Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାଲି ବୋଝେଇ ଟ୍ରକ୍ ଛାଡ଼ିବାକୁ ଲକ୍ଷେ ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ IIC
ବୌଦ୍ଧ: ଭିଜିଲାନ୍ସ ଜାଲରେ ଆଉ ଜଣେ ପୋଲିସ ଅଧିକାରୀ । ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଆଇଆଇସି ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ହରଭଙ୍ଗା ଥାନା ଆଇଆଇଲି ପୁଷ୍ପଲତା ରାଉତରାୟଙ୍କୁ ଲାଞ୍ଚ ଟଙ୍କା ସହ କାବୁ କରି ନେଇଛି ଭିଜିଲାନ୍ସ ।
!-->!-->…
୩୧ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ସମଗ୍ର ଶିକ୍ଷା ପ୍ରକଳ୍ପ କୋ-ଅର୍ଡିନେଟର୍
ବଲାଙ୍ଗିର:ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗିର ଡିପିସି ଅଫିସର ଜେଣ୍ଡର କୋଅର୍ଡିନେଟର ପୁଷ୍ପାଙ୍ଗିନୀ ଯୋଶୀ। ୩୧ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭିଜିଲାନ୍ସ ପୁଷ୍ପାଙ୍ଗିନୀ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଛି।
ପାଟଣାଗଡ଼!-->!-->!-->…
ଜେଲରେ ନିଘୋଡ଼ ନିଦରେ ଶୋଇଥିଲେ ୨ ୱାର୍ଡର, ଫଟୋ ଭାଇରାଲ ପରେ ହେଲେ ସସପେଣ୍ଡ
ଅନୁଗୁଳ: ଜେଲ୍ରେ ରହିଛନ୍ତି ବହୁ ମୋଷ୍ଟ ୱାଣ୍ଟେଡ ଅପରାଧୀ। ଘଟାଇ ସାରିଛନ୍ତି ବହୁ ବଡ଼ ବଡ଼ ଅପରାଧ । ହେଲେ ସେମାନଙ୍କୁ ଜଗିବାକୁ ନିୟୋଜିତ ହୋଇଥିବା ୨ ଜେଲ୍ କର୍ମଚାରୀ ଚେଇଁବା ବଦଳରେ ଅଚିନ୍ତା ନିଦରେ ଶୋଇ ପଡ଼ିଛନ୍ତି। ଅନୁଗୁଳ ଜିଲ୍ଲା ତାଳଚେର ଉପଖଣ୍ଡ କାରାଗାରରେ ଜେଲ ୱାର୍ଡର ଶୋଇବାର!-->…
ମୋକିମ୍ ଓ ଚିରଞ୍ଜୀବଙ୍କ ନିଲମ୍ବନକୁ ବିରୋଧ, କଂଗ୍ରେସ ଭବନ ଆଗରେ ସମର୍ଥକଙ୍କ ଆନ୍ଦୋଳନ
ଭୁବନେଶ୍ୱର: ନିଲମ୍ବନକୁ ନେଇ ବଢ଼ୁଛି ଅଡ଼ୁଆ, ବଢ଼ୁଛି ବିବାଦ । ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଏଆଇସିସି ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ନିଲମ୍ବିତ କରିଥିଲା । ଆଉ ନିଲମ୍ବନ ନିଆଁ ଏବେ କର୍ମୀଙ୍କ ମଧ୍ୟରେ ଆକ୍ରୋଶ ହୋଇ ବ୍ୟାପିବାରେ ଲାଗିଛି ।
ମହମ୍ମଦ ମୋକିମ୍ ଓ!-->!-->!-->…
କ୍ୟାଣ୍ଟନମେଣ୍ଟ ଥାନା ଭିତରୁ ଅଭିଯୁକ୍ତ ଫେରାର୍
କଟକ : ଥାନା ଭିତରୁ ଚମ୍ପଟ ମାରିଲା ଅଭିଯୁକ୍ତ । କଟକ କ୍ୟାଂଟନମେଂଟ ଥାନାରୁ ଫେରାର୍ ମାରିଲା ଚୋରୀ ଘଟଣାର ଅଭିଯୁକ୍ତ ବବଲୁ ବେହେରା । ମୋବାଇଲ ଚୋରି ଅଭିଯୋଗରେ ବବୁଲକୁ ପଚରାଉଚରା ପାଇଁ ଆଣିଥିଲା ପୁଲିସ । ଥାନା ଭିତରେ ପୋଲିସ ସାମ୍ନାରେ ଅଭିଯୁକ୍ତ ଫେରାର ହେବା ନେଇ ପ୍ରଶ୍ନ ଉଠିଛି ।
!-->!-->!-->…
