Browsing Category

ଓଡିଶା

ଏମ୍‌ସରେ ଡିଏନ୍‌ଏ ଟେଷ୍ଟିଂ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଏମ୍ସ ହସ୍ପିଟାଲରେ ଆରମ୍ଭ ହୋଇଛି ଡିଏନଏ ଟେଷ୍ଟିଂ ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସି କମିଶନର। ସେ କହିଛନ୍ତି, ମୃତଦେହ ଚିହ୍ନଟ ପାଇଁ ଡିଏନଏ ନମୁନା ଦେଇଛନ୍ତି ୧୦ରୁ ଅଧିକ ପରିବାର। ରିପୋର୍ଟ ଆସିବା ପରେ ସେମାନଙ୍କୁ ମୃତଦେହ ହସ୍ତାନ୍ତର କରାଯିବ। ପୂର୍ବରୁ ସମସ୍ତ

ସରିନି ମୃତଦେହ ଚିହ୍ନଟ ପ୍ରକ୍ରିୟା : ଏବେ ବି ଫଟୋ ଓ ପରିଚୟ ପତ୍ର ଦେଖାଇ ଖୋଜୁଛନ୍ତି ସମ୍ପର୍କୀୟ

ଭୁବନେଶ୍ୱର : ବାହାନଗା ରେଳ ଦୁର୍ଘଟଣାରେ ଏଯାଏ ୧୭୭ ମୃତଦେହ ଚିହ୍ନଟ ହୋଇଛି । ଆବଶ୍ୟକ ପ୍ରକ୍ରିୟା ପରେ ମୃତଦେହକୁ ହସ୍ତାନ୍ତର କରାଯାଉଛି । ମୃତଦେହକୁ ମାଗଣାରେ ଗାଡ଼ିରେ ଗନ୍ତବ୍ୟସ୍ଥଳକୁ ପଠାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା ହୋଇଛି । ଯଥାସମ୍ଭବ କମ୍‌ ସମୟରେ ମୃତ୍ୟୁ

ବ୍ରହ୍ମପୁର ରେଳ ଷ୍ଟେସନରେ ଅଘଟଣ : ସର୍ଟସର୍କିଟ ଯୋଗୁଁ ଏସି ବଗିରେ ନିଆଁ…

ବ୍ରହ୍ମପୁର:ବ୍ରହ୍ମପୁର ରେଳ ଷ୍ଟେସନରେ ଅଘଟଣ। ସିକନ୍ଦ୍ରାବାଦ୍ ଠାରୁ ଅଗରତାଲା ଯାଉଥିବା ସ୍ପେଶାଲ ଟ୍ରେନ ର ବି 5 ଏସି ବଗିରେ ସଟ ସର୍କିଟ ଯୋଗୁଁ ନିଆଁ ଲାଗି ଧୁଆ ମୟ ହୋଇ ଥିବା ଅଭିଯୋଗ ହୋଇଛି । ଫଳରେ ଯାତ୍ରୀ ମାନେ ଭୟବିତ ହୋଇ ଟ୍ରେନ ରୁ ଅହ୍ଲାଇ ପଡିବା ପରେ ଷ୍ଟେସନର ଟିମ୍

ବାହାନଗା ରେଳ ଦୁର୍ଘଟଣାରେ ଏଯାଏ ୧୭୦ଟି ମୃତଦେହ ଚିହ୍ନଟ

ଭୁବନେଶ୍ୱର :ବାହାନଗା ରେଳ ଦୁର୍ଘଟଣାରେ ଏଯାଏ ୧୭୦ଟି ମୃତଦେହ ଚିହ୍ନଟ ହୋଇଛି । ଆବଶ୍ୟକ ପ୍ରକ୍ରିୟା ପରେ ମୃତଦେହକୁ ହସ୍ତାନ୍ତର କରାଯାଉଛି । ମୃତଦେହକୁ ମାଗଣାରେ ଗାଡ଼ିରେ ଗନ୍ତବ୍ୟସ୍ଥଳକୁ ପଠାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା ହୋଇଛି ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ।

