Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭାରସାମ୍ୟ ହରାଇ ଓଲଟିଲା କାର, ୫ ଆହତ
ମୋହନା: ଗଜପତି ଜ଼ିଲ୍ଲା ଅଡବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ବୁଲାଣି ରାସ୍ତାରେ ଆଜି ସକାଳ ସମୟରେ ଭାରସାମ୍ୟ ହରାଇ ଏକ କାର୍ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣାରେ କାର୍ ଟି ରାସ୍ତାରୁ ୧୫ ଫୁଟ ତଳକୁ ଚାଲିଯାଇଛି। ପୁରୀରୁ ଏକ ପରିବାରର ସଦସ୍ୟ ମାନେ କୌଣସି କାମରେ ଜୟପୁର ବାଲିସାହି!-->…
ଗୋଲଡେନ ବାବାର ୫୧ ଲକ୍ଷ ଟଙ୍କାର ଅଡି କାର ଜବତ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
ଭୁବନେଶ୍ୱର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର ଘୋଷଣା କରିଛି ଯେ ‘ଗୋଲଡେନ ବାବା’ ଭାବେ ପରିଚିତ ଜ୍ୟୋତି ରଞ୍ଜନ ବେଉରାଙ୍କ ବିରୋଧରେ ଏକ ମାମଲାର ତଦନ୍ତ ସମୟରେ ପ୍ରାୟ ୫୧ ଲକ୍ଷ ଟଙ୍କା ମୂଲ୍ୟର ଏକ ବିଳାସପୂର୍ଣ୍ଣ ଅଡି କ୍ୟୁ୫ କାର୍ ଜବତ କରିଛି। ପ୍ରିଭେନସନ୍ ଅଫ୍ ମନି ଲଣ୍ଡରିଂ!-->…
ମା’କୁ କଟୁରୀରେ ହାଣିଦେଲା ପୁଅ…
ପାରାଦ୍ଵୀପ: ଭୂତୁମୁଣ୍ଡାଇ ଗ୍ରାମ କୂମ୍ଭାର ସାହିରେ ବିଭତ୍ସ ହତ୍ୟା। ମାନସିକ ବିକୃତ ପୁଅ ନିଜ ମା’ କୁ ହାଣି ହତ୍ୟା କରିଛି ।ପୁଅର ଆକ୍ରମଣରେ ମା’ର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି ।
ମା’ ସୁଲୋଚନା ଦେବୀ ନୂଆଗଡ ସ୍କୁଲର ଶିକ୍ଷୟତ୍ରୀ। ସୁଲୋଚନାଙ୍କ ସାନପୁଅ ଅଂଶୁମାନ ଓରଡଫ ହାପିନା । ସକାଳୁ!-->!-->!-->…
ବିଡିଓଙ୍କ ଜାଲ ଦସ୍ତଖତ କରି ଠକିନେଲେ ୧୫ ଲକ୍ଷ
ଟାଙ୍ଗୀ : ଠିକାଦାର ବିଡିଓଙ୍କ ଜାଲ ଦସ୍ତଖତ କରି ବ୍ୟାଙ୍କରୁ ଠକି ନେଲେ ୧୫ ଲକ୍ଷରୁ ଅଧିକ ଟଙ୍କା । ଠିକାଦାର ହେଉଛନ୍ତି ଚିଲିକା ବ୍ଲକ୍ ଅଧ୍ୟକ୍ଷଙ୍କ ସ୍ୱାମୀ କିଶୋର ବେହେରା । ଘଟଣା ହେଉଛି ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକରେ । ଟାଙ୍ଗୀ ବ୍ଲକର ବଡପାରୀ ଓ କୁହୁଡି ନୂତନ ସ୍ୱାସ୍ଥ୍ୟ!-->…
ଶିକାରୀ ଗୁଳିମାଡ଼ରେ ଫରେଷ୍ଟଗାର୍ଡ ମୃତ…
କରଞ୍ଜିଆ: ଶିକାରୀ ଗୁଳିମାଡ଼ରେ ଫରେଷ୍ଟଗାର୍ଡ ମୃତ । ଶିମିଳିପାଳ ଅଭୟାରଣ୍ୟରେ ଶିକାରୀ ଗୁଳିରେ ଜଣେ ବନ କର୍ମଚାରୀଙ୍କ ମୃତ ହୋଇଛି । ବାଙ୍ଗିରିପୋଷି ରେଞ୍ଜ ଚାକିଡି ବିଟ୍ ଅଞ୍ଚଳରେ ଘଟିଛି ଘଟଣା । ମୃତ ଫରେଷ୍ଟ ଗାର୍ଡ ହେଲେ ବିମଲ କୁମାର ଜେନା । ଘଟଣାସ୍ଥଳରେ ବାଙ୍ଗିରିପୋଷି ପୋଲିସ!-->…
ଆଇଏଏସ୍ ହେଲେ ଭଦ୍ରକର ଝିଅ ଶୁଭାଙ୍ଗି…
