Browsing Category

ଓଡିଶା

ପନିପରିବା ଦର ବୃଦ୍ଧି ବିରୋଧରେ ଛାତ୍ର କଂଗ୍ରେସ ପକ୍ଷରୁ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର: ପନିପରିବା ଦର ଆକାଶ ଛୁଆଁ ହୋଇଥିବା ବେଳେ ଏହାର ପ୍ରତିବାଦରେ ବୁଧବାର ଛାତ୍ର କଂଗ୍ରେସ କର୍ମୀମାନେ ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ସରକାରୀ ବାସଭବନ ଘେରାଉ କରିବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏମିତିକି ଛାତ୍ର କଂଗ୍ରେସର ସଦସ୍ୟମାନେ ମନ୍ତ୍ରୀ ଶ୍ରୀ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ଠିକ୍ ସମୟରେ ପେନସନ ଦେବାକୁ ନିର୍ଦ୍ଦେଶ…

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ରାଜ୍ୟ ସରକାରଙ୍କ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ଅବସର ପ୍ରାପ୍ତ କର୍ମଚାରୀମାନଙ୍କୁ ଠିକ ସମୟରେ ପେନସନ ପ୍ରଦାନ କରିବା ପାଇଁ ପଦକ୍ଷେପ ନିଆଯାଉ। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଆବଶ୍ୟକ କାଗଜ ପତ୍ର ପୂରଣରେ…

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ: ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି ହାଇକୋର୍ଟ

କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ସହିତ ରତ୍ନଭଣ୍ଡାରର ସବିଶେଷ ତାଲିକା ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟରେ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି । ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି ହାଇକୋର୍ଟ । ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ ସାବିତ୍ରୀ ରଥଙ୍କୁ…

ଆତ୍ମରକ୍ଷା ପାଇଁ ଗୁଳି ଚଳାଇ ପାରିବେ ବନ କର୍ମଚାରୀ: ସରକାର ଦେଲେ ଅନୁମତି

ଭୁବନେଶ୍ୱର: ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ଦୁଇ ଜଣ ବନ କର୍ମଚାରୀଙ୍କ ମୃତ୍ୟୁ ପରେ ଚେତିଛନ୍ତି ସରକାର । ସେମାନଙ୍କ ସୁରକ୍ଷା ପାଇଁ ବୁଷ୍ଟର ଡୋଜ ଦେବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । CrPC ଧାରା ୧୯୭ ଅନୁଯାୟୀ ଏହି ବନ କର୍ମଚାରୀଙ୍କୁ ଆତ୍ମସୁରକ୍ଷା ପାଇଁ ମିଳିବ ଗୁଳି…

ରାଜଧାନୀରୁ ନିଖୋଜ ୨ ଛାତ୍ର ଟିଟିଲାଗଡ଼ରୁ ଠାବ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ମଙ୍ଗଳବାର ନିଖୋଜ ଦୁଇ ଦଶମ ଶ୍ରେଣୀ ଛାତ୍ର ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ରୁ ବୁଧବାର ଠାବ ହୋଇଛନ୍ତି। ଠାବ କରାଯାଇଥିବା ଦୁଇ ଦଶମ ଶ୍ରେଣୀ ଛାତ୍ର ହେଲେ ପୃଥ୍ୱୀରାଜ ପ୍ରଧାନ ଓ ସୋନୁ କୁମାର। ସେମାନେ ଭୁବନେଶ୍ବର ଚନ୍ଦକା ଅଞ୍ଚଳର ମର୍ଣ୍ଣିଂ ଗ୍ଲୋରି…

ପୁଲିସ ପରିଚୟ ଦେଇ ବରିଷ୍ଠ ନାଗରିକଙ୍କ ଠାରୁ ୬୦ ଗ୍ରାମ ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

କଟକ: କଟକ ଦୋଳମୁଣ୍ଡାଇରୁ ବଜ୍ରକବାଟିକୁ ସଂଯୋଗ କରୁଥିବା ରାସ୍ତା ପାର୍ଶ୍ବରେ ଥିବା ଅମ୍ବର ଏନ୍ଏକ୍ସ ଦୋକାନ ସମ୍ମୁଖରେ ନିଜକୁ ପୁଲିସ ପରିଚୟ ଦେଇ ବରିଷ୍ଠ ନାଗରିକଙ୍କ ଠାରୁ ୬୦ ଗ୍ରାମ ସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଆଜି ମଧ୍ୟାହ୍ନ ସମୟରେ କଟକ କଲେଜ ଛକ ଅଞ୍ଚଳର ବିଜୟ କୁମାର…

