Browsing Category

ଓଡିଶା

ବରିଷ୍ଠ କଂଗ୍ରେସ ନେତାଙ୍କ ଘରେ IT ରେଡ୍‌

ଚାନ୍ଦବାଲି: ଧାମରା ଅଞ୍ଚଳର ବରିଷ୍ଠ କଂଗ୍ରେସ ନେତା ତଥା ଶିଳ୍ପପତି ଦିଗମ୍ବର ଦାସଙ୍କ ଘରେ ଇନକମ ଟ୍ୟାକ୍ସ ବିଭାଗର ଚଢ଼ାଉ । ଆଜି ସକାଳୁ ତାଙ୍କ ବାସଗୃହ ସମେତ, ଧାମରା ବରଫ କଳ , ଅଫିସ ,ଭଦ୍ରକରେ ଥିବା ବାସଗୃହ ଆଦି ୪ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଇନକମ ଟ୍ୟାକ୍ସ ବିଭାଗ ।

ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ..!

ଯାଜପୁର : ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର । ଯାଜପୁର୍‌ ରୋଡ ଟମକା ଥାନା ଅନ୍ତର୍ଗତ ରଥପଦା ଛକ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି। ହତ୍ୟା ସନ୍ଦେହରେ ଟମକା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ପରିଚୟ ମିଳିନଥିବା ବେଳେ ଟମ୍‌କା

ଖଣି ମାଫିଆ ସୁଶାନ୍ତ ବରାଡ଼ ଗିରଫ…

ନୟାଗଡ଼ : ଗିରଫ ହେଲା ଡ଼ନ ଖଣି ମାଫିଆ। ନୟାଗଡ଼ ରଣପୁର ମୟୁରଝାଲିଆ ବେଆଇନ ଖଣି ଖନନ ମାମଲାରେ NGTର ଛାଡ ପରେ ବନ୍ଧା ହେଲେ ଖଣି ମାଫିଆ ସୁଶାନ୍ତ ବରାଡ଼ । ରଣପୁର ତହସିଲ କୃଷ୍ଣପୁର ଗ୍ରାମର ଶୁଶାନ୍ତ ବରାଡ଼ଙ୍କ ନାଁରେ କ୍ରିମିନାଲ ମାମଲା ଚାନ୍ଦପୁରପୁର ଥାନାରେ ତହସିଲଦାର

ବାପାକୁ କୁରାଢ଼ିରେ ହାଣି ମାରିଦେଲା ପୁଅ…

ପିପିଲି: ପୁରୀ ଜ଼ିଲ୍ଲା ପିପିଲି ଥାନା ସାନକଣ୍ଟି ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ପୁଅର କୁରାଢ଼ି ଚୋଟରେ ଚାଲିଗଲା ବାପାର ଜୀବନ। ବାପା ହୃଷିକେଶ ପ୍ରଧାନଙ୍କ ମୃତ୍ୟୁ ଘଟିଛି। ତାଙ୍କର ବୟସ ୬୦ ବର୍ଷ ହେବ ବୋଲି କୁହାଯାଉଛି। ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ପୁଅ ଜିତୁ

ସ୍ତ୍ରୀକୁ ଠେଙ୍ଗାରେ ପିଟିପିଟି ମାରିଦେଲା ସ୍ୱାମୀ

ବଲାଙ୍ଗିର: ସ୍ତ୍ରୀକୁ ଠେଙ୍ଗାରେ ପିଟିପିଟି ମାରିଦେଲା ସ୍ୱାମୀ। ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘୁମେର ଗାଁ ରେ ମହୁଲ ଫଳ ଗୋଟାଇବାକୁ ଯିବା ବେଳେ ଘଟିଛି ଅଘଟଣ । ପାରିବାରିକ କଳହ ହେତୁ ଉଭୟଙ୍କ ମଧ୍ୟରେ ବଚସା ହେବାରୁ ଉତ୍ୟକ୍ତ ହୋଇ ସ୍ତ୍ରୀକୁ ଠେଙ୍ଗାରେ ପିଟିପିଟି ମାରିଦେଇଛି

ପୂର୍ବତନ IFS ଅଭୟକାନ୍ତ ପାଠକଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି…