ଲଗାଣ ବର୍ଷାରେ ଧୋଇଗଲା ଅସ୍ଥାୟୀ ଜାମୁଘାଟ ପୋଲ, ଉଦଳା-ବାଲେଶ୍ୱରକୁ ଯୋଗାଯୋଗ ବିଚ୍ଛିନ୍ନ
ଉଦଳା: ଲଗାଣ ବର୍ଷାରେ ଧୋଇଲା ଅସ୍ଥାୟୀ ପୋଲ । ଉଦଳା-ବାଲେଶ୍ୱର ରାସ୍ତାର କଇଁସାରି ଠାରେ ଥିବା ଅସ୍ଥାୟୀ ଜାମୁଘାଟ ପୋଲ ଧୋଇଯାଇଛି । ତେଣୁ ଉଦଳା-ବାଲେଶ୍ୱରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।
ବିଳମ୍ବିତ ରାତିରେ ପୋଲଟି ଭାସିଯାଇଛି । ଶିମିଳିପାଳ ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଦେଓ ନଦୀର!-->!-->!-->…
ରତ୍ନଭଣ୍ଡାର ପ୍ରସଙ୍ଗରେ ଗଜପତିଙ୍କୁ ଚିଠି ଲେଖିଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ
ପୁରୀ: ରତ୍ନଭଣ୍ଡାର ପ୍ରସଙ୍ଗରେ ଚିଠି ଲେଖିଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ସୁଦର୍ଶନ ପଟ୍ଟନାୟକଙ୍କ ଚିଠି । ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜାଙ୍କୁ ଲେଖିଲେ ଚିଠି । ରତ୍ନଭଣ୍ଡାରୁ ଖୋଲିବାକୁ ସରକାରଙ୍କୁ କମିଟି ନିବେଦନ କରୁ କହିଲେ!-->…
ଗତ ୨୪ ଘଣ୍ଟାରେ ନୟାଗଡ଼ରେ ସର୍ବାଧିକ ବର୍ଷା ରେକର୍ଡ
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା। ସକ୍ରିୟ ଲଘୁଚାପ ଯୋଗୁଁ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ୨ ଟି ସ୍ଥାନରେ ଅତିପ୍ରବଳ, ୧୦ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ତଥ୍ୟ ଜାରି ହୋଇଛି। ଗତ ୨୪ ଘଣ୍ଟାରେ ନୟାଗଡ଼ରେ ସର୍ବାଧିକ!-->…
ନୟାଗଡ ଦଶପଲ୍ଲା ଟାକରା ଛକରେ ବୋମାମାଡ଼, ଦୁର୍ବୁତ୍ତକୁ କାବୁ କଲେ ଗ୍ରାମବାସୀ
ନୟାଗଡ: ନୟାଗଡ ଜିଲ୍ଲା ଦଶପଲ୍ଲା ଟାକରା ଛକରେ ବୋମାମାଡ଼ । ଗୋପାଳପୁର ଗାଁର ଶ୍ରୀନିବାସ ବେହେରା ଏହି ବୋମାମାଡ଼ କରିଥିବା ଜଣାପଡିଛି । କାବୁ ଟାକରା ଛକରେ ଥିବା ଶକ୍ତିକାନ୍ତ ଷଡଙ୍ଗୀଙ୍କ ଚା ଦୋକାନ ଓ ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କ ଘର ଆଗରେ ବୋମାମାଡ କରିଛି ଶ୍ରୀନିବାସ । ତେବେ!-->…
ଅଗଷ୍ଟ ୧୫ ସୁଦ୍ଧା ୧ କୋଟି ଗଛ ଲଗାଇବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଭିଡିଓ ବାର୍ତ୍ତା
ପ୍ରକୃତି ଓ ପରିବେଶର ସୁରକ୍ଷା ଏବଂ ସଂରକ୍ଷଣ ଉଦ୍ଦେଶ୍ୟରେ କେନ୍ଦ୍ରମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା । ଅଗଷ୍ଟ ୧୫ ସୁଦ୍ଧା ୧ କୋଟି ଗଛ ଲଗାଇବା ପାଇଁ ପରାମର୍ଶ । ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକମାନଙ୍କୁ ଆହ୍ଵାନ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ସହ ଭବିଷ୍ୟତ ପିଢ଼ି!-->…