ମୃତଦେହ ରଖିବା ପାଇଁ ପାରାଦୀପରୁ ପହଞ୍ଚିଲା ୫ କଣ୍ଟେନର

ବାଲେଶ୍ୱର :ବାହାନଗା ରେଳ ଦୁର୍ଘଟଣାରେ ମୃତକଙ୍କ ଶବ ସଂରକ୍ଷଣ ନେଇ ବଢ଼ିଲା ଚିନ୍ତା। ଏମ୍‌ସରେ ସ୍ଥାନ ଅଭାବ ଦେଖାଦେଇଥିବାରୁ ମୃତଦେହ ସଂରକ୍ଷଣ ପାଇଁ କଣ୍ଟେନର ମଗାଇଛି ଭୁବନେଶ୍ୱର ଏମ୍‌ସ। ଭୁବନେଶ୍ୱର ଏମ୍‌ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ୱାସ ଏନେଇ ଆଜି ସୂଚନା ଦେଇଛନ୍ତି। ସେ

ଆସନ୍ତାକାଲି କଟକ ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

କଟକ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସନ୍ତାକାଲି କଟକ ଆସିବେ। ସେ ଭୁବନେଶ୍ୱର ବି ଆସିବାର କାର୍ଯ୍ୟକ୍ରମ ରହିଛି। ମମତା ଆଜି ନିଜେ ଏହି ସୂଚନା ଦେଇଛନ୍ତି। ବାହାନଗା ଟ୍ରେନ ଦୁର୍ଘଟଣା ପରେ ଏହା ହେବ ମମତାଙ୍କର ଦ୍ୱିତୀୟ ଓଡ଼ିଶା ଗସ୍ତ। ମମତା କହିଛନ୍ତି, କଟକରେ

ଏସସିବି ମେଡିକାଲରେ ଚିକିତ୍ସାଧୀନ ଯାତ୍ରୀଙ୍କୁ ଭେଟିଲେ ରାଜ୍ୟପାଳ

କଟକ: କରମଣ୍ଡଳ ଟ୍ରେନ ଦୁର୍ଘଟଣାରେ ଆହତ ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଏସସିବି ମେଡିକାଲରେ ଭେଟିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍। ଆହତଙ୍କୁ ଭେଟି ରାଜ୍ୟପାଳ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହା ସହ ଆହତଙ୍କ

ବାହାନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ସ୍ୱାଗତ କଲା ବିଜେଡି

ବାହାନଗା: ବାଲେଶ୍ବରଠାରୁ ୨୨ କିମି ଦୂର ବାହାନଗା ବଜାର ଷ୍ଟେସନ୍‌ରେ ହୋଇଥିବା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତ ପାଇଁ ସୁପାରିସ୍ କରିଛି ରେଳବାଇ ବୋର୍ଡ। ନିଜେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହା ଘୋଷଣା କରିବା ପରେ ଦୁର୍ଘଟଣା ପଛରେ ଷଡ଼୍‌ଯନ୍ତ୍ର ଥିବା ସନ୍ଦେହ କରାଯାଉଛି। ତେବେ ଟ୍ରେନ

ସରିଲା ମରାମତି, ବାହାନଗା ବଜାର ଷ୍ଟେସନ୍‌ ଦେଇ ଗଡ଼ିଲା ଟ୍ରେନ୍‌

ବାଲେଶ୍ୱର : ୫୧ ଘଣ୍ଟାର ନନଷ୍ଟପ୍‌ ପୁନରୁଦ୍ଧାର କାମ । ଶେଷରେ ଦୁର୍ଘଟଣାଗ୍ରସ୍ତ ବାହାନଗା ବଜାର ଷ୍ଟେସନ୍‌ ଦେଇ ଗଡ଼ିଲା ଟ୍ରେନ୍‌ । ଗତକାଲି ରାତିରେ ପୁରୀକ୍ଷାମୂଳକ ଭାବରେ ମାଲଗାଡ଼ି ଗଡ଼ିଥିଲା । ଆଜି ଏକ୍ସପ୍ରେସ ଓ ପାସେଞ୍ଜର ଟ୍ରେନ୍‌ ଚଳାଚଳ କରିଛି । ଏପରିକି ବନ୍ଦେ ଭାରତ ଏକ୍ସପ୍ରେସ

ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା: ଦୁଇ ଲୋକୋ ପାଇଲଟ୍‌ଙ୍କ ବୟାନ ରେକର୍ଡ

ଭୁବନେଶ୍ୱର :ବାଲେଶ୍ୱର ଜିଲ୍ଲା ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣା ପ୍ରତ୍ୟକ୍ଷଦର୍ଶୀ ତଥା କରମଣ୍ଡଳ ଏକ୍ସପ୍ରେସର ୨ ଆହତ ଲୋକୋ ପାଇଲଟ୍ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅଛନ୍ତି। ଉଭୟଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଏନେଇ ଆଜି ଦ.ପୂ ରେଲୱେ CPRO