Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାହନଗା ଟ୍ରେନ୍ ଦୁର୍ଘଟଣାରେ ଆହତଙ୍କୁ ଏସ୍ସିବିରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ
କଟକ: ବାଲେଶ୍ବର ଜିଲ୍ଲା ବାହାନଗାରେ ଗତ ୨ ତାରିଖ ଦିନ କରମଣ୍ଡଳ ଏକ୍ସପ୍ରେସ୍ ଓ ଯଶବନ୍ତପୁର-ହାୱଡା ଏକ୍ସପ୍ରେସ୍ ଟ୍ରେନ ଦୁର୍ଘଟଣାରେ ଆହତ ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଲୋକଙ୍କୁ ମଙ୍ଗଳବାର ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଭେଟିଛନ୍ତି। ସେ ଆହତଙ୍କୁ ଭେଟି!-->…
ଓଡ଼ିଶା ସରକାର ଓ ଭୁବନେଶ୍ବର ଏମ୍ସକୁ ପ୍ରଶଂସା କଲେ ପଶ୍ଚିମବଙ୍ଗ ମନ୍ତ୍ରୀ
ଭୁବନେଶ୍ବର: ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ଓଡ଼ିଶା ସରକାର ଏବଂ ଭୁବନେଶ୍ବର ଏମ୍ସକୁ ପ୍ରଶଂସା କରିଛନ୍ତି। ଏମ୍ସ ଭୁବନେଶ୍ବରରେ ମଙ୍ଗଳବାର ପହଞ୍ଚି ପଶ୍ଚିମବଙ୍ଗର ଦୁଇ ମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶଶୀ ପଞ୍ଜା ଏବଂ ଶ୍ରୀମତୀ ଭଟ୍ଟାଚାର୍ଯ୍ୟ!-->…
ବାହାନଗା ଦୁର୍ଘଟଣାରେ ଆହତଙ୍କୁ ଏସସିବିରେ ଭେଟିଲେ ମମତା ବାନାର୍ଜୀ
କଟକ: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ କେନ୍ଦ୍ର ରେଳବାଇ ମନ୍ତ୍ରୀ ମମତା ବାନାର୍ଜୀ ଏସସବି ମେଡିକାଲରେ ପହଂଚି ଆହତଙ୍କୁ ଭେଟିଛନ୍ତି। କଟକ ପହଞ୍ଚିବା ପରେ ସେ କଡ଼ା ସୁରକ୍ଷା ବଳୟରେ ତାଙ୍କୁ ଏସସିବି ପରିସରକୁ ନିଆଯାଇଥିଲା ଆହତଙ୍କୁ ଭେଟି ଦ୍ରୁତ ଆରୋଗ୍ୟ କାମନା କରିଥିଲେ।!-->…
ରେଳ ଦୁର୍ଘଟଣାରେ ଚିହ୍ନଟ ମୃତକଙ୍କ ମଧ୍ୟରୁ ୩୯ଜଣ ଓଡ଼ିଶାର, ମୃତକଙ୍କ ପରିବାର ପାଇଁ ୧.୯୫ କୋଟି ମଞ୍ଜୁର କଲେ…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ବର ଜିଲ୍ଲା ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡ଼ିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଉଛି।
ମୃତକଙ୍କ!-->!-->!-->…
ବାହାନଗା ଟ୍ରେନ୍ ଦୁର୍ଘଟଣା ତଦନ୍ତ ନେଇ ମାମଲା ରୁଜୁ କଲା ସିବିଆଇ
ବାଲେଶ୍ବର/ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଗତ ୨ ତାରିଖ ସନ୍ଧ୍ୟାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣା (କରମଣ୍ଡଳ ଏକ୍ସପ୍ରେସ୍, ଯଶବନ୍ତପୁର-ହାୱଡା ଏକ୍ସପ୍ରେସ୍ ଏବଂ ମାଲଗାଡ଼ି ଦୁର୍ଘଟଣା) ନେଇ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମଙ୍ଗଳବାର ମାମଲା ରୁଜୁ କରିଛି। ରେଳ!-->…
