Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶା ପାଇଁ ଆଉ ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସର ଚଳାଚଳ ଦାବି କଲେ ମୁଖ୍ୟମନ୍ତ୍ରୀ
ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ କଟକ ଓ ପୁରୀ ରେଳ ଷ୍ଟେସନର ପୁନଃ ବିକାଶ ସହ ଅନ୍ୟ କେତେକ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିଲେ। ଓଡ଼ିଶାରେ ରେଳର ବିଭିନ୍ନ!-->…
ଓଡ଼ିଶାକୁ ମିଳିବ ଦ୍ବିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍, ପୁରୀରୁ କଟକ ଗଡ଼ିବ ‘ବନ୍ଦେ ମେଟ୍ରୋ’: କେନ୍ଦ୍ର ରେଳମନ୍ତ୍ରୀ
ପୁରୀ: ଓଡ଼ିଶାରେ ଖୁବ୍ ଶୀଘ୍ର ‘ବନ୍ଦେ ମେଟ୍ରୋ’ ଚଳାଚଳ କରିବ। ଏହା ପୁରୀ- ଭୁବନେଶ୍ବର-କଟକରେ ଚଳାଚଳ କରିବ। ଏନେଇ ପୁରୀ ରେଳ ଷ୍ଟେସନରେ ଆୟୋଜିତ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଉଦଘାଟନୀ ଉତ୍ସବରେ ଘୋଷଣା କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ସେ ଆହୁରି କହିଛନ୍ତି,!-->…
ପୁରୀରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ: ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ପୁରୀ : ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ କଟକ ଓ ପୁରୀ ରେଳ ଷ୍ଟେସନର ପୁନଃ ବିକାଶ ସହ ଅନ୍ୟ କେତେକ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିଲେ।!-->…
ଚଳିତ ବର୍ଷ ହେବ ସପ୍ଲିମେଣ୍ଟାରୀ ପରୀକ୍ଷା
କଟକ : ଚଳିତ ବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ଆଜି ମାଟ୍ରିକ ପରୀକ୍ଷା ଫଳ ଘୋଷଣା କରିବା ଅବସରରେ ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ।
ସେ କହିଛନ୍ତି, ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇପାରି ନଥିଲା। କିନ୍ତୁ ଏଥର ହେବ। ଫେଲ୍ କିମ୍ବା!-->!-->!-->…
ନିଶା ଔଷଧ ଦେଇ ମହିଳାଙ୍କଠୁ ୨୫ ହଜାର ଟଙ୍କା ଲୁଟିନେଲା ଅଟୋ ଡ୍ରାଇଭର
କାମାକ୍ଷାନଗର : ନିଶା ଦେଇ ମହିଳାଙ୍କଠୁ ଲୁଟ୍। ଜୋର ଜବରଦସ୍ତ ନିଶା ଔଷଧ ଦେଇ ମହିଳାଙ୍କଠୁ ଲୁଟିନେଲେ ୨୫ ହଜାର ଟଙ୍କା । କାମାକ୍ଷାନଗର ମାଳାପୁରା ଦେହୁରୀସାହିର କୈଳାଶ ଦେହୁରୀଙ୍କ ପତ୍ନୀ ମିନିକା ଦେହୁରୀ ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିବା ବେଳେ ଲୁଟର ଶିକାର ହୋଇଛନ୍ତି ।!-->…