ଭଦ୍ରକ : ଭଦ୍ରକ ସହର ବଙ୍କ ସାହିର ସତ୍ୟ ନାରାୟଣ ଖୁଣ୍ଟିଆଙ୍କ କନ୍ୟା ସୁଶ୍ରୀ ଶୁଭାଙ୍ଗି ଖୁଣ୍ଟିଆ ପାଇଲେ ଆଇ.ଏ.ଏସ l ସର୍ବ ଭାରତୀୟ ସ୍ତରରେ 248 ରେଙ୍କରେ ରହିଛନ୍ତି ଶୁଭାଙ୍ଗି l ତେବେ ଏହା ପୂର୍ବରୁ ଓ.ଇ.ଏସ ପାଇ ବର୍ତ୍ତମାନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଡମିନିଷ୍ଟ୍ରେଟିଭ ଅଫିସର!-->!-->!-->…
ନିର୍ମାଣ କାର୍ଯ୍ୟରେ ନାହିଁ ସୂଚନା ଫଳକ , ପଚାରିଲେ ମିଳୁଛି ସାମ୍ବାଦିକ ଧମକ ; ସବୁ ଜାଣି ପ୍ରଶାସନ ନିଦା…
ମାଲକାନଗିରି:(୨୩/୦୫) ଆଜି ସମୟରେ ବିକାଶ ନାଁରେ ଯେତେ ସବୁ ରାଜନୀତି, ଯେତେ ସବୁ କୂଟନୀତି, ଯେତେ ସବୁ ଷଡ଼ଯନ୍ତ୍ର । ଯେଉଁଠି ମାଟି ରାସ୍ତା ଥିଲା ତା ଉପରେ ସିମେଣ୍ଟ , ଗୁଡ଼ି , ବାଲି ଢାଳି କେତେବେଳେ ବିକାଶ ସାମ୍ନାକୁ ଆସୁଛି ତ ଆଉ କେଉଁଠି ସିମେଣ୍ଟ ରାସ୍ତା ଉପରେ ମେଣ୍ଟାଲ , ଚିପ୍ସ!-->!-->!-->…
ଆଇଏଏସ ରେଜଲ୍ଟ ପ୍ରକାଶ, ଇଶିତା କିଶୋରୀ ଟପ୍ପର…
ଭୂବନେଶ୍ୱର: ମଙ୍ଗଳବାର ପ୍ରକାଶ ପାଇଛି ଆଇଏଏସ ରେଜଲ୍ଟ । ୟୁପିଏସସି ପରିଚାଳିତ ଆଇଏଏସ ରେଜଲ୍ଟ ପ୍ରକାଶ ପାଇଛି । ମେରିଟ ଲିଷ୍ଟରେ ଇଶିତା କିଶୋରୀ ଟପ୍ପର ହୋଇଛନ୍ତି । ସେହିପରି ଗରିମର ଲୋହିଆ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି । ତୃତୀୟରେ ଉମା ହାରାତି ଏନ ଅଛନ୍ତି । ଏଥର ପରୀକ୍ଷାରେ ମୋଟ!-->…
ଓଡିଶା ରେ ବଢ଼ିଚାଲିଛି ଦୁର୍ଘଟଣା ହାର : ପାଟ୍ରୋଲିଂ ନିୟମ କୁ ଅଧିକ ସୁଦୃଢ଼ କରିବାକୁ ଯୋଜନା…
ଭୁବନେଶ୍ୱର : ଦିନକୁ ଦିନ ରାଜ୍ୟର ଜାତୀୟ ରାଜପଥରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ବିଶେଷ କରି ଖୋର୍ଦ୍ଧାରୁ ଚଣ୍ଡିଖୋଲ ମଧ୍ୟରେ ଥିବା ଜାତୀୟ ରାଜପଥ-୧୬ରେ ସର୍ବାଧିକ ୧୨ ପ୍ରତିଶତ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିଛି। ଜାତୀୟ ରାଜପଥରେ ଟ୍ରାଫିକ୍ ନିୟମ ଉଲ୍ଲଂଘନ ସ୍ଥିତି ବି ଉଦ୍ବେଗଜନକ!-->…
ମହାନଦୀ ଟ୍ରିବ୍ୟୁନାଲ ସଦସ୍ୟଙ୍କ ଓଡ଼ିଶା ଗସ୍ତ: ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ହେଲା କ୍ଷେତ୍ର ପରିଦର୍ଶନ…
ଭୁବନେଶ୍ୱର // ସୁନ୍ଦରଗଡ଼ : ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ସଦସ୍ୟଙ୍କ ଓଡ଼ିଶା ଗସ୍ତ ମଙ୍ଗଳବାର ଚତୁର୍ଥ ଦିନରେ ପହଞ୍ଚିଛି। ଟ୍ରିବ୍ୟୁନାଲର ସଦସ୍ୟମାନେ ଓଡ଼ିଶାରେ ମହାନଦୀର ବିଭିନ୍ନ ଅଞ୍ଚଳରେ କ୍ଷେତ୍ର ପରଦର୍ଶନ ଜାରି ରଖିଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର ଦିନ ସେମାନେ!-->!-->!-->…