Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାଚସ୍ପତିଙ୍କ ସହ ଇସ୍ତଫା ଦେଲେ ଦୁଇ ରାଷ୍ଟ୍ରମନ୍ତ୍ରୀ
ଭୁବନେଶ୍ବର: ଜଲଦି ହେବ ମନ୍ତ୍ରୀ ମଣ୍ଡଳ ଅଦଳବଦଳ । ବାଚସ୍ପତି ପଦରୁ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେଇଥିବା ବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ!-->…
୪ ଦିନିଆ ଓଡ଼ିଶା ଗସ୍ତରେ ମୋହନ ଭାଗବତ
ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସରସଂଘ ଚାଳକ ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସେ ସିଧାସଳଖ କଟକ ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିଥିଲେ।
କେଶବଧାମରେ ଆୟୋଜିତ ସଂଘର!-->!-->!-->…
ଭିଜିଲାନ୍ସ ଜାଲରେ ଜୁନିୟର ଷ୍ଟେନୋଗ୍ରାଫର
ନୟାଗଡ଼: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ନୟାଗଡ଼ ଜିଲ୍ଲା ଟ୍ରେଜେରୀ ଅଫିସର ଜୁନିୟର ଷ୍ଟେନୋଗ୍ରାଫର ଦୁର୍ଗା ପ୍ରସାଦ ମହାପାତ୍ର। ସେ ୪୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କର୍ମଚାରୀମାନେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।
୧୬୧ ଜଣ!-->!-->!-->…
ତୁଟିଲା ଯୋରନ୍ଦା ମହିମା ଗାଦି ବିବାଦ, ଉନ୍ନତି ପାଇଁ ୧୦ କୋଟି ଟଙ୍କା ମଞ୍ଜୁର
ଢେଙ୍କାନାଳ: ତୁଟିଲା ଢେଙ୍କାନାଳ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମହିମା ଗାଦିରେ ବକଳ ଧାରୀ ସନ୍ନ୍ୟାସୀ ଓ କୌପିନୀ ଧାରୀ ସନ୍ନ୍ୟାସୀଙ୍କ ମଧ୍ୟରେ ବିବାଦ। ବହୁଦିନ ଧରି ଲାଗି ରହିଥିବା ବିବାଦର ଆଜି ସମାଧାନ ହୋଇଛି। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଯୋରନ୍ଦା ଠାରେ ଏକ ମିଳିତ ବୈଠକ ଅନୁଷ୍ଠିତ!-->…
ଜିଲ୍ଲା କଂଗ୍ରେସ ଭବନରେ ଦୁଇ ବରିଷ୍ଠ ନେତାଙ୍କ ଖଣ୍ଡଯୁଦ୍ଧ
ଜିଲ୍ଲା କଂଗ୍ରେସ ଭବନ ସାଜିଲା କୁରୁକ୍ଷେତ୍ର। ଭୀମ ଓ ଦୁର୍ଯ୍ୟଧନ ଭଳି ଲଢ଼ିଲେ ଦୁଇ ବରିଷ୍ଠ ନେତା। ବିଧା, ଗୋଇଠା, ମୁଥ ମାଡ଼ରେ ପରଷ୍ପର ଦୁହେଁଦୁହିଁଙ୍କୁ ଆକ୍ରମଣ କରୁଥିଲେ। ତଳେ ପଡ଼ୁଥିଲେ, ପୁଣି ଉଠି ଲଢ଼ୁଥିଲେ। ଆଗ ଧାଡ଼ିରେ ବସିବାକୁ ଏମିତି କଳି ଲାଗିଲା ଯେ, ପାର୍ଟି!-->…
ଲୁଗା ଶୁଖାଇବା ବେଳ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ମୃତ
