Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଦୁଇ ଦିନ ପରେ ଘରକୁ ଫେରିଲା ହଜିଲା ପୁଅ…
ଭୁବନେଶ୍ବର: ମହାପ୍ରଭୁ ଡାକ ଶୁଣିଲେ । ଦୁଇ ଦିନ ପରେ ଘରକୁ ଫେରିଲା ହଜିଲା ପୁଅ । ପରିବାରର ଲୋକଙ୍କ ଖୁସି କହିଲେ ନସରେ । ମାଟ୍ରିକ ପରୀକ୍ଷାରେ କମ୍ ନମ୍ବର ରହିବ ଆଶଙ୍କାରେ ରେଜଲ୍ଟ ବାହାରିବା ପୂର୍ବରୁ ଘରୁ ପଳାଇଥିଲେ ଭୁବନେଶ୍ୱର ଝାରପଡ଼ାର ଛାତ୍ର ସାଇ ପ୍ରସାଦ ପଣ୍ଡା । ସାଇକଲରେ!-->…
ମାଟ୍ରିକରେ ୫୪୦ ନମ୍ବର ରଖି A1 ଗ୍ରେଡ ପାଇଥିଲେ, ଆଜି କିନ୍ତୁ ଦୁର୍ଘଟଣାରେ ଆଖିବୁଜିଲେ
ଅନୁଗୁଳ : ମାଟ୍ରିକ ପରୀକ୍ଷାରେ A1 ଗ୍ରେଡ ପାଇଛନ୍ତି । ମୋଟ୍ ୬୦୦ରୁ ରଖିଛନ୍ତି ୫୪୦ ନମ୍ବର । ହେଲେ ବିଧିର ବିଧାନ ଏମିତି । କିନ୍ତୁ ରେଜଲ୍ଟ ଦେଖିବାକୁ ନାହାନ୍ତି ଅନୁଗୋଳର ସ୍ୱାତୀ ସୁଚରିତା ଜେନା । ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ବ୍ଲକ ପାଣି ଭଣ୍ଡାର ଗାଁର ଅଭିରାମ ଜେନାଙ୍କର ଏକମାତ୍ର!-->…
ଓଡ଼ିଶା ସିମକାର୍ଡର ପାକିସ୍ତାନ ଲିଙ୍କ: ଲାଗିବ ଦେଶଦ୍ରୋହ ଅପରାଧ ଦଫା
ଭୁବନେଶ୍ବର: ଓଡ଼ିଶା ସିମକାର୍ଡର ପାକିସ୍ତାନ ଲିଙ୍କ ନେଇ ସ୍ପେଶାଲ ଟାସ୍କ ଫୋର୍ସ (ଏସଟିଏଫ)କୁ ସାଂଘାତିକ ତଥ୍ୟ ମିଳିବା ପରେ ତନାଘନା ଚଳାଇଛି ଏସଟିଏଫ୍ । ଏହି ମାମଲାରେ ମାଷ୍ଟରମାଇଣ୍ଡ ପଠାଣୀ ସାମନ୍ତ ଲେଙ୍କା ବିରୋଧରେ ଦେଶଦ୍ରୋହ ଅପରାଧ ଦଫା ଲାଗିବ ବୋଲି ସୂଚନା ରହିଛି।
!-->!-->!-->…
ଝାରପଡା ଜେଲରେ ସାବିତ୍ରୀ ପାଳିଲେ ଅର୍ଚ୍ଚନା ନାଗ…
ଭୁବନେଶ୍ୱର: ଝାରପଡା ଜେଲରେ ସାବିତ୍ରୀ ପାଳିଲେ ଲେଡ଼ି ବ୍ଲାକ ମେଲର ଅର୍ଚ୍ଚନା ନାଗ । ଜେଲ ଅନ୍ତେବାସୀଙ୍କ ସହ ଅର୍ଚ୍ଚନା ସାବିତ୍ରୀ ପାଳିଛନ୍ତି । ଗିରଫ ପରେ ଅର୍ଚ୍ଚନା ପ୍ରଥମ ଥର ପାଇଁ ସାବିତ୍ରୀ ପାଳିଛନ୍ତି । ହନିଟ୍ରାପ ଓ ବ୍ଲାକମେଲିଂ ମାମଲାରେ ଗିରଫ ହୋଇ ଝାରପଡା ଜେଲରେ ଅଛନ୍ତି!-->…
ବାଇକକୁ ଧକ୍କା ଦେଲା ବୋଲେରୋ, ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ
ନୂଆପଡା : ନୂଆପଡା ଜିଲ୍ଳା ପତୋରା ମୁଖ୍ୟ ରାସ୍ତାର ଭେରା ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ବାଇକକୁ ବୋଲେରୋ ଗାଡି ଧକ୍କା ଦେବାରୁ ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତ ବାଇକ ଆରୋହୀ ଜଣକ ହେଲେ ଧରମବନ୍ଧା ଗାଁର!-->…
