Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୫-ଟି ସଚିବଙ୍କ ଘୋଷଣା, ଥୁଆମୁଳ-ରାମପୁରରେ ହେବ ଯୁକ୍ତ ୩ ଡିଗ୍ରି କଲେଜ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭିକେ. ପାଣ୍ଡିଆନ ଶନିବାର କଳାହାଣ୍ଡି ଗସ୍ତର ଦ୍ବିତୀୟ ଦିନରେ ଅନେକ ପ୍ରକଳ୍ପ ପରିଦର୍ଶନ କରି ତାର ଉନ୍ନତିକରଣ ପାଇଁ ପଦକ୍ଷେପ ନେଇଛନ୍ତି। ପ୍ରଥମେ ସେ ପିପଳ ନଳା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି!-->…
ASO ମେରିଟ୍ ଲିଷ୍ଟ ଖାରଜ ହେବା ପରେ ଓପିଏସ୍ସି ଅଫିସ ସମ୍ମୁଖରେ ମନୋନୀତ ପ୍ରାର୍ଥୀଙ୍କ ବିକ୍ଷୋଭ
କଟକ: ASO ପରୀକ୍ଷା ମେରିଟ ଲିଷ୍ଟକୁ ହାଇକୋର୍ଟ ଖାରଜ କରି ଦେବା ପରେ ଏଥିପାଇଁ ମନୋନୀତ ହୋଇଥିବା ପ୍ରାର୍ଥୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେମାନେ ଆଜି କଟକ ସ୍ଥିତ ଓଡ଼ିଶା ଲୋକସେବା ଆୟୋଗ (OPSC) ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନଙ୍କ ପ୍ରତି ଅବିଚାର!-->…
କେନ୍ଦ୍ର ସରକାରଙ୍କ ଯୋଜନା ଓଡ଼ିଶାରେ ଲୋକଙ୍କ ପାଖରେ ପହଞ୍ଚି ପାରୁନାହିଁ: ବିଜେପି
ଭୁବନେଶ୍ବର: ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବରିଷ୍ଠ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର। ସେ କହିଛନ୍ତି, ପକ୍କା ଘର, ପିଇବା ପାଣି, ରୋଜଗାର ପାଇଁ କେନ୍ଦ୍ର ଯୋଜନା କରୁଛି, କିନ୍ତୁ ଓଡ଼ିଶାରେ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରୁନାହିଁ।!-->…
ଓଡ଼ିଶାକୁ ମିଳିଲା ଆଉ ଦୁଇଟି ସ୍ୱତନ୍ତ୍ର ନୂଆ ରେଳ ପ୍ରକଳ୍ପ
ଭୁବନେଶ୍ୱର :ଓଡ଼ିଶାକୁ ମିଳିଲା ଆଉ ଦୁଇଟି ସ୍ୱତନ୍ତ୍ର ନୂଆ ରେଳ ପ୍ରକଳ୍ପ। ନୂଆ କରି ନିର୍ମାଣ ହେବ ତାଳଚେର-ଅନୁଗୁଳ ରେଳ ଲାଇନ। ତାଳଚେରଠାରୁ ଏହା ୱାଇ କନେକସନ ରହିବ। ଏହି ନୂଆ ରେଳ ଲାଇନର ମୋଟ ଦୂରତା ହେଉଛି ୧୬.୫୦ କିଲୋମିଟର।
ସେହିପରି ବରଗଡ ରୋଡଠାରୁ ନୂଆପଡା ନୂଆ ରେଳ ଲାଇନ!-->!-->!-->…
ଏଟିଏମ ଲୁଟକୁ ପଣ୍ଡ କରିଥିବା ପୋଲିସ କର୍ମଚାରୀ ସମ୍ମାନିତ
ଭୁବନେଶ୍ବର: ଭୁବନେଶ୍ୱର ଭିଏସଏସ ନଗରରେ ଏଟିଏମ ଲୁଟକୁ ପଣ୍ଡ କରିଥିବା ପୋଲିସ କର୍ମଚାରୀ ସମ୍ମାନିତ । ଜଣେ ଏସପିଓ ଓ ୨ ଜଣ କନେଷ୍ଟବଳଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଛନ୍ତି ଭୁବନେଶ୍ୱର ଡିସିପି । ଗତ ୧୩ ତାରିଖ ରାତି ଅଧରେ ଲୁଟେରାଙ୍କୁ ୨ ଘଣ୍ଟା ଧରି ସାହସର ସହିତ!-->…
