Browsing Category

ଓଡିଶା

ଜଙ୍ଗଲରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନବରଙ୍ଗପୁର ଜିଲ୍ଲା ଉମରକୋଟ ବୈପାରିଭଟା ଜଙ୍ଗଲରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଯୁବକଙ୍କ ନାମ ମନଭତ ଭତରା ଓ ଯୁବତୀଙ୍କ ନାମ ପୁନେଇଁ ଭତରା ବୋଲି ଜଣା ପଡିଛି। ଉଭୟ ବୋକଦା ପଞ୍ଚାୟତର ତାରାଗାଁ ଗୋଟିଗୁଡ଼ା ଗ୍ରାମର। ଗତ କାଲି ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନଥିଲେ।

ସମ୍ବଲପୁରର ନୂତନ ଏସପି ଭାବେ ଯୋଗ ଦେଲେ ମୁକେଶ କୁମାର ଭାମୁ

ସମ୍ବଲପୁର: ସମ୍ବଲପୁରର ନୂତନ ଏସପି ଭାବେ ଯୋଗ ଦେଲେ ମୁକେଶ କୁମାର ଭାମୁ। ମୁକେଶ ଭାମୁ ୨୦୧୩ ମସିହା ବ୍ଯାଚର IPS ଅଧିକାରୀ। ଏହା ପୂର୍ବରୁ ସେ IPS ଭାବେ ବରଗଡ ଓ ରାଉଲକେଲା ଏସପି ଭାବେ ଦକ୍ଷତାର ସହ କାର୍ଯ୍ଯ କରିଛନ୍ତି । ସମ୍ବଲପୁର ଏସପି ବାତୁଲା ଗଙ୍ଗାଧରଙ୍କ ଠାରୁ ସେ ଆଜି

ବିବାହର ୩ ମାସ ନପୁରୁଣୁ ସଡ଼କ ଦୁର୍ଘଟଣାରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଭୁବନେଶ୍ୱର: ବିବାହର ୩ ମାସ ନପୁରୁଣୁ ଚାଲିଗଲା ଡାକ୍ତରଙ୍କ ଜୀବନ। ବିବାହର ୩ ମାସିକ ପୂର୍ତ୍ତି ପାଳନ କରିବାକୁ ଯାଉଥିବା ବେଳେ ଜଗି ବସିଥିଲା ମୃତ୍ୟୁ। ଏବେ ପରିବାରରେ ଶୋକର ଲହରି ଖେଳି ଯାଇଛି। ରାଜଧାନୀ ଭୁବନେଶ୍ବରରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ସଡ଼କ ଦୁର୍ଘଟଣାରେ ଡାକ୍ତର

ଦୁର୍ଘଟଣା ଗ୍ରସ୍ତ ଟ୍ରକକୁ ପଛରୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ ଜଣେ ମୃତ

ଯାଜପୁର : ଟ୍ରକ ପଛ ପଟୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ। ଘଟଣାସ୍ଥଳରେ ଜଣେ ମୃତ। ଆଜି ସକାଳୁ ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥର କୁଆଖିଆ ଛକ ନିକଟରେ। ସୂଚନା ମୁତାବକ ଗତକାଲି ରାତିରୁ ଦୁର୍ଘଟଣା ଗ୍ରସ୍ତ ହୋଇ ଜାତୀୟ ରାଜପଥରେ ଛିଡା ହୋଇଥିବା ଟ୍ରକ ପଛରେ ଧକ୍କା

କୁଆଖାଇରେ ଭାସି ୨ ଇଞ୍ଜିନିୟରିଂ ଛାତ୍ର ମୃତ

ଭୁବନେଶ୍ୱର : କାଳ ହେଲା କୁଆଖାଇ ନଦୀ ପଠାରେ ବୁଲିବା। ବାଲିଅନ୍ତା ଇନ୍ଦ୍ରପାଲ ଅଞ୍ଚଳରେ ବୁଡି ଯାଇ ଦୁଇ ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ତମୋଣ୍ଡୋର ସ୍ମୃତି ସୌରଭ ଓ ଅନୁଗୁଳ ରେଙ୍ଗାଲିର ସତ୍ୟଜିତ ଦାସ। ଚାରି ଜଣ ସାଙ୍ଗ ବୁଲିବାକୁ ଯାଇଥିଲେ। ଏମାନେ ସମସ୍ତେ ରାଜ୍ୟ

୧୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଓ ଟଙ୍କା ଭର୍ତ୍ତି ବ୍ୟାଗ୍ ଫେରାଇ ହୃଦୟ ଜିତିଲେ ଅଟୋ ଚାଳକ