ଭୁବନେଶ୍ୱର :ପୂର୍ବତନ IFS ଅଭୟକାନ୍ତ ପାଠକଙ୍କ ୬୬ ଲକ୍ଷ ଟଙ୍କାର ସଂପତ୍ତି ଆଟାଚ୍ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ପ୍ରିଭେନସନ୍‌ ଅଫ୍‌ ମନିଲଣ୍ଡରିଂ ଆଇନ୍‌ ବଳରେ ଇଡି ସମ୍ପତ୍ତି ଆଟାଚ୍‌ କରିଛି। ଆୟବହିର୍ଭୂତ ସଂପତ୍ତି ଓ ଚାକିରି କରାଇ ଦେବା ନାଁରେ ଅର୍ଥ କାରବାର ମାମଲାର ତଦନ୍ତ

ପରୀକ୍ଷାରେ କମ୍ ମାର୍କ ରହିଲା ବୋଲି ଜଣେ ୩ ମହଲା ଉପରୁ ଓ ଅନ୍ୟଜଣେ ନଦୀକୁ ଡେଇଁଲେ

ବାଲେଶ୍ୱର :ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ମାର୍କ କମ୍‌ ରହିବାରୁ ମାନସୀକ ଭାରସାମ୍ୟ ହରାଇ ଦୁଇ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ। ଗୋଟିଏ ଘଟଣା ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ନୀଳଗିରି ଏନଏସି ସିମୁଳିଆ ଅଞ୍ଚଳରେ ଘଟିଥିବା ବେଳେ ଅନ୍ୟଟି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରେ ଘଟିଛି।

ଶେରଗଡ଼ରୁ-ପୁରୀକୁ ଗଡିଲା ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ୍‌, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ଶେରଗଡ଼: ଜଗନ୍ନାଥ ଧାମ୍ ପୁରୀକୁ ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ରୁ ଗଡିଲା ପ୍ରଥମ ଏସି ବସ୍ ‘ଜଗନ୍ନାଥ ଏକ୍ସପ୍ରେସ୍‌’ ଗଡ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫେରେନ୍‌ସ ଜରିଆରେ ଶେରଗଡ-ପୁରୀ ମଧ୍ୟରେ ଜଗନ୍ନାଥ ଏକ୍ସପ୍ରେସ ଏସି ବସ ସେବା ଚଳାଚଳକୁ ପତକା ହଲାଇ

କଟକ ବକ୍ସଡ୍ରେନ୍‌ରେ ନାବାଳିକା ମୃତ୍ୟୁ: ସିଏମ୍‌ସିର ୨ ସହକାରୀ ଯନ୍ତ୍ରୀ ସସ୍‌ପେଣ୍ଡ

ଭୁବନେଶ୍ବର/କଟକ: କଟକ ମହାନଗର ନିଗମ ଅଧିନ କେଶରପୁର ଗହ୍ମାଡିଆ ନିକଟରେ ନିର୍ମାଣାଧୀନ ବକ୍ସ ଡ୍ରେନ କାମରେ ନର୍ଦ୍ଦମା ପାଣି ନିଷ୍କାସନ ପାଇଁ ବ୍ୟବହାର ହେଉଥିବା ପାଇପ ତଳେ ଚାପି ‌ହୋଇ ମଙ୍ଗଳବାର ଅପରାହ୍‌ଣରେ ନାବାଳିକା ମୃତ୍ୟୁ ଘଟଣାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଗୃହ ଓ

କୁଖ୍ୟାତ ଅପରାଧୀ ଚକ୍ରଧର ସାହୁକୁ ତଡ଼ିପାର କଲା କମିସନରେଟ୍‌ ପୁଲିସ୍‌

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର କୁଖ୍ୟାତ ଅପରାଧୀ ଚକ୍ରଧର ସାହୁକୁ କମିସନରେଟ୍‌ ପୁଲିସ ତଡ଼ିପାର କରିଛି। ଚନ୍ଦ୍ରଶେଖରପୁର ଥାନା ଭୋଇସାହିର ଅପରାଧୀ ଚକ୍ରଧରକୁ କମିସନରେଟ୍‌ ପୁଲିସ ପକ୍ଷରୁ ୬ ମାସ ପାଇଁ ତଡ଼ିପାର ନୋଟିସ୍‌ କରାଯାଇଛି। ଏଥି ସହିତ ପୁଲିସ ପକ୍ଷରୁ ଓଡ଼ିଶା ଅର୍ବାନ ପୁଲିସ