Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଷ୍ଟେସନ ନିକଟ ଟ୍ରାକରେ କଟି ଚାଲିଗଲା ଦୁଇ ଯୁବକଙ୍କ ଜୀବନ
ସୋର: ବାଲେଶ୍ବର ଜିଲ୍ଲା ସୋର ରେଳ ଷ୍ଟେସନର ଅନତି ଦୂରରେ ଦୁଇଜଣ ଯୁବକ ପୃଥକ ଭାବେ ଟ୍ରେନରେ କଟି ମୃତ୍ୟୁବରଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ଯୁବକ ବାଲେଶ୍ୱର ଜିଲା ସୋର ବ୍ଲକ ସିଙ୍ଗାଖୁଣ୍ଟା ପଞ୍ଚାୟତ ନୂଆସହିର ହରେକୃଷ୍ଣ ପାଣ୍ଡବ (୨୨)। ସେ ସୋରର ଏକ ଘରୋଇ ହୋଟେଲରେ କାମ କରୁଥିବା!-->…
ରାଜଧାନୀରୁ ଆଉ ୧୨ଡେଙ୍ଗୁ ରୋଗୀ ଚିହ୍ନଟ; ୧୨୧ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା
ଭୁବନେଶ୍ୱର: ରାଜ୍ୟରେ ଡେଙ୍ଗୁରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢି ଚାଲିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଏହି ସଂଖ୍ୟା ଶତକ ପାର କରିଛି । ଚଳିତ ବର୍ଷ ଜାନୁଆରୀ ରୁ ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ସହରରୁ ମୋଟ୍ ୧୨୧ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସେହିପରି ଶୁକ୍ରବାର!-->…
ଦିବ୍ୟାଙ୍ଗ ଝିଅକୁ ଦଳି ଦେଲା ଦନ୍ତା ହାତୀ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଏକ ଜଙ୍ଗଲରେ ଶୁକ୍ରବାର ଜଣେ ଶ୍ରବଣ ଶକ୍ତି ହରାଇଥିବା ନାବାଳିକାକୁ ହାତୀ ଦଳି ଚକଟି ଦେବାରୁ ଝିଅଟିର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସକାଳେ ତେଲକୋଇ ବ୍ଲକ୍ ଅନ୍ତର୍ଗତ ସିରିଆବାହାଲ ଗାଁ ଲୋକେ ନିକଟସ୍ଥ ଜଙ୍ଗଲରୁ!-->…
୫ ଦିନିଆ ସିବିଆଇ ରିମାଣ୍ଡରେ ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତ
ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତଙ୍କୁ ସିବିଆଇ ରିମାଣ୍ଡରେ ନେଇଛି । ୫ ଦିନ ପାଇଁ ସିବିଆଇ ରିମାଣ୍ଡ ଆବେଦନ କରିଥିଲା, ସ୍ୱତନ୍ତ୍ର ସିବିଆଇ କୋର୍ଟ ୫ ଦିନ ଲାଗି ରିମାଣ୍ଡରେ ନେବାକୁ ସିବିଆଇକୁ ଅନୁମତି ପ୍ରଦାନ କରିଛନ୍ତି ।
ରେଳବାଇର ସେକ୍ସନ୍!-->!-->!-->…
ବାହାନଗା ଟ୍ରେନ୍ ଦୁର୍ଘଟଣା: ୩ ଜଣଙ୍କୁ ବାନ୍ଧିଲା ସିବିଆଇ
ବାଲେଶ୍ୱର: ବାଲେଶ୍ବର ଜିଲ୍ଲା ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ତିନି ଜଣ ରେଳ କର୍ମଚାରୀଙ୍କୁ ଗିରଫ କଲା ସିବିଆଇ। ମିଳିଥିବା ସୂଚନା ମୁତାବକ ସିନିୟର ସେକ୍ସନ ଇଂଜିନିୟର ଅରୁଣ କୁମାର ମହନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମୀର ଖାନ ଓ ଟେକନିସିଆନ ପପୁ କୁମାରଙ୍କୁ ଗିରଫ କରାଯାଇଛି |!-->…
