Browsing Category

ଓଡିଶା

ବ୍ରହ୍ମାକୁମାରୀଙ୍କ ହାତ ଗୋଡ଼ ବାନ୍ଧି ପିଟିଲେ

ବାଙ୍କୀ : ଭୁଲିଗଲେ ମାନବିକତା । ଜଣେ ବ୍ରହ୍ମାକୁମାରୀଙ୍କ ହାତ ଗୋଡ଼ ବାନ୍ଧି ମାଡ଼ ମାରିଛନ୍ତି ଏକ ପରିବାରର କିଛି ସଦସ୍ୟ । ବାଙ୍କୀ ଥାନା ଅନ୍ତର୍ଗତ ବରପୁଟ ପଞ୍ଚାୟତ ପଥୁରିପଡା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗ୍ରାମରେ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଦ୍ୟାଳୟର

ଝାରସୁଗୁଡ଼ାରେ ମତଦାନ ପାଇଁ କଡ଼ା ସୁରକ୍ଷା

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ସୁରକ୍ଷା କଡ଼ାକଡ଼ି । ସାଇଲେଣ୍ଟ ପିରିଡୟରେ କଡ଼ା ନଜର ରଖିଛି ସର୍ଭେଲାନ୍ସା ଓ ଫ୍ଲାଇଂ ସ୍କ୍ଵାଡ୍‌ । ପ୍ରଚାର ସରିବା ପରେ ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀର ବିଭିନ୍ନ ଗାଁ ଓ ସହରରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି । ଗତକାଲି ରାତି ସାରା ଚାଲିଥିଲା ଚେକିଂ

ଘରୋଇ ଛାତ୍ରୀ ନିବାସରେ ଯୁକ୍ତଦୁଇ ଛାତ୍ରୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର : ବ୍ରହ୍ମପୁର ଗିରିରୋଡ ସ୍ଥିତ ପଦ୍ମାବତୀ ନାମକ ଏକ ଘରୋଇ ଛାତ୍ରୀ ନିବାସରେ ଯୁକ୍ତଦୁଇ ଛାତ୍ରୀ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା ଛାତ୍ରୀ ହେଲେ ଶେରଗଡ ବ୍ଲକ ଗୋବିନ୍ଦପୁରର ସୁଜ୍ଞାନୀ ସ୍ୱାଇଁ । ସୁଜ୍ଞାନୀ ପଦ୍ମାବତୀ ଛାତ୍ରୀ ନିବାସରେ

୪୦ ଡିଗ୍ରି ଉପରେ ରାଜ୍ୟର ୧୪ ସହର; ବୌଦ୍ଧରେ ସର୍ବାଧିକ ତାପମାତ୍ର ୪୨ଡିଗ୍ରି ରେକର୍ଡ

ଭୁବନେଶ୍ବର: ପ୍ରାୟ ୨ ସପ୍ତାହ ପରେ ରାଜ୍ୟରେ ପୁଣି ଥରେ ଗ୍ରୀଷ୍ମ ପ୍ରବାହର ପ୍ରଭାବ ଦେଖିବାକୁ ମିଳିଛି। ପଶ୍ଚିମ ଓଡ଼ିଶାର ଅଧିକାଂଶ ସହରରେ ସୂର୍ଯ୍ୟଙ୍କ ପ୍ରଖରକିରଣ ଅନୁଭୂତ ହୋଇଛି। ଆଜି ରାଜ୍ୟର ୧୪ଟି ସହରର ତାପମାତ୍ର ୪୦ ଡିଗ୍ରି ଉପରେ ରେକର୍ଡ କରାଯାଇଛି। ବୌଦ୍ଧରେ ପାରା ସର୍ବାଧିକ ୪୨

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ମାମଲା ଗୁଡିକରେ ପଡିଲା ପୂର୍ଣ୍ଣଛେଦ

କଟକ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ମନ୍ଦିର ଚର୍ତ୍ତୃପାର୍ଶ୍ଵ ଉନ୍ନତି ନେଇ ହଟିଲା ଅଦାଲତି ସମସ୍ୟା। ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ମାମଲା ଗୁଡିକରେ ପୂର୍ଣ୍ଣଛେଦ। ମାମଲାରେ ଅନ୍ତ ଘଟାଇଲେ ସର୍ବୋଚ୍ଚ ନ୍ୟାୟାଳୟ। ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସତ୍ୟପାଠ ଦାଖଲ

