ ବୟସ ୪୩ ବର୍ଷ। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
ଖବର ପାଇ ଘଟଣାସ୍ଥଳରେ ଜଗତପୁର ପୁଲିସ!-->!-->!-->…
ରାଜ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ଭୁବନେଶ୍ୱର: ଆଜି ଆନ୍ତର୍ଜାତୀୟ ଯୋଗ ଦିବସ। ରାଜ୍ୟ, ଦେଶ ତଥା ବିଶ୍ବର ପ୍ରତ୍ୟେକ ସ୍ଥାନରେ ଏହି ଦିବସକୁ ଅତି ନିରାଡମ୍ବର ଭାବେ ପାଳନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱର ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ଭାରତ ବିକାଶ ପରିଷଦ ସଦସ୍ୟମାନେ ଯୋଗାଭ୍ୟାସ କରିଛନ୍ତି। ସକାଳୁ ସକାଳୁ ଯୋଗ!-->…
ଦୁଇ ଜଣଙ୍କୁ ଦଳିଦେଲା ହାତୀ
ସମ୍ବଲପୁର: ସମ୍ବଲପୁର ଜିଲ୍ଲା ରେଢାଖୋଲ ଓ ଯୁଯୁମୁରା ବ୍ଲକର ଦୁଇଟି ପୃଥକ ସ୍ଥାନରେ ହାତୀ ୨ ଜଣଙ୍କୁ ଦଳି ମାରିଦେଇଥିବାର ଖବର ମିଳିଛି। ଢାବା ବାହାରେ ଶୋଇଥିବା ବେଳେ ଦନ୍ତା ଆକ୍ରମଣରେ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ, ଚାରମାଳ ବୁଢ଼ିଖମାର ଗାଁରେ ଆମ୍ବ ଗୋଟାଉଥିବା ବେଳେ ଜଣେ ବୃଦ୍ଧ!-->…
ଖରାଛୁଟି ପରେ ଆଜିଠୁ ଖୋଲିଲା ସ୍କୁଲ
ଭୁବନେଶ୍ୱର : ଖରାଛୁଟି ପରେ ଆଜିଠୁ ଖୋଲିଲା ସ୍କୁଲ । ରାଜ୍ୟର ସମସ୍ତ ସ୍କୁଲ ଖୋଲିବାକୁ ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବଲାଙ୍ଗିର, ଝାରସୁଗୁଡ଼ା ଓ ସମ୍ବଲପୁରରେ ୨୨ ତାରିଖରୁ ଖୋଲିବ । ଏଇ ୩ ଜିଲ୍ଲାରେ ଗ୍ରୀଷ୍ଣ ପ୍ରବାହ ଅଧିକ!-->…
୨୬ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ଦୁଇ ପିଲାଙ୍କ ନାମଲେଖା ଆବେଦନ ଅବଧି
ଭୁବନେଶ୍ୱର: ଯୁକ୍ତ -୨ ନାମଲେଖା ନେଇ ବଡ ଖବର ଆସିଛି । ଯୁକ୍ତ ଦୁଇ ଶ୍ରେଣୀରେ ନାମଲେଖା ପାଇଁ ଆବେଦନ କରିବାର ଅବଧିକୁ ରାଜ୍ୟ ସରକାର ଜୁନ୍ ୨୬ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ପୂର୍ବରୁ ଆବେଦନର ଶେଷ ତାରିଖ ଜୁନ୍ ୨୦ ପର୍ଯ୍ୟନ୍ତ ରହିଥିଲା । ଅଭିଭାବକ,ଛାତ୍ରଛାତ୍ରୀ ଓ କଲେଜ!-->…
କେନ୍ଦୁଝର ବଡଦାଣ୍ଡରେ ଗଡ଼ିଲା ବଳଦେବଜୀଉଙ୍କ ରଥ
କେନ୍ଦୁଝର: କେନ୍ଦୁଝର ବଡଦାଣ୍ଡରେ ଗଡ଼ିଲା ବଳଦେବଜୀୟୁଙ୍କର ବିଶ୍ଵର ସର୍ବ ବୃହତ ରଥ। କେନ୍ଦୁଝର ସହରର ପୁରୁଣା ବଜାର ଠାରେ ଜଗତର ନାଥ ଜଗନ୍ନାଥଙ୍କର ରଥଯାତ୍ରା ପାଳିତ ହୋଇଛି। ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିରରୁ ବଡ଼ ଠାକୁର ବଳଭଦ୍ର, ଦେବୀ ଶୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥ ଧାଡ଼ି!-->…