Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଟ୍ରେନ୍ ଦୁର୍ଘଟଣା ନେଇ ନବୀନଙ୍କ ସହ କଥା ହେଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ବାଲେଶ୍ବର ଜିଲ୍ଲା ବାହାନଗା ବଜାର ଠାରେ ଶୁକ୍ରବାର ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍ ସହିତ ବେଙ୍ଗାଲୁରୁ-ହାୱଡା ଏକ୍ସପ୍ରେସ୍ ଟ୍ରେନ୍ ଧକ୍କା ହେବା ଘଟଣାକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ବଘେଲ ଆଜି ଟେଲିଫୋନ ଯୋଗେ!-->…
ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ଲାଗି ୫ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ପଶ୍ଚିମବଙ୍ଗ ସରକାର
ବାହାନଗା: ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକ, ଆହତ ଓ ପୀଡ଼ିତଙ୍କ ଲାଗି ସହାୟତା ରାଶି ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ରାଜ୍ୟର ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପଶ୍ଚିମବଙ୍ଗ ସରକାର ୫ ଲକ୍ଷ ଟଙ୍କା!-->…
ବାଲେଶ୍ୱର ଟ୍ରେନ ଦୁର୍ଘଟଣା;ଏକାଧିକ ଏକ୍ସପ୍ରେସ ସହ ପାସେଞ୍ଜର ଟ୍ରେନ୍ ବାତିଲ
ଭୁବନେଶ୍ୱର :ବାଲେଶ୍ୱର ଜିଲ୍ଲା ବାହାନଗା ନିକଟରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣା ପରେ ବାଲେଶ୍ୱର ରୁଟରେ ରେଳ ସେବା ପ୍ରଭାବିତ ହୋଇଛି। ଆଜି ପାଇଁ ଏକାଧିକ ଏକ୍ସପ୍ରେସ ସହ ପାସେଞ୍ଜର ଟ୍ରେନ୍ ବାତିଲ କରାଯାଇଛି। ୯ଟି ଟ୍ରେନର ଗତିପଥ ସମ୍ପୂର୍ଣ୍ଣ ବଦଳା ଯାଇଛି । ଆଉ ୬ଟି ଟ୍ରେନର ଆଂଶିକ!-->…
ବରୀ ତନ୍ତିଘାଇରେ ଡ଼ଙ୍ଗା ବୁଡି ୨ ନାବାଳିକା ନିଖୋଜ
ଯାଜପୁର: ଡଙ୍ଗା ବୁଡି ୨ଜଣ ନିଖୋଜ। ଘଟଣା ଘଟିଛି ଯାଜପୁର ଜିଲ୍ଲା ବରୀ ବ୍ଲକ ଭଅଁରା ପଞ୍ଚାୟତ ସଙ୍ଗୁଆ ଗଦେଇପୁର ନିକଟ ତନ୍ତୀ ଘାଇ ନାଳରେ। ସୂଚନା ମୁତାବକ, ଆଜି ଡଙ୍ଗାରେ ନାଉରିଆ ସମେତ ୬ଜଣ ନଦୀ ପାରି ହେବା ସମୟରେ ଭାରସାମ୍ୟ ହରାଇ ଡଙ୍ଗା ବୁଡିଥିଲା। ଏହି ସମୟରେ ନାଉରିଆ ୩ ଜଣଙ୍କୁ!-->…
ରେଳ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା ଘୋଷଣା କଲା ତାମିଲନାଡୁ
ବାହାନଗାରେ କରମଣ୍ଡଳର ରେଳ ଦୁର୍ଘଟଣା ନେଇ ସମୀକ୍ଷା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ୍ । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସହ ଆଲୋଚନା କରି ଘଟଣା ବିଷୟରେ ତଥ୍ୟ ନେଇଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରକୁ ୫ ଲକ୍ଷ ଓ ଆହତଙ୍କୁ ୧ ଲକ୍ଷ!-->…