ଆଲିସାନ ସିନେମା ହଲ୍‌ ଗଣ୍ଡଗୋଳ ମାମଲା: ଜେଲ୍‌ରୁ ବାହାରିଲେ ସାଲୁଜାଙ୍କ ପୁଅଙ୍କ ସମେତ ୭ ଜଣ

ପାଟଣାଗଡ଼: ଆଲିସାନ ସିନେମା ହଲରେ ଗଣ୍ଡଗୋଳ ମାମଲାରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ସେଜି ଓରଫ ଅମିତ ସିଂ ସାଲୁଜାଙ୍କ ସମେତ ମୋଟ ୭ ଜଣ ଜେଲରୁ ବାହାରିଛନ୍ତି। ଜେଲରୁ ବାହାରିଥିବା ବ୍ୟକ୍ତିମାନେ ହେଲେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ସେଜି ଓରଫ

ଓଲଟିଲା ପିକ୍‌ ଅପ୍‌ ଭ୍ୟାନ, ୩୦ ଜଣ କୀର୍ତ୍ତନିଆ ଆହତ

ବରଗଡ଼: ବରଗଡ଼ ଜିଲ୍ଲା ଭଟଳି ଥାନା ଅନ୍ତର୍ଗତ ପିପଳମୁଣ୍ଡା ଛକରେ ଏକ ପିକ୍‌ଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ୩୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସମସ୍ତ ଆହତ ବରଗଡ଼ ଜିଲ୍ଲା ଭେଡେନ

ଅଗ୍ରିଆ ସମାଜକୁ ଜମି ଓ ଅନୁଦାନ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ଆଇନଜୀବୀ

ଝାରସୁଗୁଡା: ଝାରସୁଗୁଡା ଉପନିର୍ବାଚନ ବେଳେ ଅଗ୍ରିଆ ସମାଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ କୋଟି ଟଙ୍କା ଓ ଅଧ ଏକର ଜମି ପ୍ରଦାନ କରିବା ଘଟଣାକୁ ନେଇ ଉପନିର୍ବାଚନ ରିଟର୍ଣ୍ଣିଙ୍ଗ ଅଫିସର ତଥା ଉପଜିଲ୍ଲାପାଳ କିଶୋର ଚନ୍ଦ୍ର ସ୍ୱାଇଁଙ୍କ ନିକଟରେ ଅଭିଯୋଗ ହୋଇଛି । ଝାରସୁଗୁଡା ନିର୍ବାଚନ

ଝାରସୁଗୁଡା ଉପନିର୍ବାଚନ : ବହୁସଂଖ୍ୟାରେ ମତଦାନ କରିବା ପାଇଁ ଭୋଟରଙ୍କୁ ନିବେଦନ କଲେ ସିଇଓ

ଭୁବନେଶ୍ବର: ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ସନ୍ଧ୍ୟା ୬ଟାରେ ପ୍ରଚାର ଶେଷ ହୋଇଛି। ଏହା ପରେ ପ୍ରଚାର ମନା କରାଯାଇଛି ବୋଲି ଉପନିର୍ବାଚନକୁ ନେଇ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ନିକୁଞ୍ଜ ଧଳ କହିଛନ୍ତି। ସନ୍ଧ୍ୟା ୬ଟା ପରେ ଝାରସୁଗୁଡାରେ ଷ୍ଟାର

କଂଗ୍ରେସର ୯ ବିଧାୟକ, କିନ୍ତୁ ୨୦ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ: ଚିରଞ୍ଜୀବୀ

ଭୁବନେଶ୍ବର: ‘ଓଡ଼ିଶା ବିଧାନସଭାରେ କଂଗ୍ରେସରୁ ବର୍ତ୍ତମାନ ୯ ଜଣ ବିଧାୟକ ଅଛନ୍ତି। କିନ୍ତୁ ୨୦ ଜଣ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଅଛନ୍ତି। ଦିନକୁ ଦିନ ଏ ସଂଖ୍ୟା ବଢ଼ିବାରେ ଲାଗିଛି।’ ଦଳର ନେତୃତ୍ୱକୁ ଆଜି ଏମିତି ଢଙ୍ଗରେ ସମାଲୋଚନା କରିଛନ୍ତି କଂଗ୍ରେସର ପୂର୍ବତନ ବିଧାୟକ ଚିରଞ୍ଜୀବୀ