Browsing Category

ଓଡିଶା

ରବି ଋତୁରେ ମାଣ୍ଡିଆ ଚାଷ ଓ ଚାଷୀମାନଙ୍କର ଉତ୍ସାହକୁ ପ୍ରଶଂସା

ଫୁଲବାଣୀ : ସ୍ବାତୀ ଓ ଆତ୍ମା, କନ୍ଧମାଳର ମିଳିତ ସହଯୋଗରେ ରାଇକିଆ ବ୍ଲକରେ ପରିଚାଳିତ ସମନ୍ବିତ କୃଷି ଓ ମିଲେଟ ମିଶନ ଦ୍ବାରା ପରିଚାଳିତ କାର୍ଯ୍ୟକ୍ରମର ସମନ୍ୱୟ ବୈଠକର ଆୟୋଜନା କରାଯାଇଥିଲା । ନୃସିଂହ ଚରଣ ନାୟକ, ଜିଲ୍ଲା କୃଷି ଅଧିକାରୀ ଏବଂ ଅନିଲ କୁମାର ପ୍ରହରାଜ . ଡି.ପି.ଡି,

ଆଜି ୪୦ ଡିଗ୍ରି ଉପରେ ରାଜ୍ୟର ୧୭ଟି ସହର

ଭୁବନେଶ୍ବର : ଏବେ ରାଜ୍ୟରେ ପ୍ରଚଣ୍ଡ ଖରା ଜାରି ରହିଛି। ଆଜି ୧୭ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରେକର୍ଡ ହୋଇଛି। ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ବଲାଙ୍ଗୀର ଓ ଟିଟିଲାଗଡ଼ଠାରେ ଯଥାକ୍ରମେ ୪୪.୪ ଓ ୪୪ ଡିଗ୍ରି ରେକର୍ଡ ହୋଇଛି। ଏହାସହ ଝାରସୁଗୁଡାର ସର୍ବୋଚ୍ଚ ତାପମାତ୍ରା ରହିଥିଲା

ଭୁବନେଶ୍ୱରରୁ ଦୁବାଇକୁ ଆରମ୍ଭ ହେଲା ବିମାନ ସେବା

ଭୁବନେଶ୍ୱର: ଆଜିଠାରୁ ଭୁବନେଶ୍ୱରରୁ ଦୁବାଇକୁ ଆରମ୍ଭ ହୋଇଛି ବିମାନ ସେବା । ୬.୩୦ ପରିବର୍ତ୍ତେ ୬.୪୦ରେ ବିମାନ ଉଡାଣ ଆରମ୍ଭ କରିଥିଲା | ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଛନ୍ତି। ଦୁବାଇରୁ ୧୧.୨୫ରେ ଇଣ୍ଡିଗୋର ବିମାନ ୧୭୩ ଜଣ ଯାତ୍ରୀଙ୍କୁ ନେଇ

କାହିଁକି ହାରିଲା କଂଗ୍ରେସ? ୩ ଜଣିଆ କମିଟି ଯିବ ଝାରସୁଗୁଡ଼ା

ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳକୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ପରାଜୟର ସମୀକ୍ଷା କରାଯିବ। ହାଇକମାଣ୍ଡ ଏସଂପର୍କରେ ଅବଗତ ଅଛନ୍ତି। ଏଥିଲାଗି ୩ ଜଣିଆ କମିଟି ଝାରସୁଗୁଡ଼ା ଯିବ। କାହିଁକି ଭୋଟ୍ କମିଲା ସେ ନେଇ ରିପୋର୍ଟ ଦେବ କମିଟି। ରିପୋର୍ଟ ଆସିବା ପରେ

ଟ୍ରକ୍‌ ପିଟିବାରୁ ଜଳିଗଲା ଭ୍ୟାନ୍‌; ଆଖି ବୁଜିଲେ ୨୬

ନୂଆଦିଲ୍ଳୀ : ଉତ୍ତର ମେକ୍ସିକୋର ଟାମୁଲିପାସ୍‌ରେ ଗତକାଲି ସକାଳେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ମାଲବାହୀ ଟ୍ରକ୍‌ ଓ ଭ୍ୟାନ୍‌ ମଧ୍ୟରେ ଦୁର୍ଘଟଣା ଘଟିବା ସହ ନିଆଁ ଲାଗିଯିବାରୁ ୨୬ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ବହୁ ଛୋଟ ଛୁଆ ଥିବା ଜଣାଯାଇଛି ।ସ୍ଥାନୀୟ ପୁଲିସ୍‌ ସୂଚନା ଅନୁଯାୟୀ,

