Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶା ପ୍ରତି ବାତ୍ୟା ବିପଦ ନାହିଁ : ଆଇଏମଡି
ଭୁବନେଶ୍ବର : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାରଦିନ ଏହାର ଗତିପଥ ସଂପର୍କରେ ପୂର୍ବାନୁମାନ କରାଯାଇଛି । ବିଭାଗର ମହାନିର୍ଦ୍ଦେଶକ ଡ.ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ଏହି ଲଘୁଚାପ ଆହୁରି ଘନୀଭୂତ ହୋଇ ଏକ ଅତି ଭୀଷଣ!-->…
ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ୱାମୀ
କୁଚିଣ୍ଡା: ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ୱାମୀ । ସମ୍ବଲପୁର ଜିଲ୍ଲା ଜମନକିରା ଥାନା ବଡ଼ମାଲ ପଞ୍ଚାୟତ ନୂଆଁଡିହି ଗାଁରେ ଅଭାବନୀୟ ଘଟଣା ଘଟିଛି। ରୋଷେଇ କରିବାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖାଯାଇଛି। ଘଟଣାସ୍ଥଳରେ ପୋଲିସ!-->…
ମା’କୁ ଧକ୍କା ମାରି ନାବାଳିକା ଝିଅର ତଣ୍ଟି କାଟିଦେଲା ଦୁର୍ବୃତ୍ତ…
ଅନୁଗୋଳ: ଘରେ ପଶି ନାବାଳିକାର ତଣ୍ଟିକାଟି ଜଣେ ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ଅନୁଗୁଳ ସହର ଉପକଣ୍ଠ କୁଇଓ ଗ୍ରାମରେ। ଡାକ୍ତର ନାବାଳିକାକୁ ମୃତ ଘୋଷଣା କରିଛନ୍ତି। ମୃତ ନାବାଳିକା ଜଣଙ୍କ ହେଲେ ଭାଗିରଥି ସାହୁଙ୍କ ଝିଅ ଖୁସି ସାହୁ।!-->…
ପୋଲିସ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ…
ମାଲକାନଗିରି: ଏନକାଉଣ୍ଟରରେ ଟଳିପଡିଲେ ୨ ନକ୍ସଲ। ଛତିଶଗଡ଼ ସୁକମା ଜିଲ୍ଲା ଭେଜି ଜଙ୍ଗଲରେ ଯବାନ-ମାଓବାଦୀ ମୁହାଁମୁହିଁ। ପୋଲିସ୍ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଦୁଇ ଜଣଙ୍କ ନାଁରେ ୧୩ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। LOS କମାଣ୍ଡର ମଡକମ ନାଁରେ ୮ ଲକ୍ଷ ଓ ମହିଳା!-->…
କାମାକ୍ଷାନଗର ଦିଘି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟଙ୍କୁ ହତ୍ୟା…
କାମାକ୍ଷାନଗର: ପୂର୍ବତନ ସମିତି ସଭ୍ୟଙ୍କୁ ହତ୍ୟା । ଘରକୁ ଫେରିବା ବେଳେ ସଂଘବଦ୍ଧ ଆକ୍ରମଣ । ହାଣି ପକାଇଲେ ଦୁର୍ବୃତ୍ତ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଦିଘି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟଙ୍କୁ ନିର୍ମମ ଭାବରେ ହାତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।
ମୃତକଙ୍କ ନାଁ!-->!-->!-->…
ଚିତ୍ରୋକୋଣ୍ଡା ବିଧାୟକଙ୍କ ସହ ଅପରାଧି ଙ୍କ ଫୋଟୋ ଭାଇରାଲ…
ଏହା ବିଧାୟକ ଙ୍କ ଜାଣତରେ ନା ଅଜଣାତରେ...?
ସରକାରୀ କର୍ମଚାରୀଙ୍କୁ ଟଙ୍କା ବାଣ୍ଟିବା କାର୍ଯ୍ୟରେ ବିଜେଡି ଲଗାଇଛି, ଫେରାଦ ହେଲା ବିଜେପି
ଭୁବନେଶ୍ୱର : ଝାରସୁଗୁଡ଼ା ଉପନିର୍ବାଚନରେ ସରକାରୀ ମହିଳା କର୍ମଚାରୀଙ୍କୁ ବିଜେଡି ନିଜ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର କାର୍ଯ୍ୟରେ ଲଗାଇବା ସହ ଭୋଟରଙ୍କୁ ଟଙ୍କା ବାଣ୍ଟିବା କାର୍ଯ୍ୟରେ ନିୟୋଜିତ କରାଯାଇଥିବା ବିଜେପି ଅଭିଯୋଗ କରିଛି । ସରକାରୀ କର୍ମଚାରୀଙ୍କୁ ନିର୍ବାଚନ ପ୍ରଚାରରେ ବ୍ୟବହାର!-->…
ଦୀପାଳିଙ୍କ ପାଇଁ ଭୋଟ୍ ମାଗିଲେ ନବୀନ
ଝାରସୁଗୁଡ଼ା : ଝାରସୁଗୁଡ଼ାରେ ହାଇଭୋଲଟେଜ୍ ପ୍ରଚାର । ଆଜି ପ୍ରମୁଖ ଦଳର ବଡ ନେତା ନିଜ ନିଜ ଦଳର ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ନିଜେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି । ଗ୍ରା ଉଣ୍ଡକୁ ଓହ୍ଲାଇଛନ୍ତି!-->…
୫ ହାଇୱେ ଲୁଟେରା ଗିରଫ ପରେ କୋର୍ଟ ଚାଲାଣ
ବାଲେଶ୍ୱର : ଦିନ କୁ ଦିନ ବଢି ଚାଲିଛି ଲୁଟେରାଙ୍କ ପ୍ରାଦୁର୍ଭାବ । ରାଜରାସ୍ତାରେ ଯାଉଥିବା ବେଳେ ସେମାନଙ୍କୁ ବିଭିନ୍ନ ପ୍ରକାର ମାରଣାସ୍ତ୍ର ଦେଖାଇ ମୋବାଇଲ, ବାଇକ କିମ୍ବା କୌଣସି ଅନ୍ୟାନ୍ୟ ଜିନିଷକୁ ଲୁଟ କରୁଥିଲେ ଲୁଟେରା । ବାରମ୍ବାର ଏଭଳି ଘଟଣା ସାମ୍ନାକୁ ଆସିବା ପରେ ପୋଲିସର!-->…
ଘୂର୍ଣ୍ଣିବଳୟ ୮ରେ ଲଘୁଚାପରେ ପରିଣତ ହୋଇ ୯ରେ ନେବ ବାତ୍ୟାର ରୂପ: ଆଇଏମ୍ଡି
ଭୁବନେଶ୍ୱର/ ନୂଆଦିଲ୍ଲୀ: ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୮ ତାରିଖରେ ଏହି ଅଞ୍ଚଳରେ ଏକ ଲଘୁଚାପ!-->…