Browsing Category

ଓଡିଶା

ମାଲକାନଗିରି ୪ ଓ ଗଞ୍ଜାମରେ ୨ ଜଣଙ୍କ ମୃତ୍ୟୁରେ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ବର: ମାଲକାନଗିରିରେ ୪ ଓ  ଗଂଜାମ ଆର୍ଯ୍ୟପଲୀରେ ୨ଜଣଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ ସହ ସହାୟତା ଘୋଷଣା କରିଛନ୍ତି। ୬ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସୂଚନାଯୋଗ୍ୟ, କାଳବୈଶାଖୀ

ବିଷାକ୍ତ ଫଳ ଖାଇ ୫ ଛାତ୍ର ଅସୁସ୍ଥ

ବାସୁଦେବପୁର : ବିଷାକ୍ତ ଫଳ ଖାଇ ୫ଜଣ ଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ଅନ୍ତର୍ଗତ ଚୂଡ଼ାମଣି ଅଞ୍ଚଳରେ ଏହି ଘଟଣା ଘଟିଛି। କଳାରଙ୍ଗର ଫଳ ଖାଇ ଅସୁସ୍ଥ ହୋଇ ପଡ଼ିବାରୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଗତକାଲି ସନ୍ଧ୍ୟା ସମୟରେ

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ: ୪୮, ୭୮୩ ଜଣ ପାଇଲେ ରାଙ୍କ

ଭୁବନେଶ୍ୱର: ବିଭିନ୍ନ ବୈଷୟିକ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ହୋଇଥିବା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ ଶୁକ୍ରବାର ପ୍ରକାଶ ପାଇଛି। ପୂର୍ବାହ୍ନ ୧୧ଟାରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ

ଯୁକ୍ତ ୩ରେ ବଢ଼ିଲା ୧୨ ହଜାର ସିଟ୍‌

ଭୁବନେଶ୍ବର : ପ୍ରକାଶ ପାଇଛି ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ। ଆସନ୍ତା ୮ ତାରିଖ ସୁଦ୍ଧା କଳା ଓ ଧନ୍ଦାମୂଳକ ବିଭାଗ ଫଳ ପ୍ରକାଶ କରିବାକୁ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା ହୋଇଥିବା ବେଳେ ଯୁକ୍ତ ୩ କଲେଜ ତଥା ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ

ପୁରୀରେ ସ୍ନାନଯାତ୍ରା ପ୍ରସ୍ତୁତି ନେଇ ଜିଲ୍ଲାପାଳଙ୍କ ସହ ଆଲୋଚନା କଲେ 5T ସଚିବ ଭି.କେ. ପାଣ୍ଡିଆନ୍‌

ପୁରୀ: ପୁରୀରେ 5T ସଚିବ ଭି.କେ. ପାଣ୍ଡିଆନ୍‌। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ପରିକ୍ରମା ମାର୍ଗର ଅନୁଧ୍ୟାନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ । ଦ୍ରୁତଗତିରେ ଚାଲିଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ। ପ୍ରତି ସପ୍ତାହରେ ଭିକେ

ସତୀଗୁଡ଼ା ଜଳଭଣ୍ଡାରରେ ଡଙ୍ଗାବୁଡ଼ି ଘଟଣା : ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି: ମାଲକାନଗିରି ଜିଲ୍ଲା ସତୀଗୁଡ଼ା ଜଳଭଣ୍ଡାରରେ ନିଖୋଜ ୨ ଜଣ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ଆଜି ସକାଳେ ଉଦ୍ଧାର ହୋଇଛି। ଉକ୍ତ ମହିଳାଙ୍କ ନାଆଁ ତୁଳସୀ ମାଢି ବୋଲି ଜଣାଯାଇଛି। ଏବେ ମୃତକଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ନିଖୋଜ ଗୋବିନ୍ଦ ସରଦାରଙ୍କୁ ଉଦ୍ଧାର

ପାରାଦୀପରେ ହୋଟେଲ କର୍ମଚାରୀଙ୍କୁ ନିର୍ମମ ହତ୍ୟା

ପାରାଦୀପ: ପାରାଦୀପରେ ହୋଟେଲ କର୍ମଚାରୀଙ୍କୁ ନିର୍ମମ ହତ୍ୟା । ଗତକାଲି ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ହୋଇଛି । ପାରାଦୀପ ଆଦର୍ଶଥାନାଠାରୁ ମାତ୍ର ଶହେ ମିଟର ଦୂରରେ ଥିବା ଅଟୋ ଷ୍ଟାଣ୍ଡ ନିକଟରେ ଏକ ପିଣ୍ଡିରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ବଡ଼ ପଡିଆ ରେବିକା ହୋଟେଲ

କଟକ ଏସସିବିରୁ ଶାଢି ପିନ୍ଧି ଚମ୍ପଟ ମାରିଲା ବିଚାରାଧିନ କଏଦୀ

କଟକ : କଟକ ଏସସିବିରୁ ଶାଢି ପିନ୍ଧି ଚମ୍ପଟ ମାରିଲା ବିଚାରାଧିନ କଏଦୀ । ବାଥ ରୁମ ଯିବା ବାହାନାରେ ଛୁ ମାରିଲା । ଏନେଇ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଚୌଦ୍ୱାର ଜେଲ କର୍ତ୍ତୃପକ୍ଷ । ଚମ୍‌ମ୍ପଟ ମାରିଥିବା ବିଚାରଧୀନ କଏଦୀ ହେଲେ ଜଗତସିଂପୁର ନାଉଗାଁର ସଜନ ଦାସ । ଏକ

ପୁଣି ମାଈ ହାତୀର ମୃତଦେହ ଠାବ…

ଢେଙ୍କାନାଳ: ପୁଣି ହାତୀ ମୃତ। ସନ୍ଦେହଜନକ ଅବସ୍ଥାରେ ମାଈ ହାତୀର ମୃତଦେହ ଠାବ ହୋଇଛି। ଢେଙ୍କାନାଳ ସଦର ରେଞ୍ଜ ବୋରାପଦା ଖମାର ଗାଁରେ ଥିବା ଏକ ଫାର୍ମ ହାଉସ୍‌ ପରିସରରୁ ମୃତଦେହ ଠାବ ହୋଇଛି। ବିଦ୍ୟୁତ୍‌ ତାର ସଂଶ୍ପର୍ସରେ ଆସି ମାଇ ହାତୀର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି।

ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ୮୫ ପ୍ରତିଶତ କାମ ଶେଷ, ଜୁଲାଇ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ୫-ଟି ସଚିବଙ୍କ…

ଭୁବନେଶ୍ବର: ୫-ଟି ଉପକ୍ରମରେ ବରମୁଣ୍ଡା ବସ୍‌ ଟର୍ମିନାଲର ହେଉଛି ରୂପାନ୍ତର । ଏହି କାମର ଅଗ୍ରଗତି ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନ ଆଜି ଅପରାହ୍ନରେ ସ୍ଥାନୀୟ ବରମୁଣ୍ଡା ସ୍ଥିତ ନିର୍ମାଣଧୀନ