Browsing Category

ଓଡିଶା

ରାଜ୍ୟରେ ପ୍ରାକ୍‌ ମୌସୁମୀ ଜନିତ କାଳବୈଶାଖୀ ଓ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି। ଫଳରେ ଆଗକୁ ଆଉ ଗ୍ରୀଷ୍ମ ପ୍ରବାହର ସମ୍ଭାବନା ନଥିବା ବେଳେ ପ୍ରାକ୍‌ ମୌସୁମୀ ଜନିତ କାଳବୈଶାଖୀ ଓ ବର୍ଷାରେ ସାରା ରାଜ୍ୟ ଭିଜିବାର ସମ୍ଭାବନା

ବାହାନଗାର ବିକାଶ ପାଇଁ ୨ କୋଟି ଟଙ୍କାର ଅନୁଦାନ ଘୋଷଣା କଲେ ରେଳମନ୍ତ୍ରୀ

ବାହାନଗା : ବାହାନଗା ବଜାର ଷ୍ଟେସନ୍‌ରେ ଘଟିଥିଲା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା। ଆଜି ସେଠାରେ ପୁଣି ଥରେ ପହଞ୍ଚିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ସେ ବାହାନଗା ବାସୀଙ୍କ ସହିତ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ। ରେଳ ଦୁର୍ଘଟଣା ସମୟରେ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିଥିବାରୁ

ଘୁଞ୍ଚିଲା ଯୁକ୍ତ-୨ ନାମଲେଖା ନିମନ୍ତେ ଆବେଦନ ତାରିଖ: ସାମ୍‌ସ ପୋର୍ଟାଲ୍‌ରେ ଆବେଦନ ତାରିଖ ୨୬ ଜୁନ୍ ପର୍ଯ୍ୟନ୍ତ…

ଭୁବନେଶ୍ୱର: ଅଭିଭାବକ, ଅଧ୍ୟକ୍ଷ ଏବଂ ଛାତ୍ରଛାତ୍ରୀମାନଙ୍କର ଅନୁରୋଧ ଅନୁଯାୟୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏକାଦଶ ଶ୍ରେଣୀ ପାଇଁ ସାମସ୍ ପୋର୍ଟାଲ www.samsodisha.in ଜରିଆରେ ଆବେଦନ ତାରିଖକୁ ୨୦/୦୬/୨୦୨୩ ପରିବର୍ତ୍ତେ ୨୬/୦୬/୨୦୨୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତିା ଏହି

ବିଜୁଳି କାଟ୍ ପ୍ରତିବାଦରେ ଗ୍ରୀଡକୋ ଅଫିସକୁ ଅଣ୍ଡା, ଟମାଟୋ ମାଡ଼ କଲେ କଂଗ୍ରେସ କର୍ମୀ

ଭୁବନେଶ୍ୱର: ଅଘୋଷିତ ବିଦ୍ୟୁତ କାଟକୁ ନେଇ ସାରା ରାଜ୍ୟରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ଡାକରା ଦିଆଯାଇଛି । ରାଜଧାନୀର ଗ୍ରୀଡକୋ ଅଫିସ ସମ୍ମୁଖରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଶହଶହ କଂଗ୍ରେସ କର୍ମୀ ଗ୍ରୀଡକୋ ଅଫିସ ସମ୍ମୁଖରେ ଘେରାଉ

ଓଡ଼ିଶାରେ ରେଳମନ୍ତ୍ରୀ; ପୁରୀ ରେଳଷ୍ଟେସନରେ ନିର୍ମାଣ କାମର କରିବେ ସମୀକ୍ଷା

ଭୁବନେଶ୍ବର: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଆଜିଠାରୁ ଓଡ଼ିଶା ଗ୍ରସ୍ତରେ ଆସିଛନ୍ତି। ସନ୍ଧ୍ୟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେ ପୁରୀ ଅଭିମୁଖେ ଗସ୍ତ କରିଛନ୍ତି। ପୁରୀରେ ରେଲୱେ ଷ୍ଟେସନର ଉନ୍ନତିମୂଳକ କାମର ତଦାରଖ କରିବେ। ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାର

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ରେଲୱେ ସୋର ସେକ୍ସନ ସିଗ୍‌ନାଲ ଜେଇଙ୍କ ଘର ସିଲ୍

ବାଲେଶ୍ବର/ସୋର: ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣାରେ ରେଲୱେ ସୋର ସେକ୍ସନ ସିଗ୍‌ନାଲ ଜେଇ ଅମିର ଖାନ୍‌ଙ୍କ ଭଡ଼ା ଘର ସିଲ୍ କରାଯାଇଛି। ସୋରଠାରେ ଜେଇଙ୍କ ଏହି ଭଡ଼ା ଘର ରହିଛି। ଜିଆରପି ପୁଲିସ ଉପସ୍ଥିତିରେ ଘରକୁ ସିବିଆଇ ପକ୍ଷରୁ ସିଲ୍‌ କରାଯାଇଛି। ଦୁର୍ଘଟଣା ପରେ  କିଛି

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଯୋରନ୍ଦା ପୀଠର ସାଧୁସନ୍ଥ ଓ ମହିମା ଧର୍ମାବଲମ୍ବୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି ଅନେକ ମହିମା ସାଧୁସନ୍ଥ ଓ ଧର୍ମାବଲମ୍ବୀମାନେ ନବୀନ ନିବାସ ଠାରେ ଭେଟିଛନ୍ତି । ଯୋରନ୍ଦା ପୀଠର ରୂପାନ୍ତର ପାଇଁ ପଦକ୍ଷେପକୁ ସେମାନେ ସ୍ୱାଗତ ଜଣାଇବା ସହ ଏଥି ପାଇଁ  ଅର୍ଥ  ମଞ୍ଜୁର  କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ

ପୂର୍ବାହ୍‌ଣ ସାଢ଼େ ୯ଟାରୁ ଶ୍ରୀଜିଉଙ୍କ ପହଣ୍ଡି

ପୁରୀ: ରାତି ପାହିଲେ ଶ୍ରୀଜିଉଙ୍କ ୯ଦିନିଆ ରଥଯାତ୍ରା। ଏଥି ପାଇଁ ଶ୍ରୀକ୍ଷେତ୍ରରେ ଚଳଚଞ୍ଚଳ ଦେଖାଯାଉଛି। ରାଜ୍ୟ ଏବଂ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି। ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି। ଆହୁରି ଭକ୍ତମାନେ ପୁରୀ ଅଭିମୁଖେ ବାହାରିଛନ୍ତି।

ଦୁଇ ତିନି ଦିନରେ ଓଡ଼ିଶା ଛୁଇଁପାରେ ମୌସୁମୀ

 ଭୁବନେଶ୍ୱର :ଦୁଇ ତିନି ଦିନରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ । ପାଗ ଅନୁକୂଳ ରହିଛି । ୨-୩ ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

ସୌରୀନ ଭଟ୍ଟଙ୍କ ବିରୋଧରେ ଶୋଷଣ ଅଭିଯୋଗ ମାମଲା, କୋଲକାତା ଯିବ ପୁଲିସ

କଟକ: ଜଣାଶୁଣା କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୋଧରେ ଶୋଷଣ ଅଭିଯୋଗ ମାମଲାରେ ପୁଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବାର ସୂଚନା ମିଳିଛି। ସୂଚନା ଅନୁଯାୟୀ, ଘଟଣାର ତଦନ୍ତ ଲାଗି ଆସନ୍ତାକାଲି କୋଲକାତା ଯିବ କଟକ କମିଶନରେଟ ପୁଲିସର ଏକ ଚାରିଜଣିଆ ଟିମ। ଏଥିରେ ମହିଳା ଥାନା