Browsing Category

ଓଡିଶା

ମୋଦୀ ସରକାର ଓଡ଼ିଶାର ସମ୍ମାନ ଓ ଓଡ଼ିଆ ଅସ୍ମିତାକୁ ପ୍ରାଥମିକତା ଦେଉଛନ୍ତି: ଧର୍ମେନ୍ଦ୍ର ପ୍ରଧାନ

ଢେଙ୍କାନାଳ : ମୋଦୀ ସରକାରରେ ଓଡ଼ିଶାର ସମ୍ମାନ, ଗୌରବ ଓ ଓଡ଼ିଆ ଅସ୍ମିତାକୁ ପ୍ରାଥମିକତା ଦିଆଯିବା ଦେବା ସହ ବିଗତ ୯ ବର୍ଷରେ ଅନେକ ଜନକଲ୍ୟାଣକାରୀ କାମ ହୋଇଛି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଓଡ଼ିଶାର ୩ କୋଟି ୨୫ ଲକ୍ଷ ହିତାଧିକାରୀ ଏବଂ ଢେଙ୍କାନାଳର ପ୍ରାୟ ୧୦ ଲକ୍ଷ

ଆଷାଢ଼ ମାସରେ ୪୦ ଡିଗ୍ରି ଉପରେ ୨୬ ସହର

ଭୁବନେଶ୍ବର: ଶ୍ରାବଣ ମାସରେ ବର୍ଷା ନାହିଁ। ଗ୍ରୀଷ୍ମ ପ୍ରବାହ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ମୌସୁମୀକୁ ରାଜ୍ୟବାସୀ ଅପେକ୍ଷା କରିଥିବା ବେଳେ ପ୍ରବଳ ଖରା ଏବଂ ଗୁଳୁଗୁଳିରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସକାଳ ୮ଟାରୁ ଅପରାହ୍‌ଣ ୩ଟା ଯାଏଁ ଗ୍ରୀଷ୍ମ ପ୍ରବାହ ଲୋକଙ୍କୁ କଲବଲ

ଆଜ୍ଞାମାଳ ନେଇ ଶିଆଳି ଦଉଡ଼ି ତିଆରି କଲେ ଭୂୟାଁ ସମ୍ପ୍ରଦାୟ ଲୋକେ

କେନ୍ଦୁଝର : ଆସନ୍ତା ୨୦ ତାରିଖରେ ପଡ଼ୁଛି ମହାପ୍ରଭୁଙ୍କ ଘୋଷଯାତ୍ରା। ସେଥିପାଇଁ ସଜେଇ ହେଲାଣି କେନ୍ଦୁଝରର ଶ୍ରୀବଳଦେବଜୀଉଙ୍କ ପୀଠ। ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ସେପଟେ ମହାପ୍ରଭୁଙ୍କୁ ଟାଣିନେବା ପାଇଁ ବ୍ୟବହାର ହେଉଥିବା ଶିଆଳି ଦୌଡ଼ି ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି।

କାଳବୈଶାଖୀ ଭାଙ୍ଗିଦେଲା ଅଜନ୍ତା ସର୍କସର ୮୦ ଫୁଟର ବିଶାଳ ଟେଣ୍ଟ

ଭୁବନେଶ୍ବର : ଦୀର୍ଘ ପ୍ରାୟ ୧୦ ବର୍ଷ ପରେ ରାଜଧାନୀ ଭୁବନେଶ୍ୱରକୁ ଫେରିଛି ଅଜନ୍ତା ସର୍କସ। ହେଲେ ଶୋ’ ଆରମ୍ଭରୁ ହିଁ ସର୍କସ କର୍ତ୍ତୃପକ୍ଷଙ୍କୁ କ୍ଷତି ସହିବାକୁ ପଡ଼ିଛି। ଆଜି ଅପରାହ୍ନରେ ଆସିଥିବା କାଳବୈଶାଖୀ ପ୍ରଭାବରେ ଏହି ସର୍କସ ୮୦ ଫୁଟ ଉଚ୍ଚ ଓ ବିଶାଳ ଟେଣ୍ଟ ଉଡ଼ାଇ ନେଇଥିଲା। ଟେଣ୍ଟ

