Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଛୁଆ ଚୋରି ନେଇ ଏମ୍କେସିଜି ମେଡିକାଲରେ ମହିଳାଙ୍କ ହାଇଡ୍ରାମା…
ବ୍ରହ୍ମପୁର : ବ୍ରହ୍ମପୁର ଏମକେସିଜି ମେଡ଼ିକାଲ(ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ)ରେ ହାଇଡ୍ରାମା। ଲୁହ ଛଳଛଳ ହୋଇଥିବା ମହିଳାଙ୍କ ଛୁଆ ଚୋରି ଅଭିଯୋଗ ପରେ ନାକେଦମ ହେଲା ପୁଲିସ। ୩ଘଣ୍ଟା ଧରି ପୁଲିସ ନାକେଦମ ହୋଇ ତଦନ୍ତ କରିବା ପରେ ସମ୍ପୃକ୍ତ ମହିଳାଙ୍କ!-->…
ରାଜ୍ୟ ମନ୍ତ୍ରିମଣ୍ଡଳ ଅଦଳବଦଳକୁ ନେଇ ବିଜେପିର ଟାର୍ଗେଟ…
ଭୁବନେଶ୍ୱର: ଆଜି ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଥିବାବେଳେ ଏବେ ସେମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି | ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗର ଦାୟିତ୍ୱ ମିଳିଥିବାବେଳେ ସୁଦାମ ମାର୍ଣ୍ଡିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଶାରଦା ନାୟକଙ୍କୁ ଶ୍ରମ ବିଭାଗର ଦାୟିତ୍ୱ ମିଳିଛି |!-->…
କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ତିନି ନୂଆ ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ଖାଲି ପଡ଼ିଥିବା ମନ୍ତ୍ରୀ ପଦକୁ ନେଇ ଗତ କିଛି ଦିନ ଧରି ଲାଗି ରହିଥିବା ଚର୍ଚ୍ଚାରେ ଆଜି ବିରାମ ଲାଗିଛି। ଶପଥ ନେଲେ ରାଜ୍ୟର ତିନି ନୂଆ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ସାରଦା ନାୟକ, ସୁଦାମ ମାର୍ଣ୍ଡି କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ହେଲେ!-->…
ପୁରୀ ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସମୀକ୍ଷା କଲେ 5T ସଚିବ ଭି.କେ ପାଣ୍ଡିଆନ
ପୁରୀ : ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ । ଆଜି ସକାଳେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି 5T ସଚିବ। ଏଥିସହିତ ଶ୍ରୀମନ୍ଦିର ସମ୍ମୁଖରେ ଚାଲୁଥିବା ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଛନ୍ତି ।
ଶ୍ରୀଜିଉଙ୍କୁ ଦର୍ଶନ ପରେ ବେଢା ପରିକ୍ରମା କରିବା!-->!-->!-->…
ମହାନଦୀ କୂଳରୁ ଉଦ୍ଧାର ହେଲା ଯୁବତୀଙ୍କ ମୃତଦେହ
ଆଠଗଡ଼: ମହାନଦୀ କୂଳରୁ ଉଦ୍ଧାର ହୋଇଛି ଜଣେ ଯୁବତୀଙ୍କ ମୃତଦେହ। ମୁଣ୍ଡଳୀ ବ୍ରିଜ ଠାରୁ ୨ କିମି ଦୂର ଆଠଗଡ଼ ଖୁଣ୍ଟୁଣୀ ଥାନା ଅନନ୍ତପୁର ଗାଁ ପାଖ ମହାନଦୀ କୂଳରେ ମୃତଦେହ ଭାସୁଥିବାର ଦେଖି ଅଗ୍ନୀଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯଇଛି। ଘଟଣାସ୍ଥଳରେ ଖୁଣ୍ଟୁଣୀ ଥାନା ପୋଲିସ ପହଞ୍ଚି!-->…