ବାଲେଶ୍ୱର ଟ୍ରେନ ଦୁର୍ଘଟଣାରେ ଆହତ ଲୋକଙ୍କୁ ନେଇ ଯାଉଥିବା ବସ୍ ଦୁର୍ଘଟଣା ଗ୍ରସ୍ତ
ମେଦିନୀପୁର :ଓଡ଼ିଶାର ବାଲେଶ୍ୱର ଅନ୍ତର୍ଗତ ବାହାନଗା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କ ପିଛା ଛାଡ଼ୁନି ବିପଦ। ଟ୍ରେନ ଦୁର୍ଘଟଣାରେ ଆହତ ଲୋକଙ୍କୁ ବାଲେଶ୍ୱରରୁ ନେଇ ଯାଉଥିବା ଗୋଟିଏ ବସ୍ ବେଙ୍ଗଲର ମେଦିନିପୁରରେ ଦୁର୍ଘଟଣା ଗ୍ରସ୍ତ ହୋଇଛି।
ମିଳିଥିବା ସୂଚନା ଅନୁସାରେ,!-->!-->!-->…
ଟ୍ରେନ୍ ଟ୍ରାଜେଡି: ଉଦ୍ଧାର କାର୍ଯ୍ୟରେ ସାମିଲ ସ୍ଥାନୀୟ ଲୋକ ଓ ପ୍ରଶାସନକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ବାଲେଶ୍ୱର : ବାହାନଗା ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ରେନ୍ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରି କହିଛନ୍ତି, ଏହା ଅତ୍ୟନ୍ତ ଦୁଃଖଦ ରେଳ ଦୁର୍ଘଟଣା । ଦୁର୍ଘଟଣା ବିଷୟରେ ଜାଣି ମୁଁ ମର୍ମାହତ । ସ୍ଥାନୀୟ ଲୋକ!-->…
ବାହାନଗା ଟ୍ରେନ୍ ଦୁର୍ଘଟଣା ପରେ ପୁରୀ-କୋଲକାତା ବସ୍ ନେଉଛନ୍ତି ମନଇଚ୍ଛା ଭଡ଼ା
ବାଲେଶ୍ୱର : ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣା ଘଟଣା। ଏହି ଦୁଃଖଦ ସମୟରେ ପୁରୀରୁ କୋଲକାତା ଅଭିମୁଖେ ଯାତ୍ରା କରୁଥିବା ସ୍ପେଶାଲ ବସ୍ ଗୁଡ଼ିକ ମନଇଛା ଭଡ଼ା ନେଉଛନ୍ତି। ଫଳରେ ବିପଦର ରହି ମଧ୍ୟ ଯାତ୍ରୀମାନେ ଶୋଷଣର ଶିକାର ହେବାକୁ ପଡୁଛି। ଏପରି ଘଟଣାରେ କଡ଼ା!-->…
ଶବ ଖୋଜି ଖୋଜି ଧର୍ଯ୍ୟହରା ପରିବାର
ବାଲେଶ୍ୱର :ପୁଅକୁ ଖୋଜି ଖୋଜି ଚେତା ହରାଉଛନ୍ତି ବାପା । ମୁହଁରେ ପାଣି ଛାଟି ଛାଟି ଚେତା ଫେରାଇବାକୁ ଚେଷ୍ଟା ଚଲାଇଛନ୍ତି ଉପସ୍ଥିତ ଲୋକେ । ଯେତେବେଳେ ବି ଟିକେ ଚେତା ଫେରୁଛି ସେତେବେଳେ ପୁଅକୁ ଖୋଜୁଛନ୍ତି । କହୁଛନ୍ତି ମୋ ପୁଅକୁ ଖୋଜିଆଣ ଟିକେ ମୋ ପୁଅକୁ ଦେଖା କରିଦିଅ। ଆଉ ଉପସ୍ଥିତ!-->…
ଟ୍ରେନ ଦୁର୍ଘଟଣା: ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଆରମ୍ଭ
ବାଲେଶ୍ୱର : ବାଲେଶ୍ୱର ବାହାନଗାରେ ହୋଇଥିବା ଭୟଙ୍କର ଦୁର୍ଘଟଣା। ଏକାବେଳକେ ତିନୋଟି ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ବାହାନଗା ନିକଟରେ ପ୍ରଥମେ ଲାଇନଚ୍ୟୁତ ହୋଇଥିଲା କରମଣ୍ଡଳ । ସେଠାରେ ପୂର୍ବରୁ ଛିଡ଼ା ହୋଇଥିବା ମାଲଗାଡ଼ିକୁ ଧକ୍କା ଦେଇ ଓଲଟିଥିଲା କରମଣ୍ଡଳ । ପରେ କିଛି ସମୟ ପରେ!-->…