Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜିଲ୍ଲାପାଳମାନଙ୍କୁ ସତର୍କ କରାଇଲା ଏସଆରସି
ଭୁବନେଶ୍ୱର: ରାଜ୍ୟରେ ବର୍ଷା ନେଇ ସ୍ୱତନ୍ତ୍ର ରିଲିଫ କମିଶନ ବା ଏସଆରସି ସୂଚନା ଜାରି କରିଛନ୍ତି । ଏସଆରସିଙ୍କ ସୂଚନା ମୁତାବକ ଆସନ୍ତ ୨୬ କିମ୍ବା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଲଘୁଚାପ ଥିବାରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି । ଏହି କ୍ରମରେ!-->…
ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ
ପୁରୀ: ବନକଲାଗି ନୀତି ବିଶୃଙ୍ଖଳା ପ୍ରସଙ୍ଗରେ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ନୋଟିସର ଉତ୍ତର ଚାରିଦିନ ମଧ୍ୟରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଶ୍ରୀମନ୍ଦିର ଆଇନ ୨୦ ଓ ୩୦ ଧାରାରେ ନୋଟିସ ହୋଇଛି । ମିଳିଥିବା ସୂଚନା ମୁତାବକ ୨୦୧୮ ପରିଚାଳନା କମିଟି!-->…
ଆଉ ଜଣେ ନକଲି ଡାକ୍ତରକୁ ଖୋଜୁଛି ପୋଲିସ
କଟକ: ନିକଟରେ ନକଲି ଡାକ୍ତରଙ୍କ ଖୁଲାସା ପରେ କଟକରେ ଦ୍ୱିତୀୟ ନକଲି ଡାକ୍ତରଙ୍କ ବିରୋଧରେ ତଦନ୍ତ ଆରମ୍ଭ ହୋଇଛି। ବର୍ତ୍ତମାନ ଡାକ୍ତର ଜଣକ ଫେରାର ଥିବା ବେଳେ ତାଙ୍କ ମୋବାଇଲ୍ ଫୋନ୍ ବନ୍ଦ ଥିବାରୁ ଯୋଗାଯୋଗ ହୋଇପାରିନାହିଁ। ରିପୋର୍ଟରେ ଦର୍ଶାଯାଇଛି ଯେ ଅଭିଯୁକ୍ତ ଡାକ୍ତର ବିଭିନ୍ନ ସ୍ଥାନରେ!-->…
ଶିକ୍ଷୟତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଅଭିଯୁକ୍ତ ମହିଳା ଗିରଫ
ବସ୍ତା: ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ସଗଡାଶୁଳା ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ଜଣେ ମହିଳା ଶିକ୍ଷୟିତ୍ରୀ ଅଞ୍ଜଳି ମହାନ୍ତିଙ୍କୁ ମାଡ଼ ମାରିବା ଅଭିଯୋଗରେ ହରପ୍ରିୟା ମହାନ୍ତି ନାମକ ଜଣେ ମହିଳାଙ୍କୁ ପୁଲିସ ଗିରଫ କରିଛି। ଏହି ହିଂସାତ୍ମକ ଘଟଣା ସେତେବେଳେ ସାମ୍ନାକୁ!-->…
ସମ୍ବଲପୁରରେ ବର୍ଷେ ପାଇଁ ସମସ୍ତ ଧାର୍ମିକ ଶୋଭାଯାତ୍ରା ବନ୍ଦ
ସମ୍ବଲପୁର : ସମ୍ବଲପୁରରେ ବର୍ଷେ ପାଇଁ ସମସ୍ତ ଧାର୍ମିକ ଶୋଭାଯାତ୍ରାକୁ ବନ୍ଦ କରାଯାଇଛି। ଶାନ୍ତି କମିଟି ବୈଠକରେ ହୋଇଛି ଏହି ନିଷ୍ପତ୍ତି। ସମ୍ବଲପୁର ଏସପି ମୁକେଶ ଭାମୁ ଏହି ସୂଚନା ଦେଇଛନ୍ତି। ସମ୍ବଲପୁର ସହରରେ ହନୁମାନ ଜୟନ୍ତୀ ଓ ମହରମ ଅବସରରେ ବିଶାଳ ଶୋଭାଯାତ୍ରାର ଆୟୋଜନ ହୋଇଥାଏ।!-->…