ରାଜଧାନୀରେ ଯୁବକଙ୍କ କଲର ଧରି ପିଟିଲେ ଲେଡି ଗୁଣ୍ଡା

ଭୁବନେଶ୍ୱର:ଭୁବନେଶ୍ୱରରେ ଲେଡି ଗୁଣ୍ଡାଙ୍କ  ଦାଦାଗିରି । ଯୁବକଙ୍କ କଲର ଧରିଲେ, ସେକି ଦେଇ ଗଲେ । ସମସ୍ତେ ଦେଖୁଥାନ୍ତି, ହେଲେ ଲେଡି ଗୁଣ୍ଡାଙ୍କୁ କେହି ସାମ୍ନା କରିପାରୁ ନ ଥାନ୍ତି । ଲେଡିଙ୍କ ପାଟିର ଭାଷା… ନ କହିବା ଭଲ । ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ସହିଦ ନଗର ଲକ୍ଷ୍ମୀ ବିହାର…

ଓଡ଼ିଶାରେ ପୁଣି ଚିଟଫଣ୍ଡ ଭଳି ରାହାଜାନି ଚଳାଇଛନ୍ତି ଘରୋଇ ଫାଇନାନ୍ସ କମ୍ପାନୀ : ଡ.ଲେଖାଶ୍ରୀ

ଭୁବନେଶ୍ୱର, : ଓଡ଼ିଶାରେ ଚିଟଫଣ୍ଡ ସଂସ୍ଥା ନୂଆ ରୂପରେଖରେ ଲୋକଙ୍କ ପାଖକୁ ଫେରିଛି । ଲୋକେ ଝାଳବୁହା ଧନ ଓ ଜୀବନର ପୁଞ୍ଜିକୁ ଘରୋଇ କମ୍ପାନୀମାନଙ୍କଠାରେ ରଖିଥିଲେ । ସେହି ଟଙ୍କାକୁ ଚିଟଫଣ୍ଡ କମ୍ପାନୀମାନେ ଲୁଟ୍ କଲାବେଳେ ରାଜ୍ୟ ସରକାର ଓ ଶାସକ ଦଳର ବିଚିତ୍ର ଭୂମିକା ଥିଲା । ରାଜ୍ୟ…

ବୌଦ୍ଧରେ ଫାଇଭ-ଟି ସଚିବଙ୍କ ଗାଡିକୁ ଅଣ୍ଡାମାଡ

ବୌଦ୍ଧ: ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ଗାଡିକୁ ଅଣ୍ଡାମାଡ । ବୌଦ୍ଧରେ କଚେରୀ ଛକରେ ହୋଇଛି ଅଣ୍ଡାମାଡ । ପୋଲିସ ଜଣଙ୍କୁ ଉଠାଇନେଇଥିବା ସୂଚନା ରହିଛି । ଦିନିକିଆ ବୈଦ୍ଧ ଗସ୍ତରେ ଅଛନ୍ତି ୫ଟି ସଚିବ । ସେହିପରି ଆଜି ବିଜେପି ମଧ୍ୟ ବିରୋଧ କରିଛି । କଂଟାମାଲ ବ୍ଲକ ଗସ୍ତରେ ଥିବା ବେଳେ ମୁଖ୍ୟ…

ମେଡିକାଲର ଝରକା ଭାଙ୍ଗୀ ଚମ୍ପଟ ମାରିଲା ଅଭିଯୁକ୍ତ

ନୀଳଗିରି: ନୀଳଗିରି ପୋଲିସ ହେପାଜତରୁ ଚମ୍ପଟ ମାରିଲା ଅଭିଯୁକ୍ତ । ନୀଳଗିରି ମେଡିକାଲର ଝରକା ଭାଙ୍ଗୀ ଚମ୍ପଟ ମାରିଲା । ବାହାରେ ପୋଲିସ ଥିବାବେଳେ ଯୁବକ ଝରକା ଭାଙ୍ଗୀ ଫେରାର ହୋଇଥିବା ଜଣାପଡିଛି । ନାବାଳକ ଅପହରଣ ମାମଲାରେୁ କାଲିଠୁ ଅଟକ ଥିଲା ଯୁବକ । ଅସୁସ୍ଥ ପରେ ଆଜି ନୀଳଗିରି…