Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଚଢା ଦରରେ ବିକ୍ରି କଲେ ହେବ କାର୍ଯ୍ୟାନୁଷ୍ଠାନ : ଖାଦ୍ୟ ଓ ଖାଉଟି କଲ୍ୟାଣ ମନ୍ତ୍ରୀ
ଭୁବନେଶ୍ୱର: ଦିନକୁ ଦିନ ଦେଶରେ ବଢିଚାଲିଥିବା ଦର ଦାମ୍ । ଡାଲିଠୁ ଆରମ୍ଭ କରି ଖାଇବା ତେଲ ଏବଂ ଅନ୍ୟାନ୍ୟ ସାମଗ୍ରୀର ମୂଲ୍ୟ ବଢିବାରେ ଲାଗିଛି । ଯାହାକୁ ନେଇ କେନ୍ଦ୍ର ସରକାରଙ୍କୁ ଦାୟୀ କରିଛନ୍ତି ଖାଦ୍ୟ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ।
ଦରଦାମ ବୃଦ୍ଧି ହୁହୁ!-->!-->!-->…
ପାୱାର କଟ ହେଉନାହିଁ, ଭିତ୍ତିଭୂମି ଅସୁବିଧା ଯୋଗୁଁ କଟୁଛି ଲାଇନ : ଶକ୍ତି ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ପାୱାର ସଟେଜ ନାହିଁ। ପାୱାର କଟ କେଉଁଠି ହେଉନାହିଁ । ପବନ ହେଲେ ଲାଇନ କାଟିବାକୁ ବାଧ୍ୟ । କାଳ ବୈଶାଖୀ ଦ୍ୱାରା ଅନେକ ସ୍ଥାନରେ ଖୁଣ୍ଟ ପଡ଼ି ଯାଇଛି। ଖୁଣ୍ଟ ଲଗେଇକି ତାର ଲଗେଇବା ସମୟ ସାପେକ୍ଷ। ଯେଉଁଠି ଦୁଇ ତିନି ଘଣ୍ଟା ଲାଇନ କଟୁଛି ଏଇଟା ଭିତ୍ତିଭୂମି!-->…
ପ୍ରି ଆକ୍ଟିଭେଟେଡ ସିମ୍ ରାକେଟ୍ର ପର୍ଦ୍ଦାଫାସ୍, ପୁରୀରୁ ୮ ଜଣଙ୍କୁ ବାନ୍ଧିଲା ସାଇବର ପୋଲିସ
କଟକ: କଟକ ସାଇବର ଥାନା ପୁଲିସକୁ ବଡ ସଫଳତା ମିଳିଛି। ପୁଲିସ ହାତରେ ଧରାପଡ଼ିଛନ୍ତି ସିମ ଚାଲାଣକାରି ଗ୍ୟାଙ୍ଗ୍ର ୮ ଜଣ ସଦସ୍ୟ। ଏହି ଗ୍ୟାଙ୍ଗର ସଦସ୍ୟମାନେ ପୁରୀରୁ ଦେଶର ବିଭିନ୍ନ ରାଜ୍ୟକୁ ମୋବାଇଲ ସିମ ଯୋଗାଉଥିଲେ। ସେମାନେ ଯୋଗାଉଥିବା ସିମ୍ଗୁଡ଼ିକ ମଧ୍ୟରୁ କିଛି ଆକ୍ଟିଭ୍ ରହୁଥିଲା।!-->…
ଆପଣଙ୍କ ମୋବାଇଲ୍ ଫୋନ ଚୋରି ହେଲେ ପ୍ରଥମେ କରିବେ କ’ଣ ?