ବିକାଶକୁ ନେଇ ଶ୍ବେତପତ୍ର ଜାରି କରନ୍ତୁ ଓଡ଼ିଶା ସରକାର: ମନମୋହନ ସାମଲ
ଭୁବନେଶ୍ବର: ଓଡ଼ିଶାରେ ବିଜେପି ସରକାର ଗଢ଼ିବ। ଏଥିଲାଗି ସ୍ୱତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ବି ହୋଇଛି। ପୂର୍ବାଞ୍ଚଳ ରାଜ୍ୟମାନଙ୍କୁ ନେଇ ଗୌହାଟୀରେ ବସିଥିବା ବୈଠକରୁ ଫେରିବା ପରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏହା ପ୍ରକାଶ କରିଛନ୍ତି।
ସେ କହିଛନ୍ତି, ଗୌହାଟୀ ରଣନୀତି ଶତ!-->!-->!-->…
ଅଗଷ୍ଟ ୯ରେ ତ୍ରିସ୍ତରୀୟ ପଞ୍ଚାୟତ ଉପନିର୍ବାଚନ
ଭୁବନେଶ୍ବର : ଆସନ୍ତା ଅଗଷ୍ଟ ୯ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତ୍ରିସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ହେବ। ଅଗଷ୍ଟ ୧୧ରେ ଭୋଟ୍ ଗଣତି କରି ଫଳାଫଳ ଘୋଷଣା ହେବ ବୋଲି ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚିତ ପ୍ରତିନିଧିଙ୍କ!-->…
ଦକ୍ଷିଣ ଭାରତୀୟ କମ୍ପାନୀ ଦ୍ବାରା ଓଡିଶା ସରକାର ପରିଚାଳିତ: କେନ୍ଦ୍ରମନ୍ତ୍ରୀ ଟୁଡୁ
ଭୁବନେଶ୍ୱର: ଫାଇଭ-ଟି ସଚିବ ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତକୁ ଅଗଣତାନ୍ତ୍ରିକ ବୋଲି କହି ସମାଲୋଚନା କରିଛନ୍ତି କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ।
ଗୁରୁବାର ମାଲକାନଗିରିର ଖଇରିପୁଟ ଠାରେ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଉଦଘାଟନ ଅବସରରେ ଟୁଡୁ!-->!-->!-->…
୬ ସାଂଗଠନିକ ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା କଲେ ନବୀନ
ଭୁବନେଶ୍ୱର: ସଂଗଠନକୁ ସୁଦୃଢ଼ କରୁଛି ବିଜୁ ଜନତା ଦଳ । ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ୬ ସାଙ୍ଗଠନିକ ଜିଲ୍ଲାର ସଭାପତିଙ୍କ ସହ ୩ ଜିଲ୍ଲାରେ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା କରିଛନ୍ତି । ଏନେଇ ପ୍ରେସ୍ ଇସ୍ତାହାର ଜାରି କରିଛନ୍ତି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ!-->…
ବିଭାଗୀୟ ମନ୍ତ୍ରୀଙ୍କ ସହ ଆଲୋଚନା ପରେ କାର୍ଯ୍ୟବନ୍ଦ ଆନ୍ଦେଳନ ପ୍ରତ୍ୟାହାର କଲେ ବନ କର୍ମଚାରୀ
ଭୁବନେଶ୍ୱର: ଗୁରୁବାର ରାଜ୍ୟ ସରକାରଙ୍କ ଜଙ୍ଗଲ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ପରେ ବନ କର୍ମଚାରୀ କାର୍ଯ୍ୟ ବନ୍ଦ ଆନ୍ଦୋଳନରୁ ଓହରି ଯାଇଛନ୍ତି। ଏହାପରେ କାର୍ଯ୍ୟରେ ଯୋଗ ଦେଇଛନ୍ତି।
ବନ ସେବା ସଂଘର ସାଧାରଣ ସମ୍ପାଦକ ଦିଲୀପ ମିଶ୍ର!-->!-->!-->…