ସ୍କୁଟିକୁ ଧକ୍କା ଦେଲା ବସ୍: ଜଣେ ମୃତ, ଜଣେ ଗୁରୁତର
ହିଞ୍ଜିକାଟୁ : ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ସାରୁ ଛକ ଏଚପି ପେଟ୍ରୋଲ ପମ୍ପ ସମ୍ମୁଖରେ ଦୁର୍ଘଟଣା । ଫଳରେ ଏଥିରେ ଜଣେ ମୃତ, ଜଣେ ଗୁରୁତର ହୋଇଛନ୍ତି । ଦୁର୍ଘଟଣାର ଛାତିଥରା ଦୃଶ୍ୟ ସିସିଟିଭିରେ କଏଦ ହୋଇଛି ।
ମୃତ ଯୁବକ ହେଉଛନ୍ତି ହିଞ୍ଜିଳିକାଟୁର ରୋଶନ ବେହେରା ବୋଲି ଜଣାପଡିଛି ।!-->!-->!-->…
ମାଟ୍ରିକ ରେଜଲ୍ଟ: ଛାତ୍ରୀ ଆଗୁଆ, ୩,୨୨୨ ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ
କଟକ: ଆଜି ପୂର୍ବାହ୍ନ ୧୦ଟାରେ ମାଟ୍ରିକ ରେଜଲ୍ଟ ବାହାରିଥିବା ବେଳେ ଫଳାଫଳ ବେଶ୍ ଉତ୍ସାହଜନକ ରହିଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ରେଜଲ୍ଟ ବେଶ୍ ଭଲ ହୋଇଥିବା ବେଳେ ଛାତ୍ରଙ୍କ ତୁଳନାରେ ଆଗରେ ଅଛନ୍ତି ଛାତ୍ରୀ। ଚଳିତ ବର୍ଷ ମାଟ୍ରିକ ପାସ୍ ହାର ୯୬.୪% ରହିଛି। ଏଥିସହ କଟକ ଓ!-->…
ପୁଣି ଥରେ ଥାନାର ଦ୍ୱାରସ୍ଥ ହେଲେ ସାଂସଦ ଅନୁଭବ ମହାନ୍ତି
କଟକ: ପୁଣି ଥାନାର ଦ୍ୱାରସ୍ଥ ହେଲେ ସାଂସଦ ଅନୁଭବ ମହାନ୍ତି । କଟକ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି । ୨୦୨୦ରେ ଏକ ଘଟଣାରେ ଏତଲା ଦେଇଛନ୍ତି ଅନୁଭବ । ଏତଲା ପରେ ମାମଲା ରୁଜୁ କରିଛି ପୋଲିସ । କିଛି ସାମାଜିକ କର୍ମୀଙ୍କ ବିରୋଧରେ ଅଭିଯୋଗ କରିଛନ୍ତି ଅନୁଭବ ।
ରେ ଦର୍ଶାଇଛନ୍ତି!-->!-->!-->…
ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ପାସ ହାର ୯୬.୪%
କଟକ: ଆଜି ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଫଳ ଘୋଷଣା କରିଛନ୍ତି। ଏଥର ପାସ୍ ହାର ୯୬.୪% ରହିଛି।
ଚଳିତ ବର୍ଷ ମୋଟ ୫ ଲକ୍ଷ ୨୭ ହଜାର ୩୭୪ ଜଣ ପରୀକ୍ଷା ଦେବାକୁ ଫର୍ମପୂରଣ!-->!-->!-->…
ଡାକ୍ତର ବୀରେନ ନାୟକ ଙ୍କ ୫୯ ବର୍ଷ ବୟସ ରେ ହାଇଦ୍ରାବାଦ ଠାରେ ଅକାଳ ବିୟୋଗ : ସମଗ୍ର ଦକ୍ଷିଣ ଓଡିଶା ରେ ଶୋକର ଛାୟା…
ବ୍ରହ୍ମପୁର : ଦକ୍ଷିଣ ଓଡ଼ିଶା ତଥା ଗଞ୍ଜାମ ଜିଲ୍ଲା ର ଲୋକ ପ୍ରିୟ ଡାକ୍ତର ବୀରେନ ନାୟକ ଙ୍କ ୫୯ ବର୍ଷ ବୟସ ରେ ହାଇଦ୍ରାବାଦ ଠାରେ ଅକାଳ ବିୟୋଗ ଘଟିଛି। ସେ ଅନେକ ଦିନ ହେଲା କର୍କଟ ରୋଗରେ ପୀଡିତ ଥିଲେ ସେ ହାଇଦ୍ରାବାଦ ର NIMS ରେ ଚିକିତ୍ସା ହେଉ ଥିଲେ ଯାହାକି ଆଜି ସକାଳୁ ତାଙ୍କର!-->!-->!-->…