Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୁଣି ଅଲୋଡ଼ା ହେଲା ନବଜାତ ଶିଶୁ କନ୍ୟା, ପରିତ୍ୟକ୍ତ ସ୍ଥାନରୁ ଜୀବନ୍ତ ଶିଶୁ କନ୍ୟା ଉଦ୍ଧାର…
ମାଲକାନଗିରି : ଅଲୋଡ଼ା ହେଲା ନବଜାତ ଶିଶୁ କନ୍ୟା, ଜରି ବସ୍ତା ମଧ୍ୟରେ ନବଜାତ ଶିଶୁ କନ୍ୟା କୁ ଖତ ଗଦାରେ ଫିଙ୍ଗା ଯାଇଥିବା ବେଳେ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର।ସୂଚନା ଅନୁଯାୟୀ ଆଜି ମାଲକାନଗିରି ଜିଲ୍ଲା ସଦର ମହକୁମା ତଳସାହି ଠାରେ ଅଳିଆ ଆବର୍ଜନା ପରିପୂର୍ଣ୍ଣ ଏକ ଖତ ଗଦାରୁ!-->!-->!-->…
ଓଡ଼ିଆ ସହ ଅନ୍ୟ ଆଞ୍ଚଳିକ ଭାଷାରେ ପଢ଼ାଯିବ ସିବିଏସ୍ଇ ପାଠ୍ୟକ୍ରମ
ଭୁବନେଶ୍ୱର: ସିବିଏସ୍ଇ ସ୍କୁଲରେ ମାତୃଭାଷାରେ ପାଠ ପଢ଼ାଯିବ । ଏଣିକି ଓଡ଼ିଆ ସହ ଅନ୍ୟ ଭାଷାରେ ସିବିଏସ୍ଇ ସ୍କୁଲରେ ପାଠ ପଢ଼ି ପାରିବେ ଛାତ୍ରଛାତ୍ରୀ । ଏନେଇ ଶନିବାର ସିବିଏସ୍ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
!-->!-->!-->…
ସ୍କୁଲ ଗେଟ୍ରେ ତାଲା ପକାଇଦେଲେ ଅଭିଭାବକ, ଅଚେତ ହେଲେ ୮ ଛାତ୍ରଛାତ୍ରୀ
ବୌଦ୍ଧ : ସ୍କୁଲ ଗେଟ୍ରେ ଜଣେ ଉତ୍ତ୍ୟକ୍ତ ଅଭିଭାବକ ତାଲା ପକାଇଦେବାରୁ ହଟହଟା ହେଲେ ଶହ ଶହ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ। ପରିସ୍ଥିତି ଏପରି ହେଲା ଯେ ଅତ୍ୟଧିକ ଖରା ସହି ନ ପାରି ରାସ୍ତାରେ ହିଁ ଅଚେତ ହୋଇ ପଡ଼ିଗଲେ ୮ ଛାତ୍ରଛାତ୍ରୀ। ତୁରନ୍ତ ସେମାନଙ୍କୁ ହସ୍ପିଟାଲର ଭର୍ତ୍ତି!-->…
ଦୁଇ ଭାଇଙ୍କୁ କରାଯାଇନାହିଁ ଅପହରଣ,ଟେକି ନେଇଛି କର୍ଣ୍ଣାଟକ ପୁଲିସ
ବ୍ରହ୍ମପୁର : ବନ୍ଧୁକ ମୁନରେ ୨ ଭାଇଙ୍କୁ ଅପହରଣ କରିବା ଅଭିଯୋଗରେ ଆସିଛି ନୂଆ ଟ୍ୱିଷ୍ଟ। ଦୁଇ ଭାଇଙ୍କୁ ଅପହରଣ କରାଯାଇନାହିଁ। ବରଂ ଏକ ମାମଲାରେ ଉଠାଇ ନେଇଛି କର୍ଣ୍ଣାଟକ ପୁଲିସ। ଦୁଇ ଭାଇଙ୍କୁ ବିଶାଖାପାଟଣାର ଏକ ହୋଟେଲରେ ରଖାଯାଇଛି ବୋଲି ଗଞ୍ଜାମ ଏସ୍ପି ସୂଚନା ଦେଇଛନ୍ତି।
ଗତକାଲି!-->!-->!-->…
ଥାନାରୁ ଫେରାର ଅଭିଯୁକ୍ତଙ୍କ ମୃତଦେହ ମହାନଦୀରୁ ଉଦ୍ଧାର
କଟକ: କଟକ କ୍ୟାଣ୍ଟନମେଣ୍ଟ ଥାନାରୁ ଗତକାଲି ଭୋରୁ ଚମ୍ପଟ ମାରିଥିବା ଶଙ୍କର୍ଷଣ ବେହେରା ଓରଫ ବବୁଲୁଙ୍କ ମୃତଦେହ ଆଜି ମହାନଦୀରୁ ଉଦ୍ଧାର ହୋଇଛି। ପୁଲିସ୍ର ଅତ୍ୟଧିକ ଶାରୀରିକ ଓ ମାନସିକ ନିର୍ଯାତନା ସହି ନ ପାରି ବବୁଲୁ ଜୀବନ ବିକଳରେ ମହାନଦୀରେ ପଶି ଆଖି ବୁଜିଥିବା ପରିବାର ଲୋକେ ଅଭିଯୋଗ!-->…
