Browsing Category

ଓଡିଶା

ଓଲଟିଲା ପିକ୍‌ ଅପ୍‌ ଭ୍ୟାନ, ୩୦ ଜଣ କୀର୍ତ୍ତନିଆ ଆହତ

ବରଗଡ଼: ବରଗଡ଼ ଜିଲ୍ଲା ଭଟଳି ଥାନା ଅନ୍ତର୍ଗତ ପିପଳମୁଣ୍ଡା ଛକରେ ଏକ ପିକ୍‌ଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ୩୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସମସ୍ତ ଆହତ ବରଗଡ଼ ଜିଲ୍ଲା ଭେଡେନ

ଅଗ୍ରିଆ ସମାଜକୁ ଜମି ଓ ଅନୁଦାନ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ଆଇନଜୀବୀ

ଝାରସୁଗୁଡା: ଝାରସୁଗୁଡା ଉପନିର୍ବାଚନ ବେଳେ ଅଗ୍ରିଆ ସମାଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ କୋଟି ଟଙ୍କା ଓ ଅଧ ଏକର ଜମି ପ୍ରଦାନ କରିବା ଘଟଣାକୁ ନେଇ ଉପନିର୍ବାଚନ ରିଟର୍ଣ୍ଣିଙ୍ଗ ଅଫିସର ତଥା ଉପଜିଲ୍ଲାପାଳ କିଶୋର ଚନ୍ଦ୍ର ସ୍ୱାଇଁଙ୍କ ନିକଟରେ ଅଭିଯୋଗ ହୋଇଛି । ଝାରସୁଗୁଡା ନିର୍ବାଚନ

ଝାରସୁଗୁଡା ଉପନିର୍ବାଚନ : ବହୁସଂଖ୍ୟାରେ ମତଦାନ କରିବା ପାଇଁ ଭୋଟରଙ୍କୁ ନିବେଦନ କଲେ ସିଇଓ

ଭୁବନେଶ୍ବର: ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ସନ୍ଧ୍ୟା ୬ଟାରେ ପ୍ରଚାର ଶେଷ ହୋଇଛି। ଏହା ପରେ ପ୍ରଚାର ମନା କରାଯାଇଛି ବୋଲି ଉପନିର୍ବାଚନକୁ ନେଇ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ନିକୁଞ୍ଜ ଧଳ କହିଛନ୍ତି। ସନ୍ଧ୍ୟା ୬ଟା ପରେ ଝାରସୁଗୁଡାରେ ଷ୍ଟାର

କଂଗ୍ରେସର ୯ ବିଧାୟକ, କିନ୍ତୁ ୨୦ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ: ଚିରଞ୍ଜୀବୀ

ଭୁବନେଶ୍ବର: ‘ଓଡ଼ିଶା ବିଧାନସଭାରେ କଂଗ୍ରେସରୁ ବର୍ତ୍ତମାନ ୯ ଜଣ ବିଧାୟକ ଅଛନ୍ତି। କିନ୍ତୁ ୨୦ ଜଣ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଅଛନ୍ତି। ଦିନକୁ ଦିନ ଏ ସଂଖ୍ୟା ବଢ଼ିବାରେ ଲାଗିଛି।’ ଦଳର ନେତୃତ୍ୱକୁ ଆଜି ଏମିତି ଢଙ୍ଗରେ ସମାଲୋଚନା କରିଛନ୍ତି କଂଗ୍ରେସର ପୂର୍ବତନ ବିଧାୟକ ଚିରଞ୍ଜୀବୀ

ଓଡ଼ିଶା ପ୍ରତି ବାତ୍ୟା ଭୟ ନଥିଲେ ବି ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି

ଭୁବନେଶ୍ବର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ବତନ୍ତ୍ର ରିଲିଫ କମିସନର (ଏସ୍‌ଆରସି) ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ମତ୍ସଜୀବୀ ଓ ଚାଷୀମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ମତ୍ସଜୀବୀମାନେ ଆସନ୍ତା ୯ ତାରିଖ

ପୁଣି ବାହାନା ଦେଖାଇଲେ ଶ୍ରଦ୍ଧାଞ୍ଜଳି, ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ପୁଣି ୧୫ ଦିନ ସମୟ ଗଡାଇଲେ