ଯାଜପୁର : ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ମୃତ। ଟମକା ଥାନା ଜନିନ୍ଦାପାଳ ଗାଁରେ ଘଟିଛି ଦୁର୍ଘଟଣା। ମୃତକ ହେଲେ ରାଇଘାଟି ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ନୀତୁ ମାରାଣ୍ଡି ଓ ତାଙ୍କର ସମ୍ପର୍କୀୟ ଶ୍ୟାମସୁନ୍ଦର ମାରାଣ୍ଡି। ଘରେ ଓଦା ଲୁଗା ଶୁଖାଇବା ବେଳେ ବିଦ୍ୟୁତ୍!-->…
ରାଷ୍ଟ୍ରପତିଙ୍କ ଦୀକ୍ଷାନ୍ତ ଭାଷଣ ବେଳେ ଲାଇଟ କଟିବା ଘଟଣା : ଇଡ୍କୋ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ କୁଳପତି
ଭୁବନେଶ୍ୱର : ରାଷ୍ଟ୍ରପତିଙ୍କ ଦୀକ୍ଷାନ୍ତ ଭାଷଣ ବେଳେ ଲାଇଟ କଟିଯିବା ଘଟଣାରେ ଆସିଲା ରିପୋର୍ଟ। କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ରିପୋର୍ଟ ପ୍ରଦାନ କଲେ କୁଳପତି ପ୍ରଫେସର ସନ୍ତୋଷ ତ୍ରିପାଠୀ। ଲାଇଟ କଟିବା ପାଇଁ ଇଡ୍କୋ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ କୁଳପତି। ଇଡକୋ!-->…
ଜାତୀୟ ଗଣମାଧ୍ୟମ ମାଗାଜିନର କଭର ଷ୍ଟୋରୀରେ ଦୂତୀ ଚାନ୍ଦ…
ଭୁବନେଶ୍ୱର :ପୁଣି ଥରେ ଚର୍ଚ୍ଚାରେ ଦୌଡରାଣୀ ଦୂତୀ ଚାନ୍ଦ । ଏଥର ଖେଳକୁ ନୁହେଁ ନିଜ ବ୍ୟକ୍ତିଗତ ଜୀବନକୁ ନେଇ । ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେର ମାଗାଜିନର କଭର ଷ୍ଟୋରୀରେ ସ୍ଥାନ ପାଇଛନ୍ତି ଦୂତୀ ଓ ତାଙ୍କ ବାନ୍ଧବୀ । ଫଟୋରେ ଦୂତୀ ନିଜ ବାନ୍ଧବୀଙ୍କ ମଥାରେ ସିନ୍ଦୂର ଦେଉଥିବାର ଦେଖିବାକୁ!-->…
ବଦଳିଲା OTET ନିୟମ, ଏଣିକି ଥରେ ପାସ କଲେ ଆଉ ଦେବେନି ପରୀକ୍ଷା…
ଭୁବନେଶ୍ୱର : ଶିକ୍ଷା ନିଯୁକ୍ତି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଥରେ OTET ପାସ୍ ହେଲେ ଏହା ଲାଇଫ ଟାଇମ ବୈଧ ରହିବ । ଏଣିକି ଥରେ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟରେ ଉତ୍ତୀର୍ଣ୍ଣ ହେଲେ ଆଉ ଦେବାକୁ ପଡିବନି ପରୀକ୍ଷା ।
ଟୁଇଟ କରି ମୁଖ୍ୟମନ୍ତ୍ରୀଙ୍କ!-->!-->!-->…
୧୮ରେ ଗଡ଼ିବ ପୁରୀ-ହାଓ୍ଵାଡା ବନ୍ଦେ ଭାରତ ଏକ୍ସପ୍ରେସ..!
ପୁରୀ : ୧୮ରେ ଗଡ଼ିବ ପୁରୀ-ହାଓ୍ଵାଡା ବନ୍ଦେ ଭାରତ ଏକ୍ସପ୍ରେସ । ଆସନ୍ତା ୧୮ ତାରିଖ ମଧ୍ୟାହ୍ନରେ ପୁରୀରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳର ଶୁଭାରମ୍ଭ ହେବ । ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଏହାର ଲୋକାର୍ପଣ ୧୫ ତାରିଖରେ ହେବାର ଥିଲା । ପରେ ଏହାକୁ ୧୮!-->…