ବ୍ରହ୍ମପୁର: ମାନବିକତା ଆଗରେ ହାର ମାନିଛି ଲକ୍ଷାଧିକ ଟଙ୍କାର ସୁନାଗହଣାର ଲୋଭ। ମଣିଷ ପଣିଆ ଦେଖାଇ ଜିତିଛନ୍ତି ହୃଦୟ । ଆମେ କହୁଛୁ ବ୍ରହ୍ମପୁର ସହରର ରେଳ ଷ୍ଟେସନର ଅଟୋ ଚାଳକ ଟି. ସିମାଦ୍ରି ପାତ୍ର । ସୂଚନା ଅନୁଯାୟୀ, ବ୍ରହ୍ମପୁର ଗୋଷାଣୀନୂଆଗାଁ ଓମ୍ ବିହାର ଅଞ୍ଚଳର ସିମାଞ୍ଚଳ ପାତ୍ର

ମହମ୍ମଦ ମୋକିମ୍ ଓ ଚିରଞ୍ଜିବ ବିଶ୍ବାଳଙ୍କୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ବର: ଏଆଇସିସି ପକ୍ଷରୁ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଏବଂ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ‘ଜାନକୀ-ବସନ୍ତଙ୍କ ଯୋଡି: କଂଗ୍ରେସର ସୁବର୍ଣ୍ଣ ଯୁଗ’ ଶୀର୍ଷକରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି ଦୁଇ ନେତାଙ୍କ ବୟାନକୁ ନେଇ ବିବାଦ

ଗାଁ ଦାଣ୍ଡରେ ଦୁଇ ଭାଇଙ୍କୁ ଗୋଡାଇ ଗୋଡାଇ ହାଣିଲା ଦୁର୍ବୃତ୍ତ, ସାନଭାଇର ମୃତ୍ୟୁ ଓ ବଡ଼ଭାଇ ଗୁରୁତର

ଖୋର୍ଦ୍ଧା: ଜଘନ୍ୟ ହତ୍ୟା । ଗାଁ ଦାଣ୍ଡରେ ଦୁଇ ଭାଇଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ । ଆକ୍ରମଣରେ ସାନଭାଇର ମୃତ୍ୟୁ, ବଡ଼ଭାଇ ଗୁରୁତର । ଖୋର୍ଦ୍ଧା ବୋଲଗଡ ବ୍ଲକ ସାନକୁମାରୀ ଗାଁରେ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ । ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି। ମୃତକ

ବିଳମ୍ବିତ ରାତିରେ ରାଜଧାନୀର ନାଇଟ କ୍ଳବ, ବାର ଓ ହୋଟେଲରେ ଚଢ଼ଉ

ଭୁବନେଶ୍ବର: ବିଳମ୍ବିତ ରାତିରେ ରାଜଧାନୀର ନାଇଟ କ୍ଳବ, ବାର ଓ ହୋଟେଲରେ କମିସନରେଟ ପୁଲିସ ଚଢ଼ଉ କରିଥିଲା। ଇନ୍ଫୋସିଟି ଓ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ସମସ୍ତ ବାର, ନାଇଟ କ୍ଳବ ଓ ହୋଟେଲରେ ଚଢ଼ଉ କରାଯାଇଥିଲା। ସ୍ୱତନ୍ତ୍ର ୨ଟି ପୁଲିସ ଟିମ, ତିନି ପ୍ଲାଟୁନ ପୁଲିସ ଫୋର୍ସ,

ନେମାଳ ଥାନା ନାଗସପୁର ବାଲିଘାଟରେ ଗୁଳିମାଡ଼

କଟକ: ବାଲିଘାଟରେ ଗୁଳିମାଡ଼ । ବୁଲଡୋଜର ଜାଳିଦେଲ ଦୁର୍ବୃତ୍ତ । କଟକ ଜିଲ୍ଲା ନେମାଳ ଥାନା ନାଗସପୁର ଥିବା ଏକ ବାଲି ଘାଟରେ ଗୁଳିମାଡ ହୋଇଛି। ଗୁଳିମାଡ଼ ସହ ଏକ ବୁଲଡୋଜର ଜାଳିଦେଇଛନ୍ତି ଦୁର୍ବୃତ୍ତ । ବାଲିଘାଟର କର୍ମଚାରୀଙ୍କ ଅଭିଯୋଗ ମୁତାବକ, ଗତକାଲି ବିଳମ୍ବିତ ରାତିରେ ୩ରୁ ୪ଜଣ