Browsing Category

ଓଡିଶା

ଅଘୋଷିତ ବିଦ୍ୟୁତକାଟର ପ୍ରତିବାଦ: ଢେଙ୍କାନାଳରେ ବିଜେପି ପକ୍ଷରୁ ବିକ୍ଷୋଭ

ଢେଙ୍କାନାଳ: ଅଘୋଷିତ ବିଦ୍ୟୁତକାଟ୍‌ ଓ ଲୋ-ଭୋଲ୍‌ଟେଜ୍‌ ସମସ୍ୟା ପ୍ରତିବାଦରେ ବିଜେପି ପକ୍ଷରୁ ଆଜି ଢେଙ୍କାନାଳ ବିଭାଗୀୟ କାର୍ଯ୍ୟାଳୟ ଘେରାଉ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଆଜି ଢେଙ୍କାନାଳ ଜିଲ୍ଲା ବିଜେପି ପକ୍ଷରୁ ପୂର୍ବତନ ସାଂସଦ ରୁଦ୍ର ନାରାୟଣ ପାଣି, ପୂର୍ବତନ

ନବଯୌବନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ: ନବଯୌବନ ଦର୍ଶନ ଦେଲେ ଶ୍ରୀଜିଉ। ୧୫ ଦିନ ପରେ ମହାପ୍ରଭୁଙ୍କୁ ଦେଖି ଭକ୍ତ ଭାବ ବିହ୍ଵଳ । କାହାର ଆଖି ଛଳ ଛଳ ତ ଆଉ କିଏ ଜଗନ୍ନାଥଙ୍କୁ ପାଖରେ ପାଇ ଛାତି କୁଣ୍ଢେ ମୋଟ । ଆଜି ଏତେ ଭିଡ଼ ଦେଖି ଲାଗୁଛି ଆଜି ଯେମିତି ଘୋଷଯାତ୍ରା । ଶୃଙ୍ଖଳିତ ଦର୍ଶନରେ ଉପରେ ଜୋର ଦେଇଛି ପୁରୀ ପ୍ରଶାସନ ଓ

ଦୁଇ ଝିଅକୁ ଛାଡି ପ୍ରେମିକ ସହ ମା’ ଫେରାର

ଭୁବନେଶ୍ୱର: କଅଁଳା ନିଷ୍ପାପ ଶିଶୁ ଦୁଇଟା ସବୁବେଳେ ମାଆ ମାଆ କହି ଖୋଜୁଛନ୍ତି । କେମିତି ମାଆ ଇଏ କେଜାଣି ଗୋଟିଏ କ୍ଷୀର ପିଉ ଥିବା ଶିଶୁ ଆଉ ଗୋଟିଏ ତାଠାରୁ ଟିକିଏ ବଡ଼। ଦୁଇଟି ନିରୀହ ଛୋଟ ଛୋଟ ଝିଅଙ୍କୁ ଛାଡି କେମିତି ସେ ମାଆ ମନ ମାନୁଛି । କିଭଳି ଏମାନଙ୍କୁ ଛାଡ଼ି ପ୍ରେମିକ ସହିତ

ଭବାନୀ ମଲ୍ ନିକଟସ୍ଥ ବାର୍‌ରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ୱର : ସହିଦନଗର ଭବାନୀ ମଲ୍ ନିକଟରେ ଥିବା ଏକ ବାର୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏହା ସହ ଭିତରେ ଫଶି ରହିଥିବା ୪ କର୍ମଚାରୀଙ୍କୁ ଉଦ୍ଧାର କରାଯାଇଥିଲା। ପ୍ରବଳ ଧୂଆଁ ହେବା ଯୋଗୁ ଅଗ୍ନିଶମ କର୍ମଚାରୀଙ୍କୁ ନିଆଁ ଲିଭାଇବାରେ

ପୁରୀ ରଥଯାତ୍ରା ପାଇଁ ଗାଡ଼ି ପାର୍କିଂ

ପୁରୀ : ପୁରୀ ରଥଯାତ୍ରାକୁ ଯଦି ଯାଉଛନ୍ତି କେମିତି ଯିବେ । କେଉଁଠି ଗାଡ଼ି ପାର୍କିଂ କରିବେ । ଏଥିପାଇଁ ସ୍ୱତନ୍ତ୍ର ମୋବିଲିଟି ପ୍ଲାନ୍‌ କରାଯାଇଛି। ଆଜି ମଧ୍ୟରାତ୍ରରୁ ୨୧ ତାରିଖ ଯାଏଁ ଲାଗୁ ହେବ। ଭୁବନେଶ୍ୱର ଓ କୋଣାର୍କ ପଟୁ ଆସୁଥିବା ୪ ଚକିଆ ଗାଡ଼ି ତାଳବଣିଆ ଓ ଗ୍ରୀଡ୍‌ ଷ୍ଟେସନ ଛକ

