Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ, ଶିଶୁକନ୍ୟା ଗୁରୁତର
ପାଟଣାଗଡ଼ : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକ ଭରୁଆପାଲିରେ ଆଜି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଏଠାରେ ମଦ୍ୟପ ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି। ଶିଶୁ କନ୍ୟା ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ କହିଛି,!-->…
ନନ୍ଦନକାନନରେ ଓରାଂଉଟାନ୍ଙ୍କ ସ୍ବାସ୍ଥ ଅବସ୍ଥା ପଚାରି ବୁଝିଲେ ମନ୍ତ୍ରୀ
ବାରଙ୍ଗ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆଜି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଓରାଂଉଟାନ୍ମାନଙ୍କ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ସାଥିରେ ପିସିସିଏଫ ପ୍ରେମ କୁମାର ଝା, ଅତିରିକ୍ତ ପିସିସିଏଫ୍ ମନେଜ ଭି ନାୟର, ନନ୍ଦନକାନନ ନିର୍ଦ୍ଦେଶକ ସନତ କୁମାର ନାରାୟଣ ଓ!-->…
ବୋହୂକୁ ଘରେ ତାଲା ପକାଇ ପୁଅକୁ ଛୁରୀ ଭୁଷି ହତ୍ୟା କଲେ ବାପା ଓ ସାବତ ମାଆ
ଭଦ୍ରକ : ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଚୁନିଦା ଗାଁରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହରୁ ବୋହୂକୁ ଘରେ ତାଲା ମାରି ପୁଅକୁ ହତ୍ୟା କଲା ବାପା। ଖବର ପାଇ ଭଦ୍ରକ ଗ୍ରାମାଞ୍ଚଳ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
!-->!-->!-->…
ୟୁଏଇରେ IBPGଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଗୁରୁତ୍ଵପୂର୍ଣ୍ଣ ବୈଠକ
ଭୁବନେଶ୍ୱର: ଓଡ଼ିଶାରେ ନିବେଶ ଓ ବ୍ୟବସାୟିକ ସୁଯୋଗ ବଢ଼ାଇବା ଲକ୍ଷ୍ୟରେ ଚାଲିଥିବା ଓଡ଼ିଶା ଇନଭେଷ୍ଟର୍ସ ମିଟ୍ର ଅଂଶ ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଇଣ୍ଡିଆନ୍ ବିଜନେସ୍ ଆଣ୍ଡ ପ୍ରଫେସନାଲ୍ ଗ୍ରୁପ୍ (IBPG) ସହ ଏକ!-->…
ଲାଟିନ୍ ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ମୃତ
ଗୁଣପୁର: ପାଇଖାନା ଟାଙ୍କି ନେଲା ୩ ଜୀବନ । ରାୟଗଡ଼ା ଜିଲ୍ଲା ପଦ୍ମପୁର ଥାନା ଗୁଲୁଗୁଡ଼ା ପଞ୍ଚାୟତର ତାରପାଗୁଡ଼ା ଗାଁରେ ଅଘଟଣ । ନୂଆ କରି ତିଆରି ହୋଇଥିବା ପାଇଖାନା ଟାଙ୍କିର ସେଣ୍ଟ୍ରିଙ୍ଗ ବାହାର କରିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଜଣଙ୍କ ମୃତ୍ୟୁ ହୋଇଛି। ବିଶ୍ୱନାଥ ବାରିକଙ୍କ!-->…
