Browsing Category

ଓଡିଶା

ମେସିନକୁ ମିଳୁଛି ମନରେଗା ଯୋଜନାରେ ନିଶ୍ଚିତ କର୍ମନିଯୁକ୍ତି…

କୋରାପୁଟ/କୋଟପାଡ଼ : କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ଲୋକମାନେ କାମଧନ୍ଦା ନପାଇ ଜୀବିକା ଉପାର୍ଜନ କରିବା ଉଦ୍ଦେଶ୍ୟରେ ଦାଦନ ଶ୍ରମିକ ଭାବେ ପୋଡ଼ଶୀ ରାଜ୍ୟ ମାନଙ୍କର ଯିବା ଏବଂ ଏକାଧିକ ଶ୍ରମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ମୃତ ଦେହ ଆଣିବା ପରେ ପରିବାର ଲୋକଙ୍କୁ ହରିଶ୍ଚନ୍ଦ୍ର

ପୂର୍ବତନ ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ

ପଶ୍ଚିମ ଓଡ଼ିଶାର ଜଣାଶୁଣା ଡାକ୍ତର, ସମାଜସେବୀ ଓ ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀଙ୍କ ଆଜି ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ରାସେଶ୍ବରୀ ପାଣିଗ୍ରାହୀଙ୍କ ସମ୍ବଲପୁର ଶାନ୍ତିନଗରସ୍ଥିତ ନିଜ ଘରେ ପରଲୋକ ହୋଇଯାଇଛି। ୭୯ ବର୍ଷ ବୟସରେ ପରଲୋକ। ସୂଚନା ଯୋଗ ଯେ,

ଅଗ୍ନିଯୋଦ୍ଧା ପ୍ରଶିକ୍ଷାର୍ଥୀଙ୍କ ଦୀକ୍ଷାନ୍ତ ସମାରୋହ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତଓଡ଼ିଶା ଅଗ୍ନିଶମ ଓ ବିପତ୍ତି ନିସ୍ତାର ପ୍ରତିଷ୍ଠାନ ପରିସରରେ ଆଜି ୨୧ତମ ବ୍ୟାଚ୍ ମୁଖ୍ୟ ଅଗ୍ନିଯୋଦ୍ଧା ପ୍ରଶିକ୍ଷାର୍ଥୀଙ୍କ ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଯାଇଛି।ଏହି ଉତ୍ସବରେ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ମହାନିର୍ଦ୍ଦେଶକ ଡଃ

ସାତମାରି ପାହାଡରେ ମାଓକ୍ୟାମ୍ପ, କମ୍ବିଂ ଅପରେସନ ଜାରି

ନୂଆପଡ଼ା : ମାଓ ଦମନ ଅଭିଯାନରେ ବଡ଼ ସଫଳତା ।  ପାହାଡ଼ରୁ ଠାବ ହେଲା ମାଓକ୍ୟାମ୍ପ ।  ଛତିଶଗଡ଼ ଗରିଆବନ୍ଧ ଜିଲ୍ଲା ମେନପୁର ଥାନା ସାତମାରି ପାହାଡରେ ମାଓକ୍ୟାମ୍ପ ଠାବ ହୋଇଛି ।  ନୂଆପଡ଼ା ଡିଭିଜନ ମାଓ ସଂଗଠନ ଦ୍ଵାରା ମାଟିତଳେ ବନ୍ଧୁକ ଓ ବିସ୍ଫୋରକ ସାମଗ୍ରୀ ଲୁଚାଇଥିବା ଖବର

ଆସନ୍ତାକାଲିଠୁ CBSE ଦଶମ ଓ ଦ୍ବାଦଶ ପରୀକ୍ଷା, ପ୍ରଥମ ବୋର୍ଡ଼ ବାଧ୍ୟତାମୂଳକ

ଭୁବନେଶ୍ୱର : ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ ଓ ଦ୍ବାଦଶ ପରୀକ୍ଷା । ସ୍କୁଲ, ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ CBSE ପକ୍ଷରୁ ଆଡଭାଇଜରୀ । ସକାଳ ୧୦ଟା ପୂର୍ବରୁ ପରୀକ୍ଷାକେନ୍ଦ୍ରରେ ପହଞ୍ଚିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦିଆଯାଇଛି । ୧୦ଟା ୩୦ରେ ଆରମ୍ଭ ହେବ

କଳାହାଣ୍ଡି ଓ ରାୟଗଡା ଜିଲ୍ଲାର ୩୦୦୦ ରୁ ଅଧିକ ଗ୍ରାମକୁ ପାନୀୟ ଜଳ ଯୋଗାଇବ ବେଦାନ୍ତ, ହେବ ଅତ୍ୟାଧୁନିକ ଜଳ…