ଯନ୍ତ୍ରୀଙ୍କ ପରକୀୟା ପ୍ରୀତି, ଅଧରାତିରେ ପହଞ୍ଚି ଗଲେ ସ୍ତ୍ରୀ

ଉଦଳା: ଯନ୍ତ୍ରୀଙ୍କ ରୋମିଓଗିରି ପଦାରେ ପଡ଼ିଛି। ନିଜ ସ୍ତ୍ରୀ ଥାଇ ବି ଅନ୍ୟ ଜଣେ ଯୁବତୀଙ୍କ ସହିତ ରାତି ବିତାଇବା ମହଙ୍ଗା ପଡ଼ିଛି। ଇଂଜିନିୟର ସ୍ବାମୀ ପରକୀୟା ପ୍ରୀତିରେ ମାତିଥିବା ବେଳେ ସଂପର୍କୀୟଙ୍କ ସହିତ ସ୍ତ୍ରୀ ଘଟଣାସ୍ଥଳରେ ପହଞ୍ଚି ଯାଇଛନ୍ତି। ଫଳରେ ଦୀର୍ଘ ଦିନରୁ ଚାଲି ଆସିଥିବା

ପଞ୍ଚଭୂତରେ ବିଲୀନ ହେଲେ ଡେପୁଟି ରେଞ୍ଜର…

ରାଇରଙ୍ଗପୁର: କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ । ନିଜ ପ୍ରିୟଜନର ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ପରିବାର ଲୋକେ । ଗାଁଟା ସାରା ସମସ୍ତଙ୍କ ଆଖିରେ ଲୁହ। ଏ ହେଉଛି ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଟିଙ୍ଗିରିଆ ଗ୍ରାମର ବନକର୍ମଚାରୀ ମିଥାୟ ହାଁସଦାଙ୍କ ମୃତ୍ୟୁ ପରର

ଆଜିଠୁ ଜଙ୍ଗଲକୁ ସୁରକ୍ଷା ଦେବେ ନାହିଁ ବନ କର୍ମଚାରୀ, ୫ ଦଫା ଦାବି..

ଭୁବନେଶ୍ୱର :ଆଜିଠୁ ଜଙ୍ଗଲକୁ ସୁରକ୍ଷା ଦେବେ ନାହିଁ ବନ କର୍ମଚାରୀ । ଏହି ନିଷ୍ପତି ନେଇଛି ଓଡ଼ିଶା ଅଣ ଗେଜେଟଡ ବନ କର୍ମଚାରୀ ସଂଘ । ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ଜଙ୍ଗଲ ସୁରକ୍ଷା କାମରେ ଯୋଗ ନଦେଇ ପ୍ରତୀକ ଆନ୍ଦୋଳନ କରିବ ବୋଲି ସଂଘ କହିଛି । ୫ଦଫା ଦାବି ସ୍ୱତନ୍ତ୍ର

ଟାଙ୍ଗୀ ଚଣ୍ଡେଶ୍ୱର ଛକରେ ଗୁଳିକାଣ୍ଡ, ଠିକାଦାର ମୃତ

ଟାଙ୍ଗୀ: ଗୁଳି ମାଡ଼ରେ ଠିକାଦାର ମୃତ । ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ଚଣ୍ଡେଶ୍ୱର ଛକରେ ଗୁଳିକାଣ୍ଡ । ମୃତକ ହେଲେ ଠିକାଦାର ରମେଶ ରାଉତ । ନିଜ ଘର ରାଧାମୋହନପୁରକୁ ଫେରୁଥିବା ବେଳେ ଘଟିଛି ଗୁଳିକାଣ୍ଡ । ଏକ ବାଇକରେ ଆସି ଦୁଇ ଦୁର୍ବୃତ୍ତ ଗୁଳିମାଡ଼ କରି ଫେରାର

ଆଜି ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୪୬ ଡିଗ୍ରି ରେକର୍ଡ, ୪୦ ଡିଗ୍ରି ଉପରେ ୨୨ ସହର

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଉପକୂଳ ଠାରୁ ପଶ୍ଚିମ ଓଡ଼ିଶା ଯାଏଁ ତାତିରୁ ନିସ୍ତାର ନାହିଁ। ଲୋକେ ପ୍ରବଳ ଖରା ଯୋଗୁଁ ଗରମରେ ଛଟପଟ ହେଉଛନ୍ତି। ଅତି ଆବଶ୍ୟକ ନହେଲେ ବାହାରକୁ ଯିବା ପାଇଁ ମନ ହେଉନାହିଁ। ଫଳରେ ରାସ୍ତାଘାଟ ଶୂନଶାନ ଲାଗୁଛି। ଆଜି ରାଜ୍ୟର ୨୨ଟି ସହରର