Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଟ୍ରେନ ଦୁର୍ଘଟଣା: ଦକ୍ଷିଣପୂର୍ବ ରେଳବାଇ ଏଜିଏମ୍ ଅତୁଲ୍ୟ ସିହ୍ନା ବଦଳି
ଭୁବନେଶ୍ବର : ବାଲେଶ୍ୱର ଜିଲ୍ଲା ବାହାନଗା ଭୟାବହ ଟ୍ରେନ ଦୁର୍ଘଟଣାର ପ୍ରାୟ ଦୁଇ ସପ୍ତାହ ପରେ ଆଜି ରେଳବାଇ ପକ୍ଷରୁ ଦକ୍ଷିଣପୂର୍ବ ରେଳବାଇର ଅତିରିକ୍ତ ଜେନେରାଲ ମ୍ୟାନେଜର(ଏଜିଏମ) ଅତୁଲ୍ୟ ସିହ୍ନାଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି। ଦୁର୍ଘଟଣାର ସିବିଆଇ ତଦନ୍ତ ଜାରି ରହିଛି ଓ କାହାରିକୁ!-->…
୧୯ରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ଦିନ ୧୧ଟାରୁ ଦର୍ଶନ ବନ୍ଦ
ପୁରୀ: ୧୯ ତାରିଖରେ ଶ୍ରୀଜିଉଙ୍କର ମାତ୍ର ୩ ଘଣ୍ଟା ନବ ଯୌବନ ଦର୍ଶନ ହେବ। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସକାଳ ୮ଟାରୁ ୯ଟା ଯାଏ ପରିମାଣିକ ଦର୍ଶନ ବ୍ୟବସ୍ଥା ରହିବ। ସକାଳ ୮ଟାରୁ ୯ଟା ଯାଏ!-->…
ବଡ଼ଦାଣ୍ଡରେ ଅଘଟଣ: ବିଦ୍ୟୁତ୍ ଆଘାତରେ ଚାଲିଗଲା ଯୁବ ଅପରେଟରଙ୍କ ଜୀବନ
ପୁରୀ: ରଥଯାତ୍ରା ପାଇଁ ସିସିଟିଭି ସଂଯୋଗୀକରଣ ବେଳେ ବଡ଼ଦାଣ୍ଡରେ ଅଘଟଣ। କଣ୍ଟ୍ରୋଲ ରୁମ୍ ଉପରେ ସିସିଟିଭି ସଂଯୋଗ କରୁଥିବା ସମୟରେ କରେଣ୍ଟ ଲାଗି ଯୁବ ଅପରେଟରଙ୍କର ମୃତ୍ୟୁ ଘଟିଛି। ମୃତ ଯୁବ ଅପରେଟର ହେଉଛନ୍ତି କଟକ ରାଜାବଗିଚା ଅଞ୍ଚଳର ରାକେଶ ବେହେରା(୨୫)।ଖବର ପାଇ ଟାଉନ ଥାନା ପୁଲିସ!-->…
ଏମକେସିଜିର ମେଡିକାଲ କଲେଜର ପିଜି ପ୍ରଥମ ବର୍ଷ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ
ବ୍ରହ୍ମପୁର: ଏମକେସିଜିର ମେଡିକାଲ କଲେଜରେ ଏସଆର ହଷ୍ଟେଲରୁ ଜଣେ ମହିଳା ଡାକ୍ତରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ଡାକ୍ତର ଚର୍ମ ବିଭାଗ ପିଜିର ପ୍ରଥମ ବର୍ଷର ଛାତ୍ରୀ ବୋଲି ସୂଚନା ମିଳିଛି।ମୃତ ଡାକ୍ତରୀ ଛାତ୍ରୀଙ୍କ ନାମ ସୁଭାନି ପଟ୍ଟନାୟକ। ତାଙ୍କ ଘର ଗଞ୍ଜାମ ଜିଲ୍ଲା!-->…
ବାକି ଟଙ୍କା ନଦେବାରୁ ଯୁବକଙ୍କୁ ଭୁଜାଲି ଭୁସି ଦେଲେ
ଜଳେଶ୍ୱର: ବାଲେଶ୍ବର ଜିଲ୍ଲା ଜଳେଶ୍ୱର ଥାନା କୋଟସାହି ପଞ୍ଚାୟତର ବାଗ ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ବାକି ଟଙ୍କା ନ ଶୁଝିବାରୁ ଜଣେ ଯୁବକଙ୍କୁ ଆଉ ଜଣେ ଲୋକ ଭୁଜାଲିରେ ଭୁସି ଦେଇଛି। ଭୁଜାଲି ଆକ୍ରମଣର ଶିକାର ହୋଇଥିବା ଯୁବକଙ୍କୁ ପ୍ରଥମେ ଜଳେଶ୍ଵର ଗୋଷ୍ଠୀ ସ୍ବାସ୍ଥ୍ୟ!-->!-->!-->…
