Browsing Category

ଓଡିଶା

ଭିଜିଲାନ୍ସ ଜାଲରେ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ

ଭବାନୀପାଟଣା: ଭିଜିଲାନ୍ସ ଜାଲରେ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ। କଳାହାଣ୍ଡି ଆୟକର ବିଭାଗ ପକ୍ଷରୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିପିଏସ ସେକ୍ସନ ଅତିରିକ୍ତ ଯନ୍ତ୍ରୀଙ୍କ ଘରେ ଚଢ଼ାଉ। ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗର ଜିପିଏସ ସେକ୍ସନ ଅତିରିକ୍ତ ଯନ୍ତ୍ରୀ କୃଷ୍ଣ…

୨୪ତମ କାରଗିଲ୍ (କାର୍ଗିଲ୍) ବିଜୟ ଦିବସ ପାଳିତ

ଛତ୍ରପୁର : ତା.୨୬.୦୭.୨୩ ଗୋପାଳପୁର ମିଲିଟାରୀ ଷ୍ଟେସନ ଠାରେ ୨୪ତମ କାର୍ଗିଲ ବିଜୟ ଦିବସ ବୁଧବାର ଦିନ ପାଳିତ ହୋଇ ଯାଇଛି । ଆର୍ମି ଡିଫେନ୍ସ ପକ୍ଷରୁ ଅନୁଷ୍ଠିତ ଏହି କାର୍ଗିଲ ବିଜୟ ଦିବସ ପାଳନ ଅବସରରେ ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ଶ୍ରବଣ କୁମାର ଏବଂ ଅତିରିକ୍ତ ଜିଲ୍ଲାପାଳ ଲୀନା…

ମଦ ମାଫିଆ ଓ ପ୍ରଶାସନ ମଧ୍ୟରେ ଫିକ୍ସିଂଙ୍ଗ..! : ବୁଦ୍ଧିଜୀବୀ ଙ୍କ ଅଭିଯୋଗ ଶୁଣିବ କିଏ..?

ଗଞ୍ଜାମ ଜିଲ୍ଲାରେ ଅପମିଶ୍ରଣ ମଦର ବନ୍ୟା ନିଘୋଡ଼ ନିଦରେ ପ୍ରଶାସନ...!! ଲୋକଙ୍କ ଜୀବନ କୁ ନେଇ ଚାଲିଛି ବ୍ୟବସାୟ...!!ବ୍ରହ୍ମପୁର:୨୬-୭ ଗଞ୍ଜାମ ଜିଲ୍ଲାରେ ଥିବା ଅଧିକାଂଶ ସରକାରୀ ଦେଶୀ ମଦଭାଟି ରେ ମହୁଲ ରେ ପୋଚ ପ୍ରସ୍ତୁତ ନ କରି ୟୁରିଆ ଓ ଇଷ୍ଟ ପୋଚ ରେ ବ୍ୟବହାର କରି ସ୍ୱଳ୍ପ…

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ସଂଧ୍ୟା ୫ଟା ୫୯ ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ। ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବାକୁ ବିମାନନ୍ଦରରେ…

ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଗତକାଲିର ଲଘୁଚାପ କ୍ଷେତ୍ର ଆଜି (ମଙ୍ଗଳବାର) ଆହୁରି ଘନୀଭୂତ ହୋଇ ପଶ୍ଚିମ- କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଗାମୀ…

ବିଚ୍‌ ରାସ୍ତାରୁ ଯୁବତୀଙ୍କୁ କାରରେ ଉଠାଇ ନେଲେ ୫ ଦୁର୍ବୃତ୍ତ

କଟକ: ମଝି ରାସ୍ତାରୁ ଯୁବତୀଙ୍କୁ ଉଠାଇନେଲେ ୫ ଦୁର୍ବୃତ୍ତ। ଆଠଗଡ଼ ମଣ୍ଡଳୀ ରାସ୍ତା ଛତାବର ହୋଟେଲ ନିକଟରୁ ଜଣେ ଯୁବତୀଙ୍କୁ ୫ ଜଣ ଯୁବକ ଅପହରଣ କରିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ସକାଳୁ ଯୁବତୀ ଜଣଙ୍କ ସ୍କୁଟିରେ ଯାଉଥିବା ବେଳେ ଯୁବକମାନେ ବିଚ୍ ରାସ୍ତାରୁ ଯୁବତୀଙ୍କୁ କାରରେ…