ଟ୍ରେନ୍ ଦୁର୍ଘଟଣାଗ୍ରସ୍ତଙ୍କୁ ରିଲାଏନ୍ସ ଫାଉଣ୍ଡେସନର ସହାୟତା: ୬ ମାସର ରାସନ, ଚିକିତ୍ସା ସହ ଦେବେ ପରିବାରକୁ ଚାକିରି
ମୁମ୍ବାଇ/ ଭୁବନେଶ୍ୱର : ଓଡ଼ିଶା ଟ୍ରେନ୍ ଦୁର୍ଘଟଣାରେ ପୀଡ଼ିତ ଲୋକମାନଙ୍କ ଲାଗି ରିଲାଏନ୍ସ ଫାଉଣ୍ଡେସନ ବିଭିନ୍ନ ପ୍ରକାର ରିଲିଫ୍ ପଦକ୍ଷେପ ଘୋଷଣା କରିଛି । ଛଅ ମାସ ପର୍ଯ୍ୟନ୍ତ ମାଗଣାରେ ରାସନ, ଆହତମାନଙ୍କୁ ଔଷଧ ଓ ଆବଶ୍ୟକ ସ୍ଥଳେ ଡାକ୍ତରଖାନାରେ ଚିକିତ୍ସା, ଆମ୍ବୁଲାନ୍ସକୁ!-->…
ବାହାନଗା ଟ୍ରେନ ଟ୍ରାଜେଡି: ଚାଲିଛି ମରାମତି କାର୍ଯ୍ୟ ଆଜି ଓ କାଲି ପାଇଁ ୭୪ଟି ଟ୍ରେନ୍ ବାତିଲ
ବାଲେଶ୍ୱର : ବାଲେଶ୍ୱର ବାହାନଗା ନିକଟରେ ଟ୍ରେନ ଦୁର୍ଘଟଣା ପରେ ସେହି ରୁଟ୍ରେ ରେଳ ଚଳାଚଳ ସ୍ୱାଭାବିକ ହୋଇଥିଲେ ମଧ୍ୟ ଆଜି ଓ କାଲି ପାଇଁ ୭୪ଟି ଟ୍ରେନ୍ ବାତିଲ କରାଯାଇଛି।ଦୁର୍ଘଟଣାଗ୍ରସ୍ତ ଟ୍ରାକରେ ଆଉ କିଛି ମରାମତି କାମ ପାଇଁ ରେଳ ଚଳାଚଳ ବନ୍ଦ କରାଯାଇଛି। ଏନେଇ ରେଳ ବିଭାଗ!-->…
ଅଙ୍ଗନବାଡିରେ ଏକ୍ସପାଏରୀ ଔଷଧ ଖାଇ ଶିଶୁର ମୃତ୍ୟୁ, ମୃତଦେହ ଧରି ରାସ୍ତାରୋକ କଲେ ପରିବାର
ଗଜପତି: ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଜାଜପୁର ଗ୍ରାମରେ ରାସ୍ତାରୋକ। ଗତ ଏପ୍ରିଲ ୧୧ ତାରିଖରେ ଅଙ୍ଗନବାଡିରେ ଏକ୍ସପାୟର ଔଷଧ ଖାଇବା ଫଳରେ ଶିଶୁ ଗୁରୁତର ହୋଇ କଟକ ଶିଶୁ ଭବନରେ ଚିକିତ୍ସୀତ ହେଉଥିବା ସମୟରେ ମୁତ୍ଯୁ ହୋଇଛି। ଫଳରେ ଜାଜପୁର ଗ୍ରାମରେ ଆଜି ସକାଳୁ ସକାଳୁ ରାସ୍ତା!-->…
ପରିବାର ଲୋକଙ୍କୁ ପୁରୀ ଡାକି ନିଖୋଜ ହେଲେ ଯୁବକ
ଯାଜପୁର: ପରିବାର ଲୋକଙ୍କୁ ପୁରୀ ଡାକି ନିଖୋଜ ହେଲେ ଯୁବକ। ଚାରି ଆଡ଼େ ଖୋଜାଖୋଜି କରି ବିଫଳ ହେବା ପରେ ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ। ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଗରବନ୍ଧ ଗ୍ରାମର ହରିଶ୍ଚନ୍ଦ୍ର ପୁରୀରୁ ନିଖୋଜ ହୋଇଯାଇଛନ୍ତି। ହରିଶ୍ଚନ୍ଦ୍ର ଭୁବନେଶ୍ୱରରେ କାମ କରୁଥିବା!-->…
ଖୋର୍ଦ୍ଧା DRMଙ୍କ ବିସ୍ଫୋରକ ବୟାନ; ବାହାନଗା ଟ୍ରେନ୍ ଟ୍ରାଜେଡି ପଛରେ ଷଡ଼ଯନ୍ତ୍ର ସନ୍ଦେହ…!
ଭୁବନେଶ୍ୱର : ବାହାନଗାରେ ଟ୍ରେନ୍ ଟ୍ରାଜେଡି ପଛର କାରଣ କ’ଣ ? ବିଧିବଦ୍ଧ ତଦନ୍ତ ଆରମ୍ଭ ହୋଇଛି । ଟ୍ରେନ୍ ଦୁର୍ଘଟଣା ପଛରେ ରହିଛି କି ବଡ଼ ଷଡ଼ଯନ୍ତ୍ର ? ରେଳ ବିଭାଗର ସନ୍ଦେହ ପରେ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଗତକାଲି ଖୋର୍ଦ୍ଧା ରୋଡ୍ ଡିଭିଜନ୍ ଡିଆରଏମ୍ ରିଙ୍କଶ ରାୟ!-->…