ଭୁବନେଶ୍ବର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଗିରଫ ଘଟଣା । ପୁଣି ବାହାନା ଦେଖାଇଲେ ଶ୍ରଦ୍ଧାଞ୍ଜଳି । ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ପୁଣି ୧୫ ଦିନ ସମୟ ଗଡାଇଲେ ଶ୍ରଦ୍ଧାଞ୍ଜଳି । ଆସନ୍ତା ୨୦ ତାରିଖରେ ବ୍ୟକ୍ତିଗତ ହାଜିରା ହେବା ପାଇଁ କୋର୍ଟଙ୍କ ନିର୍ଦ୍ଦେଶ । ଅନ୍ୟପଟେ ବ୍ୟକ୍ତିଗତ ହାଜର

ଝାରସୁଗୁଡ଼ା ଉପନିର୍ବାଚନ: ଶେଷ ଦିନରେ ଜୋରଦାର୍ ପ୍ରଚାର କଲେ ନେତା

ଝାରସୁଗୁଡ଼ା/ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ଆଜି ସନ୍ଧ୍ୟା ୬ଟାରେ ଶେଷ ହୋଇଛି। ଅନ୍ତିମ ଦିନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଓ ବିଜେପିର ଟଙ୍କଧର ତ୍ରିପାଠୀଙ୍କ ସହିତ କଂଗ୍ରେସର ପ୍ରାର୍ଥୀ ଜୋରଦାର ପ୍ରଚାର କରିଛନ୍ତି। ନେତାଙ୍କ ସହିତ ସେମାନଙ୍କର ସହଯୋଗୀ

ଫାଇନାନ୍ସ କର୍ମଚାରୀଙ୍କ ଆଖିରେ ଲଙ୍କାଗୁଣ୍ଡ ପକାଇ ୬୩ ଲକ୍ଷ ଲୁଟ୍‌ ଅଭିଯୋଗ

ବନ୍ତ: ଭଦ୍ରକ ଜିଲ୍ଲା ବନ୍ତ ଥାନା ଅନ୍ତର୍ଗତ ନିମପଲ୍ଲୀ ନିକଟରୁ ଗତ ରବିବାର ରାତିରେ ଏଲ୍‌ଆଣ୍ଡଟି ଫାଇନାନ୍ସ କମ୍ପାନିର ଦୁଇଜଣ କର୍ମଚାରୀଙ୍କ ଆଖିରେ ଲଙ୍କାଗୁଣ୍ଡ ପକାଇ ତିନି ଜଣ ଦୁର୍ବୃତ୍ତମାନେ ଏକଲକ୍ଷ ତେଷଠି ହଜାର ଟଙ୍କା ଲୁଟି ନେଇଥିବା ବନ୍ତ ଥାନାରେ ଅଭିଯୋଗ ସୋଇଛି। ଘଟଣାରୁ

ଲେଡିଜ୍‌ ହଷ୍ଟେଲରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଘଟଣା: ବନ୍ଧା ହେଲେ ୩ ଅଭିଯୁକ୍ତ

ଭୁବନେଶ୍ୱର: ଭୁବନେଶ୍ୱର ନୟାପଲ୍ଲୀରେ ଲେଡିଜ୍‌ ହଷ୍ଟେଲରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଘଟଣାରେ ବନ୍ଧା ହେଲେ ତିନି ଅଭିଯୁକ୍ତ। ଗିରଫ ଅଭିଯୁକ୍ତ ସୋନୁ ଓରଫ ସନିଆ ଦାସ, ପିଙ୍କୁ ଓରଫ ଶଶିକାନ୍ତ ଭୋଇ ଓ ସଞ୍ଜୟ ବେହେରା। ୫ ତାରିଖ ସଂଧ୍ୟାରେ ହଷ୍ଟେଲର କିଛି ଯୁବତୀ ନିଜ ବନ୍ଧୁଙ୍କ ସହ କଥା

ଓଡ଼ିଶା ପ୍ରତି ବାତ୍ୟା ବିପଦ ନାହିଁ : ଆଇଏମଡି

ଭୁବନେଶ୍ବର : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାରଦିନ ଏହାର ଗତିପଥ ସଂପର୍କରେ ପୂର୍ବାନୁମାନ କରାଯାଇଛି । ବିଭାଗର ମହାନିର୍ଦ୍ଦେଶକ ଡ.ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ଏହି ଲଘୁଚାପ ଆହୁରି ଘନୀଭୂତ ହୋଇ ଏକ ଅତି ଭୀଷଣ