ଯାଜପୁର ରୋଡ ଷ୍ଟେସନରେ କଟି ୬ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ୫ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା…

ଭୁବନେଶ୍ବର: ଆଜି ଅପରାହ୍ନରେ ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ

ବରିଷ୍ଠ ପ୍ରଶାସନିକ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ବୁଧବାର ବରିଷ୍ଠ ପ୍ରଶାସନିକ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କ୍ରାଇମ୍‌ବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରାଙ୍କୁ କ୍ୟାପିଟାଲ୍‌ ରିଜନ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌)ର ପରିଚାଳନା

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦା ମୂଳକ ଶିକ୍ଷା ପରୀକ୍ଷା ଫଳ

ଭୁବନେଶ୍ୱର : ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦା ମୂଳକ ଶିକ୍ଷା ପରୀକ୍ଷା ଫଳ। ଅପରାହ୍ନ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍‌ଟ ପ୍ରକାଶ ପାଇବ। www.chseresults.nic.in ରେ ଛାତ୍ରଛାତ୍ରୀ ପରୀକ୍ଷା ଫଳ ଜାଣିପାରିବେ। ଏନେଇ ସୂଚନା ଦେଇଛନ୍ତି

ସହକାରୀ ଯନ୍ତ୍ରୀ ସଞ୍ଜୟ ବେହେରା ଗିରଫ

ସୁନ୍ଦରଗଡ଼ : ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସଞ୍ଜୟ ବେହେରାଙ୍କୁ ଗିରଫ କରିଛି ଭିଜିଲାନ୍ସ। ସଞ୍ଜୟ ବେହେରା ତାଙ୍କ ଆୟଠାରୁ ୩୩୩% ଅଧିକ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଭିଜିଲାନ୍ସ ପକ୍ଷରୁ ସଞ୍ଜୟ

ଯାଜପୁରରୋଡରେ ମାଲବାହୀ ଟ୍ରେନ୍‌ ମାଡ଼ିଯିବାରୁ ୬ ଶ୍ରମିକ ମୃତ

ଯାଜପୁର: ବାହାନଗା ଟ୍ରେନ୍‌ ଦୁର୍ଘଟଣା ମନରୁ ଲିଭି ନଥିବା ବେଳେ ବୁଧବାର ଅପରାହ୍‌ଣରେ ରାଜ୍ୟରେ ପୁଣି ଏକ ଅଘଟଣ ଘଟିଛି। ଯାଜପୁର-କେନ୍ଦୁଝରରୋଡ ଷ୍ଟେସନ୍‌ରେ ଟ୍ରେନ୍‌ ମାଡ଼ିଯିବାରୁ ୬ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ଏହି ଅଘଟଣ ଯୋଗୁଁ ଅନ୍ୟ ୨ ଜଣ ଆହତ ହୋଇଥିବା ଜଣାପଡ଼ିଛି। ମୃତାହତଙ୍କ

ଏଏସିଏଫ୍ ମୌମ୍ୟରଂଜନ ମୃତ୍ୟୁ ମାମଲା: ହାଇକୋର୍ଟ ଗଲେ ପତ୍ନୀ ବିଦ୍ୟା ଓ ତତ୍‌କାଳୀନ ଡିଏଫଓ

ଭୁବନେଶ୍ୱର :ଏସିଏଫ ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେରେ ନିମ୍ନ ଅଦାଲତଙ୍କ ନିର୍ଦ୍ଦେଶକୁ ଚାଲେଞ୍ଜ କରି ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ତତ୍କାଳୀନ ପାରଳାଖେମୁଣ୍ଡି ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଉଭୟ ହାଇକୋର୍ଟରେ ପୃଥକ ପୃଥକ