ରାୟଗଡ଼ା : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଏହାର ‘ଜଳ, ପରିମଳ ଏବଂ ସ୍ୱଚ୍ଛତା’ (ୱାଶ) ପଦକ୍ଷେପ ମାଧ୍ୟମରେ ଓଡ଼ିଶାର କଳାହାଣ୍ଡି ଏବଂ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଅତ୍ୟାଧୁନିକ ଜଳ ବିଶୋଧନ ବ୍ୟବସ୍ଥା ସହିତ ସୌର-ଚାଳିତ ନଳକୂପ ସ୍ଥାପନ କରି

୨୦୨୬-୨୭ ପାଇଁ ୩.୨୦ ଲକ୍ଷ କୋଟି ଛୁଇଁପାରେ ବଜେଟ୍ ବ୍ୟୟ ବରାଦ

ଭୁବନେଶ୍ୱର : ୨୦୨୬-୨୭ରେ ୩.୨୦ ଲକ୍ଷ କୋଟି ଛୁଇଁପାରେ ବଜେଟ୍ ବ୍ୟୟ ବରାଦ । ନିଯୁକ୍ତି ଓ ଭିତ୍ତିଭୂମି ଉପରେ ରହିବ ନଜର । କାଲି ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫେବ୍ରୁଆରୀ ୨୦ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ

ବାଉନ୍ସରଙ୍କ ପାଇଁ ବାରରେ ବଢୁଛି ଆକ୍ରମଣ, ଏଣିକି ଏକ୍ସାଇଜ ଓ ପୋଲିସ ଟିମ୍ କରିବେ ଜଏଣ୍ଟ ରେଡ

ଭୁବନେଶ୍ୱର : ବାରରେ ଅବକାରୀ ଅଧିକାରୀଙ୍କୁ ଆକ୍ରମଣ ଘଟଣା । ବାରରେ ବାଉନ୍ସରଙ୍କ ପାଇଁ ବଢୁଛି ଆକ୍ରମଣ । ଏଣିକି ଜଏଣ୍ଟ ରେଡ କରିବେ ଏକ୍ସାଇଜ ଓ ପୋଲିସ ଟିମ୍ । ବାଉନ୍ସର୍ ବଦଳରେ ରହିବେ ସ୍ବୀକୃତିପ୍ରାପ୍ତ ସିକ୍ୟୁରିଟି ଗାର୍ଡ । ପୂର୍ବରୁ ଲାଗୁ ପାଇଁ ପୋଲିସ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି

ବଜେଟ୍ ଅଧିବେଶନ ବେଳେ ଜଗିବେ ବ୍ଲାକ କମାଣ୍ଡୋ, କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା

ଭୁବନେଶ୍ୱର : ଏଥର ବିଧାନସଭା ଜଗିବେ ବ୍ଲାକ କମାଣ୍ଡୋ । ଚଳିତ ବଜେଟ୍ ଅଧିବେଶନ ବେଳେ କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା । ତ୍ରିସ୍ତରିୟ ସୁରକ୍ଷା ବ୍ୟବସ୍ଥା ହୋଇଛି । ଜଗିବେ ୩୪ ପ୍ଲାଟୁନ ପୋଲିସ ଫୋର୍ସ । ଗୋଟିଏ ସ୍ପେସାଲ୍ ଟାକ୍ଟିକାଲ ୟୁନିଟ୍ ନିୟୋଜିତ ହେବେ ।  ୮ଜଣ ଅତିରିକ୍ତ

ନୂଆଗାଁରେ ଜାତିପ୍ରଥା ପରମ୍ପରାର ପଡିଲା ପୂର୍ଣ୍ଣଛେଦ, ୩ ମାସ ପରେ ଅଙ୍ଗନବାଡି କେନ୍ଦ୍ରକୁ ଆସିଲେ ଛାତ୍ରଛାତ୍ରୀ

ରାଜନଗର: ଦୀର୍ଘ ୩ ମାସ ପରେ ସ୍ବଭାବିକ ହେଲା ଅଙ୍ଗନବାଡ଼ି କେନ୍ଦ୍ର । ନୂଆଗାଁରେ ଜାତିପ୍ରଥା ପରମ୍ପରାର ପଡିଲା ପୂର୍ଣ୍ଣଛେଦ । ୩ ମାସ ପରେ ଅଙ୍ଗନବାଡି କେନ୍ଦ୍ରକୁ ଆସିଲେ ଛାତ୍ରଛାତ୍ରୀ । ପିଲା ପହଂଚିବା ପରେ ସ୍ୱଭାବିକ ହେଲା ଅଙ୍ଗନବାଡି କେନ୍ଦ୍ର । ରାଜନଗର ନୂଆଗାଁ