ସେପ୍ଟେମ୍ବରରୁ ଭୁବନେଶ୍ବରରେ ଆରମ୍ଭ ହେବ ଏୟାର କାର୍ଗୋ ସେବା
ଭୁବନେଶ୍ବର : ଚଳିତ ବର୍ଷ ସେପ୍ଟେମ୍ବର ସୁଦ୍ଧା ଭୁବନେଶ୍ବର ବିମାନବନ୍ଦରରୁ ଏୟାର କାର୍ଗୋ ସେବା ଆରମ୍ଭ ହେବ। ସେଥିପାଇଁ ବିମାନବନ୍ଦରରେ ଭିତ୍ତିଭୂମି ବିକାଶ କାର୍ଯ୍ୟ ଜୋର୍ସୋରରେ ଆଗେଇ ଚାଲିଛି। ଖୁବ୍ଶୀଘ୍ର କାର୍ଯ୍ୟ ଶେଷ ହେବ। ଏହାପରେ ବ୍ୟୁରୋ ଅଫ୍ ସିଭିଲ୍ ଆଭିଏସନ୍ର ଅଧିକାରୀମାନେ!-->…
ପାରିବାରିକ କଳହରୁ ନିର୍ମମ ହତ୍ୟା, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ
ବୌଦ୍ଧ: ପାରିବାରିକ କଳହରୁ ନିର୍ମମ ହତ୍ୟା । ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ । ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଗଣ୍ଡାପାଜୁ ଗାଁରେ ଅଭାବନୀୟ ଘଟଣା । ମୃତକ ଦୁଲ୍ଲଭା ନାଏକ । ସ୍ତ୍ରୀକୁ ହତ୍ୟା ପରେ ଅଭିଯୁକ୍ତ ସ୍ୱାମୀ କିଶୋର ନାଏକ ଘଟଣାସ୍ଥଳରୁ ଫେରାର ମାରିଛି ।
!-->!-->!-->…
୩ କଲରାପତରିଆ ଛାଲ ଓ ୩ ହରିଣ ଛାଲ ଜବତ, ଜଣଙ୍କୁ ଗିରଫ କଲା ଏସଟିଏଫ୍
କଳାହାଣ୍ଡି: କଲରାପତରିଆ ବାଘ ଛାଲ ଡ଼ିଲ ବେଳେ ମାଡିବସିଲା ଏସଟିଏଫ | ଗତକାଲି ସନ୍ଧ୍ୟାରେ କଳାହାଣ୍ଡି ଏମ୍ ରାମପୁର-ନର୍ଲାର ଶ୍ରୀପଲ୍ଲୀ ଛକରେ ଏସଟିଏଫ୍ ଚଢାଉ କରି ଖଗେଶ୍ୱର ପୁଟେଲ ନାମକ ବ୍ୟକ୍ତିଙ୍କୁ ଗିରଫ କରିଛି । ସମ୍ପୁକ୍ତ ବ୍ୟକ୍ତିଙ୍କ ପାଖରୁ ୩ଟି କଲରାପତରିଆ ବାଘ ଛାଲ ଓ ୩ଟି ହରିଣ!-->…
ପୁଣି ୱାଗନ୍ ଛାଡ଼ି ପଳାଇଲା ମାଲବାହୀ ଇଞ୍ଜିନ୍
ବାଲେଶ୍ୱର: ଏକ କୋଇଲା ବୋଝେଇ ମାଲବାହୀ ଗାଡ଼ିର ଇଞ୍ଜିନ୍ ୱାଗନକୁ ଛାଡ଼ି ପଳାଇଛି । ସପ୍ତାହକ ମଧ୍ୟରେ ଏଭଳି ଦ୍ୱିତୀୟ ଘଟଣା ଦେଖିବାକୁ ମିଳିଛି । ବାଲେଶ୍ୱର ଜିଲ୍ଲା ସୋର ରେଲୱେ ଷ୍ଟେସନରେ ଏକ କୋଇଲା ବୋଝେଇ ମାଲବାହୀ ଗାଡ଼଼ି ୱାଗନକୁ ଛାଡ଼ି ୨ କିଲୋମିଟର ପଳାଇଛି ।
ସୂଚନା!-->!-->!-->…
ଗଞ୍ଜେଇ ଜବତ କରିବାକୁ ଯାଇ ଖଣ୍ଡାଚୋଟ ଖାଇଲେ ଅବକାରୀ ଅଧିକାରୀ
କୋରାପୁଟ: ଗଞ୍ଜେଇ ମାଫିଆଙ୍କୁ ଧରିବାକୁ ଜାଲ ବିଛାଇଥିଲା ଅବକାରୀ ବିଭାଗ । ହେଲେ ସେହି ଜାଲରେ ପଡ଼ିଗଲେ ଖୋଦ୍ ଅବକାରୀ ଅଧିକାରୀ । ଗଞ୍ଜେଇ ମାଫିଆଙ୍କ ଆକ୍ରମଣରେ ଗୁରୁତର ହେଲେ ଅବକାରୀ ବିଭାଗ ଆଇଆଇସି ଦୁର୍ବଦଳ ବିଶ୍ୱାଳ ଓ କନେଷ୍ଟବଳ ମେଘନାଦ ଶବର । ଉଭୟଙ୍କୁ ଖଣ୍ଡା, ଠେଙ୍ଗା ଓ ବନ୍ଧୁକ!-->…