Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପ୍ରତାପ ସାମଲଙ୍କ ୧୧ କୋଟି ଟଙ୍କାର ସଂପତ୍ତି ଆଟାଚ୍ କଲା ଇଡି
ଭୁବନେଶ୍ୱର :ଓଡ଼ିଶା ପୁଲିସ ଗୃହ ନିର୍ମାଣ ନିଗମ ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲ ଙ୍କ ୧୧ କୋଟି ଟଙ୍କାର ସଂପତ୍ତି ଆଟାଚ୍ କଲା ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)। ୧୧ କୋଟି ୩୫ ଲକ୍ଷ ଟଙ୍କାର ସ୍ଥାବର ଓ ଅସ୍ଥାବର ସଂପତ୍ତି ଆଟାଚ୍ କରିଛି ଇଡି। ପୂର୍ବରୁ ପ୍ରତାପଙ୍କ ଘରେ ଚଢ଼ଉ!-->…
ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ: ନିଖୋଜ ଯୁକ୍ତ ୨ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଛତ୍ରପୁର: ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲି ଗ୍ରାମ ନିକଟ ସମୁଦ୍ରରେ ଗାଧୋଇବା ବେଳେ ଆଜି ସକାଳ ୬ଟାରେ ବୁଡ଼ିଯିବା ଘଟଣାରେ ନିଖୋଜ ଛାତ୍ରୀଙ୍କ ମୃତଦେହ ସନ୍ଧ୍ୟାରେ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ହେଲେ ପ୍ରଜ୍ଞାରାଣୀ ତ୍ରିପାଠୀ। ଦୀର୍ଘ ସମୟ ଧରି!-->…
ଆସନ୍ତାକାଲି ଦିନ ୧୧ଟାରେ ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ
ଭୁବନେଶ୍ବର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)ର ପରୀକ୍ଷା ଫଳ ଜୁନ୍ ୨ ତାରିଖ (ଶୁକ୍ରବାର) ପୂର୍ବାହ୍ଣ ୧୧ଟାରେ ପ୍ରକାଶ ପାଇବ। ଛାତ୍ରଛାତ୍ରୀମାନେ ‘ଓଜେଇଇ’ର ୱେବ୍ସାଇଟ୍ରୁ ଏହି ଫଳାଫଳ ଜାଣିପାରିବେ।
ସୂଚନାଯୋଗ୍ୟ, ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବୈଷୟିକ!-->!-->!-->…
ୟୁଜିସି ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ହେଲେ ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର କ୍ଷୀତି ଭୂଷଣ ଦାସ
ଭୁବନେଶ୍ବର: ଉଚ୍ଚଶିକ୍ଷାର ଗୁଣବତ୍ତା ସୁଦୃଢ଼ କରିବା ଏବଂ ନିଯୁକ୍ତି ପ୍ରକ୍ରିୟାରେ ସ୍ୱଚ୍ଛତା ଆଣିବା ପାଇଁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଓଡ଼ିଶାର ଜଣେ ବିଶିଷ୍ଟ ଶିକ୍ଷାବିତ୍ ତଥା ଝାଡ଼ଖଣ୍ଡ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର କ୍ଷୀତି ଭୂଷଣ ଦାସଙ୍କୁ ଏକ!-->…
ଶେଷ ପର୍ଯ୍ୟାୟରେ ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି
