Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଗାଡ଼ି ଚୋର ରାକେଟ୍କୁ ଧରିଲା ମଙ୍ଗଳାବାଗ୍ ପୋଲିସ, ୩ଲକ୍ଷରୁ ଉର୍ଦ୍ଧ୍ଵ ସାମଗ୍ରୀ ଜବତ
କଟକ: ଗାଡି ଚୋର ରାକେଟକୁ ଧରିଲା ମଙ୍ଗଳାବାଗ ଥାନା ପୋଲିସ । ୬ଟି ବାଇକ ସହ ନଗଦ ୨୦ ହଜାର ଟଙ୍କା ଜବତ ହୋଇଛି। ଦୁଇ ଚକିଆ ଯାନ ଯନ୍ତ୍ରାଂଶ ଜବତ ହୋଇଥିବା ବେଳେ ତିନି ଅଭିଯୁକ୍ତ ଗିରଫ ହୋଇଛନ୍ତି। ମୁଖ୍ୟ ଅଭିଯୁକ୍ତ ୨୧ ବର୍ଷୀୟ ସୌରଭ ସ୍ୱାଇଁ। ସୌରଭ ନାଁରେ ପୂର୍ବରୁ ରହିଛି ୯ଟି ମାମଲା ।
!-->!-->!-->…
ଆଜି ଶ୍ରୀଜୀଉ ମାନଙ୍କ ଘଣା ଲାଗି ନୀତି
ପୁରୀ: ଆଜି ଅନବସରର ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ଘଣା ଲାଗି ନୀତି ଅନୁଷ୍ଠିତ ହେବ । ସୁନା କୂଅରୁ ତିନି ଗରା ଜଳ ସୁଦ୍ଧ ସୁଆରଙ୍କ ଘରେ ବିଜେ ହେବା ପରେ ଦିବ୍ୟ ପ୍ରଲେପ ଖଳି ପ୍ରସ୍ତୁତ କରାଯାଇଛି। ଆଜି ଶ୍ରୀ ଜୀଉଙ୍କୁ ଘଣା ଲାଗି ପରେ ସେହି ଖଳିକୁ ସୁଦ୍ଧସୁଆରଙ୍କ!-->…
ନିଶାସେବନ ବର୍ଜନର ବାର୍ତ୍ତା ନେଇ ଝାରସୁଗୁଡ଼ାରୁ ଭୁଟାନ ପର୍ଯ୍ୟନ୍ତ ପଦଯାତ୍ରା
ସୋର: ପ୍ରତିଦିନ ଶାରୀରିକ ବ୍ୟାୟାମ ଓ ନିଶା ସେବନ ବର୍ଜନ କରି ସୁସ୍ଥ ଓ ନିରାମୟ ଜୀବନଯାପନର ବାର୍ତ୍ତା ନେଇ ଜଣେ ୬୬ ବର୍ଷୀୟ ବୃଦ୍ଧ ୩ ହଜାର କିମି ପଦଯାତ୍ରାର ଲକ୍ଷ୍ୟ ନେଇ ଝାରସୁଗୁଡ଼ାରୁ ଭୁଟାନ ଅଭିମୁଖେ ବାହାରିଛନ୍ତି। ସେ ହେଉଛନ୍ତି ଝାରସୁଗୁଡା ଦୁର୍ଲଗା ଗ୍ରାମର ଅଭିରାମ ଶତପଥୀ (୬୬)।!-->…
୧୮ ତାରିଖରୁ ପୁରୀର ସବୁ ମଦଦୋକାନ ବନ୍ଦ
ପୁରୀ : ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ରଥଯାତ୍ରା ସମୟରେ ପୁରୀରେ ସମସ୍ତ ମଦ ଦୋକାନକୁ ସିଲ୍ କରାଯିବ। ରଥଯାତ୍ରାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ ଆସନ୍ତା ୧୮ ତାରିଖ ରାତିରୁ ସମସ୍ତ ମଦ ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ ରହିଛି। ଅବକାରୀ ବିଭାଗ ପକ୍ଷରୁ ସହରର ସମସ୍ତ ମଦଦୋକାନଗୁଡ଼ିକୁ!-->…
ରହସ୍ୟରେ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର ସିନିଅର ରେସିଡେଣ୍ଟ ଡାକ୍ତରଙ୍କ ମୃତ୍ୟୁ
ବ୍ରହ୍ମପୁର: ରହସ୍ୟରେ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର ସିନିଅର ରେସିଡେଣ୍ଟ ଡାକ୍ତରଙ୍କ ମୃତ୍ୟୁ । ସିନିୟର ରେସିଡେଣ୍ଟ ହଷ୍ଟେଲରୁ ଡାକ୍ତର ଶୁଭାନୀ ପଟ୍ଟନାୟକଙ୍କ ମୃତଦେହ ଉଦ୍ଧାର । ଡାକ୍ତର ଶୁଭାନୀ ଚର୍ମରୋଗ ବିଭାଗରେ ପିଜି କରୁଥିଲେ । ତାଙ୍କ ନିଜ ଗାଁ ନୟାଗଡ଼ରେ । ପରିବାର ଲୋକ!-->…