ଜଳୁଛି ଓଡ଼ିଶା: ୪୪.୮ ଡିଗ୍ରି ସହ ଝାରସୁଗୁଡ଼ା ଉତ୍ତପ୍ତ ସହର, ଭୁବନେଶ୍ବରରେ ପାରା ୪୨.୪ ଡିଗ୍ରି
ଭୁବନେଶ୍ବର/ଝାରସୁଗୁଡ଼ା: ରଜରେ ସାରା ଓଡ଼ିଶା ଜଳୁଛି। ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା ଜାରି ରହିଛି। ଗରମ ଓ ଗୁଳୁଗୁଳିରୁ ଉପକୂଳବାସୀ ମଧ୍ୟ ନିସ୍ତାର ପାଇପାରି ନାହାନ୍ତି। ମୋଟାମୋଟି ଭାବେ କହିବାକୁ ଗଲେ ସାରା ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଛି। ରାଜ୍ୟର ୨୫ଟି ସହରରେ ଆଜିର ତାପମାତ୍ରା!-->…
ଜ୍ବରରୁ ସୁସ୍ଥ ହେଲେ ମହାପ୍ରଭୁ; ଶ୍ରୀନଅରକୁ ରାଜପ୍ରସାଦ ବିଜେ, ରଥଯାତ୍ରା ନେଇ ଗଜପତିଙ୍କ ସହ ହେଲା ଆଲୋଚନା
ପୁରୀ: ଆଉ ମାତ୍ର ୪ ଦିନ ପରେ ଶ୍ରୀକ୍ଷେତ୍ରରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଆୟୋଜନ ହେବ। ମହାପ୍ରଭୁଙ୍କ ୯ ଦିବସୀୟ ଘୋଷ ଯାତ୍ରା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ପ୍ରାୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚାଇ ସାରିଛନ୍ତି। ରଥଯାତ୍ରାର ମୁଖ୍ୟ!-->…
ମହିମା ପୀଠର ହେବ ରୂପାନ୍ତର: ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ ୧୧୨ କୋଟି ପ୍ରକଳ୍ପର ପ୍ରସ୍ତାବ ଦେଲେ ଜିଲ୍ଲାପାଳ
ଭୁବନେଶ୍ବର: ଢେଙ୍କାନାଳ ଜିଲ୍ଲାର ପ୍ରସିଦ୍ଧ ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ରୂପାନ୍ତର। କାୟାକଳ୍ପରେ ଆସିବ ପୁରା ପରିବର୍ତ୍ତନ। ଗତ ମେ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ୍ ମହିମା ପୀଠ ପରିଦର୍ଶନ କରି!-->…
ରଜ ଉତ୍ସବର ବିଶେଷତ୍ବ
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି!-->…
ବାହାନଗା ରେଳ ଦୁର୍ଘଟଣା କ୍ଷତିଗ୍ରସ୍ତଙ୍କ ସହାୟତା ଲାଗି ୫୦ଲକ୍ଷ ଟଙ୍କା ପ୍ରଦାନ କଲେ ଶ୍ରୀଶ୍ରୀଆଚାର୍ଯ୍ୟଦେବ
ଦେଓଘର: ଓଡ଼ିଶାର ବାହାନଗାଠାରେ ଘଟିଯାଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ବହୁ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ବହୁ ପରିବାର ଉଜୁଡ଼ି ଯାଇଛି। ବହୁ ଶିଶୁ ଅନାଥ ହୋଇ ଯାଇଛନ୍ତି। ଏଭଳି ଅପୂରଣୀୟ କ୍ଷତିର ଶିକାର ହୋଇଥିବା ଲୋକମାନଙ୍କୁ ସହାୟତାର ହାତ ବଢ଼ାଇଛି ସତସଙ୍ଗ। ରେଳ ଦୁର୍ଘଟଣାରେ!-->…