ପ୍ରଶ୍ନପତ୍ର ପ୍ରଘଟ ମାମଲା, ମାଷ୍ଟରମାଇଣ୍ଡକୁ ଖୋଜିବାକୁ ୨ ରାଜ୍ୟକୁ ଗଲା ପୋଲିସ ଟିମ୍

ବାଲେଶ୍ୱର: ରାଜ୍ୟ ବାହାରକୁ ଗଲା ୫ଟି ପୋଲିସ ଟିମ୍ । ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ ଦ୍ୱାରା ପରିଚାଳିତ ଜେଇ (ସିଭିଲ୍) ମେନ୍ ପ୍ରଶ୍ନପତ୍ର ପ୍ରଘଟ ମାମଲାର ମାଷ୍ଟରମାଇଣ୍ଡକୁ ଧରିବା ଲାଗି ଓଡ଼ିଶା ପୋଲିସର ୫ଟି ଟିମ୍ ୨ଟି ରାଜ୍ୟକୁ ଯାଇଛନ୍ତି । ପ୍ରଶ୍ନପତ୍ର ଲିକ୍ ରାକେଟରେ ସମ୍ପୃକ୍ତ…

ସ୍ୱଚ୍ଛ ସର୍ବେକ୍ଷଣ ତାଲିକାରେ ଭୁବନେଶ୍ୱରକୁ ଶୀର୍ଷରେ ରଖିବା ପାଇଁ ଅପିଲ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ୱଚ୍ଛ ସର୍ବେକ୍ଷଣ-୨୦୨୩ରେ ଭୁବନେଶ୍ୱର ସହର ଭାଗ ନେଇଛି । ଏହି ସର୍ବେକ୍ଷଣରେ ସମସ୍ତେ ସିଟିଜେନ ଫିଡବ୍ୟାକ ଦେଇ ଭୁବନେଶ୍ୱରକୁ  ୧ ନମ୍ବର କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏକ ଭିଡିଓ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ସମସ୍ତ ଭୁବନେଶ୍ୱରବାସୀଙ୍କୁ…

ଓଡିଶା ସିଭିଲ ସର୍ଭିସ ୨୦୨୧ର ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ରୋକ, ସେପ୍ଟେମ୍ବରରେ ପରବର୍ତ୍ତୀ ଶୁଣାଣି

କଟକ: ଓଡିଶା ସିଭିଲ ସର୍ଭିସ ୨୦୨୧ ର ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ରୋକ। ହାଇକୋର୍ଟଙ୍କ ବିନା ଅନୁମତିରେ ଫଳ ପ୍ରକାଶ ନକରିବାକୁ ନିର୍ଦ୍ଦେଶ। ଓଡ଼ିଶା ଲୋକସେବା ଆୟୋଗକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀ ସତୀଶ କୁମାର ପାଣିଗ୍ରାହୀଙ୍କ ଆବେଦନକୁ ଗ୍ରହଣ କରି…

ରାଜ୍ୟରେ କମୁଛି ମୁଣ୍ଡପିଛା ଋଣବୋଝ: ଓଡିଶାର ଶୃଙ୍ଖଳିତ ବିତ୍ତୀୟ ପରିଚାଳନାକୁ କେନ୍ଦ୍ରର ପ୍ରଶଂସା

ଭୁବନେଶ୍ୱର: କମୁଛି ମୁଣ୍ଡପିଛା ଋଣବୋଝ । ଓଡିଶାର ଶୃଙ୍ଖଳିତ ବିତ୍ତୀୟ ପରିଚାଳନାକୁ କେନ୍ଦ୍ରର ସ୍ବୀକୃତି । ରାଜ୍ୟ ସରକାରଙ୍କ ଶୃଙ୍ଖଳିତ ବିତ୍ତୀୟ ପରିଚାଳନା ଲଗାତାର ଭାବେ ଜାତୀୟସ୍ତରରେ ଚର୍ଚ୍ଚିତ ହୋଇଛି । ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ହେଉଛି ମୁଣ୍ଡପିଛା ଋଣଭାର ହ୍ରାସ କ୍ଷେତ୍ରରେ ଓଡି଼ଶା…