ଘର ଦେବା ନାଁରେ ୧୫ କୋଟି ଠକେଇ, ରିଅଲ୍ ଇଷ୍ଟେଟ କମ୍ପାନୀର ଅତିରିକ୍ତ ନିର୍ଦ୍ଦେଶକ ଗିରଫ
ଭୁବନେଶ୍ୱର: ଗୁରୁବାର ଅର୍ଥନୈତିକ ଅପରାଧ ଶାଖା (EOW) ମିଶ୍ର କ୍ରିଏସନ୍ ପ୍ରାଇଭେଟ୍ ଲିମିଟେଡର ଅତିରିକ୍ତ ନିର୍ଦ୍ଦେଶକଙ୍କୁ ଗିରଫ କରିଛି । ଏକାଧିକ ବ୍ୟକ୍ତିଙ୍କ ଠାରୁ ଘର ଦେବା ନାଁରେ ୧୫ କୋଟି ଟଙ୍କା ଠକେଇ ଅଭିଯୋଗରେ ଗିରଫ କରିଛି ଇଓଡବ୍ଲୁ । ଗିରଫ ଜଣଙ୍କ ହେଉଛନ୍ତି!-->…
ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲର ସଦସ୍ୟ ହେଲେ ସାଂସଦ ସୁଲତା ଦେଓ
ଭୁବନେଶ୍ୱର : ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲର ସଦସ୍ୟ ହେଲେ ସୁଲତା ଦେଓ। ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି। ସୁଲତା ଦେଓଙ୍କୁ ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲର ସଦସ୍ୟ ଭାବେ ରାଜ୍ୟସଭା ଅଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି।
ସୂଚନାଯୋଗ୍ୟ, ଯାଜପୁର ଜିଲ୍ଲା!-->!-->!-->…
ମହିଳା ସଶକ୍ତିକରଣ ଉପରେ ପ୍ରଶ୍ନ ଉଠାଇଲା କଂଗ୍ରେସ
ଭୁବନେଶ୍ୱର- ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ କଂଗ୍ରେସର ମୁଖପାତ୍ର ଶ୍ରୀମତୀ ରଶ୍ମି ମହାପାତ୍ର ସାମ୍ବାଦିକ ମାନଙ୍କୁ ସମ୍ବୋଦ୍ଧିତ କରି କହିଲେ ଯେ ଦୀର୍ଘ ୨୪ ବର୍ଷର ବିଜେଡ଼ି ସରକାର ନିରନ୍ତର ଶାସନ ବ୍ୟବସ୍ଥାରେ ରହିଲାପରେ ମଧ୍ୟ ଆଜି ଓଡ଼ିଶାର!-->…
ରକ୍ତହୀନତା ଦୂରୀକରଣ ନୁହେଁ, ଭୋଟ୍ ଲକ୍ଷ୍ୟରେ ରାଜ୍ୟ ସରକାର : ଡ.ଲେଖାଶ୍ରୀ
ଭୁବନେଶ୍ୱର : ମା’ ଓ ଶିଶୁ ରକ୍ତହୀନତାର ଶିକାର ହେଲେ ସେ କେବେହେଲେ ସବଳ ହେବ ନାହିଁ କି ମାନସିକ ସ୍ତରରେ ମଧ୍ୟ ବୃଦ୍ଧି ଘଟିବ ନାହିଁ । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସଂପର୍କିତ ସଦ୍ୟ ପ୍ରକାଶିତ ‘ଆନେମିଆ ମୁକ୍ତ ଲକ୍ଷ୍ୟ ଅଭିଯାନ (ଅମ୍ଲାନ)’ ରିପୋର୍ଟ ଅତ୍ୟନ୍ତ ଚିନ୍ତାଜନକ । ରାଜ୍ୟର ମହିଳା!-->…
ବାପାଙ୍କ ମୃତ୍ୟୁର ବର୍ଷେ ପରେ ସମାନ ସ୍ଥାନରେ ପୁଅକୁ ହତ୍ୟା
ବରଗଡ଼: ୫ ଦିନ ମଧ୍ୟରେ ଦ୍ୱିତୀୟ ହତ୍ୟାକାଣ୍ଡ । ପୁଣି ବରଗଡ଼ରେ ଚାଞ୍ଚଲ୍ୟ । ମାତ୍ର ସପ୍ତାହକ ଭିତରେ ବରଗଡ଼ ସହରରେ ଗଡ଼ିଲାଣି ଦୁଇ ଦୁଇଟି ମୁଣ୍ଡ । ଗତ ୧୫ ତାରିଖରେ ୧୧ ନମ୍ବର ୱାର୍ଡରୁ ଜଣଙ୍କ ରକ୍ତାକ୍ତ ମୃତଦେହ ମିଳିଥିବା ବେଳେ ଆଜି ପୁଣି ୧ ନମ୍ବର ୱାର୍ଡରୁ ମିଳିଛି କ୍ଷତ ବିକ୍ଷତ!-->…