ବୋଲେରୋ ଧକ୍କାରେ ଶଳା ଓ ଭିଣୋଇଙ୍କ ସମେତ ତିନି ବାଇକ୍ ଆରୋହୀଙ୍କ ମୃତ୍ୟୁ
ବଲାଙ୍ଗୀର: ସାବିତ୍ରୀ ଅମାବାସ୍ୟାରେ ଅଘଟଣ। ବୋଲେରୋ ଧକ୍କାରେ ତିନିଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ଭିତରେ ଅଛନ୍ତି ଦୁଇଜଣ ଶଳା-ଭିଣୋଇ। ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ଲୋଇସିଂହା-ଭରସୁଜା ରାସ୍ତାର କରକାଚିଆ ଛକ ଠାରେ।
ସୂଚନା ଅନୁସାରେ ବାଇକ୍ ଚାଳକ ରାଜେଶ ପଟେଲ, ଭିଣୋଇ!-->!-->!-->…
ପୋଖରୀରେ ବୁଡ଼ି ଭାଇଭଉଣୀଙ୍କ ସଲିଳ ସମାଧି
କୋରାପୁଟ: ପୋଖରୀରେ ବୁଡ଼ି ଦୁଇ ଭାଇଭଉଣୀଙ୍କ ମୃତ୍ୟୁ। ଲମତାପୁଟ ବ୍ଲକ ପିପଳପୁଟ ଗ୍ରାମର ନିକଟ ପୋଖରୀରେ ଜୀନୁ ବଡ଼ନାୟକଙ୍କ ୫ ବର୍ଷର ପୁଅ ଯୋଗେଶ ଏବଂ ୧୦ ବର୍ଷର ଝିଅ ସନ୍ତୋଷୀ ପୋଖର ରେ ବୁଡି ମୃତ୍ୟୁବରଣ କରିଛନ୍ତି। ଜୀନୁ ବଡ଼ନାୟକ ବିଲରେ କାର୍ଯ୍ୟ କରୁଥିଲେ। ସେହି ସମୟରେ ଦୁଇ ଭାଇ ଭଉଣୀ!-->…
ପଶ୍ଚିମବଙ୍ଗ ବାଣ ବିସ୍ଫୋରଣର ମୁଖ୍ୟ ଅଭିଯୁକ୍ତଙ୍କର କଟକରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
କଟକ: ଜଳେଶ୍ବର/ଭୋଗରାଇ: ପଶ୍ଚିମବଙ୍ଗ ବାଣ ବିସ୍ଫୋରଣର ମୁଖ୍ୟ ଅଭିଯୁକ୍ତ ଭାନୁ ବାଗଙ୍କର କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବାର ଖବର ମିଳିଛି। ୧୬ ତାରିଖ ରାତି ୨ ଟା ସମୟରେ ସେ ଭର୍ତି ହୋଇଥିଲେ। ତାଙ୍କ ଶରୀରର ୮୦% ଭାଗ ଜଳିଯାଇଥିଲା। ଘର ତାଙ୍କର!-->…
ଏଏସଓ ମେରିଟ୍ ଲିଷ୍ଟ ଖାରଜ କଲେ ହାଇକୋର୍ଟ
କଟକ : ଓପିଏସସି ଏଏସଓ ପରୀକ୍ଷାରେ ଅନିୟମିତତା ମାମଲା । ଓଡିଶା ଲୋକସେବା ଆୟୋଗର ମେରିଟ ଲିଷ୍ଟକୁ ଖାରଜ କଲେ ହାଇକୋର୍ଟ। କହିଲେ, ପ୍ରକାଶ ପାଇଥିବା ମେରିଟ୍ ଲିଷ୍ଟ୍ ଗ୍ରହଣୀୟ ନୁହେଁ । ଆଉ ଥରେ ସାନି ମେରିଟ ଲିଷ୍ଟ ପ୍ରସ୍ତୁତ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ଓଡିଶା ସେକ୍ରେଟାରୀଏଟ!-->…
କରଞ୍ଜିଆ ବନଖଣ୍ଡକୁ ଦୀର୍ଘ ଦିନ ପରେ ଗଲେ ୧୭ ଟିକିଆ ହାତୀପଲ
କରଞ୍ଜିଆ: ବାହୁଡ଼ିଲେ ୧୭ ଟିକିଆ ହାତୀପଲ। ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ବନଖଣ୍ଡକୁ ଦୀର୍ଘ ଦିନ ପରେ ବାହୁଡ଼ିଲେ ୧୭ ଟିକିଆ ହାତୀପଲ । ଆଜି ସକାଳୁ କେନ୍ଦୁଝର ଜିଲ୍ଲାର ଚମ୍ପୁଆ ରେଞ୍ଜରୁ ବୈତରଣୀ ନଦୀ ପାର ହୋଇ କେଶରୀ କୁଣ୍ଡ ନିକଟରେ ଥିବା ଜଙ୍ଗଲରେ ନିକଟରେ ଥିବା ବନ ବିଭାଗ ପକ୍ଷରୁ!-->…