ଭାରସାମ୍ୟ ହରାଇ ଓଲଟିଲା ବସ୍, ୩୦ରୁ ଅଧିକ ଯାତ୍ରୀ ଆହତ
ରାଜନଗର: ଓଲଟିଲା ବସ । ୩୦ରୁ ଅଧିକ ଯାତ୍ରୀ ଆହତ । କଟକରୁ ରାଜନଗର ରଙ୍ଗଣୀ ଯାଉଥିବା ବେଳେ ଭାରସାମ୍ୟ ହରାଇ କଖାରୁଣୀ ଛକ ନିକଟରେ ବସ ଦୁର୍ଘଟଣା । ରାସ୍ତା ତଳକୁ ଘରୋଇ ବସ ଓଲଟିପଡ଼ିଛି । ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ପଟ୍ଟାମୁଣ୍ଡାଇ!-->…
ଭତ୍ତା ପାଇଁ ବର୍ଷାରେ ଭିଜି ରାସ୍ତାରେ ବିକ୍ଷୋଭ କଲେ ହିତାଧିକାରୀ
ଉଦଳା: ବର୍ଷାରେ ଭିଜି ଭିଜି ଚାଲିଛି ରାସ୍ତାରୋକ । ଭତ୍ତା ପାଇଁ ବିକ୍ଷୋଭ କରୁଛନ୍ତି ବୃଦ୍ଧ ବୃଦ୍ଧା । ମୟୂରଭଞ୍ଜ ଜିଲ୍ଲା ଶରତ ଛକରେ ରାସ୍ତାରୋକ । ୭ ଘଣ୍ଟାରୁ ଅଧିକ ହେବ ବୃଦ୍ଧ ବୃଦ୍ଧା ମାନେ ବିକ୍ଷୋଭରେ ବସିଛନ୍ତି । ଲଗାଣ ବର୍ଷାରେ ଭିଜି ଭିଜି ନିଜର ହକ୍ ମାଗୁଛନ୍ତି ବିକ୍ଷୋଭ!-->…
ଚାକିରି କରାଇ ଦେବା ଆଳରେ କୋଟିଏରୁ ଊର୍ଦ୍ଧ୍ବ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ
ଭଦ୍ରକ: ଚାକିରି କରାଇଦେବା ନାଁରେ ଏକ କୋଟି ଟଙ୍କା ଠକେଇ। ଠକକୁ ଦୀଘାରୁ ବାନ୍ଧିଲା ଭଦ୍ରକ ପୁଲିସ । ସରକାରୀ ଚାକିରୀ କରାଇ ଦେବା ନାଁରେ ଠକୁଥିବା ଜଣେ ଠକକୁ ଦୀଘାରୁ ବାନ୍ଧିଛି ଭଦ୍ରକ ଟାଉନ ପୋଲିସ । ଅଭିଯୁକ୍ତ ଯୁବକ ଜଣକ ହେଲେ ଧାମନଗର ଥାନା ଚୁଡ଼ାକୁଟି ଅଞ୍ଚଳର ଜଗନ୍ନାଥ ବାହାଳିଆ । ସେ!-->…
ମୃଦ୍ୟୁ ପାନୀୟ ଦେଇ ଘରୋଇ ସହାୟିକାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର : ମୃଦ୍ୟୁ ପାନୀୟ ଦେଇ ଘରୋଇ ସହାୟିକାଙ୍କୁ ଦୁଷ୍କର୍ମ । ରାଜଧାନୀର ପଟିଆ ଅଞ୍ଚଳରେ ଚାଞ୍ଚଲ୍ୟ । କୋଲଡ ଡ୍ରିଙ୍କସ ପିଇବାକୁ ଦେଇ ଘରୋଇ ସହାୟିକାଙ୍କୁ ଦୁଷ୍କର୍ମ କରିଛି ଘର ମାଲିକ । ଅଭିଯୋଗ ପାଇବା ପରେ ଅଭିଯୁକ୍ତକୁ ଗିରଫ କରିଛି ଚନ୍ଦ୍ରଶେଖରପୁର ଥାନା ପୋଲିସ । ଗିରଫ ଅଭିଯୁକ୍ତ!-->…
୫ ଦିନ ଠପ୍ ହେବ ବ୍ୟାଙ୍କ କାରବାର, ୧୧ରେ ଧର୍ମଘଟ ପରେ ସାପ୍ତାହିକ ଓ ପାର୍ବଣ ଛୁଟି
ଭୁବନେଶ୍ୱର : ଆସନ୍ତ ୧୧ରୁ ଲଗାତାର ୫ ଦିନ ବନ୍ଦ ରହିବ ବ୍ୟାଙ୍କ । ଧର୍ମଘଟ ସହ ସାପ୍ତାହିକ ଓ ପର୍ବପର୍ବାଣି ଛୁଟି । ଠପ୍ ହେବ କାରବାର । ବ୍ୟାଙ୍କ କର୍ମଚାରୀ ସଂଘର ଧର୍ମଘଟ ଡାକରା ସାଙ୍ଗକୁ ଦ୍ୱିତୀୟ ଶନିବାର, ରବିବାର ଏବଂ ପର୍ବପର୍ବାଣି ଛୁଟି ପଡ଼ୁଥିବାରୁ ଆସନ୍ତା ସପ୍ତାହରେ!-->…