ଆବଶ୍ୟକ ସ୍ଥଳରେ ଯୁକ୍ତ ଦୁଇ ସିଟ୍ ବଢ଼ିପାରେ: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର : ବଢ଼ିପାରେ ଯୁକ୍ତ ଦୁଇ ସିଟ୍ ସଂଖ୍ୟା । ଆବଶ୍ୟକ ସ୍ଥଳରେ ଯୁକ୍ତ ଦୁଇ କଲେଜ ଗୁଡିକରେ ସିଟ୍ ବଢ଼ାଯିବ । ଜିଲ୍ଲାର ଆବଶ୍ୟକତା ଦେଖି ସିଟ୍ ବଢ଼ାଯିବ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ପ୍ରମିଳା ମଲ୍ଲିକ । କାରଣ ମେ’ ୧୮ ତାରିଖରେ ମାଟ୍ରିକ ରେଜଲ୍ଟ!-->…
ଭୁବନେଶ୍ବରରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ
ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି ଆଗାମୀ ସାଧାରଣ ନିର୍ବାଚନ (୨୦୨୪)ରେ କିପରି ଭାବେ ପଡ଼ିଆକୁ ଓହ୍ଲାଇବ ସେନେଇ ରଣନୀତି ପ୍ରସ୍ତୁତ କରିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ବିଜେପି ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ‘ରାଜ୍ୟ କାର୍ଯ୍ୟକାରିଣୀ ବୈଠକ’ରେ ଶନିବାର ଏନେଇ!-->…
ପୋଲିସ ଚା ପିଇବାବେଳେ ଅଭିଯୁକ୍ତ ଚମ୍ପଟ
ସମ୍ବଲପୁର: ଚା ପିଇବାବେଳେ ଅଭିଯୁକ୍ତ ଚମ୍ପଟ । ନାକଟିଦେଉଳ ପୋଲିସକୁ ଚକମା ଦେଇ ଅଭିଯୁକ୍ତ ଫେରାର । ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା ଗୋଧିଢିପ ଛକ ନିକଟରେ ପୋଲିସ୍ ଚା ପିଉଥିବା ବେଳେ ଚକମା ଦେଇ ଅଭିଯୁକ୍ତ ଫେରାର ହୋଇଯାଇଛି । ବିଭିନ୍ନ ଟ୍ରାଫିକ୍ ପୋଷ୍ଟରେ ନାକାବନ୍ଦୀ କରି!-->…
ରାସ୍ତା ଉପରେ ଜଳିଗଲା ‘ମୋ ବସ୍’, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ରାଉରକେଲା: ରାଉରକେଲାରେ ଆଜି ଏକ ‘ମୋ ବସ୍’ ଜଳିଯାଇଛି। ତେବେ ସମସ୍ତ ଯାତ୍ରୀ ଓ ବସ୍ କର୍ମଚାରୀ ସୁରକ୍ଷିତ ଅଛନ୍ତି। ଦିନ ପ୍ରାୟ ସାଢ଼େ ୧୦ଟା ବେଳେ ଏହି ଘଟଣା ଘଟିଛି। ବସ୍ଟି ରାଉରକେଲାରୁ ବେଦବ୍ୟାସ ଯାଉଥିବା ବେଳେ ଟିସିଆଇ ଛକ ନିକଟରେ ଏଥିରେ ନିଆଁ ଲାଗି ଯାଇଥିଲା। ସେତେବେଳେ!-->…
ବନ୍ଦ ଘରୁ ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିବା ଘଟଣା, ମୁଖ୍ୟ ଅଭିଯୁକ୍ତ ସାନ ଭାଇ ଗିରଫ
ବଲାଙ୍ଗୀର: ବଲାଙ୍ଗୀରର ସାଲେପାଲିପଡ଼ାରେ ବୀଭତ୍ସ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ସାନ ଭାଇ ଗିରଫ ହୋଇଛି। ମୁଖ୍ୟ ଅଭିଯୁକ୍ତ ସାନ ଭାଇ ପାରିବାରିକ କଳହରୁ ବଡ଼ ଭାଇକୁ ହାଣି ୮ ଖଣ୍ଡ କରିଥିଲା। ଦୁଇଦିନ ତଳେ ପଲିଥିନରେ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଅଭିଯୁକ୍ତକୁ!-->…