ଦିନ ଦ୍ୱିପହରରେ ଗହଣା ସୋ’ ରୁମ୍‌ରୁ ଲୁଟି ନେଲେ ପ୍ରାୟ ୧୨ କୋଟିର ସୁନା ଅଳଙ୍କାର

ଯାଜପୁର:ଆଜି ମଧ୍ୟାହ୍ନରେ ଯାଜପୁର ରୋଡ ଥାନା ଅନ୍ତର୍ଗତ ବ୍ୟାସନଗର ସହରରେ ବଡଧରଣର ଲୁଟ ହୋଇଛି। ସହରରେ ଦୀର୍ଘ ଦିନରୁ ବ୍ୟବସାୟ କରୁଥିବା ସିନକୋ ଗୋଲ୍ଡ ସୁନା ଦୋକାନରୁ ପାଖାପାଖି ୧୨ କୋଟି ଟଙ୍କାର ସୁନାଗହଣା ଲୁଟ ହୋଇଥିବା ଜଣାଯାଇଛି। ସୂଚନା ଅନୁସାରେ ଆଜି ମଧ୍ୟାହ୍ନ ୧.୩୦ ସମୟରେ ୨ ଜଣ

ପିପିଲି ବ୍ଲକ ଗସ୍ତରେ ପାର୍ଲିଆମେଣ୍ଟାରୀ ଷ୍ଟାଣ୍ଡିଙ୍ଗ କମିଟିର ସଦସ୍ୟ

ପିପିଲି : ଅମୃତ ସରୋବର ଯୋଜନାରେ ଓଡ଼ିଶାରେ କିଭଳି ହେଇଛି କାର୍ଯ୍ୟକାରୀ । ତାହାର ବାସ୍ତବ ସ୍ଥିତି ପରଖିବା ପାଇଁ ପୁରୀ ଜିଲ୍ଲା ପିପିଲି ବ୍ଲକ ଗସ୍ତ କରିଛନ୍ତି ଗ୍ରାମ୍ୟ ଉନ୍ନୟନ ବିଭାଗ ପାର୍ଲିଆମେଣ୍ଟାରୀ ଷ୍ଟାଣ୍ଡିଙ୍ଗ କମିଟିର ସଦସ୍ୟ । କେଉଁ କେଉଁ ପ୍ରକଳ୍ପ କରାଯାଇଛି ଏବଂ ଏହା ସ୍ଥାନୀୟ

ଦମ୍ପତିଙ୍କୁ ଗୁଳିମାଡ, ଲୁଟିଲେଅଢେଇ ଲକ୍ଷ ଟଙ୍କା

ସୁନ୍ଦରଗଡ଼: ସୁନ୍ଦରଗଡ ଜିଲ୍ଲା କିଞ୍ଜିରକେଲା ଥାନା ହୁରମେଇ ଗ୍ରାମରେ ଗୁଳିମାଡ଼। ସ୍ଵାମୀ ଓ ସ୍ତ୍ରୀକୁ ଗୁଳିମାଡ଼ ହୋଇଥିବା ସୂଚନା। ଫଟୋ ଉଠାଇବା ବାହାନାରେ ଆସି ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ସୂଚନା । ହୁରମେଇ ଗ୍ରାମର ବସନ୍ତ ବାରା ନିଜ ଘରେ କରିଥିବା ଜନସେବା

ନାବାଳିକା ଦୁଷ୍କର୍ମ ମାମଲାରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ

ବାଲେଶ୍ଵର: ନାବାଳିକା ଦୁଷ୍କର୍ମ ମାମଲାରେ ଶିକ୍ଷକଙ୍କୁ ହୋଇଛି ୨୦ ବର୍ଷ ଜେଲ ଦଣ୍ଡାଦେଶ। ଏଥିସହ ୫ହଜାର ଟଙ୍କା ଜରିମାନା କରାଯାଇଛି। ଏହି ଶିକ୍ଷକ ଜଣକ ସ୍ଥାନୀୟ ରାମପୁରର ବସନ୍ତ ଦାସ( ୫୯)। ଆଜି ବାଲେଶ୍ଵର ଜିଲ୍ଲା ସ୍ଵତନ୍ତ୍ର ପକ୍ସୋ କୋର୍ଟ ଏହି ଦଣ୍ଡାଦେଶ କରିଛନ୍ତି। ଜରିମାନା ଅନାଦେୟ

ଫାରୁକ୍ ହତ୍ୟା ମାମଲା: ନିର୍ଦ୍ଦୋଷରେ ଖଲାସ ହେଲେ ଡି ବ୍ରଦର୍ସ

କଟକ: ବହୁଚର୍ଚ୍ଚିତ ମାଲଗୋଦାମ ଡାଲି ବ୍ୟବସାୟୀ ସେକ୍ ଫାରୁକ୍ ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ୨ ମୁଖ୍ୟ ଅଭିଯୁକ୍ତ ସୁଶାନ୍ତ ଓ ସୁଶିଲ ଧଳସାମନ୍ତ। ଏଥିସହ ସହଯୋଗୀ ଆରିଫ୍ ଖାଁକୁ ମଧ୍ୟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ଜିଲ୍ଲା ଦୌରା ଜଜ୍। ତଥ୍ୟ ପ୍ରମାଣ ଅଭାବରୁ ଏ ତିନିଜଣଙ୍କୁ