Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜମି ପାଇଁ ବଡ଼ଭାଇକୁ ହାଣିଲା ସାନଭାଇ
ପଟ୍ଟାମୁଣ୍ଡାଇ: ସକାଳୁ ସକାଳୁ ସାନଭାଇ ସନାତନ ବେହେରା ନିଜର ନୂଆ ଘର ତିଆରି କରିବା ଲାଗି ନିଅଁ ଖୋଳୁଥଲା। ହେଲେ ଏହାକୁ ବିରୋଧ କରିଥିଲା ବଡ଼ଭାଇ ଅନୁପମ ବେହେରା (୩୬)। ଏହାକୁ ନେଇ ଉଭୟଙ୍କ ଭିତରେ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ଏହାପରେ ଉତକ୍ଷିପ୍ତ ହୋଇ ହଠାତ୍ ସାନଭାଇ ଏକ କଟୁରୀରେ!-->…
ଯୁବକଙ୍କ ଉପରକୁ ଗୁଳିମାଡ଼ କଲେ ଦୁର୍ବୃତ୍ତ
ରାଉଲକେଲା: ଘର ଉପରକୁ ଗୁଳିମାଡ଼ । ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ଥାନା ଅଞ୍ଚଳର ଭିକି ସିଂଙ୍କ ଘର ଉପରକୁ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ । ଭିକି ସିଂଙ୍କ ଉପରକୁ ଦୁଇରୁ ତିନି ରାଉଣ୍ଡ ଗୁଳିମାଡ ହୋଇଛି । ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ ।
ମିଳିଥିବା ସୂଚନା!-->!-->!-->…
ଗ୍ରେଡ ପେ ବୁଦ୍ଧି ଦାବୀ ନେଇ ଉପଜିଲ୍ଲାପାଳଙ୍କ ଅଫିସ ଆଗରେ ୧୩ ଦିନରେ ପହଁଚିଲା, ଅମଲା ସଂଘର ଧାରଣା…
ତାରାତାରିଣୀ ରେ ଅଖଣ୍ଡ ଦୀପ ସହ ଧାରଣା ସ୍ଥଳରେ ଗାୟତ୍ରୀ ପାଠ...
ଗଠନ ହେଲା କଲ୍ୟାଣ ବୋର୍ଡ : ଡ୍ରାଇଭର ଓ କର୍ମଚାରୀଙ୍କୁ ମିଳିବ ୪ଲକ୍ଷ ଟଙ୍କାର ସହାୟତା
ଭୁବନେଶ୍ୱର: ଗତ ମାର୍ଚ୍ଚ ମାସରେ ଡ୍ରାଇଭରମାନେ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିଲେ | ଆଉ ଡ୍ରାଇଭରଙ୍କ ଆନ୍ଦୋଳନ ପାଇଁ ଅତ୍ୟାବଶ୍ୟକ ସମାଗ୍ରୀ ପରିବହନ ବ୍ୟବସ୍ଥା ପ୍ରଭାବିତ ହୋଇଥିଲା। ବିଶେଷ କରି ବାହାର ରାଜ୍ୟରୁ ଆସୁଥିବା ପନିପରିବା, ଫଳ ସହ ପେଟ୍ରୋଲ/ଡିଜେଲ ଯୋଗାଣ ଶୃଙ୍ଖଳା!-->…
ଶ୍ରୀମନ୍ଦିର ପରିଚାଳନା କମିଟିରେ ୨୬୨ କୋଟି ଖର୍ଚ୍ଚ ବଜେଟ ପାରିତ
ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ସପ୍ତାହେ ଥିବା ବେଳେ ଆଜି ନୀଳାଦ୍ରୀ ଭକ୍ତନିବାସରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ବସିଥିବା ପରିଚାଳନା କମିଟି ବୈଠକରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ୍ ପାରିତ ହୋଇଛି। ଏଥିସହ ରଥଯାତ୍ରାକୁ ଶୃଙ୍ଖଳିତ!-->…
ଜଳୁଛି ଓଡ଼ିଶା, ସମ୍ବଲପୁରରେ ରେକର୍ଡ ୪୬.୧ ଡିଗ୍ରୀ ସେଲସିୟସ୍ ତାପମାତ୍ରା
ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମକୋପ । ଜଳୁଛି ଓଡ଼ିଶା । ପଶ୍ଚିମରୁ ଉପକୂଳ ଅସହ୍ୟ ତାତି ଓ ଗୁଳୁଗୁଳି କଲବଲ କରୁଛି । ଡ଼ହ ଡହ ଖରାରେ ସିଝୁଛି ରାଜଧାନୀ ଭୁବନେଶ୍ୱର । ଅପରାହ୍ଣ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱରରେ ତାପମାତ୍ରା ୪୪ ଦଶମିକ ୩ ଡିଗ୍ରୀ ଛୁଇଁଛି । ସାଢ଼େ ୧୧ଟା ସୁଦ୍ଧା!-->…
ମାଆ ମଙ୍ଗଳାଙ୍କ ପୀଠ କାକାଟପୁରରୁ ଶ୍ରୀକ୍ଷେତ୍ରକୁ ଗଲା ଅଣସର ଫଳ ଭାର
ଭୁବନେଶ୍ୱର :ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ମହାସ୍ନାନ କରିବା ପରେ ଜ୍ଵରରେ ପୀଡିତ ହୋଇଛନ୍ତି। ଏବେ ମହାପ୍ରଭୁ ଅଣସରରେ ଅଛନ୍ତି। ମାହାପ୍ରଭୁଙ୍କ ସୁସ୍ଥତା ପାଇଁ ତାଙ୍କ ଶ୍ରୀଅଙ୍ଗରେ ଫୁଲୁରି ତେଲ ଲାଗି ହେଉଛି। ଏହାରି ଭିତରେ ମହାପ୍ରଭୁଙ୍କ ଏନ୍ତୁଡିଶାଳ କୁହାଯାଉଥିବା ପୁରୀ ଜିଲ୍ଲା!-->…
୧୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ
ନୂଆପଡ଼ା: ୧୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଖରିଆର ଏନଏସିର କନିଷ୍ଠ ଯନ୍ତ୍ରୀ ଦେବ ଚନ୍ଦନ ରାଉତ। ସେ ପ୍ରଧାନମନ୍ତ୍ରୀ ଆୱାସ ଯୋଜନାରେ ଘର ତିଆରି ପରେ ସମାପ୍ତି ପ୍ରମାଣପତ୍ର ଦାଖଲ କରିବା ଏବଂ ହିତାଧିକାରୀଙ୍କୁ ଚୂଡ଼ାନ୍ତ ବିଲ୍ ରିଲିଜ୍ ପାଇଁ ଜଣେ ହିତାଧିକାରୀଙ୍କ!-->…
ଯୁକ୍ତ ତିନିରେ ନାମ ଲେଖାଇବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର: ଯୁକ୍ତ ତିନିରେ ନାମ ଲେଖାଇବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି | www.samsodisha.gov.in ରେ ଜୁନ ୧୯ରୁ ଜୁଲାଇ ୪ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ | ସେହିପରି ଜୁଲାଇ ୧୪ରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା, ଦ୍ଵିତୀୟ ପର୍ଯ୍ୟାୟ ମେଧା!-->…
ଏମ୍ସରେ ସଂରକ୍ଷିତ ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଏବେ ବି ଜାରି ରହିଛି: ଏମ୍ସ କର୍ତ୍ତୃପକ୍ଷ
ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାର ମୃତଦେହ ପରିଚାଳନା ନେଇ ଗୁରୁତ୍ବପୂର୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି | ବୈଠକ ପରେ ମୃତଦେହ ପରିଚାଳନା ନେଇ ଏମ୍ସ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି | ମୃତଦେହ ଡିସପୋଜ ନେଇ କୌଣସି ନିଷ୍ପତ୍ତି ହୋଇନାହିଁ |
ଚିହ୍ନଟ ପ୍ରକ୍ରିୟା ଜାରି ରହିଛି |!-->!-->!-->…