Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଯୁବତୀଙ୍କ ଅର୍ଦ୍ଧ ଉଲଗ୍ନ କ୍ଷତବିକ୍ଷତ ମୃତଦେହ ଠାବ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ମୁଷଳ ନଦୀ କୂଳରେ ଅଚିହ୍ନା ଯୁବତୀଙ୍କର ମୃତଦେହ ପଡ଼ିଥିବାର ଦେଖିବାକୁ ମିଳିଛି। ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରୁଛି ପୁଲିସ। ଘଟଣାସ୍ଥଳରେ ପୁଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
!-->!-->!-->…
ରାତିରେ ଚଡ଼ି, ଗଞ୍ଜି ପିନ୍ଧି ଚୋରି କରୁଥିଲେ; ୧୧ ଆନ୍ତଃରାଜ୍ୟ ଲୁଟେରାଙ୍କୁ ବାନ୍ଧିଲା ପୋଲିସ
ଭୁବନେଶ୍ୱର: ଭୁବନେଶ୍ୱରର ଧଉଳି, ବଡ଼ଗଡ଼, ଲକ୍ଷ୍ମୀସାଗର, ଏୟାରପୋର୍ଟ ଓ ଏୟାରଫିଲ୍ଡ ଥାନା ଅଞ୍ଚଳରେ ଚୋରିରେ ସାମିଲ୍ ଏକ ଗ୍ୟାଙ୍ଗକୁ ଧରିଛି କମିଶନରେଟ୍ ପୋଲିସ । ୧୧ ଲୁଟେରାଙ୍କୁ ଗିରଫ କରିବା ସହ ପୋଲିସ୍ ଲୁଟରେ ବ୍ୟବହୃତ ସାମଗ୍ରୀ ଜବତ କରିଛି ।
ପୋଲିସର ସୂଚନା ଅନୁସାରେ, ଏହି!-->!-->!-->…
ବିଜେପି-ବିଜେଡି ଗୋଟେ: ନରସିଂହ
ଭୁବନେଶ୍ୱର: ବିଜେଡି-ବିଜେପିକୁ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ କଟାକ୍ଷ । ବିଜେଡି ସମଦୂରତା କଥା କହୁଛି,କାର୍ଯ୍ୟରେ ବିଜେପି ସହ ଅଛି । ବିଜେପି ଓଡିଶାରେ ୫ଟି ସଚିବଙ୍କ ବିରୋଧରେ କହୁଛି । କେନ୍ଦ୍ରରେ ବିଜେପି ସରକାର ଚାହିଁଲେ କେନ୍ଦ୍ରକୁ ଡାକି ନେଇପାରିବେ ।
ତାହା ନକରି!-->!-->!-->…
ଧନୀ ହେଉଛି ଓଡ଼ିଶା; ତଥାପି ମାଲକାନଗିିରିରେ ଦାରିଦ୍ର୍ୟ ହାର ୪୫%
ଭୁବନେଶ୍ୱର : ଧନୀ ହେଉଛି ଓଡ଼ିଶା । ରାଜ୍ୟରେ ଗରିବୀ ହାର କମୁଛି । ୫ବର୍ଷ ଭିତରେ ଆସିଛି ବଡ ପରିବର୍ତ୍ତନ । ୫ବର୍ଷର୍ରେ ଓଡ଼ିଶାରେ ୬୨.୬୨ ଲକ୍ଷ ହୋଇଛନ୍ତି ଦାରିଦ୍ର୍ୟମୁକ୍ତ । ଏମିତି ରିପୋର୍ଟ ଦେଇଛି ନୀତି ଆୟୋଗ । ସେତିକୁ ନୁହେଁ, ସାରା ଦେଶରେ ୧୩.୫ କୋଟି ଲୋକ ଦାରିଦ୍ର୍ୟମୁକ୍ତ ହୋଇ!-->…
ଗ୍ୟାଙ୍ଗଷ୍ଟାରକୁ ଅପହରଣ ପରେ ହତ୍ୟା ଅଭିଯୋଗ, ୬ ଗିରଫ
କେନ୍ଦ୍ରାପଡା: ଗ୍ୟାଙ୍ଗଷ୍ଟର ବିଭୁ ପ୍ରସାଦ ସାହୁଙ୍କୁ ଅପହରଣ ଓ ହତ୍ୟା ଘଟଣାରେ ପୁଲିସ ୬ ଜଣଙ୍କୁ ଗିରଫ କରିଛି। ସୋମବାର ଗଣମାଧ୍ୟମକୁ ସୂଚନା ଦେଇ କେନ୍ଦ୍ରାପଡା ଏସପି ସନ୍ଦୀପ ସମ୍ପତ ମଡକର କହିଛନ୍ତି ଯେ ଏହି ୬ ଜଣ ବ୍ୟକ୍ତି ଗତ ମେ ୩୧ ତାରିଖରେ ଜିଲ୍ଲାର ମାର୍ଶାଘାଇ ଅଞ୍ଚଳର ଭଗବାନପୁର!-->…