ପୁରୀ : ଜୁନ ୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରୁ ଗଜବେଶରେ ଦର୍ଶନ ଦେବେ ଶ୍ରୀଜିଉ। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରିବାପାଇଁ ପ୍ରତିବର୍ଷ ଭଳି ଚଳିତବର୍ଷ ବି ଲକ୍ଷାଧିକ ସଂଖ୍ୟାରେ ଭକ୍ତ ଭିଡ଼ ଲାଗିବ। ଏହାପୂର୍ବରୁ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବାପାଇଁ!-->…
ନିଶା ବିକିଲେ ରାଜଧାନୀରୁ ତଡ଼ିପାର ହେବେ ବେପାରୀ
ଭୁବନେଶ୍ବର: ନିଶା କାରବାର ବିରୋଧରେ କମିଶନରେଟ ପୋଲିସର ଜିରୋ ଟଲରାନ୍ସ। ରାଜଧାନୀରେ ରହିପାରିବେନି ନିଶା ବେପାରୀ। ନିଶା ବିକିଲେ ୬ ମାସ ପାଇଁ ହେବେ ତଡିପାର। ପ୍ରଥମ ଥର ନିଶା ବେପାରିକୁ କରାଗଲା ତଡିପାର। ପୂର୍ବରୁ ପେଶାଦାର ଅପରାଧୀଙ୍କୁ ତଡିପାର କରାଯାଉଥିଲା ।
White Spider!-->!-->!-->…
ପାୱାର କଟ ନୁହେଁ ଯାନ୍ତ୍ରିକ ତ୍ରୁଟି ଯୋଗୁ କଟୁଛି ବିଜୁଳି: ଶକ୍ତିମନ୍ତ୍ରୀ
ଭୁବନେଶ୍ୱର: ପାୱାର କଟ ନୁହେଁ ଯାନ୍ତ୍ରିକ ତ୍ରୁଟି ଯୋଗୁ ବିଜୁଳି କାଟ ହେଉଛି। ପାୱାରକଟ ଶବ୍ଦ ବ୍ୟବହାର କରିବା ଭୁଲ। ପାୱାର କଟ ଅର୍ଥ ଆମ ପାଖରେ ଆବଶ୍ୟକତା ଠାରୁ କମ ପାୱାର ଅଛି। ଲୋକଙ୍କୁ ଦେଲା ବେଳେ କାଟିକି ଦେବାକୁ ପାୱାର କଟ କୁହାଯାଏ। କିନ୍ତୁ ବର୍ତ୍ତମାନ ଘଣ୍ଟେ ଦୁଇ ଘଣ୍ଟା!-->…
୩୦ ଜିଲ୍ଲାର ୩୦ ହଜାରରୁ ଅଧିକ ଅମଲାଙ୍କ ସମୂହ ଛୁଟି
ଭୁବନେଶ୍ୱର :ଅମଲା ସଂଘର ସମୂହ ଛୁଟି । ଲେବୁଲ ୯ ଦାବିରେ ଆଜିଠାରୁ ରାଜ୍ୟରେ ବିଭିନ୍ନ ବିଭାଗରେ କାର୍ଯ୍ୟରତ ଅମଲାମାନେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୂହ ଛୁଟିରେ ଯାଇଛନ୍ତି । ୩୦ଟି ଯାକ ଜିଲ୍ଲାର ୩୦ ହଜାରରୁ ଅଧିକ ଅମଲା ଏହି ସମୂହ ଛୁଟିରେ ସାମିଲ ହୋଇଛନ୍ତି । ଏଥିପାଇଁ ଜିଲ୍ଲାପାଳଙ୍କ!-->…
୧୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ତହସିଲ୍ ଅଫିସର କନିଷ୍ଠ ରାଜସ୍ବ ସହାୟକ
ଘଟଗାଁ: ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଘଟଗାଁ ତହସିଲ୍ ଅଫିସର କନିଷ୍ଠ ରାଜସ୍ବ ସହାୟକ(ଜେଆରଏ) ଦେବାଶିଷ ପଣ୍ଡା।
ସୂଚନା ଅନୁଯାୟୀ, ବିଭାଜନ ପଟ୍ଟା (ଆରଓଆର) ପ୍ରଦାନ ପାଇଁ ଘଟଗାଁ ତହସିଲ୍ ଅଫିସର କନିଷ୍ଠ ରାଜସ୍ବ ସହାୟକ(ଜେଆରଏ) ଦେବାଶିଷ ପଣ୍ଡା ଜଣେ!-->!-->!-->…
ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ରେଡ୍
ଯୋଡା : ଖଣି ମାଲିକ ତଥା ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜିତୁଙ୍କ ଯୋଡ଼ା ସାଇ ମନ୍ଦିର ପାଖରେ ଥିବା ବାସଭବନ ଓ ବନେଇକଳା ଛକରେ ଥିବା ଖଣି ଅଫିସରେ ରେଡ୍ କରୁଛି ଆୟକର ବିଭାଗ। ଟ୍ୟାକସ୍ ଫାଙ୍କିବା ଅଉିଯୋଗରେ ଏହି ରେଡ୍ ହେଉଥିବା!-->…