ଭୁବନେଶ୍ବର: ଆଜିକାଲି ଅନେକ ଲୋକଙ୍କ ମୋବାଇଲ ହଜିଯାଉଛି କିମ୍ବା ଚୋରି ହୋଇଯାଉଥିବାର ଅଭିଯୋଗ ହେଉଛି। ଏଭଳି କ୍ଷେତ୍ରରେ ସେମାନଙ୍କୁ ଆଉ ହଇରାଣ ହେବାକୁପଡ଼ିବନି କି ଚିନ୍ତିତ ହେବାକୁ ପଡ଼ିବନି। କାରଣ ଏଥିପାଇଁ ଓଡ଼ିଶା ପୋଲିସ ପକ୍ଷରୁ ପ୍ରତିକାରର ବ୍ୟବସ୍ଥା କରାଯାଇଛି।
ଜାଣନ୍ତୁ!-->!-->!-->…
ବାହାନଗା ବଜାର ଷ୍ଟେସନରେ ଏବେ ରହିବ ନାହିଁ କୌଣସି ଟ୍ରେନ୍
ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗା ବଜାର ଷ୍ଟେସନରେ ଏବେ କୌଣସି ଟ୍ରେନ୍ ରହିବ ନାହିଁ। ଏନେଇ ଦକ୍ଷିଣ ପୂର୍ବ ରେଳପଥ ସିପିଆର୍ଓ ଆଦିତ୍ୟ ଚୌଧୁରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାହାନଗା ବଜାର ଷ୍ଟେସନରେ ମେମୁ, ଏକ୍ସପ୍ରେସ୍ ବା ପାସେଞ୍ଜର୍ ଟ୍ରେନ୍ ରହିବନି। ଏଠାରେ ସିବିଆଇ ଟିମ୍!-->…
ବିଦ୍ୟୁତ ଆଘାତରେ ଚାଲିଗଲା ମା ଓ ପୁଅଙ୍କ ଜୀବନ
ଖଇରା/ସୋର: ବାଲେଶ୍ବର ଜିଲ୍ଳା ଖଇରା ଥାନା ଅଧୀନ ମହତୀପୁର ପଞ୍ଚାୟତର ନାହୁଲ ଗାଁର ବିଦ୍ୟୁତ ଆଘାତରେ ମାଆ ପୁଅଙ୍କ ମୃତ୍ୟୁ ଘଟିଛି। ନାହୁଳ ଗ୍ରାମର ପୂର୍ଣ୍ଣଚନ୍ଦ୍ର ଦାସଙ୍କ ସ୍ତ୍ରୀ ତିଳୋତ୍ତମା ଦାସ(୪୫) ଓ ପୁଅ ରାମଚନ୍ଦ୍ର ଦାସ (୨୭) ଆଜି ସକାଳେ ବିଦ୍ୟୁତ ଆଘାତରେ ପ୍ରାଣ ହରାଇଛନ୍ତି।!-->…
ଆସନ୍ତା ୧୭ ତାରିଖରେ ଢେଙ୍କାନାଳ ଆସିବେ ଅିମତ ଶାହ
ଭୁବନେଶ୍ୱର :ଢେଙ୍କାନାଳ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୧୭ ତାରିଖରେ ଅିମତ ଶାହ ଆସିବେ । ମହା ଜନସମ୍ପର୍କ ଯାତ୍ରା କାର୍ଯ୍ୟକ୍ରମରେ ଯୋଗ ଦେବେ । ମହା ଜନସମ୍ପର୍କ ଅଭିଯାନରେ ଢେଙ୍କାନାଳରେ ହେବାକୁ ଥିବା ଜନସମାବେଶରେ ସାମିଲ ହେବେ ଅମିତ ଶାହା ।
ସମାବେଶରେ!-->!-->!-->…
ଡ୍ରଗ୍ସ ମାଫିଆ ସୋମନାଥ ଭୁଜବଳ ଚିକିତ୍ସାଧିନ ଅବସ୍ଥାରେ ମୃତ
ଖୋର୍ଦ୍ଧା: ଡ୍ରଗ୍ସ ମାଫିଆ ସୋମନାଥ ଭୁଜବଳ ଚିକିତ୍ସାଧିନ ଅବସ୍ଥାରେ ମୃତ। ଗୁଳିମାଡରେ ଆହତ ହୋଇ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଗୁଳି ତାଙ୍କ ହାତ, ଛାତି ଓ ପିଠିରେ ବାଜିଥିଲା।
ଗତ ୭ ତାରିଖ ରାତିରେ ସାମନ୍ତରାପୁର ଠେଙ୍ଗାହାଟ ଛକରେ ଏକାକି ଠିଆ!-->!-->!-->…
ଜଳେଶ୍ୱର ମାଲବାହୀ ଟ୍ରେନ୍ରେ ଲାଗିଲା ନିଆଁ
ଜଳେଶ୍ୱର : ମାଲବାହୀ ଟ୍ରେନରେ ଲାଗିଲା ନିଆଁ । ଜଳେଶ୍ୱର ମାଲବାହୀ ଟ୍ରେନ୍ରେ ଲାଗିଲା ନିଆଁ । ଦକ୍ଷିଣପୂର୍ବ ରେଳପଥର ରୂପ୍ସା ଷ୍ଟେସନରେ ଏଭଳି ଅଘଟଣ ଘଟିଛି । କୋଇଲା ବୋଝେଇ ହୋଇ ଷ୍ଟେସନରେ ଛିଡା ହୋଇଥିବା ବେଳେ ନିଆଁ ଲାଗିଯାଇଛି ।
ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବାବେଳେ!-->!-->!-->…
୫ବର୍ଷର ପୁଅକୁ ହତ୍ୟା କରି ଟାଙ୍ଗି ଦେଲା ବାପା
ରାଉରକେଲା : ରାଉରକେଲା ଉଦିତନଗର ଥାନା ଅନ୍ତର୍ଗତ ଶୀତଳପଡ଼ା ବସ୍ତିରେ ଗତକାଲି ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ପର ପୁରୁଷ ସହ ସ୍ତ୍ରୀ ପଳାଇବା ପରେ ନିଜ ଜନ୍ମ କଲା ପୁଅକୁ ହତ୍ୟା କରି ଟାଙ୍ଗି ଦେଲା ପିଶାଚ ବାପା। ଖବରପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
!-->!-->!-->…