ଭିଜିଲାନ୍ସ ଜାଲରେ ଗାଇସିଲେଟ ଥାନା IIC, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ
ବରଗଡ଼ : ଗାଇସିଲେଟ ଥାନା ଆଇ ଆଇ ସିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆଇ ଆଇ ସି ବୀରବର ଭଗତଙ୍କ ସରକାରୀ ଓ ବେସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚାଲିଛି ଭିଜିଲାନ୍ସ ଚଢ଼ାଉ । ଗାଇସିଲେଟ ଥାନା , ସରକାରୀ ବାସଭବନ ସହ ସମ୍ବଲପୁରରେ!-->…
ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ବିଦ୍ୟୁତ୍ ବିଭ୍ରାଟ୍ ପ୍ରସଙ୍ଗ: ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ
ମୟୂରଭଞ୍ଜ : ମହାମହିମ ରାଷ୍ଟ୍ରପତିଙ୍କୁ ଅସମ୍ମାନ ପ୍ରତିବାଦରେ ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ହରତାଳ ଡାକରା ଦିଆ ଯାଇଥିଲା। ସକାଳ ୬ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଇଥିଲା। ସକାଳୁ ସକାଳୁ ବନ୍ଦର ପ୍ରଭାବ ଦେଖିବାକୁ ମିଳିଥିଲା। ବାରିପଦରେ ସମସ୍ତ ଦୋକାନ ବଜାର ବନ୍ଦ!-->…
ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ରାଜ୍ୟର ସମବାୟ ବିଭାଗ କାର୍ଯ୍ୟକ୍ରମର ସମୀକ୍ଷା…
ଭୂବନେଶ୍ୱର: ସମବାୟ ବିଭାଗର ବିଭିନ୍ନ ଉପଲବ୍ଧ ମଧ୍ୟରୁ ରାଜ୍ୟର ଚାଷୀମାନଙ୍କୁ କୃଷିଋଣ ଯୋଗାଣ ଅନ୍ୟତମ । ଆମ ରାଜ୍ୟରେ ତ୍ରିସ୍ତରୀୟ ସ୍ୱଳ୍ପମିଆଦି ସମବାୟ ଋଣ ବ୍ୟବସ୍ଥା ଅନ୍ତର୍ଗତ ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କ, ୧୭ ଗୋଟି କେନ୍ଦ୍ର ସମବାୟ ବ୍ୟାଙ୍କ ଓ ୨୭୧୦ ଗୋଟି ପ୍ରାଥମିକ କୃଷି ଋଣ ସମବାୟ!-->…
ଡ଼ ସୁଧାଂଶୁ ଷଡଙ୍ଗୀ ନୂଆ ଫାୟାର ଡିଜି ଭାବେ ଦାୟିତ୍ୱ ଗ୍ରହଣ…
ଭୂବନେଶ୍ୱର : ୨୨/୦୫ : ୧୯୯୦ ବ୍ୟାଚର ବରିଷ୍ଠ ଆଇପିଏସ ଅଫିସର ଡ଼ ସୁଧାଂଶୁ ଷଡଙ୍ଗୀ ରାଜ୍ୟ ଅଗ୍ନିଶମ ଓ ଜରୁରୀକାଳୀନ ସେବା ସଂସ୍ଥା ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ । ଦାୟିତ୍ୱ ଗ୍ରହଣ କରିବା ପରେ କୌଣସି ସଂଗଠନର ବିକାଶ ଓ ପରିଚୟ ଏକ କ୍ରମାଗତ ପ୍ରକିୟା ବୋଲି ସେ କହିଛନ୍ତି।!-->…
ନୂଆ ମନ୍ତ୍ରୀ ହେବେ ବିକ୍ରମ, ସୁଦାମ ମାରାଣ୍ଡି ଓ ସାରଦା
ଭୁବନେଶ୍ବର: ଲୋକସେବା ଭବନ ସମ୍ମିଳନୀ କକ୍ଷରେ ସୋମବାର ସକାଳ ୯ଟା ୫୦ରେ ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେବେ। ସ୍ବାସ୍ଥ୍ୟ, ଶିକ୍ଷା ଓ ଶ୍ରମ ମନ୍ତ୍ରୀ ଭାବେ ତିନି ଜଣ ବିଧାୟକଙ୍କୁ ଦାୟିତ୍ବ ମିଳିବ। ବିଧାୟକ ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଓ ସାରଦା ପ୍ରସନ୍ନ ନାୟକଙ୍କୁ ଆଜି!-->…