ଗଞ୍ଜାମ ଜିଲ୍ଲାକୁ ଭାରତ ସରକାରଙ୍କ ଦ୍ବାରା “ଭୂମି ସମ୍ମାନ” ଜାତୀୟ ସ୍ତରରେ ପୁଣି ସମ୍ମାନିତ ହେଲା…
ବ୍ରହ୍ମପୁର :ତା ୧୮.୦୭.୨୦୨୩ ଗଞ୍ଜାମ ଜିଲ୍ଲା ସବୁବେଳେ ଉନ୍ନୟନ ମୂଳକ କାର୍ଯ୍ୟକରି ଜିଲ୍ଲା ପାଇଁ ସୁନାମ ଆଣି ଦେଉଛି । ବିଗତ ଦିନ ମାନଙ୍କରେ ଅନେକ ଜାତୀୟ ପୁରସ୍କାର ପାଇ ସାରା ରାଜ୍ୟରେ ଅଗ୍ରଣୀ ଜିଲ୍ଲା ଭାବରେ ନିଜକୁ ପ୍ରତିଷ୍ଠିତ କରାଇ ପାରିଛି । ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ!-->…
ଭୁବନେଶ୍ୱରରେ ଖୋଲିଲା NCB ର ଅଫିସ
ଭୁବନେଶ୍ୱର : ଭୁବନେଶ୍ୱରରେ ଖୋଲିଲା ନାର୍କୋଟିକସ କଣ୍ଟ୍ରୋଲ ବ୍ୟୁରୋ-NCBର ଅଫିସ। ଭିଡ଼ିଓ କନଫରେନସିଂ ଜରିଆରେ ଏହାକୁ ଉଦଘାଟନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ।
ରାଜ୍ୟରେ ଡ୍ରଗସ୍ କାରବାର ଓ ଗଞ୍ଜେଇ ଚାଷ ନିୟନ୍ତ୍ରଣ ପାଇଁ ଏହା ସହାୟକ ହେବ ବୋଲି ଆଶା କରାଯାଉଛି। ଉତ୍ତର!-->!-->!-->…
ଓଟିପି ସେୟାରିଂ ମାମଲା: ଆସନ୍ତାକାଲିଠୁ ୫ ଦିନିଆ ରିମାଣ୍ଡରେ ଯିବ ପଠାଣିସାମନ୍ତ
ଭୁବନେଶ୍ୱର: ଓଟିପି ସେୟାରିଂ ଓ ଆତଙ୍କୀ ଲିଙ୍କ ମାମଲାରେ ଗିରଫ ଅଭିଯୁକ୍ତ ପଠାଣିସାମନ୍ତକୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସଟିଏଫ । ଆସନ୍ତାକାଲିଠାରୁ ୫ ଦିନିଆ ରିମାଣ୍ଡରେ ନେବ ଏସଟିଏଫ। ରିମାଣ୍ଡ ସରିବା ପରେ ଝାରପଡା ଜେଲରେ ପଠାଣିସାମନ୍ତକୁ ଜେରା କରିବ ଏନଆଇଏ ।
ସୂଚନାଯୋଗ୍ୟ,!-->!-->!-->…
ନିଲମ୍ବନ ପରେ ପ୍ରତିକ୍ରିୟା ରଖିଲେ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜିବ ବିଶ୍ବାଳ
ଭୁବନେଶ୍ବର: ନିଲମ୍ବନ ପରେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜିବ ବିଶ୍ବାଳ। ସେ କହିଛନ୍ତି ୨ ଦିନ ତଳେ ମୁଁ ନିଲମ୍ବନ ନୋଟିସ ପାଇଲି। ଦଳ ବିରୋଧୀ ପାଇଁ ମୋତେ ନିଲମ୍ବନ କରାଯାଇଛି। ମୁଁ କଂଗ୍ରେସ ପରିବାରର ଲୋକ। କଂଗ୍ରେସ ସ୍ୱାଧୀନତା!-->…
୪୮ ଘଣ୍ଟାରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ, ୫ ଦିନ ଯାଏ ବର୍ଷିବ
ଭୁବନେଶ୍ୱର: ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଛି । ଅନ୍ୟପଟେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପ୍ରଭାବରେ ରାଜ୍ୟରେ ମୌସୁମୀ ବର୍ଷା ଲାଗି!-->…