ଲୋକ ଲଗାଇ ସ୍ତ୍ରୀକୁ ମାଡ଼ ମାରିବା ସହ ଦୁଷ୍କର୍ମ କରିବାକୁ କହିଥିଲା ସ୍ବାମୀ
କେନ୍ଦ୍ରାପଡ଼ା : ବାରମ୍ବାର ପତ୍ନୀଙ୍କ ଉପରେ ଅକଥନୀୟ ଅତ୍ୟାଚାର କରୁଥିବା ନୃଶଂସ ସ୍ୱାମୀ ମାନବିକତାର ସବୁ ସୀମା ଟପି ଯାଇଛି। ପତି-ପତ୍ନୀର ପବିତ୍ର ବନ୍ଧନକୁ ଭୁଲି ଲୋକ ଲଗାଇ ସ୍ତ୍ରୀକୁ ନିସ୍ତୁକ ମାଡ଼ ମାରିବା ସହ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିବାର ଅଭିଯୋଗ ହୋଇଛି। ଏଭଳି ଅମାନବୀୟ ଘଟଣା!-->…
କେ.ସି ବେଣୁଗୋପାଳଙ୍କୁ ଭେଟିଲେ ତାରାବାହିନୀ ପତି
ଭୁବନେଶ୍ବର : ଏଆଇସିସି ସାଧାରଣ ସମ୍ପାଦକ କେ.ସି ବେଣୁଗୋପାଳଙ୍କୁ ଭେଟିଲେ ଜୟପୁର ବିଧାୟକ ତାରାବାହିନୀ ପତି। ନୂଆଦିଲ୍ଲୀ AICC ମୁଖ୍ୟାଳୟରେ ସେ ନିଜ ସମର୍ଥକଙ୍କ ସହ ଯାଇ ବେଣୁଗୋପାଳଙ୍କୁ ଭେଟିଛନ୍ତି। ପରେ ଗଣଧ୍ୟମକୁ ସୂଚନା ଦେଇ ତାରା କହିଛନ୍ତି, ଏହା ଏକ ଔପଚାରିକମୂଳକ ସାକ୍ଷାତ ଥିଲା।!-->…
୨୦ ଘଣ୍ଟା ପରେ ଫୁଲବାଣୀ ଟାଉନ୍କୁ ବିଜୁଳି ଆସିଲା..!
କନ୍ଧମାଳ : ୨୦ ଘଣ୍ଟା ଧରି ଅନ୍ଧକାରରେ ରହିଲା ସମଗ୍ର କନ୍ଧମାଳ ଜିଲ୍ଲା! ମରାମତି ପରେ ଆଜି ମଧ୍ୟାହ୍ନରେ ବିଦ୍ୟୁତ ଆସିଛି। ହେଲେ ପୂରା ଜିଲ୍ଲାରୁ ହଟିପାରି ନାହିଁ ଅନ୍ଧକାର। ଏଥିପାଇଁ ବିଦ୍ୟୁତ ବିଭାଗର ଅପାରଗତାକୁ ଦାୟୀ କରିଛନ୍ତି ଅଞ୍ଚଳବାସୀ।ବୁଧବାର ଅପରାହ୍ନରେ କନ୍ଧମାଳ ଜିଲ୍ଲାରେ!-->…
ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; କାରଣ ଅସ୍ପଷ୍ଟ
ଭୁବନେଶ୍ବର : ବୁଧବାର ସମ୍ପର୍କୀୟଙ୍କ ଘରେ ଦୁଇ ଛୁଆଙ୍କୁ ଛାଡ଼ିଥିଲେ। ଆଜି ଘର ଭିତରୁ ମିଳିଲା ଦମ୍ପତିଙ୍କ ଝୁଲନ୍ତା ମୃତଦେହ। ହେଲେ ମୃତ୍ୟୁର କାରଣ ଅସ୍ପଷ୍ଟ। ଏପରି ଲୋମଟାଙ୍କୁରା ଘଟଣା ଖୋର୍ଦ୍ଧା ଜିଲ୍ଲାରେ ଘଟିଛି। ପୁଲିସ୍ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରୁଛି।ଟାଙ୍ଗୀ ଥାନା!-->…
୨୦୨୪ରେ ନିର୍ବାଚନ ଲଢ଼ିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ବର : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କେଉଁଠୁ ନିର୍ବାଚନ ଲଢିବେ? ତାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଉଭୟ ଓଡ଼ିଶାରୁ ନିର୍ବାଚନ ଲଢ଼ିବେ ବୋଲି ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି।ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ!-->…